ଆମ ଜିଲା ଖବର

ପୋଲତଳୁ ମିଳିଲା ହୋମଗାର୍ଡ, ଯୁବକଙ୍କ ମୃତଦେହ: ପୋଲିସର ତଦନ୍ତ ଆରମ୍ଭ…

ନନ୍ଦପୁର,୮।୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନାରେ କାର୍ଯ୍ୟରତ ଜଣେ ହୋମଗାର୍ଡ ଏବଂ ଅନ୍ୟ ଜଣେ ଯୁବକଙ୍କ ମୃତଦେହ ପୋଲିସ ରବିବାର ସନ୍ଧ୍ୟାରେ ନନ୍ଦପୁର-ହାଣ୍ଡିପୁଟ ସଞ୍ଜୋଗୀ ଏମ୍‌ଡିଆର ୫୫ ରାସ୍ତା ଖିଲୁଆ ପେଟିଆବାଡ ପୋଲତଳୁ ଉଦ୍ଧାର କରିଛି। ମୃତକ ହେଲେ ହୋମଗାର୍ଡ…

ସରକାରୀ ବସ୍‌ ଧକ୍କାରେ ଚାଲିଗଲା ବୃଦ୍ଧାଙ୍କ ଜୀବନ

ଦିଗପହଣ୍ଡି,୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଜାପଲ୍ଲୀ ଗାଁ ଛକ ନିକଟରେ ରବିବାର ଏକ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌(ନଂ. ଓଡ଼ି୩୨କେ -୧୮୦୯) ଧକ୍କାରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଦିଗପହଣ୍ଡି ବ୍ଲକ ଝରିପଦର ଗ୍ରାମର କେ.…

ସଚିନ ତେନ୍ଦୁଲକରଙ୍କ ଫିଡର ସେଣ୍ଟର ନେଟ୍ସ ପାଇଁ ଆଦିଦେବ ମନୋନୀତ

କେନ୍ଦୁଝର,୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ୧୪ବର୍ଷରୁ କମ୍‌ କ୍ରିକେଟରେ କେନ୍ଦୁଝର ଜିଲାର ଏକମାତ୍ର ଖେଳାଳି ଭାବେ ଆଦିଦେବ ସାହୁ ସଚିନ ତେନ୍ଦୁଲକର ଫିଡ଼ର ସେଣ୍ଟର ନେଟ୍ସ ଖେଳିବା ପାଇଁ ମନୋନୀତ ହୋଇଛନ୍ତି। ସେ ବାରବାଟୀ…

ପୁଅଙ୍କୁ ଛୁରି ଭୁସି ମାରିଦେଲେ ପିଶାଚ ବାପା

କାମାକ୍ଷାନଗର,୮।୨: ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା କମ୍ପୁଲେଇ ପୁରୁଣାସାହି ଗାଁରେ ରବିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ବାପା ନିଜ ପୁଅଙ୍କୁ ଛୁରି ଭୁସି ହତ୍ୟା କରିଥିବା ଅଭିଯୋଗ ହୋଇଛି। ପାରିବାରିକ କଳହକୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ…

ବିଦ୍ୟାଳୟରୁ ଛାତ୍ର ନିଖୋଜ ଘଟଣା: ନିଆଁ ପୁଉଁଥିବାବେଳେ ଏମିତି ପଡ଼ିଲେ ଧରା

ଦାରିଙ୍ଗବାଡ଼ି,୮ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ନବମ ଛାତ୍ର ନିଖୋଜ ଛାତ୍ର କିଷାନ ବେହେରା ୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ପରେ ଉଦ୍ଧାର ହୋଇଥିବା ପୋଲିସ କହିଛି। ତାଙ୍କୁ ଶନିବାର ବିଳମ୍ବିତ ରାତିରେ ବିଦ୍ୟାଳୟର…

‘ପ୍ରକୃତି ପ୍ରତି ଦାୟିତ୍ୱବୋଧ ଜରୁରୀ’

ପାଟଣା,୮ା୨(ବୀରକିଶୋର ଦାଶ): ଓଡ଼ିଶାର ଅଗ୍ରଣୀ ସ୍ବେଚ୍ଛାସେବୀ ସଂଗଠନ ପିପୁଲସ କଲଚରାଲ ସେଣ୍ଟର (ପିକକ) ପକ୍ଷରୁ ଆଡପ୍ସନସେଣ୍ଟ୍ରମର ସହଯୋଗରେ ଫେବୃଆରୀ ୫ସେରୁ ୮ ତାରିଖ ପର୍ଯ୍ୟନ୍ତ କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ କପୁଣ୍ଡିସ୍ଥିତ ରୁରାଲ ଲାଇଭଲିହୁଡ ଟ୍ରେନିଂ ସେଣ୍ଟରରେ ଚାରି ଦିନିଆ ଇକୋ-ଭେଞ୍ଚର…

