ଆମ ଜିଲା ଖବର

ଥାନାରେ ଆତ୍ମହତ୍ୟା କଲେ ହତ୍ୟା ଅଭିଯୁକ୍ତ

ବଡବିଲ,୨୧।୧୧(ସ୍ବ.ପ୍ର): ବଡବିଲ ଥାନାରେ ଜଣେ ହତ୍ୟା ଅଭିଯୁକ୍ତ ଆତ୍ମହତ୍ୟା କରିଛନ୍ତି। ମୃତକ ଜଣଙ୍କ ହେଉଛନ୍ତି ବଡ଼ବିଲ ସେଡିଂ ବସ୍ତିର ସୁରେଶ ନାଏକ। ସ୍ତ୍ରୀ ବାସନ୍ତୀଙ୍କୁ ହତ୍ୟା ଅଭିଯୋଗରେ ଗତ ୧୮ ତାରିଖ ସାରେ ପୋଲିସ ସୁରେଶଙ୍କୁ ଗିରଫ କରିଥିଲା। ତାଙ୍କ ନାଁରେ…

ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ, ମହାବିଦ୍ୟାଳୟରେ ଛାତ୍ର ଅଶାନ୍ତି

ବାରିପଦା ଅଫିସ,୨୧।୧୧:ମୟୁରଭଞ୍ଜ ଜିଲା ବାରିପଦା ତକତପୁରସ୍ଥିତ ଏକ ସ୍ବୟଂଶାସିତ ମହାବିଦ୍ୟାଳୟରେ ଜଣେ ଛାତ୍ରୀଙ୍କୁ ଅସଦାଚରଣ ହୋଇ ଥିବା ଅଭିଯୋଗ ହୋଇଛି। ଗତ ଶୁକ୍ରବାର ଉକ୍ତ ମହାବିଦ୍ୟାଳୟର ଜଣେ ଅଧ୍ୟାପକ ସ୍ପେଶାଲ କ୍ଲାସ କରିବା ପାଇଁ ସମସ୍ତ ଛାତ୍ରୀଛାତ୍ରଙ୍କୁ ଡାକିଥିଲେ। ଜଣେ ଛାତ୍ରୀଙ୍କୁ…

ଛାତ୍ରୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: ସ୍କୁଲ ଆଗରେ ମୃତଦେହ ରଖି ପ୍ରତିବାଦ

କେନ୍ଦୁଝର,୨୧।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ବ୍ଲକ ମସିଣାଯୋଡ଼ି ଏଜୁକେଶନାଲ କମ୍ପ୍ଲେକ୍ସ ସ୍କୁଲର ଅଷ୍ଟମ ଶ୍ରେଣୀ ଛାତ୍ରୀ ପଦ୍ମା ଜୁଆଙ୍ଗଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ହଷ୍ଟେଲରେ ରହି ପଢୁଥିବା ପଦ୍ମାଙ୍କ ୍‌ଚିକିତ୍ସାରେ ଅବହେଳାରୁ ମୃତ୍ୟୁ ଘଟିଥିବା ପରିବାର ଲୋକେ ଅଭିଯୋଗ…

ଗ୍ୟାସ ଟାଙ୍କି ଫାଟି ଘରେ ଲାଗିଲା ନିଆଁ

ଛତ୍ରପୁର,୨୧।୧୧(ଡି.ଏନ.ଏ):ଛତ୍ରପୁର କୋର୍ଟ ଷ୍ଟେଶନ ସାହିର ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଘରେ ଗୁରୁବାର ପୂର୍ବାହ୍ନରେ ରନ୍ଧନ ଗ୍ୟାସ ଟାଙ୍କି ଫାଟି ନିଆଁ ଲାଗିଯାଇଥିଲା। ଅପରପକ୍ଷରେ ଏଥିରେ କେହି ମୃତାହତ ହୋଇ ନ ଥିଲେ ହେଁ ଘରର ସମସ୍ତ ଆସବାବପତ୍ର ସମ୍ପୂର୍ଣ୍ଣ ରୂପେ ଜଳିଯାଇଛି।…

