ଆମ ଜିଲା ଖବର

ପଶ୍ଚିମ ଓଡ଼ିଶା ବନ୍ଦ ଘଟଣା: ଆଇନଜୀବୀଙ୍କୁ ସୁରକ୍ଷା ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ ଅଫିସ,୧୯ା୧୧:ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ଆଇନଜୀବୀମାନେ ପଶ୍ଚିମ ଓଡ଼ିଶା ବନ୍ଦ ଡାକରା ଦେଇଛନ୍ତି। ଦୀର୍ଘଦିନ ଧରି ଏହି ଆନ୍ଦୋଳନ ଚାଲୁ ରହିଥିବାରୁ ପଶ୍ଚିମ ଓଡ଼ିଶାରେ ଥିବା ବିଭିନ୍ନ ଅଦାଲତରେ ମାମଲା ପରିଚାଳନାରେ ଅସୁବିଧା ସୃଷ୍ଟି ହୋଇଛି। ଏ ନେଇ…

ଋଷିକୁଲ୍ୟା ମୁହାଣରେ କଇଁଛଙ୍କ ମିଳନ ଆରମ୍ଭ

ଗଞ୍ଜାମ,୨୦-୧୧(ଡି.ଏନ.ଏ.):ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ପୁରୁଣାବନ୍ଧ ଗ୍ରାମ ନିକଟ ଋଷିକୁଲ୍ୟା ମୁହାଣରେ ଅଲିଭ ରିଡ୍‌ଲେ କଇଁଛଙ୍କ ମିଳନ ପର୍ବ ଆରମ୍ଭ ହୋଇଛି। ପୂର୍ବବର୍ଷ ଅପେକ୍ଷା ଚଳିତ ବର୍ଷ ଏହି ପ୍ରକ୍ରିୟା ଶୀଘ୍ର ଆରମ୍ଭ ହୋଇଥିବା ପରିବେଶବିତ୍‌ମାନେ କହିଛନ୍ତି। ମଙ୍ଗଳବାର ଖଲ୍ଲିକୋଟ ରେଞ୍ଜର…

ମଙ୍ଗଳରେ ଜୀବନ ସନ୍ଧାନ ପ୍ରୟାସ

ବ୍ରହ୍ମପୁର ଅଫିସ୍‌,୨୦-୧୧:ମଙ୍ଗଳରେ ଜୀବନ ସନ୍ଧାନକୁ ନେଇ ବିଭିନ୍ନ ଦେଶର ବୈଜ୍ଞାନିକମାନେ ଗବେଷଣା ଚଳାଇଛନ୍ତି। ହେଲେ ବର୍ତ୍ତମାନ ସୁଦ୍ଧା କୌଣସି ସଫଳତା ମିଳିପାରି ନାହିଁ। ତେବେ ବ୍ରହ୍ମପୁରର ୨ଜଣ ଛାତ୍ର ଏଦିଗରେ ନିଜ ଉଦ୍ୟମରେ ପ୍ରୟାସ ଆରମ୍ଭ କରିଛନ୍ତି। ବ୍ରହ୍ମପୁର ଗୋଷାଣୀନୂଆଗଁା ଡିଏଭି…

ରାସ୍ତା ପାଇଁ ସଙ୍କୁଚିତ ହେବନି ରୟାଲ ପଡିଆ

ସୋନପୁର,୨୦।୧୧(ନି.ପ୍ର.)-ରାସ୍ତା ପ୍ରଶସ୍ତିକରଣ ନାଁରେ ରୟାଲ ପଡିଆକୁ ସଙ୍କୁଚିତ ପାଇଁ ଷଡଯନ୍ତ୍ର ଚାଲିଥିଲା। ପଡିଆ ସମ୍ମୁଖ ପଟୁ ୧୦.୭ ମିଟର ଓସାରର ପ୍ରାୟ ୨ଏକର ଜମି ପ୍ରଶାସନ ନିଜ ଅକ୍ତିଆରକୁ ନେଉଥିଲା। କିଛି ମାସ ପରେ ଦର୍ଶକ ଗ୍ୟାଲେରି ପାଇଁ ଆଉ ୩୦…

