ଜାଲ୍ ଶିକ୍ଷକଙ୍କୁ ଜିଲାପାଳଙ୍କ ଚେତାବନୀ: ଚାକିରି ଛାଡ଼ିଲେ ବି କାର୍ଯ୍ୟାନୁଷ୍ଠାନ
ବ୍ରହ୍ମପୁର ଅଫିସ୍,୨୨|୧୧- ଗଞ୍ଜାମ ଜିଲରେ ଶିକ୍ଷକ ନିଯୁକ୍ତି ସମୟରେ ଜାଲ ସାର୍ଟିଫିକେଟ୍ ଦେଇ ଚାକିରି କରିଥିବାରୁ ବର୍ତ୍ତମାନ ଅଡ଼ୁଆ ବଢ଼ିବାରେ ଲାଗିଛି। ପ୍ରତିଦିନ କେହି ନା କେହି ଧରାପଡ଼ୁଛନ୍ତି। ଅନ୍ୟପଟେ ଶିକ୍ଷା ବିଭାଗ ନିକଟରେ ଜାଲ୍ ସାର୍ଟିଫିକେଟ୍ଧାରୀ ଶିକ୍ଷକଙ୍କ ବିରୋଧରେ ଅଭିଯୋଗ…
ମୁଖ୍ୟ ରାସ୍ତା ପାଲଟିଛି ଡମ୍ପିଂୟାର୍ଡ
ଗଞ୍ଜାମ,୨୨ା୧୧(ଡି.ଏନ.ଏ.)- ଗଞ୍ଜାମ ଏନ୍ଏସିରେ ବର୍ଜ୍ୟବସ୍ତୁ ପରିଚାଳନା ପ୍ରକଳ୍ପ ନିମନ୍ତେ ସ୍ଥାନ ଚିହ୍ନଟ ହୋଇପାରୁ ନ ଥିବାରୁ ସହର ମୁଖ୍ୟରାସ୍ତା କଡ଼ ଡମ୍ପିଂୟାର୍ଡ’ପାଲଟିଛି। ଗଞ୍ଜାମ ଏନ୍ଏସି ଓ ତହସିଲ ଅଧୀନରେ ରହିଛି ହେକ୍ଟର ହେକ୍ଟର ସରକାରୀ ଜାଗା। ହେଲେ ସରକାରୀ ଅଧିକାରୀମାନଙ୍କ ଖାମଖିଆଲ…
ପିପୁଲ୍ସ କଲେଜ ଚାମ୍ପିୟନ, କେଏସ୍ୟୁବି ରନର୍ସଅପ
ଚିକିଟି,୨୨ା୧୧(ଡି.ଏନ.ଏ.)- ଗଞ୍ଜାମ ଜିଲା ଚିକିଟିଗଡ ସ୍ଥିତ ମହାବିଦ୍ୟାଳୟ ଖେଳପଡିଆରେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ତରଫରୁ ଚାଲିଥିବା ୪୯ତମ ଆନ୍ତଃ ମହାବିଦ୍ୟାଳୟ ପୁରୁଷ କବାଡି ଟୁର୍ନାମେଣ୍ଟ୍ ଗୁରୁବାର ଉଦ୍ଯାପିତ ହୋଇଯାଇଛି। ଫାଇନାଲଳ ମ୍ୟାଚ ବୁଗୁଡା ପିପୁଲ୍ସ କଳେଜ ଓ ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ରଭଞ୍ଜ ମହାବିଦ୍ୟାଳୟ…
ବାଲ୍ୟ ବିବାହ କରୁଛନ୍ତି ଶହେରୁ ୨୪ ଝିଅ
ବ୍ରହ୍ମପୁର ଅଫିସ୍,୨୨ା୧୧- କନ୍ୟା ସନ୍ତାନଙ୍କ ସଂଖ୍ୟା ବୃଦ୍ଧି, ସେମାନଙ୍କ ସୁରକ୍ଷା, ଗୁଣିଗାରେଡ଼ି ବିରୋଧରେ ସଚେତନତା ଏବଂ ଚିକିତ୍ସାଳୟଗୁଡ଼ିକର ଉନ୍ନତି ପାଇଁ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଅଭିଯାନରେ ଗୁରୁବାର ସାମିଲ ହୋଇଛନ୍ତି ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ। କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ…
