ଆମ ଜିଲା ଖବର

ଲୁଣାପାଣି ଅଟକାଇବା ପାଇଁ ବନ୍ଧ ବାନ୍ଧିଲେ ଚାଷୀ

ଆରଡ଼ି, ୨୧।୧୧ (ଡି.ଏନ.ଏ.)-ପ୍ରଥମେ ମରୁଡ଼ିର ପଦଧ୍ୱନି। ପରେ ବାତ୍ୟାର ତାଣ୍ଡବ। ଯାହା କିଛି ଫସଲ ଥିଲା ଏବେ ବି ପାଣିରେ ଭାସୁଛି। ଖରିଫ ଫସଲ ନଷ୍ଟ ପରେ ଏବେ ମୁଣ୍ଡରେ ହାତଦେଇ ବସିଛନ୍ତି ଚାଷୀ। ଏବେ ଟାଇଚୁଙ୍ଗ ଚାଷ ଲାଗି ଆଗଭର…

ଡାକ୍ତରଙ୍କୁ ଆକ୍ରମଣ ମାମଲା: ଅଭିଯୁକ୍ତଙ୍କୁ ୩ ମାସ କାରାଦଣ୍ଡାଦେଶ

ରାଇରଙ୍ଗପୁର,୨୧ା୧୧(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ତିରିଂ ଥାନା ଅଧୀନ ପଣ୍ଡୁପାଣି ଗ୍ରାମରେ ଜଣେ ଆୟୁର୍ବେଦିକ ଡାକ୍ତରଙ୍କୁ ଆକ୍ରମଣ ଓ ର୍ଦୁବ୍ୟବହାର କରିବା ମାମଲାର ବିଚାର କରି ରାଇରଙ୍ଗପୁର ଏସ୍‌ଡିଜେଏମ କୋର୍ଟର ବିଚାରପତି ସତ୍ୟବ୍ରତ ରଣା ଅଭିଯୁକ୍ତଙ୍କୁ ୩ ମାସ କାରାଦଣ୍ଡାଦେଶ ପ୍ରଦାନ କରିଛନ୍ତି।…

୨୨ରେ ଜିଲାପାଳ ଅଫିସ ଘେରିବ କଂଗ୍ରେସ

ଯାଜପୁର ଟାଉନ,୨୧।୧୧(ଡି.ଏନ.ଏ.): ଜିଲା କଂଗ୍ରେସ ପକ୍ଷରୁ ଆସନ୍ତା ୨୨ତାରିଖ ଜିଲାପାଳଙ୍କ ଅଫିସ ଘେରାଉ କରାଯାଇ ଗଣଧାରଣା ଦିଆଯିବ ବୋଲି ଜିଲା କଂଗ୍ରେସ ସଭାପତି ମନୋଜ କୁମାର ରାଉତ ଏକ ପ୍ରେସ ବିଜ୍ଞପ୍ତିରେ ଜଣାଇଛନ୍ତି। କେନ୍ଦ୍ରରେ ଭାଜପା ନେତୃତ୍ୱାଧୀନ ସରକାର ବିଭିନ୍ନ କ୍ଷେତ୍ରରେ…

ସାନଭାଇ ଗୁଳିମାଡ଼ରେ ବଡ଼ଭାଇ ଗୁରୁତର

ଉଦଳା,୨୧ା୧୧(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଉଦଳା ଥାନା ଅଧୀନ ଝରଣାସାହି ଗ୍ରାମରେ ପାରିବାରିକ କଳହକୁ କେନ୍ଦ୍ର କରି ବୁଧବାର ସାନଭାଇ ଗୁଳିମାଡ଼ରେ ବଡ଼ଭାଇ ଗୁରୁତର ଆହତ ହୋଇଛନ୍ତି। ପୋଲିସ ସୂଚନା ଅନୁଯାୟୀ, ସନ୍ଧ୍ୟା ସମୟରେ ବୁଦ୍ଧିରାଏ ସିଂ ନିଜ ସ୍ତ୍ରୀ ସହିତ ଚୁଲି…

