ପର୍ଯ୍ୟଟକଙ୍କୁ ଭରପୂର ମନୋରଞ୍ଜନ ଦେବ ପୁରୀ ବେଳାଭୂମି: ବ୍ଲୁ ଫ୍ଲାଗ ପରେ ଏବେ ନୀଳାଦ୍ରି ବିଚ୍
ପୁରୀ ଅଫିସ, ୧୭।୧୧: ପର୍ଯ୍ୟଟନ ସହର ପୁରୀକୁ ପ୍ରତିଦିନ ଦେଶ, ବିଦେଶର ଶ୍ରଦ୍ଧାଳୁ ଓ ପର୍ଯ୍ୟଟକ ଆସିଥାନ୍ତି। ଶ୍ରୀମନ୍ଦିର ପରେ ପର୍ଯ୍ୟଟକଙ୍କ ଖାସ୍ ଆକର୍ଷଣ ସାଜିଥାଏ ପୁରୀ ବେଳାଭୂମି। ତେଣୁ ପର୍ଯ୍ୟଟକଙ୍କୁ ଅତ୍ୟାଧୁନିକ ସୁବିଧା ଦେବା ପାଇଁ ତିଆରି ଚାଲିଛି ବ୍ଲୁ…
ପୁରୀ ଜିଲା ଚିଠି: ଚାପ ନା ଆନ୍ତରିକତା ଅଭାବ
ସୁପ୍ରିମ୍କୋର୍ଟରେ ଚାଲିଛି ଶ୍ରୀମନ୍ଦିର ସଂସ୍କାର ମାମଲା। ମୁଖ୍ୟତଃ ଭକ୍ତଙ୍କ ପାଇଁ ଶୃଙ୍ଖଳିତ ଦର୍ଶନ ଏବଂ ଉତ୍ତମ ବ୍ୟବସ୍ଥା ଏହାର ମୁଖ୍ୟ ଲକ୍ଷ୍ୟ ରହିଛି। ପ୍ରାୟ ଦେଢ ବର୍ଷରୁ ଊର୍ଦ୍ଧ୍ୱ ହେବ ଚାଲିଥିବା ଏହି ମାମଲାରେ ବିଭିନ୍ନ ସମୟରେ ରୋଚକ ସ୍ଥିତି ବି…
ଅନୁଗୋଳ ଜିଲାରେ ୬୫୨ ଅଙ୍ଗନଓ୍ବାଡି କେନ୍ଦ୍ରର ନିଜସ୍ବ ଗୃହ ନାହିଁ
ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ଅନୁଗୋଳ ଜିଲାରେ ମୋଟ ୧୬୫୪ଟି ଅଙ୍ଗନଓ୍ବାଡି କେନ୍ଦ୍ର ରହିଛି। ସେଥିରୁ ୧୦୦୨ଟିର ନିଜସ୍ବ ଗୃହ ଥିବାବେଳେ ୬୫୨ର ନିଜସ୍ବ ଗୃହ ନାହିଁ। ୩୩୧ଟି ଗୃହ ନିର୍ମାଣ କରାଯାଉଥିବାବେଳେ ଆହୁରି ୩୨୧ଟି ଗୃହ ନିର୍ମାଣ କରିବାକୁ ରାଜ୍ୟ ସରକାର ଅନୁମୋଦନ କରିଛନ୍ତି।…
ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର: ଅଭିଯୁକ୍ତ ଗିରଫ
ଭୁବନେଶ୍ୱର, ୧୭-୧୧ (ବ୍ୟୁରୋ):କ୍ୟାପିଟାଲ ଥାନା ଅଞ୍ଚଳରେ ଜଣେ ବିଧବା ମହିଳାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର କରିବା ଅଭିଯୋଗରେ ବଡ଼ଗଡ଼ ଥାନା ଅଧୀନ ଝରଣା ସାହିର ବିନୋଦ କୁମାର ବେହେରାଙ୍କୁ ଶନିବାର ପୋଲିସ ଗିରଫ କରିଛି। ତାଙ୍କୁ ପଚରାଉଚରା ପରେ କୋର୍ଟ…
