ଚେକିଂ ବେଳେ ଦୁର୍ଘଟଣା, ପୋଲିସ ଏସ୍ଆଇ ମୃତ
ବାରିପଦା ଅଫିସ,୧୯ା୧୧- ବାରିପଦା ଟାଉନ ଥାନା ପୋଲିସ ପକ୍ଷରୁ ତକତପୁରଠାରେ ଯାନବାହନ ଚେକିଂ ବେଳେ ସୋମବାର ସାରେ ଦୁର୍ଘଟଣା ଘଟିଛି। ଏଥିରେ ସବ୍ ଇନ୍ସପେକ୍ଟର(ଏସ୍ଆଇ) ଦୟାନିଧି ଦାସଙ୍କ ମୃତ୍ୟୁ ଘଟିଛି। ତକତପୁରସ୍ଥିତ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ ନିକଟରେ ଯାନବାହନ ଚେକିଂ ବେଳେ…
ସରକାରୀ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ଅଶାନ୍ତି
ବାରିପଦା ଅଫିସ,୧୯ା୧୧- ମୟୂରଭଞ୍ଜ ଜିଲା ବାରିପଦା ବଡ଼ବଜାରସ୍ଥିତ ସରକାରୀ ମହିଳା ମହାବିଦ୍ୟାଳୟରେ ସୋମବାର ଛାତ୍ରୀ ଅଶାନ୍ତି ଦେଖା ଦେଇଛି। ମହାବିଦ୍ୟାଳୟରେ ସାଂସ୍କୃତିକ ଓ କ୍ରୀଡ଼ା କାର୍ଯ୍ୟକ୍ରମ ଦାବିରେ ଛାତ୍ରୀମାନେ ଆନ୍ଦୋଳନ ଓ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଛାତ୍ରୀ ନେତ୍ରୀ ବର୍ଷାରାଣୀ ପାତ୍ରଙ୍କ…
ରଖେ ହରି ମାରେ କିଏ: ପ୍ଲାଟଫର୍ମ -ଟ୍ରେନ ମଝିରେ ଫସି ରହିଲେ ଯୁବତୀ
ବାରିପଦା ଅଫିସ,୧୯ା୧୧- କଥାରେ ଅଛି ରଖେ ହରି ମାରେ କିଏ। ମୟୂରଭଞ୍ଜ ଜିଲା ବାରିପଦା ସହର ଭଞ୍ଜପୁର ରେଳଷ୍ଟେଶନରେ ସୋମବାର ଘଟିଥିବା ଏକ ଘଟଣା ଉପରୋକ୍ତ ଉକ୍ତିକୁ ପ୍ରମାଣିତ କରିଛି। ପ୍ଲାଟଫର୍ମ ଓ ରେଳ ମଝିରେ ଜଣେ ଯୁବତୀ ଦୀର୍ଘ ସମୟ…
ଡଗରପଡାରେ ‘ଶାମ୍-ଏ-ଗଜଲ’: ଅଲତାଫ ରାଜାଙ୍କ କଣ୍ଠର ଯାଦୁରେ ଝୁମିଲେ ଦର୍ଶକ
ଖଇରା, ୧୯।୧୧(ଡି.ଏନ.ଏ.)-ରବିବାରର ଶୀତୁଆ ସନ୍ଧ୍ୟାରେ କମ୍ପୁଥିଲା ବାଲେଶ୍ୱର ଜିଲା ଖଇରା ବ୍ଲକର ଡଗରପଡା ମାଟି ା ବଲିଉଡର ବିଶିଷ୍ଟ ଗଜଲ ଗାୟକ ଅଲତାଫ ରାଜାଙ୍କ କଣ୍ଠର ଯାଦୁରେ ମତୁଆଲା ହୋଇ ପଡୁଥିଲେ ଦର୍ଶକ ା କେବଳ ଖଇରା ବ୍ଲକର ଝିଙ୍କିରିଆ, କ୍ଷିରିପଦା,…
