ଆମ ଜିଲା ଖବର

ମିଶନ ରାଣୀ ପର୍ବ ଆରମ୍ଭ

ବ୍ରହ୍ମପୁର ଅଫିସ,୧୯ା୧୧- ବ୍ରହ୍ମପୁର କୁଇନ ମିଶନ କ୍ୟାଥଲିକ ଚର୍ଚ୍ଚରେ ଯୀଶୁଙ୍କ ମା’ ମେରିଆଙ୍କ ନବଦିନ ବ୍ୟାପୀ ମିଶନ ରାଣୀ ପର୍ବ ସୋମବାରରୁ ଆରମ୍ଭ ହୋଇଛି। ଅନ୍ତିମ ଉତ୍ସବ ଆସନ୍ତା ୨୭ ତାରିଖରେ ସମୁହ କ୍ୟାଣ୍ଡେଲ ଡେ ପାଳନ କରାଯିବାର କାର୍ଯ୍ୟକ୍ରମ ଚୂଡ଼ାନ୍ତ…

ଗ୍ୟାସ୍‌ ଲିକ୍‌ରୁ ଅଗ୍ନିକାଣ୍ଡ

ଚିକିଟି,୧୯ା୧୧(ଡି.ଏନ୍‌.ଏ.)- ଚିକିଟି ବ୍ଲକ ଗିରିସୋଲା ପଞ୍ଚାୟତ କୃଷ୍ଣନଗର ଗ୍ରାମରେ ସୋମବାର ଗ୍ୟାସ ଲିକ୍‌ରୁ ଅଗ୍ନିକାଣ୍ଡ ଘଟି ୨ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ ହୋଇଛି। ପର୍ଶୁ ଦାସଙ୍କ ସ୍ତ୍ରୀ ବାସନ୍ତି ରୋଷେଇ କରୁଥିବାବେଳେ ଗ୍ୟାସ ସିଲିଣ୍ଡରରେ ନିଅଁା ଲାଗି…

ମଦ ଦୋକାନ ବନ୍ଦ ଦାବିରେ ମହିଳାଙ୍କ ରାସ୍ତାରୋକୋ

ପୁରୁଷୋତ୍ତମପୁର(ଡି.ଏନ୍‌ଏ.)/ କବିସୂର୍ଯ୍ୟନଗର,୧୯ା୧୧- ପୁରୁଷୋତ୍ତମପୁର ବ୍ଲକ ତଥା କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ବଡ ଖରିଡା ପଞ୍ଚାୟତ ବାଣନଈ ଗ୍ରାମ ନିକଟରେ ଥିବା ଦେଶୀ ମଦ ଦୋକାନକୁ ସମ୍ପୂର୍ଣ୍ଣ ବନ୍ଦ କରିବା ଦାବିନେଇ ସୋମବାର ମହିଳାମାନେ ଆନ୍ଦୋଳନକୁ ଓହ୍ଲାଇଥିଲେ। ମହିଳାମାନେ ପୁରୁଷୋତ୍ତମପୁର-କବିସୂର୍ଯ୍ୟନଗର ମୁଖ୍ୟରାସ୍ତାକୁ ଅବରୋଧ…

ସ୍କୁଲରେ ତାଲା ପକାଇଲେ ଗ୍ରାମବାସୀ

ବୁଗୁଡ଼ା,୧୯ା୧୧(ଡି.ଏନ.ଏ.)- ବୁଗୁଡ଼ା ବ୍ଲକ ବେଲପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ବଦଳି ଦାବି ନେଇ ସୋମବାର ଉକ୍ତ ଗ୍ରାମବାସୀ, ବିଦ୍ୟାଳୟ ପରିଚାଳନା କମିଟି ସ୍କୁଲରେ ତାଲା ପକାଇବା ସହ ଏହାକୁ ସମର୍ଥନ କରି ଛାତ୍ରୀଛାତ୍ରମାନେ ମଧ୍ୟ ଧାରଣା…