ସମବାୟ ସପ୍ତାହ ଆଲୋଚନା ଚକ୍ର, କର୍ମଶାଳା

ଯାଜପୁର ଟାଉନ,୨୧।୧୧(ଡିଏନଏ): ଜିଲାସ୍ତରୀୟ ସମବାୟ ସପ୍ତାହ ଆଲୋଚନା ଚକ୍ର ଓ କର୍ମଶାଳା ବୁଧବାର ଗୌତମବୁଦ୍ଧ ସଂସ୍କୃତି ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ଉପଜିଲାପାଳ ନାରାୟଣଚନ୍ଦ୍ର ଧଳ ଯୋଗଦେଇ ସମବାୟ ଆନ୍ଦୋଳନ ସମାଜର ଏକ ବୈପ୍ଳବିକ ପରିବର୍ତ୍ତନ ଆଣିପାରିଛି। ୧୯୦୪…

ଜିଲାସ୍ତରୀୟ ଯୁବ ଉତ୍ସବ ଉଦ୍‌ଯାପିତ: ପ୍ରତିଭା ପ୍ରଦର୍ଶନର ଉତ୍ତମ ମଞ୍ଚ

ନୟାଗଡ଼ ଅଫିସ,୨୧।୧୧: ନୟାଗଡ଼ ଜିଲା ପ୍ରଶାସନ ପକ୍ଷରୁ ଦୁଇ ଦିନ ଧରି ଅନୁଷ୍ଠିତ ଜିଲାସ୍ତରୀୟ ଯୁବ ଉତ୍ସବ ୨୦୧୯ ବୁଧବାର ପଠାଣି ସାମନ୍ତ ଅଡ଼ିଟୋରିୟମଠାରେ ଉଦ୍‌ଯାପିତ ହୋଇଯାଇଛି। ଯୁବ ପ୍ରତିଭାର ବିକାଶ ତଥା ଯୁବତୀଯୁବକଙ୍କୁ ଏକ ସାଂସ୍କୃତିକ ସ୍ରୋତରେ ସାମିଲ କରିବା…

ଗଳାକାଟି ବୃଦ୍ଧଙ୍କୁ ହତ୍ୟା

ଦଶପଲ୍ଲା,୨୧।୧୧(ଡି.ଏନ.ଏ.): ନୟାଗଡ ଜିଲା ଦଶପଲ୍ଲା ଏନ୍‌ଏସିର କୃଷ୍ଣଚନ୍ଦ୍ରପୁର ପାଟଣା ଗ୍ରାମରେ ବୁଧବାର ପୂର୍ବାହ୍ନରେ ଗଳାକାଟି ଜଣେ ବୃଦ୍ଧଙ୍କୁ ହତ୍ୟା କରାଯାଇଛି। ହତ୍ୟାକାରୀ ହତ୍ୟା କରିବା ପରେ ଘରର କବାଟ ଦେଇ ଫେରାର ହୋଇଯାଇଛନ୍ତି। ମୃତ ବ୍ୟକ୍ତି ଜଣଙ୍କ ହେଲେ ମାୟାଧର ପୃଷ୍ଟି…

ପିଏକ୍ସଇର ବାର୍ଷିକ ସ୍ଥାପନା ଦିବସ ସମାରୋହ: କମଳାକାନ୍ତ ଶ୍ରେଷ୍ଠ ବୈଜ୍ଞାନିକ, ବନମାଳୀ ଶ୍ରେଷ୍ଠ ପ୍ରୁଫ୍‌ ମ୍ୟାନ୍‌ ଭାବେ ପୁରସ୍କୃତ

ବାଲେଶ୍ୱର ଅଫିସ,୨୧।୧୧- ବାଲେଶ୍ୱର ଚାନ୍ଦିପୁର ସ୍ଥିତ ପ୍ରତିରକ୍ଷା ପ୍ରତିଷ୍ଠାନ ପିଏକ୍ସଇ (ପ୍ରୁଫ୍‌ ଆଣ୍ଡ ଏକ୍ସପେରିମେଣ୍ଟାଲ ଏଷ୍ଟାବ୍ଲିଶମେଣ୍ଟ) (ପ୍ରମାଣ ତଥା ପ୍ରାୟୋଗିକ ସ୍ଥାପନା)ର ୧୨୫ତମ ବାର୍ଷିକ ସ୍ଥାପନା ଦିବସ ବୁଧବାର ମହାସମାରୋହରେ ପାଳିତ ହୋଇଯାଇଛି। ମୁଖ୍ୟଅତିଥି ଡିଆର୍‌ଡିଓ (ଡିଫେନ୍ସ ରିସର୍ଚ୍ଚ ଆଣ୍ଡ ଡେଭେଲପ୍‌ମେଣ୍ଟ…

