ଆମ ଜିଲା ଖବର

ମା’-ବାପାଙ୍କୁ ଆକ୍ରମଣ କରି ପୁଅ କୋର୍ଟ ଚାଲାଣ

ବ୍ରହ୍ମପୁର ଅଫିସ,୨୧।୯: ବୃଦ୍ଧା ମା’-ବାପାଙ୍କୁ ଆକ୍ରମଣ କରିବା ସହ ତାଙ୍କ ପେନ୍‌ସନ ଟଙ୍କା ହଡ଼ପ କରିଥିବା ଅଭିଯୋଗରେ ଗଞ୍ଜାମ ଜିଲା ସଦର ଥାନା ପୋଲିସ ପୁଅଙ୍କୁ କେସ୍‌ ନଂ. ୨୪୨/୧୯ ରେ ଶନିବାର କୋର୍ଟ ଚାଲାଣ କରିଛି। ପ୍ରକାଶ ଯେ, ସଦର…

ବିଭିନ୍ନ ସମସ୍ୟା ନେଇ ଲିଙ୍ଗରାଜ ଆଇନ ମହାବିଦ୍ୟାଳୟ ଛାତ୍ରୀଛାତ୍ରଙ୍କ ବିକ୍ଷୋଭ

ବ୍ରହ୍ମପୁର ଅଫିସ୍‌,୨୧।୯: ଦକ୍ଷିଣ ଓଡ଼ିଶାର ଏକମାତ୍ର ସରକାରୀ ଆଇନ ମହାବିଦ୍ୟାଳୟ ତଥା ଲିଙ୍ଗରାଜ ଆଇନ ମହାବିଦ୍ୟାଳୟ ଏବେ ନାନା ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ଉତ୍ତମ ଶ୍ରେଣୀ ଗୃହ ଅଭାବ , ଶିକ୍ଷକ ପଦବୀ ଖାଲି, ପିଇବା ପାଣି ଆଦି ସମସ୍ୟାର…

ନୀହାରିକାକୁ ମୋ’ ପୁଅ ବହୁତ ଭଲପାଉଥିଲା, ସେ କଦାପି ମାରିପାରିବ ନାହିଁ: ରାଜାଙ୍କ ମା’

ଜଗତସିଂହପୁର ଅଫିସ/ବିରିଡି(ଡି.ଏନ୍‌.ଏ.), ୨୦।୯: ନୀହାରିକାଙ୍କୁ ମୋ’ ପୁଅ ବହୁତ ଭଲପାଉଥିଲା। ତାକୁ ସେ କଦାପି ମାରିପାରିବ ନାହିଁ। ସେ ନିର୍ଦ୍ଦୋଷ। ଘଟଣାରେ ମୋ’ ପୁଅର ସମ୍ପୃକ୍ତି ନାହିଁ। ତାକୁ ଫସାଇ ଦିଆଯାଇଛି। ନର୍ସ ନୀହାରିକା ପାତ୍ର ହତ୍ୟା ମାମଲା ନେଇ ପ୍ରେମିକ…

ନର୍ସ ନୀହାରିକା ହତ୍ୟା ମାମଲାର ଭିନ୍ନ ମୋଡ଼: କଟକରେ କରାଯାଇଛି ହତ୍ୟା, ବାଇକ୍‌ରେ ନେବା ଦୃଶ୍ୟ ସିସିଟିଭିରେ କଏଦ

କଟକ ଅଫିସ/ଜଗତସିଂହପୁର ଅଫିସ,୨୧।୯: ନର୍ସ ନୀହାରିକା ପାତ୍ର ହତ୍ୟା ମାମଲା ଦିନକୁ ଦିନ ନୂଆ ମୋଡ଼ ନେବାରେ ଲାଗିଛି। ପ୍ରଥମେ ତାଙ୍କ ପ୍ରେମିକ ହାଜିପୁରର କିଶୋର ଚନ୍ଦ୍ର ଆଞ୍ଚଲ ଓରଫ ରାଜା ହତ୍ୟାକାଣ୍ଡରେ ସମ୍ପୃକ୍ତ ଥିବା ସନ୍ଦେହ କରାଯାଉଥିବା ବେଳେ ଏବେ…