ଆଇଜିଆଇଟି କଲେଜ ଛାତ୍ରଙ୍କୁ ମାଡ଼ ଘଟଣା, ୫ ଅଟକ:ପ୍ରତିବାଦରେ ନିର୍ଦ୍ଦେଶକଙ୍କୁ ଘେରାଉ

ପରଜଙ୍ଗ,୧୯।୧୧(ଡି.ଏନ.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଇନ୍ଦିରା ଗାନ୍ଧୀ ବୈଷୟିକ ଅନୁଷ୍ଠାନ (ଆଇଜିଆଇଟି)ରେ ବି-ଟେକ ୩ୟ ବର୍ଷ ଛାତ୍ର ନିର୍ମଳକୃଷ୍ଣ ଦାସଙ୍କୁ ମାଡ଼ ଘଟଣାରେ ସୋମବାର ଶେଷ ବର୍ଷର ୫ ଜଣ ଛାତ୍ରଙ୍କୁ ପୋଲିସ ଉଠାଇ ଆଣି ଥାନାରେ ଅଟକ…

ଖଡ଼ଗପ୍ରସାଦରେ କୁମ୍ଭୀର ଆତଙ୍କ

ଓଡାପଡା,୧୯ା୧୧(ଡି.ଏନ.ଏ) ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ଖଡଗପ୍ରସାଦ ଗ୍ରାମ ବାଲିଘାଟ ନିକଟରେ କୁମ୍ଭୀର ଦେଖିଥିବା ନେଇ ଅଞ୍ଚଳବାସୀ ପ୍ରକାଶ କରିବା ପରେ ଅଞ୍ଚଳରେ ଆତଙ୍କ ଖେଳିଯାଇଛି। ପ୍ରାୟ ୬ ଫୁଟ ଲମ୍ବର କୁମ୍ଭୀରଟି ସୋମବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ବାଲିଘାଟରେ ଏକ…

ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅପ୍ରୀତିକର ପରିସ୍ଥିତି:ଡୁପ୍ଲିକେଟ ଚାବିକୁ ନେଇ ଜୋର୍‌ଦାର କଳି

ବନ୍ତଳା,୧୯ା୧୧(ଡି.ଏନ.ଏ.) ଗେଟ୍‌ରେ ପଡ଼ୁଥିବା ତାଲାର ଡୁପ୍ଲିକେଟ୍‌ ଚାବିକୁ ନେଇ ପ୍ରଧାନ ଶିକ୍ଷକ ଓ ଅଙ୍ଗନଓ୍ବାଡି ଦିଦିଙ୍କ ମଧ୍ୟରେ କଳି ଯୋଗୁ ସୋମବାର ବନ୍ତଳା ଥାନା ବଡ଼କଣ୍ଟକୁଳ ପଞ୍ଚାୟତ ଜାମ୍ମୁଗାଡ଼ିଆ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅପ୍ରୀତିକର ପରିସ୍ଥିତି ଉପୁଜିଥିଲା। ଏଥିଯୋଗୁ ଅଙ୍ଗନଓ୍ବାଡିର…

ଶିକୁଳିବନ୍ଧା ଜୀବନ କାଟୁଛନ୍ତି ୨ ମହିଳା

କୁନ୍ଦୁରା,୧୯।୧୧(ଡି.ଏନ୍‌.ଏ.)କୁନ୍ଦୁରା ବ୍ଲକ ଚେଣ୍ଡିଆ ଝିଲିଗାଁର ପଦ୍ମା ପରଜା (୨୬) ଓ ବଡ଼ ଝିଲିଗଁାର ରାଧା ପରଜା (୨୮)। ଏହି ୨ ମହିଳା ମାନସିକ ଭାବେ ଅସୁସ୍ଥ ଥାଇ ଗତ ୩/୪ ବର୍ଷ ହେବ ଶିକୁଳିବନ୍ଧା ଜୀବନ କାଟୁଛନ୍ତି। ପଦ୍ମା ୪ ବର୍ଷ…

ବାହାଜାଂଗଲ ମାଜି କମେଇ ଖାଏବାର ମଜା ଅଲଗ

ଗୁଡଭେଲା,୧୯।୧୧(ଡି.ଏନ୍‌.ଏ.)- ‘ଆମ୍‌କୁ ଛତିଗଡ଼ ଆର ଓଡ଼ିଶା ସରକାର ଯାହା ବି ଦେଇଛନ୍‌ ସେଥ୍‌ରେ ଆମେ ଖୁସ୍‌ ଅଛୁଁ। ଛତିଶଗଡ଼ରେ ଚାଷ୍‌ବାସ କରୁଛୁଁ, ବାକି ଫୁରସତ୍‌ ସମିଆରେ ଓଡ଼ିଶା ଆସି ବାଢ଼ୁନ୍‌ ବିକି କୁଟୁମ୍‌ ପୁଷୁଛୁଁ।’ ଇଟା କେହେନ୍‌ସି ଫିଲିମ୍‌ର ଡାଇଲଗ୍‌ ନୁହେ।…

କବିତା ମଣିଷର ସମ୍ବେଦନଶୀଳତା ବଢ଼ାଏ

ବଲାଙ୍ଗୀର ଅଫିସ, ୧୯ା୧୧ ବଲାଙ୍ଗୀରର ତହଁକ୍‌ ସାହିତ୍ୟ କୁଟୁମ୍‌ ପକ୍ଷରୁ ସ୍ଥାନୀୟ ଗାନ୍ଧୀ ଭବନଠାରେ ଶୀତ୍‌ କେ ସ୍ବାଗତ୍‌ କବିତା ଆସର ଅନୁଷ୍ଠିତ ହୋଇଥିଲା ା ଅଭିନେତା ଓ ନାଟ୍ୟକାର ଅରବିନ୍ଦ ବାଗଙ୍କ ସଭାପତିତ୍ୱ ତଥା କବି ଆନନ୍ଦଚନ୍ଦ୍ର ସାହୁଙ୍କ ସଂଯୋଜନାକ୍ରମେ…

କୂଅରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଦିଗପହଣ୍ଡି/ପାଟପୁର (ଡି.ଏନ୍‌.ଏ.)- ସାନଖେମୁଣ୍ଡି ବ୍ଲକ ଭାଲିଆଝୋଳା ଗାଁ କୂଅରୁ ସୋମବାର ରାତି ପ୍ରାୟ ୮ ଟାରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସେ ହେଲେ ଉକ୍ତ ଗଁାର ବିଜୁଳି ନାୟକ। କୂଅକୁ ପାଣି ଆଣିବାକୁ ଯାଇଥିବାବେଳେ ଅସାବଧାନତା କାରଣରୁ ବିଜୁଳି…

ବ୍ୟବସାୟୀଙ୍କୁ ବନ୍ଧୁକ ଦେଖାଇ ଲୁଟ୍‌: ଲୁଟିନେଲେ ୯ଭରି ସୁନା ଅଳଙ୍କାର

ସୋରଡା,୧୮ା୧୧(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ସୋରଡା ବ୍ଲକ ବଡଗଡ ଥାନା ବଡଗଡ ଗ୍ରାମ ବଡଦାଣ୍ଡରେ ଜଣେ ଲୁଗା ବ୍ୟବସାୟୀଙ୍କୁ ସୋମବାର ସନ୍ଧ୍ୟାରେ ବନ୍ଧୁକ ଦେଖାଇ ଦୁର୍ବୃତ୍ତମାନେ ସୁନା ଅଳଙ୍କାର ଲୁଟି ନେଇଛନ୍ତି। ଆସିକା ଏସ୍‌ଡିପିଓ ଓ ବଡଗଡ ଥାନା ଅଧିକାରୀ ସଦଳବଳ ପହଞ୍ଚତ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?