ଦାରିଦ୍ର୍ୟରୁ ମୁକ୍ତି ପାଇଁ ବିଦ୍ୟା ଅଧ୍ୟୟନ ଦରକାର: ଧର୍ମେନ୍ଦ୍ର
ଭୁବନେଶ୍ୱର,୧୭-୧୧(ବ୍ୟୁରୋ): ନିଜ ନିଷ୍ପତ୍ତିର ମାଲିକ ନିିଜେ ହେବା ଉଚିତ। ନିଜର ଇଚ୍ଛା ଅନୁଯାୟୀ କ୍ୟାରିୟର କରିବା ଦରକାର। କେବଳ ସାର୍ଟିଫିକେଟ୍ ପାଇଁ ପାଠ ନ ପଢି ରୁଚି ଓ ଇଚ୍ଛା ଅନୁଯାୟୀ ବିଦ୍ୟା ଅଧ୍ୟୟନ କରିବା ଦରକାର। ଦାରିଦ୍ର୍ୟରୁ ମୁକ୍ତି ପାଇଁ…
ଲକ୍ଷ୍ମୀସାଗର ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ‘ଶିକ୍ଷା ହିଁ ଓଡ଼ିଶାର ମୂଳ ପୁଞ୍ଜି’
ଭୁବନେଶ୍ୱର, ୧୭-୧୧(ବ୍ୟୁରୋ) ଶିକ୍ଷା ହିଁ ଓଡ଼ିଶାର ମୂଳ ପୁଞ୍ଜି। ଯେତେବେଳେ ସମାଜ ନିଜ ଅଧିକାର ସହ ଦାୟିତ୍ୱ ପ୍ରତି ସଚେତନ ହୁଏ ସେତେବେଳେ ସମାଜ ଆଗକୁ ବଢ଼େ। ଆଜିର ସମାଜରେ ଆମେ ନିଜର ଅଧିକାର ପ୍ରତି ଯେତେ ସଚେତନ, ଦାୟିତ୍ୱ ପ୍ରତି…
ସିପେଟ୍ ପକ୍ଷରୁ ଦକ୍ଷତା ବିକାଶ କାର୍ଯ୍ୟକ୍ରମ
ଭୁବନେଶ୍ୱର,୧୭।୧୧(ବ୍ୟୁରୋ) ସିପେଟ୍ ସିଏସ୍ଟିଏସ୍ ଭୁବନେଶ୍ୱର ଏବଂ ରାଉରକେଲାସ୍ଥିତ ଏନ୍ଏସ୍ପିସିଏଲ୍ର ମିଳିତ ସହଯୋଗରେ ଚତୁର୍ଥ ବର୍ଷ ଲାଗି ଦକ୍ଷତା ବିକାଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ରାଉରକେଲା ଏବଂ ଏହାର ନିକଟବର୍ତ୍ତୀ ଅଞ୍ଚଳଗୁଡିକରେ ବେକାର ଯୁବତୀଯୁବକଙ୍କୁ ଦକ୍ଷତା ତାଲିମ ଦ୍ୱାରା ନିଯୁକ୍ତି ସୃଷ୍ଟି ଲାଗି…
ସମୁଦ୍ରରେ ପୋଲିସ ପକ୍ଷରୁ ପାଟ୍ରୋଲିଂ ଆରମ୍ଭ
ଛତ୍ରପୁର,୧୭ା୧୧(ଡି.ଏନ.ଏ) – ଆର୍ଯ୍ୟପଲ୍ଲୀ ମେରାଇନ୍ ଥାନା ପକ୍ଷରୁ ସମୁଦ୍ରରେ ସ୍ବତନ୍ତ୍ର ବୋଟ୍ ଦ୍ୱାରା ପାଟ୍ରୋଲିଂ ଆରମ୍ଭ ହୋଇଛି । ମେରାଇନ୍ ଥାନା ଅଧୀନରେ ଗଞ୍ଜାମ ବ୍ଲକର ପ୍ରୟାଗୀଠାରୁ ହରିପୁର ପର୍ଯ୍ୟନ୍ତ ୩୩ କି.ମି. ପର୍ଯ୍ୟନ୍ତ ସମୁଦ୍ର ମଧ୍ୟରେ ନିୟମିତ ପାଟ୍ରୋଲିଂ କରାଯିବ…