ବିଜେଡିର ସଭ୍ୟ ସଂଗ୍ରହ ପାଇଁ କର୍ମୀ ସମ୍ମିଳନୀ

ପାଟଣା,୨୧।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କଣ୍ଟିଆପଡ଼ା ପଞ୍ଚାୟତ ଭଗପଶିଠାରେ ବିଜେଡିର ପାଟଣା ନିର୍ବାଚନମଣ୍ଡଳୀର କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ପାଟଣା ବିଧାୟକ ଜଗନ୍ନାଥ ନାଏକଙ୍କ ଅଧ୍ୟକ୍ଷତାରେ ଏହି ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ବୈଠକରେ ବିଧାୟକ ନାଏକ ଆସନ୍ତା ଅକ୍ଟୋବର ୩୧…

ଫାଇନାନ୍ସ କର୍ମଚାରୀଙ୍କଠାରୁ ଲୁଟ୍‌ ଘଟଣା: ୨ ଅଟକ

ହାଟଡିହୀ, ୨୧।୯(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୋସୋ ଥାନା ଅଞ୍ଚଳରେ ପ୍ରାୟ ୧ ମାସ ପୂର୍ବେ ଜଣେ ଫାଇନାନ୍ସ କର୍ମଚାରୀଙ୍କୁ ମାଡ଼ମାରି ଲକ୍ଷାଧିକ ଟଙ୍କା ଲୁଟ୍‌ ହୋଇଥିଲା। ଉକ୍ତ ଘଟଣାରେ ନନ୍ଦିପଦା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରୁ ୨ ଜଣଙ୍କୁ…

ଜମନକିରାରେ ସ୍ବଚ୍ଛ ଭାରତ ଅଭିଯାନ: ଝାଡ଼ୁ ଧରିଲେ ପୂର୍ବତନ ବିଧାୟକ ରବିନାରାୟଣ

ଜମନକିରା,୨୧।୯(ଡି.ଏନ୍‌.ଏ): ସମ୍ବଲପୁର ଜିଲା ଜମନକିରା ବ୍ଲକ୍‌ ସଦର ମହକୁମାରେ ଶନିବାର ବ୍ଲକ୍‌ ଭାଜପା ପକ୍ଷରୁ ସ୍ବଚ୍ଛ ଭାରତ ଅଭିଯାନ ନେଇ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଜମନକିରା ବ୍ଲକ୍‌ ମଣ୍ଡଳସ୍ତରୀୟ ସଭାପତି ବୀରେନ୍ଦ୍ର ଚୌଧରୀଙ୍କ ନେତୃତ୍ୱରେ ଭାଜପା ପକ୍ଷରୁ…

ବରଗଡ଼ ଧାନକିଣା ଦୁର୍ନୀତି: ଆର୍ଥିକ ଅପରାଧ ଶାଖା ତଦନ୍ତ ଦାବି କଲା ଆପ୍‌

ବରଗଡ଼ ଅଫିସ,୨୧।୯: ବରଗଡ଼ ଜିଲା ତୋରା ପ୍ରାଥମିକ କୃଷି ସମବାୟ ସମିତି (ପ୍ୟାକ୍ସ)ରେ ଗତ ରବିଋତୁ ଧାନ ସଂଗ୍ରହ ପ୍ରକ୍ରିୟାରେ ବ୍ୟାପକ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଥିଲା। ଏହି ଦୁର୍ନୀତିରେ ଖୋଦ୍‌ ସମବାୟ, ଯୋଗାଣ, ନିୟନ୍ତ୍ରିତ ବଜାର କମିଟି(ଆର୍‌ଏମ୍‌ସି), ରାଜସ୍ବ ବିଭାଗର…