ଟଁକା ଅଭାବୁ ଉଚଶିକ୍ଷାରୁ ବଁଚିତ ସବିତା

ଲାଠୋର, ୨୦।୧୧ (ଡି.ଏନ.ଏ.)- ସରକାର ଶିକ୍ଷାର ବିକାଶ ଲାଗି କୋଟି କୋଟି ଟଁକା ଖରଚ୍‌ କରୁଛନ୍‌। ହେଲେ ଅନେକ୍‌ ଗରିବ୍‌ ଛାତ୍ରୀଛାତ୍ର କଷ୍‌ଟେମଷ୍‌ଟେ ମାଟ୍ରିକ ପାସ୍‌ କଲା ଉତାରୁ ଆଗ୍‌କେ ପଢ଼ବାର ଇଛା ଥିଲେ ବି ଅଭାବ ଅନାଟନ ଲାଗି ପଢ଼ି…

ବନ୍ୟାର ୩ମାସ ପରେ ବି ସୁଧୁରିନି ସ୍ଥିତି

ବଲାଙ୍ଗୀର ଅଫିସ/ପୁଇଁତଲା, ୨୦ା୧୧ (ଡି.ଏନ୍‌.ଏ.)-ବଲାଙ୍ଗୀର ଜିଲାରେ ଗତ ଅଗଷ୍ଟ ମାସରେ ପ୍ରଳୟଙ୍କରୀ ବନ୍ୟା ବିତ୍ପାତ ଦେଖାଦେଇଥିଲା। ରାସ୍ତାଘାଟ ଧୋଇ ହୋଇଯିବା ସହ ଘରଦ୍ୱାର ଭାଙ୍ଗି ପ୍ରଭୁତ କ୍ଷୟକ୍ଷତି ହୋଇଥିଲା। ପୁଇଁତଲା ବ୍ଳକ ଭାଲେର ପଞ୍ଚାୟତ ଅନ୍ତର୍ଗତ ଫଟକରା (କ) ଗାଁରେ ବନ୍ୟା…

ଅସନ୍ତୋଷ ଝାଡ଼ିଲେ ସଫେଇ କର୍ମଚାରୀ: ପୌରପାଳିକା ବିରୋଧରେ ଜିଲାପାଳଙ୍କୁ ଦାବିପତ୍ର

ଅନୁଗୋଳ ଅଫିସ, ୨୦।୧୧-ଅନୁଗୋଳ ପୌରପାଳିକା ଓ ସଫେଇ କାର୍ଯ୍ୟ ଠିକା ନେଇଥିବା ଘରୋଇ ସଂସ୍ଥା ଉପରେ ଅସନ୍ତୋଷ ବ୍ୟକ୍ତ କରିଛି ଅନୁଗୋଳ ଜିଲା ସଫେଇ କର୍ମଜୀବୀ ସଂଘ। ମଙ୍ଗଳବାର ସଂଘ ପକ୍ଷରୁ ଏ ନେଇ ଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି।…

ଥଇଥାନ ଦାବିରେ ମାଛ, ମାଂସ ବିକ୍ରେତା ସଂଘର ଆନ୍ଦୋଳନ ଧମକ: ସୋମବାରଠାରୁ ଦୋକାନ ବନ୍ଦ ନିଷ୍ପତ୍ତି

ପାଲଲହଡା,୨୦।୧୧(ଡି.ଏନ.ଏ.)-ଥଇଥାନ ଦାବିରେ ପାଲଲହଡା ସଦର ମହକୁମାସ୍ଥିତ ମାଛ, ମାଂସ ବିକ୍ରେତା ସଂଘ ପକ୍ଷରୁ ଆନ୍ଦୋଳନ ଧମକ ଦିଆଯାଇଛି। ଆସନ୍ତା ସୋମବାରଠାରୁ ସଦର ମହକୁମାଠାରେ ଥିବା ସମସ୍ତ ମାଛ, ମାଂସ ଦୋକାନକୁ ଅନର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ କରିବାକୁ ସଂଘ ନିଷ୍ପତ୍ତି ନେଇଛି।…