ନାବାଳିକାଙ୍କୁ ଗଣବଳାତ୍କାର ଅଭିଯୋଗ: ଗଣମାଧ୍ୟମର ସହାୟତା ନେଲେ ପରିବାର ଲୋକେ
ବାଲେଶ୍ୱର ଅଫିସ, ୨୨।୧୧-ବାଲେଶ୍ୱର ଜିଲା ସୋର ରଘୁନାଥପୁର ଅଞ୍ଚଳରେ ଥିବା ଏକ ଘରୋଇ ଶିକ୍ଷାକେନ୍ଦ୍ରର ଛାତ୍ରୀନିବାସରେ ରହି ପାଠ ପଢୁଥିବା ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଉକ୍ତ ବିଦ୍ୟାଳୟର ୪ଜଣ ଛାତ୍ର ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏନେଇ ସୋର ଥାନାରେ…
ସରିଲା ସୀମାନ୍ତ ମହୋତ୍ସବ: ‘ଯୁବପିଢି ଚାକିରି ପଛରେ ନ ଗୋଡାଇ ସ୍ବାବଲମ୍ବୀ ହୁଅ’
ରେମୁଣା, ୨୨ା୧୧(ଡି.ଏନ.ଏ.)-ବିଜୁ ପଟ୍ଟନାୟକ ସ୍ମୃତି କମିଟି, ସୀମାନ୍ତ ମହୋତ୍ସବ କମିଟି ଓ ଯାତ୍ରା କମିଟିର ମିଳିତ ଆନୁକୂଲ୍ୟରେ ବାଲେଶ୍ୱର ମୟୂରଭଞ୍ଜ ସୀମାନ୍ତ ଦୁର୍ଗାଦେବୀ ରାଉତୁରାପୁରଠାରେ ଚାଲିଥିବା ୪ଦିନିଆ ସୀମାନ୍ତ ମହୋତ୍ସବ, ବୋଇତ ବନ୍ଦାଣ ଓ ଗଜାସୁରପୋଡ଼ି ବୁଧବାର ରାତିରେ ଉଦଯାପିତ ହୋଇଯାଇଛି।…
ବର୍ଷକରେ ୬ ବିଡିଓଙ୍କ ବଦଳି: ବ୍ଲକରେ ଉନ୍ନୟନ କାମ ବାଧାପ୍ରାପ୍ତ
ବାହାନଗା, ୨୨।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକରେ ବିଚିତ୍ର ନୀତି ଦେଖିବାକୁ ମିଳିଛି ା ୨୦୧୮-୨୦୧୯ ବର୍ଷକ ମଧ୍ୟରେ ୬ଜଣ ବିଡିଓ ଆସିଲେଣି। ତେବେ କେହି ସ୍ଥାୟୀ ଭାବେ ରହୁ ନ ଥିବାରୁ ଉନ୍ନୟନ କାମରେ ବାଧା ସୃଷ୍ଟି ହେଉଛି। ୨୦୧୨ ଅଗଷ୍ଟ…
ପୋଡାଗଲା ୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଗଞ୍ଜେଇ ଚାଷ
ମୁନିଗୁଡ଼ା, ୨୧।୧୧(ଡି.ଏନ୍.ଏ.)- ଅପରେଶେନ ଗ୍ରୀନ ଡାଇମଣ୍ଡର ଦିତୀୟ ଦିନରେ ରାୟଗଡ଼ାର ଉପାନ୍ତ ଅଞ୍ଚଳ ଚନ୍ଦ୍ରପୁରରେ ୫୬ ଏକର ଜମିରେ ହୋଇଥିବା ବେଆଇନ ଗଞ୍ଜେଇ ଚାଷକୁ ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ପୋଡାଯାଇଛି। ବୁଧବାର ମଧ୍ୟ ୨୬ ଏକର ଜମିର ଗଞ୍ଜେଇ…