ଭାଇ ସହ ମିଶି ସ୍ବାମୀଙ୍କୁ ହତ୍ୟା କଲେ ସ୍ତ୍ରୀ, ମୃତଦେହ ଧରି ଥାନାରେ ଆତ୍ମସମର୍ପଣ

ଜଗନ୍ନାଥ ପ୍ରସାଦ,୨୧।୧୧(ଡି.ଏନ.ଏ.): ଗଞ୍ଜାମ ଜିଲା ଜଗନ୍ନାଥ ପ୍ରସାଦ ଥାନା ଅଞ୍ଚଳ ପଟାଧର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ସ୍ବାମୀଙ୍କ ଅତ୍ୟାଚାର ସହି ନ ପାରି ଭାଇ ସହ ମିଶି ତାଙ୍କୁ ହତ୍ୟା କରିଛନ୍ତି ସ୍ତ୍ରୀ। ହତ୍ୟା କରିବା ପରେ ଉଭୟ…

ଚାଷୀଙ୍କ ଆନ୍ଦୋଳନ ଜାରି, ଜାତୀୟ ରାଜପଥ ଅବରୋଧ

ସମ୍ବଲପୁର, ୨୧।୧୧(ବ୍ୟୁରୋ): ସମ୍ବଲପୁର ଜିଲାରେ ଟୋକନକୁ ବିରୋଧ ଏବଂ ବିଭିନ୍ନ ଦାବି ନେଇ ଚାଷୀ ଆନ୍ଦୋଳନ ଜାରି ରହିଛି। ଗୁରୁବାର ଚାଷୀ ସଂଗଠନ ପକ୍ଷରୁ ଘୋଷଣା ମୁତାବକ ଅପରାହ୍ନ ୧ଟାରୁ ଜାତୀୟ ରାଜପଥ ଅବରୋଧ କରାଯାଇଛି। ଜାଜୀୟ ରାଜପଥ ୫୫ ବରେଇପାଲି…

ମହାପ୍ରଭୁଙ୍କ ମାମୁଘର ବିବାଦ: ଶାସ୍ତ୍ର, ପୁରାଣ, ସ୍ବତ୍ବଲିପିରେ ଉଲ୍ଲେଖ ନାହିଁ

ପୁରୀ ଅଫିସ, ୨୧।୧୧: ମହାପ୍ରଭୁଙ୍କ ମାମୁଘର ନେଇ ସୃଷ୍ଟି ହୋଇଛି ନୂଆ ବିବାଦ। ପ୍ରଥମାଷ୍ଟମୀ ଅବସରରେ ମଙ୍ଗଳବାର ନିଆଳି ମାଧବରୁ ପୋଢୁଅଁ। ଭାର ମହାପ୍ରଭୁଙ୍କ ପାଇଁ ଆସିବା ପରେ ଏହାକୁ ନେଇ ଆରମ୍ଭ ହୋଇଛି ବିତର୍କ। ନିଆଳିର ମାଧବାନନ୍ଦଜୀଉ ମହାପ୍ରଭୁଙ୍କ ମାମୁ…

ଶ୍ରୀମନ୍ଦିରରେ ପ୍ରଥମାଷ୍ଟମୀ

ପୁରୀ ଅଫିସ, ୨୧।୧୧: ଶ୍ରୀମନ୍ଦିରରେ ବୁଧବାର ପବିତ୍ର ପ୍ରଥମାଷ୍ଟମୀ ପାଳନ ଅବସରରେ ସ୍ବତନ୍ତ୍ର ପୂଜାବିଧି ଅନୁଷ୍ଠିତ ହୋଇଥିଲା। ଭୋଗ ମଣ୍ଡପ ବଢିବା ପରେ ତିନିବାଡ଼ରେ ମଇଲମ କରାଯାଇ ମହାସ୍ନାନ ନୀତି ସମ୍ପନ୍ନ ହୋଇଥିଲା। ଏହାପରେ ଠାକୁରଙ୍କୁ ନୂଆ ଲାଗି କରାଯାଇଥିଲା। ଚନ୍ଦନ…