ମାର୍ଚ୍ଚ ୧୪ରୁ ମହିମା ଜ୍ୟୋତିଯାତ୍ରା

ଢେଙ୍କାନାଳ ଅଫିସ, ୨୦।୧୧-ମହିମା ଧର୍ମର ମହାନ ବାର୍ତ୍ତା ପ୍ରଚାର କରିବାକୁ ଆସନ୍ତା ମାର୍ଚ୍ଚ ୧୪ରେ ମହିମା ଜ୍ୟୋତି ପରିକ୍ରମାରେ ବାହାରିବ। ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକର ଗୁଣ୍ଡିଚାପଡ଼ା ମହିମାଟୁଙ୍ଗୀରୁ ଏହାର ଶୁଭାରମ୍ଭ କରାଯିବ। ଜିଲାର ବିଭିନ୍ନ ସ୍ଥାନ ପରିକ୍ରମା କରିବା ପରେ…

ବିଧାୟକ ପଢ଼ାଇଲେ ପାଠ

ପାଲଲହଡା,୨୦।୧୧(ଡି.ଏନ.ଏ.)- ପାଲଲହଡା ବିଧାୟକ ମୁକେଶ କୁମାର ପାଲ ମଙ୍ଗଳବାର ବ୍ଲକର କରଡାପାଳ ପଞ୍ଚାୟତ ଗସ୍ତ କରିଥିଲେ। ଏହି ଅବସରରେ ସେ ବାଁନଖୋଲ ଗ୍ରାମରେ ଥିବା ବାଁନଖୋଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିଦର୍ଶନ କରିବା ସହ ଛାତ୍ରୀଛାତ୍ରମାନଙ୍କୁ ପାଠ ପଢ଼ାଇଥିଲେ।

୧ରୁ ଚାଲିଛି ଠିକାଦାର ସଂଘର କାର୍ଯ୍ୟ ବନ୍ଦ ଆନ୍ଦୋଳନ: ବିଭିନ୍ନ ସ୍ଥାନରେ ଅଧାପନ୍ତରିଆ ହୋଇ ପଡ଼ିଛି କାର୍ଯ୍ୟ

ନୟାଗଡ଼ ଅଫିସ,୨୦।୧୧-ନୟାଗଡ଼ ସହରରେ ନିର୍ମାଣାଧୀନ ଅତ୍ୟାଧୁନିକ ବଲାଙ୍ଗୀ ପାର୍କର କାର୍ଯ୍ୟ ୧୮ ଦିନ ହେଲାଣି ବନ୍ଦ ରହିଛି। ସେହିଭଳି ନୂତନ ବସ୍‌ଷ୍ଟାଣ୍ଡ କାର୍ଯ୍ୟ ମଧ୍ୟ ବନ୍ଦ କରାଯାଇଛି। ଖାଲି ସେତିକି ନୁହେଁ ଜିଲାର ବିଭିନ୍ନ ସ୍ଥାନରେ ସରକାରୀ ପ୍ରକଳ୍ପ ଗୁଡ଼ିକର କାର୍ଯ୍ୟ…

ଉପକୃତ ହେବେ ପଟାଖମଣ, ବଣସିଂହ ଗ୍ରାମବାସୀ: ଖୁବ୍‌ଶୀଘ୍ର ଟିକିରା ନଦୀରେ ସେତୁ

କଣିହାଁ,୨୦।୧୧(ଡି.ଏନ.ଏ.)-ଖୁବ୍‌ଶୀଘ୍ର ଦୂର ହେବ କଣିହାଁ ବ୍ଲକ ପଟାଖମଣ ଓ ବଣସିଂହ ଗ୍ରାମବାସଙ୍କ ସମସ୍ୟା। ଟିକରା ନଦୀ ଉପରେ ଏକ ସେତୁ ନିର୍ମାଣ ପାଇଁ ଏବେ ପ୍ରସ୍ତୁତି ପ୍ରକ୍ରିୟା ଚାଲିଥିବା ପ୍ରଶାସନ ସୂତ୍ରରୁ ସୂଚନା ମିଳିଛି। ପ୍ରକାଶ ଯେ, କଣିହାଁ ବ୍ଲକ ମହକୁମାଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?