୧୩ ବରିଷ୍ଠ ରାଜସ୍ବ ସହାୟକଙ୍କୁ ସେକ୍ସନ ଅଫିସର ପଦବୀକୁ ପଦୋନ୍ନତି

କୋରାପୁଟ,୮ା୨(ଅମିତାଭ ବେହେରା): କୋରାପୁଟ ଜିଲାର ବିଭିନ୍ନ ବିଭାଗରେ କାର୍ଯ୍ୟ କରୁଥିବା ବରିଷ୍ଠ ରାଜସ୍ବ ସହାୟକଙ୍କ ମଧ୍ୟରୁ ୧୩ ଜଣଙ୍କୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ସେକ୍ସନ ଅଫିସର ପଦବୀଙ୍କୁ ପଦୋନ୍ନତି ଦେଇଥିବା ପ୍ରଶାସନ ପକ୍ଷରୁ ଜଣାଯାଇଛି। କୋରାପୁଟ ଜିଲାପାଳଙ୍କ ପତ୍ରସଂଖ୍ୟା ୪୪୨/୨୦୨୬…

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ ଅବସ୍ଥାରେ ଅଶ୍ଳୀଳ ଭାଷା ପ୍ରୟୋଗ କରିବା ସହ ଉପସ୍ଥିତ ଶିକ୍ଷକଙ୍କୁ ଲୁହା ହତା…

ରୋଗୀଙ୍କୁ ଚିକିତ୍ସା ପାଇଁ ନେଉଥିଲେ ବିଶାଖାପାଟଣା, ବାଟରେ ଘଟିଲା ବଡ଼ ଅଘଟଣ, ଚାଲିଗଲା ୨ ଜୀବନ

ପାତ୍ରପୁର/ଚିକିଟି,୮ା୨(ଉମାଚରଣ ନେପାକ/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ପାତିସୁନପୁର ଗ୍ରାମର ଗୋଟିଏ ପରିବାରର ୬ ଜଣ ବିଶାଖାପାଟଣା ଯାଉଥିବା ବେଳେ ରବିବାର ଅପରାହ୍ନରେ ଆନ୍ଧ୍ର ସୀମାନ୍ତ ପଲାସା ଓ ଟାକେଲି ମଧ୍ୟରେ ଥିବା ନନ୍ଦିଗାଁ ନିକଟରେ କାର୍‌-ଟ୍ରକ୍‌…

ବସ୍‌ ଇଞ୍ଜିନ୍‌ରୁ ବାହାରିଲା ନିଆଁ, ଡ୍ରାଇଭର ନେଲେ ଏମିତି ପଦକ୍ଷେପ

ଭଞ୍ଜନଗର,୮ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବସଷ୍ଟାଣ୍ଡରେ ରବିବାର ଅପରାହ୍ନରେ ଏକ ଘରୋଇ ବସ୍‌ରେ ହଠାତ୍‌ ଇଞ୍ଜିନରେ ନିଆଁ ଲାଗିଯାଇଥିଲା। ଫଳରେ ବସ୍‌ରେ ବସିଥିବା ଯାତ୍ରୀମାନେ ଭୟଭୀତ ହୋଇ ବସ୍‌ରୁ ଏଣେ ତେଣେ ବାହାରିବା ପାଇଁ ଚେଷ୍ଟା କରୁଥିଲେ। ସେଠାରେ ଉପସ୍ଥିତ…

ବିଲ୍‌ କରିବା ଆଶାରେ ଶୀଘ୍ର ଶେଷ କରୁଛନ୍ତି କାମ: ଠିକ୍‌ ଢଙ୍ଗରେ ଲାଗୁନି ଷ୍ଟ୍ରିଟ୍‌ ଲାଇଟ 

ଧର୍ମଶାଳା,୨।୮(ଶିବ ପ୍ରଶାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ବିଭିନ୍ନ ଗାଁରେ ଅନ୍ଧକାର ଦୂର କରିବା ନିମନ୍ତେ ବ୍ଲକ ପ୍ରଶାସନ ପକ୍ଷରୁ ସୋଲାର ଷ୍ଟ୍ରିଟ୍‌ ଲାଇଟ ଲଗାଯିବା ବ୍ୟବସ୍ଥା ରହିଛି। କିନ୍ତୁ ଠିକ ଢଙ୍ଗରେ ଏହି ଷ୍ଟ୍ରିଟ୍‌ ଲାଇଟଗୁଡ଼ିକ ଲଗା ଯାଉ…

ମା’ ତାରାତାରିଣୀଙ୍କ ହୁଣ୍ଡିରୁ ମିଳିଲା କୁନି ପୁଅର ଚିଠି; ଦୁଃଖ ଶୁଣିବାକୁ ମା’ଙ୍କ ପାଖେ ଆକୁଳ ନିବେଦନ

ପୁରୁଷୋତ୍ତମପୁର,୮।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ହୁଣ୍ଡିରୁ ମିଳିଥିବା ଏକ ଚିଠି ଏବେ ଶ୍ରଦ୍ଧାଳୁଙ୍କ ମନକୁ ଆନ୍ଦୋଳିତ କରିଛି। ଜଣେ କୁନି ପୁଅ ନିଜ ପରିବାରର ଦୁଃଖ ଜଣାଇ ମା’ଙ୍କ ନିକଟକୁ ଲେଖିଥିବା ଏହି ଭାବପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?