କେନ୍ଦ୍ର ବିରୋଧରେ କଂଗ୍ରେସର ବିଶାଳ ସମାବେଶ
ଫୁଲବାଣୀ ଅଫିସ, ୨୧ା୧୧-କନ୍ଧମାଳ ଜିଲା କଂଗ୍ରେସ ପକ୍ଷରୁ ଗୁରୁବାର ଫୁଲବାଣୀରେ ବିଶାଳ ସମାବେଶ କରାଯାଇଛି । ବିଭିନ୍ନ କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ବିଫଳତା ଦର୍ଶାଇ ଦଳୀୟ କର୍ମୀମାନେ ସହରରେ ଶୋଭାଯାତ୍ରା କରିଛନ୍ତି। ପରେ ଏକ ଦାବିପତ୍ର ଜିଲା ପ୍ରଶାସନ ଜରିଆରେ ରାଷ୍ଟ୍ରପତିଙ୍କ…
ଛତ୍ରପୁର ହସ୍ପିଟାଲରେ ଟ୍ୟୁମର ଅପରେଶନ ହେଲାନି: ନିରାଶରେ ଘରକୁ ଫେରିଲେ ସୀତାମ୍ମା
ଛତ୍ରପୁର,୨୧ା୧୧(ଡି.ଏନ୍.ଏ.)-ଛତ୍ରପୁର ହସ୍ପିଟାଲରେ ଟ୍ୟୁମର ଅପରେଶନ ନ ହେବାରୁ ଜଣେ ମହିଳା ଗୁରୁବାର ନିରାଶରେ ଘରକୁ ଫେରିବାକୁ ବାଧ୍ୟ ହୋଇଛନ୍ତି। ଆନାସ୍ଥେସିଆ ବିଶେଷଜ୍ଞ ନ ଥିବାରୁ ତାଙ୍କୁ ଫେରାଇ ଦିଆଯାଇଛି। ଆନାସ୍ଥେସିଆ ଡାକ୍ତର ନ ଥିଲେ ଅନ୍ କଲ୍ରେ ଆଣି ଅପରେଶନ କରାଇବା…
ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତ ଗିରଫ: ନିରପେକ୍ଷ ତଦନ୍ତ ଦାବି କଲା ଭାଜପା ମହିଳା ମୋର୍ଚ୍ଚା
ହିଞ୍ଜିଳିକାଟୁ,୨୧ା୧୧(ଡି.ଏନ୍.ଏ): ହିଞ୍ଜିଳି ଥାନା ଅଞ୍ଚଳରେ ଗତ ଶନିବାର ଜଣେ ୧୦ବର୍ଷୀୟ ନାବାଳିକାଙ୍କୁ ନିଜ ଦୋକାନରେ ବଳାତ୍କାର କରିଥିବା ଅଭିଯୁକ୍ତଙ୍କୁ ପୋଲିସ ଗୁରୁବାର ଗିରଫ କରିଛି। ସେ ହେଲେ ଦେବରାଜ ପାଣିଗ୍ରାହୀ(୬୫)। ହିଞ୍ଜିଳିକାଟୁ ଡାକ୍ତରଖାନାରେ ଅଭିଯୁକ୍ତଙ୍କ ଡାକ୍ତରୀମାଇନା କରାଯାଇଥିବା ବେଳେ ପୋଲିସ ହେପାଜତରେ…
ଶିଶୁଙ୍କ ସାମଗ୍ରିକ ବିକାଶ ଉପରେ ଗୁରୁତ୍ୱ
ପୁରୀ ଅଫିସ, ୨୦ା୧୧ : ବିଶ୍ୱମ୍ବର ବିଦ୍ୟାପୀଠ ପରିସରରେ ଗୁରୁବାର ଶିଶୁ ସମାଚାର ପକ୍ଷରୁ ବିଶ୍ୱ ଶିଶୁ ଅଧିକାର ଦିବସ ପାଳିତ ହୋଇଯାଇଛି। ଆଇନଜୀବୀ ଶରତ ରାୟଗୁରୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜିଲା ଆଇନସେବା ପ୍ରାଧିକରଣ ସଚିବ ଅମରେଶ ମହାପାତ୍ର…