ପୃଥ୍ବୀ-୨ର ଦୁଇଥର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ,୨୧।୧୧- ବାଲେଶ୍ୱର ଚାନ୍ଦିପୁର ସମନ୍ବିତ ପରୀକ୍ଷଣ କେନ୍ଦ୍ରର ୩ ନମ୍ବର ଲଞ୍ଚପ୍ୟାଡ୍‌ରୁ ଆଣବିକ ଯୁଦ୍ଧାସ୍ତ୍ର ପରିବହନ କ୍ଷମତା ରଖୁଥିବା ପୃଥ୍ବୀ-୨ କ୍ଷେପଣାସ୍ତ୍ରର ବୁଧବାର ରାତ୍ରିକାଳୀନ ପରୀକ୍ଷଣ କରାଯାଇଛି। ସନ୍ଧ୍ୟା ୭ଟାରୁ ୭ଟା୧୫ ମିନିଟ୍‌ ମଧ୍ୟରେ ଏହି କ୍ଷେପଣାସ୍ତ୍ରକୁ ଦୁଇଥର ପରୀକ୍ଷା…

ସାହସିକତା ପାଇଁ ସମ୍ବର୍ଦ୍ଧିତ ହେଲେ ଦୁଇ ଗ୍ରାମବାସୀ

ବାଲିଆପାଳ,୨୧।୧୧(ସ୍ବ.ପ୍ର.)-ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ଅନ୍ତର୍ଗତ ଡଗରା ପଞ୍ଚାୟତ ଅଧୀନ ଡଗରା ବେଳାଭୂମି ଡାକବଙ୍ଗଳାଠାରେ ବୁଧବାର ଆୟୋଜିତ ସଭାରେ ଅଜୟ କରଣ ଏବଂ ବିଜୟ ରାଉତଙ୍କୁ ସାହସିକତା ପାଇଁ ସମ୍ବର୍ଦ୍ଧିତ କରାଯାଇଥିଲା। ସମିତି ସଦସ୍ୟ ନିତ୍ୟାନନ୍ଦ ଜେନା, ବାବୁଲି ଜେନା, ସଦାଶିବ…

୪୦ ଦିନ ପରେ ମା’ ଓ ଝିଅ ଉଦ୍ଧାର:  ସେବା ବାହାନାରେ ବନ୍ଧକ ରଖିଥିଲେ ଅଭିଯୁକ୍ତ

ରାଉରକେଲା ଅଫିସ, ୨୦।୧୧ ଉଦିତ ନଗର ଥାନା ଅର୍ନ୍ତଗତ ବାସନ୍ତୀ କଲୋନୀରେ ଜନୈକ ବ୍ୟକ୍ତି ସେବା କରିବାର ବାହାନା ଦେଖାଇ ୨ଜଣ ମହିଳାଙ୍କୁ ଦୀର୍ଘ ୪୦ଦିନ ଧରି ବନ୍ଧକ ରଖିବା ଘଟଣା ଇସ୍ପାତ ସହରରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ପୋଲିସ ଉକ୍ତ…

ଛାତ୍ରୀଙ୍କୁ ଅଶ୍ଳୀଳ ଇଙ୍ଗିତ ଅଭିଯୋଗ: ଜେଲଗଲେ ୨ ଯୁବକ

ଆସିକା,୨୦ା୧୧(ଡି.ଏନ୍‌.ଏ.): ଆସିକା ଥାନା ଇଲାକାରେ ଜଣେ ଛାତ୍ରୀଙ୍କୁ ଅଶ୍ଳୀଳ ଇଙ୍ଗିତ ଦେବା ଅଭିଯୋଗରେ ପୋଲିସ ବୁଧବାର ୨ ଯୁବକଙ୍କୁ ଗିରଫ କରିଛି। ସେମାନେ ହେଲେ ଦୀପକ ପାତ୍ର ଓ ଦେବାଷିଶ ମହାନ୍ତି। ଉଭୟେ ଜଣେ କଲେଜ ଛାତ୍ରୀଙ୍କୁ ରାସ୍ତାରେ ପିଛା କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?