‘ଶିଳ୍ପ ସଂସ୍ଥାରେ ସୁରକ୍ଷା ବ୍ୟବସ୍ଥାର ନିୟମିତ ଯାଞ୍ଚ ହେଉ’: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ
ବାଲେଶ୍ୱର ଅଫିସ,୧୯।୧୧-ରାଜ୍ୟର ଶିଳ୍ପସଂସ୍ଥାରେ ଦିନକୁ ଦିନ ଦୁର୍ଘଟଣା ବୃଦ୍ଧି ପାଇ ଚାଲିଛି। ଏହାର ପ୍ରତିରୋଧ କରିବା ପାଇଁ କେନ୍ଦ୍ର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ, ମତ୍ସ୍ୟ, ପ୍ରାଣୀବିକାଶ ଏବଂ ଗୋପାଳନ ରାଷ୍ଟ୍ରମନ୍ତ୍ରୀ ତଥା ବାଲେଶ୍ୱର ଏମ୍ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ…
ବାତ୍ୟା କ୍ଷତିଗ୍ରସ୍ତଙ୍କ ଚୂଡ଼ାନ୍ତ ତାଲିକାରେ ବିଳମ୍ବ
ଚାନ୍ଦବାଲି,୧୯।୧୧(ଡି.ଏନ.ଏ.)- ବାତ୍ୟା ବୁଲବୁଲ୍ ପ୍ରଭାବରେ ଭଦ୍ରକ ଜିଲାର ଚାନ୍ଦବାଲି ଓ ଧାମରା ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟିଛି। କେନ୍ଦ୍ରାଞ୍ଚଳ ଆର୍ଡିସି ଚାନ୍ଦବାଲି ଗସ୍ତ କରି ବିଭିନ୍ନ ବାତ୍ୟା ବିଧ୍ୱସ୍ତ ଅଞ୍ଚଳ ବୁଲି ସ୍ଥିତି ଅନୁଧ୍ୟାନ କରିବା ସହ ଏହି ବାତ୍ୟାରେ ବ୍ଲକର…
କାଗଜକଲମରେ ସୀମିତ ଶୌଚାଳୟ ନିର୍ମାଣ
ନୟାଗଡ଼ ଅଫିସ,୧୯।୧୧- ମଙ୍ଗଳବାର ବିଶ୍ୱ ଶୌଚାଳୟ (ପାଇଖାନା) ଦିବସ। ଚଳିତ ବର୍ଷର ବାର୍ତ୍ତା ରହିଛି ‘ଲିଭିଂ ନୋ ୱାନ୍ ବିହାଇଣ୍ଡ’। କେହି ଯେମିତି ଶୌଚାଳୟରୁ ବଞ୍ଚତ୍ତ ରହିବେ ନାହିଁ ସେହି ଲକ୍ଷ୍ୟରେ ଜିଲାର ସମସ୍ତଙ୍କ ଘରେ ଶୌଚାଳୟ ଥିବା ନେଇ ନିର୍ଦ୍ଦେଶ…
ନକଲି ସାର୍ଟିଫିକେଟ୍ରେ ଶିକ୍ଷକତା
ଭଦ୍ରକ ଅଫିସ, ୧୯।୧୧- ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ସୁଅଁା ନିକଟସ୍ଥ ସୁଦର୍ଶନପୁର ଅଞ୍ଚଳର ଜଣେ ଯୁବକ ନକଲି ସାର୍ଟିଫିକେଟ ଦେଇ ୮ ବର୍ଷ ଧରି ଶିକ୍ଷକତା କରିଆସୁଥିଲେ। ନିକଟରେ ଶିକ୍ଷା ବିଭାଗ ଦ୍ୱାରା ଧରାପଡ଼ିବାରୁ ତାଙ୍କୁ ଚାକିରିରୁ ବହିଷ୍କୃତ କରାଯାଇଛି।…