ଅଜଣା ରୋଗରେ ପରିବାରର ଦୁଇ ଶିଶୁ ମୃତ

ଭେଡ଼େନ,୨୧।୯(ଡି.ଏନ.ଏ.): ବରଗଡ଼ ଜିଲା ଭେଡ଼େନ ବ୍ଳକ ଅନ୍ତର୍ଗତ ଚିଚିଣ୍ଡା ଗ୍ରାମ ପଞ୍ଚାୟତର ଚମାର ପଡ଼ାର ଗୋଟିଏ ପରିବାରର ଦୁଇ ଜଣ ଶିଶୁଙ୍କ ଅଜଣା ରୋଗରେ ଶୁକ୍ରବାର ମୃତ୍ୟୁ ହୋଇଛି। ଚମାର ପଡ଼ାର ଫକିର ମିରିଗ ଓ ପୂର୍ଣ୍ଣିମା ମିରିଗଙ୍କ ବଡ଼ ଝିଅ…

ଶହେ କିଲୋମିଟର ବେଳାଭୂମିକୁ ସଫା କଲେ ୧୦ହଜାର ସ୍ବେଚ୍ଛାସେବୀ

ପୁରୀ ଅଫିସ,୨୧।୯: ପୁରୀରେ ଅନ୍ତର୍ଜାତୀୟ ବେଳାଭୂମି ସଫେଇ ଦିବସ ପାଳିତ ହୋଇଛି। ଶନିବାର ଜିଲାର ପ୍ରାୟ ଶହେ କିଲୋମିଟର ପର୍ଯ୍ୟନ୍ତ ବେଳାଭୂମିକୁ ଏକାସାଙ୍ଗରେ ୧୦ହଜାର ସ୍ବେଚ୍ଛାସେବୀ ସଫେଇ କରିଥିବା ଦେଖିବାକୁ ମିଳିଛି। ସକାଳ ୬ରୁ ସାଢେ ୭ଟା ପର୍ଯ୍ୟନ୍ତ ଅରଖକୁଦାଠାରୁ ଅସ୍ତରଙ୍ଗ…

ବିଏସ୍‌ଏନ୍‌ଏଲ୍‌ ଟେଲିଫୋନ ଭବନରେ ଅଗ୍ନିକାଣ୍ଡ

କଟକ ଅଫିସ, ୨୧ା୯: କଟକ ବଜ୍ରକବାଟୀ ରୋଡ୍‌ସ୍ଥିତ ଭାରତୀୟ ସଞ୍ଚାର ନିଗମ ଲିମିଟେଡ (ବିଏସ୍‌ଏନ୍‌ଏଲ୍‌) ଭବନରେ ଶୁକ୍ରବାର ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ କୋଟିଏ ଟଙ୍କାର ଯନ୍ତ୍ରାଂଶ ପୋଡ଼ି ନଷ୍ଟ ହୋଇଯାଇଛି। ଏହି ଅଗ୍ନିକାଣ୍ଡ ଯୋଗୁ କଟକ, ଯାଜପୁର, ଜଗତ୍‌ସିଂହପୁର ଓ…

ଖବରଦାତା-ଆଇନଜୀବୀ ମୁହଁ।ମୁହିଁ ଭିଡିଓ ଭାଇରାଲ ଘଟଣା: ଥାନାରେ ମାମଲା ରୁଜୁ

ନୟାଗଡ଼ ଅଫିସ,୨୧ା୯: ନୟାଗଡ଼ ଜିଲା ଖଣ୍ଡପଡ଼ା କୋର୍ଟ ପରିସରରେ ଗୁରୁବାର ଜଣେ ଖବରଦାତା ଓ ଜଣେ ଆଇନଜୀବୀଙ୍କ ମଧ୍ୟରେ ମୁହଁ।ମୁହିଁ ହୋଇଥିବାର ଭିଡିଓ ଭାଇରାଲ୍‌ ହୋଇଛି। ଉକ୍ତ ଭିଡିଓରେ କୌଣସି ଏକ ଘଟଣାକୁ କେନ୍ଦ୍ର କରି ଆଇନଜୀବୀ ଓ ଖବରଦାତାଙ୍କ ମଧ୍ୟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri