ଆମ ଜିଲା ଖବର

୧୦୨ ଅଭିଯୋଗ ଶୁଣିଲେ ଜିଲାପାଳ

କାମାକ୍ଷାନଗର,୧୮।୧୧(ଡି.ଏନ.ଏ.)-ଢେଙ୍କାନାଳ ଜିଲା କଙ୍କଡାହାଡ ବ୍ଲକ ପରିସରରେ ସୋମବାର ଜିଲାପାଳଙ୍କ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ଭୁମେଶ ଚନ୍ଦ୍ର ବେହେରା ଯୋଗଦେଇ ୧୦୨ଟି ଅଭିଯୋଗ ଶୁଣିଥିଲେ। ଏଥିରେ ସରକାରଙ୍କ ଗୃହ ନିର୍ମାଣ ଯୋଜନା ଭତ୍ତା, ଜମିବାଡି, ଶିକ୍ଷା, ପାନୀୟ…

ମାଡିଗଲା ଡମ୍ପର: କ୍ରଶର ପରିସରରେ କାର୍ଯ୍ୟରତ କର୍ମଚାରୀ ମୃତ

ସଜନାଗଡ଼, ୧୮।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଥାନା ମିତ୍ରପୁରସ୍ଥିତ ସାଇ କ୍ରଶରରେ କାର୍ଯ୍ୟରତ କର୍ମଚାରୀଙ୍କ ଉପରେ ଏକ ଡମ୍ପର ମାଡ଼ିଯିବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ଭଉଁରିଆବାଡ଼ ପଞ୍ଚାୟତ ଜଡ଼ିବାଲି ଗ୍ରାମର ରଜତ ବାରିକ(୪୨) । ଏହି କ୍ରଶରରେ ରଜତ…

ଚିତ୍ରାଙ୍କନ ପ୍ରତିଯୋଗିତାରେ ୨ଶହରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର: ଇକୋ ଫ୍ରେଣ୍ଡଲି ପେନସିଲରେ ଆଙ୍କିଲେ ଚିତ୍ର

ବାଲେଶ୍ୱର ଅଫିସ, ୧୮।୧୧-ବାଲେଶ୍ୱର ଷ୍ଟେଶନ କ୍ଲବ ପକ୍ଷରୁ ଜିଲାର ବିଭିନ୍ନ ବିଦ୍ୟାଳୟରୁ ୧ମରୁ ୫ମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କ ମଧ୍ୟରେ ରବିବାର ଚିତ୍ରାଙ୍କନ ପ୍ରତିଯୋଗିତା କରାଯାଇଥିଲା। ଏଥିରେ ୨ଶହରୁ ଉର୍ଦ୍ଧ୍ୱ ଛାତ୍ରୀଛାତ୍ର ଅଂଶଗ୍ରହଣ କରିଥିଲେ। ସେମାନଙ୍କୁ ଅନୁଷ୍ଠାନ ପକ୍ଷରୁ ଇକୋ ଫ୍ରେଣ୍ଡଲି…

ଜମିବିକ୍ରିରେ ଜାଲିଆତି: ଜଣେ ଗିରଫ

ଚାନ୍ଦବାଲି, ୧୮।୧୧ (ଡି.ଏନ.ଏ.)- ଭଦ୍ରକ ଜିଲା ଚାନ୍ଦବାଲି ତହସିଲ ଅଧୀନ ଧାମରା ଆର୍‌ଆଇ ସର୍କଲର ଅମରନଗର ମୌଜାରେ ଏକ ଜମିବିକ୍ରିରେ ଜାଲିଆତି ଅଭିଯୋଗରେ ବସନ୍ତ ମହତା ନାମକ ଜଣେ ଯୁବକଙ୍କୁ ସ୍ଥାନୀୟ ପୋଲିସ ସୋମବାର ଗିରଫ କରିଛି। ଏ ନେଇ ଚାନ୍ଦବାଲି…

ମଦ ହେଲା କାଳ: ପୁଅକୁ ଟାଙ୍ଗିଆରେ ହାଣିଲା ନିଶାସକ୍ତ ବାପା

କେନ୍ଦୁଝର, ୧୮ା୧୧(ସ୍ବ.ପ୍ର./ଡି.ଏନ.ଏ.)-ମଦ୍ୟପାନ କରି ହୋସ୍‌ ହରାଇ ଜଣେ ବାପା ସାମାନ୍ୟ ଘଟଣାକୁ ନେଇ ଟାଙ୍ଗିଆରେ ପୁଅଙ୍କୁ ହତ୍ୟା କରିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ସଦରଥାନା ଅନ୍ତର୍ଗତ ଶୁଆକାଠି ନିକଟ ଲୁଣଘର ଗ୍ରାମରେ ଏହି ଅଘଟଣ ରବିବାର ଘଟିଛି। ମୃତକ ପୁଅଙ୍କ…

କୋମ୍ବିଂ ଅପରେଶନ ବେଳେ ମହୁମାଛି ଆକ୍ରମଣରେ ୫ ଯବାନ ଆହତ

ଝରିଗାଁ,୧୮।୧୧(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଝରିଗାଁ-ଚନ୍ଦାହାଣ୍ଡି ଘାଟିରେ ଏସ୍‌ଓଜି ପକ୍ଷରୁ କୋମ୍ବିଂ ଅପରେଶନ ଚାଲିଥିବା ବେଳେ ମହୁମାଛି ଆକ୍ରମଣରେ ୫ ଜଣ ଏସ୍‌ଓଜି ଯବାନ ଆହତ ହୋଇଛନ୍ତି। ସେମାନେ ହେଲେ ସୁମନ୍ତ ଶ୍ରେଷ୍ଠା, ଗଜାନନ ଶବର, ରମେଶ ଗୌଡ, କାଳିଆ ମୋହଲା ଏବଂ…

ଘରେ ପଶି ଟଙ୍କା ଚୋରି: ଧରାପଡିଲେ ନାବାଳକ

ଯୋଡ଼ା, ୧୮।୧୧(ଡି.ଏନ୍‌.ଏ.)- କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ କୁଟୁଗାଁ ଗ୍ରାମରେ ଜଣେ ବ୍ୟକ୍ତିଙ୍କ ଘରେ ପଶି ଟଙ୍କା ଚୋରି କରିଥିବା ଅଭିଯୋଗରେ ଜଣେ ନାବାଳକ ପୋଲିସ ହାତରେ ଧରାପଡିଛନ୍ତି। ସୂଚନାନୁଯାୟୀ, ଗତ ୧୬ ତାରିଖ ଶନିବାର ଅପରାହ୍ନରେ ଉକ୍ତ ଗ୍ରାମର…

ମଦ ଦୋକାନ ବନ୍ଦ ଦାବିରେ ମହିଳାଙ୍କ ରାସ୍ତାରୋକୋ, ଆନ୍ଦୋଳନ

ପୁରୁଷୋତ୍ତମପୁର,୧୮।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ତଥା କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ବଡ଼ଖରିଡ଼ା ପଞ୍ଚାୟତର ବାଣନଈ ଗ୍ରାମ ନିକଟରେ ଥିବା ଦେଶୀ ମଦ ଦୋକାନକୁ ସମ୍ପୂର୍ଣ୍ଣ ରୂପେ ବନ୍ଦ କରିବା ଦାବିରେ ମହିଳାମାନେ ସୋମବାର ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏହାର ପ୍ରତିବାଦରେ ଶତାଧିକ…

ବଡ଼ବିଲ ବାଇପାସ୍‌ ରିଂରୋଡ୍‌ ଦାବି : ତହସିଲ କାର୍ଯ୍ୟାଳୟ ପହଞ୍ଚିଲା ସିଭିଲ ସୋସାଇଟି

ବଡ଼ବିଲ,୧୮।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ସହରକୁ ଟ୍ରାଫିକ ସମସ୍ୟାମୁକ୍ତ କରିବାକୁ ଏକ ବାଇପାସ୍‌ ରିଂରୋଡ଼ ନିର୍ମାଣ ଦାବି ଅଞ୍ଚଳରେ ଜୋର୍‌ ଧରିଛି। ଏ ନେଇ ପୂର୍ବରୁ ବଡ଼ବିଲ ସିଭିଲ ସୋସାଇଟି ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପୋଷ୍ଟକାର୍ଡ ପ୍ରେରଣ କରିବା ସହ ରାଜ୍ୟ ସରକାରଙ୍କ…

୪ ପିଏଲ୍‌ଏଫ୍‌ଆଇ ସଦସ୍ୟ ଗିରଫ

ସୁନ୍ଦରଗଡ଼,୧୮।୧୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଅନ୍ତର୍ଗତ କୁଆଁରମୁଣ୍ଡାରେ ଗତ ୧୭ ତାରିଖରେ ଜଣେ ସ୍କ୍ରାପ୍‌ ବ୍ୟବସାୟୀଙ୍କୁ ୧ ଲକ୍ଷ ଟଙ୍କା ଦାଦାବଟି ଦାବିକରି ପରେ ୩୨ ହଜାର ଟଙ୍କା ଲୁଟି ନେିଥିଲେ। ଏହି ଘଟଣାରେ ପୋଲିସ ସୋମବାର ୪ ଜଣ…

ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ସହ ମଧ୍ୟାହ୍ନଭୋଜନ କଲେ ଜିଲାପାଳ

ଝରିଗାଁ,୧୮।୧୧(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଝରିଗାଁ ସଦରମହକୁମାରେ ରହିଥିବା ଏକ୍ସ ବୋର୍ଡ ପ୍ରାଥମିକ ବିଦ୍ୟାଳୟକୁ ଜିଲାପାଳ ଡା. ଅଜିତ୍‌ କୁମାର ମିଶ୍ର ସୋମବାର ଗସ୍ତ କରିଛନ୍ତି। ସେଠାରେ ପ୍ରଥମେ ମଧ୍ୟାହ୍ନଭୋଜନ ଯାଞ୍ଚ କରିବା ସହ ପିଲାଙ୍କ ପାଇଁ ପ୍ରସ୍ତୁତ ହୋଇଥିବା ମଧ୍ୟାହ୍ନଭୋଜନ ଖାଇଥିଲେ।…

ସମୁଦ୍ରରେ ଭାସିଗଲେ ୫ ଛାତ୍ର: ୪ ଉଦ୍ଧାର, ଜଣେ ନିଖୋଜ

ବାଲିଆପାଳ,୧୮।୧୧(ସ୍ବ.ପ୍ର.): ବାଲେଶ୍ୱର ଜିଲା ଡଗରା ବେଳାଭୂମିରେ ଜାମୁସୁଳି କଲେଜର ୫ ଛାତ୍ର ଗାଧୋଉଥିବା ସମୟରେ ସୋମବାର ସମୁଦ୍ରରେ ଭାସି ଯାଇଛନ୍ତି। ସେମାନଙ୍କ ମଧ୍ୟରୁ ୪ ଜଣଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରିଥିବା ବେଳେ ସିଂଲା ଥାନା ଅଧୀନ ସାନ ଅସ୍ତି ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?