ସ୍ମିତାରାଣୀଙ୍କ ହତ୍ୟା ଲୁଚାଇବାକୁ ଷଡ଼ଯନ୍ତ୍ର: ନରସିଂହ

ଭୁବନେଶ୍ୱର, ୨୧।୧୧ (ବ୍ୟୁରୋ): ଯାଜପୁର ଜିଲା ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁକୁ ନେଇ ବୁଧବାର ବିଧାନସଭାରେ ଶୂନ୍ୟକାଳ ଓ ମୁଲତବୀ ଆଲୋଚନା ବେଳେ ବିରୋଧୀ ଦଳ ସରକାରଙ୍କୁ କାଠଗଡାରେ ଛିଡ଼ା କରିଛନ୍ତି। ଶୂନ୍ୟକାଳରେ ଏହି ପ୍ରସଙ୍କ ଉଠାଇ କଂଗ୍ରେସ…

ଅନ୍ତରୀଣ ଡିଜିପି ଭାବେ ବିଧିବଦ୍ଧ ଦାୟିତ୍ୱ ଗ୍ରହଣ କଲେ ସତ୍ୟଜିତ: ରାଜ୍ୟ ସରକାରଙ୍କୁ ଜଣାଇଲେ କୃତଜ୍ଞତା

ଭୁବନେଶ୍ୱର, ୨୧।୧୧(ବ୍ୟୁରୋ): ରାଜ୍ୟ ପୋଲିସର ଅନ୍ତରୀଣ ଡିଜି ଭାବେ ଦାୟିତ୍ୱ ଗ୍ରହଣ କଲେ ରାଜ୍ୟ କାରାଗାର ଡିଜି ସତ୍ୟଜିତ ମହାନ୍ତି। କଟକ ପୋଲିସ ମୁଖ୍ୟାଳୟରେ ଆନୁଷ୍ଠାନିକ ଭାବେ ଗାର୍ଡ ଅଫ୍‌ ଅନର ପ୍ରଦାନ କରାଯିବା ପରେ ବିଧିବଦ୍ଧ ଭାବେ ସେ ଦାୟିତ୍ୱ…

ମଣ୍ଡିକୁ ଅପେକ୍ଷା

ଚଳିତ ଖରିଫ ଋତୁରେ କଳାହାଣ୍ଡି ଜିଲାରେ ଭଲ ଫସଲ ହୋଇଛି। କୃଷି ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଚଳିତ ଖରିଫ ଋତୁରେ କଳାହାଣ୍ଡିରେ ୮୧ ଲକ୍ଷ କୁଇଣ୍ଟାଲ ଧାନ ଉପତ୍ାଦନ ହେବ। ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକରେ…

୩୦ରେ ପୂରିବ ସଂଶୋଧିତ ମୋଟରଯାନ ଆଇନ କୋହଳ ଅବଧି: ଡ୍ରାଇଭିଂ ଲାଇସେନ୍ସଧାରୀଙ୍କ ସଂଖ୍ୟା ୭ ଗୁଣ ବୃଦ୍ଧି

କଟକ ଅଫିସ, ୨୧।୧୧: ସଂଶୋଧିତ ମୋଟରଯାନ ଆଇନର କୋହଳ ଅବଧି ନଭେମ୍ବର ୩୦ରେ ପୂରିଯିବ। ଡିସେମ୍ବର ପହିଲାରୁ ରାଜ୍ୟରେ ପୁଣି ଏହି ଆଇନକୁ କଡ଼ାକଡ଼ି ଭାବେ ଲାଗୁ କରାଯିବ। ଏହି କୋହଳ ଅବଧି ମଧ୍ୟରେ ଏକ ବଡ଼ ତଥ୍ୟ ସାମ୍ନାକୁ ଆସିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?