ସର୍ବସାଧାରଣରେ ମଦ ବ୍ୟବହାର ନିଷ୍ପତ୍ତିକୁ ବିରୋଧ
ବ୍ରହ୍ମପୁର ଅଫିସ,୧୭ା୧୧- ଉତ୍କଳ ଆଶ୍ରମ ସମ୍ମିଳନୀ କକ୍ଷରେ ଗଞ୍ଜାମ ଜିଲା ବରିଷ୍ଠ ନାଗରିକ ସୁରକ୍ଷା ମଞ୍ଚର ମାସିକ ବୈଠକ ଶନିବାର ଅନୁଷ୍ଠିତ ହୋଇଯାଇଛି। ସଭାପତି ପ୍ରଫେସର ଡ. ରବିନାରାୟଣ ମିଶ୍ରଙ୍କ ଅଧ୍ୟକ୍ଷତାରେ ହୋଇଥିବା ଏହି ବୈଠକରେ ଉପଦେଷ୍ଟା ପ୍ରଫେସର ଡ. ବ୍ରଜମୋହନ…
ଘରକୁ ଆସିବାକୁ ବିରୋଧ କରିବାରୁ ହତ୍ୟା
ବୁଗୁଡ଼ା,୧୭ା୧୧(ଡି.ଏନ.ଏ.)- କେ.ନୂଆଗାଁ ଥାନା ଦିଗବାରିଣୀ ପାହାଡ଼ ନିକଟସ୍ଥ କେରାଣ୍ଡିମାଳ ଜଙ୍ଗଲରୁ ଶୁକ୍ରବାର ପୋଲିସ ଯଜ୍ଞସେନ ଜେନା (୧୫)ଙ୍କ କଙ୍କାଳ ଉଦ୍ଧାର କରିଥିଲା। ନଂ. ୨୬୫/୧୯ରେ ମାମଲା ରୁଜୁ କରି ବୁଗୁଡ଼ା ପୋଲିସ ଜରଡ଼ା ଥାନା ହରଡ଼ମରାର କୃଷ୍ଣଚନ୍ଦ୍ର ଗୌଡ଼ଙ୍କୁ ଅଟକ ରଖିଥିଲା।…
ବ୍ରହ୍ମପୁର ଜେଲରେ ୭୬୩ କଏଦୀ , କାରାଗାରରେ ମା’ ସହ ଜଣେ ଶିଶୁ
ବ୍ରହ୍ମପୁର ଅଫିସ,୧୭ା୧୧- ବ୍ରିଟିଶ ଶାସନ ସମୟରେ ୧୮୬୩ ମସିହାରେ ସ୍ଥାପିତ ବ୍ରହ୍ମପୁର ମଣ୍ଡଳ କାରାଗାରକୁ ୧୫୬ ବର୍ଷ ପୂରିଛି। ଏଠାରେ ୭୪୩ କଏଦୀ ରହିବା ବ୍ୟବସ୍ଥାଥିବାବେଳେ ବିଭିନ୍ନ ସମୟରେ ଏହାଠାରୁ ଅଧିକ ରହୁଛନ୍ତି। ଶନିବାର ସୁଦ୍ଧା ୨୯ ମହିଳାଙ୍କ ସମେତ ୭୬୩…
ବାଲ୍ୟବିବାହ ଭୟରେ ଘରୁ ପଳାଇଥିବା ନାବାଳିକା ଉଦ୍ଧାର
ଓଡ଼ଗାଁ,୧୭।୧୧(ସ୍ବ.ପ୍ର.)-ବାଲ୍ୟ ବିବାହ ଭୟରେ ଘରୁ ନିଖୋଜ ହୋଇଯାଇଥିଲେ ଜଣେ ନାବାଳିକା। ଦୀର୍ଘମାସ ପରେ ଶନିବାର ତାଙ୍କୁ ସମ୍ପର୍କୀୟଙ୍କ ଘରୁ ଉଦ୍ଧାର କରାଯାଇଛି। ଘଟଣା ଘଟିଛି ନୟାଗଡ ଜିଲା ଓଡଗଁାର ଆଦର୍ଶ ଥାନା ଅଞ୍ଚଳରେ। ସାକେରୀ ଗ୍ରାମରେ ମାଟ୍ରିକ ପରୀକ୍ଷା ପାଇଁ ପ୍ରସ୍ତୁତ…