ପାରାଦୀପ ବାଲିଯାତ୍ରା ମହୋତ୍ସବ ସ୍ବତନ୍ତ୍ର
ପାରାଦୀପ,୧୯ା୧୧(ସ୍ବ.ପ୍ର.): ପାରାଦୀପ କଳିଙ୍ଗ ବାଲିଯାତ୍ରା ମହୋତ୍ସବ ସୋମବାର ଉଦ୍ଯାପିତ ହୋଇଯାଇଛି। ଉଦ୍ଯାପନୀ ସନ୍ଧ୍ୟାରେ ମୁଖ୍ୟ ଅତିଥିଭାବେ ରାଜସ୍ବ ମନ୍ତ୍ରୀ ସୁଦାମ ମାର୍ଣ୍ଡି ଯୋଗ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜଳସମ୍ପଦ ମନ୍ତ୍ରୀ ରଘୁନନ୍ଦନ ଦାସ, ବିଧାୟକ ପ୍ରଶାନ୍ତ ମୁଦୁଲି, ସମ୍ବିତ ରାଉତରାୟ, ପୌରାଧ୍ୟକ୍ଷ…
ବିବାହ ପାଇଁ ରାଜି ହେଲେନି ପ୍ରେମିକ: ଥାନାର ଦ୍ୱାରସ୍ଥ ହେଲେ ପ୍ରେମିକା
ବାଲିକୁଦା,୧୯ା୧୧(ସ୍ବ.ପ୍ର.): ଚାରି ବର୍ଷର ଭଲ ପାଇବା ପରେ ବି ପ୍ରେମିକ ବିବାହ କରିବାକୁ ମନାକଲେ। ଫଳରେ ପ୍ରେମିକା ନିରାଶ ହୋଇ ଶେଷରେ ନ୍ୟାୟ ପାଇଁ ଥାନାର ଦ୍ୱାରସ୍ଥ ହୋଇଛନ୍ତି। ବାଲିକୁଦା ଥାନା ଅଞ୍ଚଳରେ ଏହିପରି ଘଟଣା ଘଟିଛି। ସୂଚନାରୁ ଜଣାଯାଇଛି, ଥାନା…
ଶାରଳା ମନ୍ଦିରରେ ନୀତି ହୋଇ ପାରିଲାନି: ୨ ହଜାର ଲୋକଙ୍କ ପ୍ରସାଦ ନଷ୍ଟ
ଜଗତ୍ସିଂହପୁର ଅଫିସ,୧୯ା୧୧: ସୋମବାର ନୂଆଖିଆ ପର୍ବରେ ମା’ସାରଳା ମନ୍ଦିରରେ ପୁଣି ଦେଖା ଦେଇଛି ବିଭ୍ରାଟ। ଏହି ପର୍ବରେ ପାଖାପାଖି ୨ ହଜାର ଲୋକଙ୍କ ପାଇଁ ଅପରାହ୍ନ ପ୍ରାୟ ୧ଟା ସୁଦ୍ଧା ରୋଷେଇ ହୋଇଥିଲେ ସୁଦ୍ଧା ତାହା ନୀତି ନ ହେବା କାରଣରୁ…
ବିଦେଶୀ ମଦ ଦୋକାନକୁ ବିରୋଧ କଲା କୁଇ ସମାଜ: ୨୫ ସୁଦ୍ଧା ବନ୍ଦ ନ ହେଲେ ଆନ୍ଦୋଳନ
ଫୁଲବାଣୀ ଅଫିସ, ୧୯ା୧୧- ଫିରିଙ୍ଗିଆ ବ୍ଲକ କେଳାପଡା ପଞ୍ଚାୟତ ବୈରୀକୂମ୍ପାଠାରେ ଖୋଲିଥିବା ସରକାରୀ ବିଦେଶୀ ମଦ ଦେକାନକୁ ସ୍ଥାନୀୟ ଅଞ୍ଚଳବାସୀ ବିରୋଧ କରୁଛନ୍ତି। ତୁରନ୍ତ ଉକ୍ତ ଦୋକାନ ବନ୍ଦ କରିବାକୁ ଦାବି ହୋଇ ଆସୁଛି। ଏପରିକି କିଛିଦିନ ତଳେ ଲୋକେ ଏ…

