ବର୍ଷାରେ ଫସଲ କ୍ଷତିର ରିପୋର୍ଟ ଜିଲାପାଳଙ୍କୁ ପ୍ରଦାନ
ଛତ୍ରପୁର,୧୭ା୧୧(ଡି.ଏନ.ଏ)- ଗଞ୍ଜାମ ଜିଲାରେ ଅକ୍ଟୋବର ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ଲଘୁଚାପଜନିତ ଲଗାଣ ବର୍ଷା ହୋଇଥିଲା। ଏଥିରେ ୧୨ ବ୍ଲକ ଅଧୀନ ୧୨୫ ପଞ୍ଚାୟତ ଓ ୩ ଏନଏସି ଅଞ୍ଚଳର ଫସଲ କ୍ଷତି ହୋଇଛି। କୃଷି ବିଭାଗ ପକ୍ଷରୁ ଫସଲ କ୍ଷତି…
୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଛାତ୍ର ଗୁରୁତର
ନୟାଗଡ଼ ଅଫିସ,୧୭ା୧୧- ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ନବମ ଶ୍ରେଣୀ ଛାତ୍ର ଗୁରୁତର ହୋଇଛନ୍ତି। ସେ ହେଲେ ନୟାଗଡ଼ ଜିଲା ଶରଣକୁଳ ଥାନା ଶିଖରପୁର ଗ୍ରାମର ନିରାକାର ବାଡ଼ତିଆଙ୍କ ପୁଅ ଜିତୁନ (୧୫)। ମିଳିଥିବା ସୂଚନା ଅନୁସାରେ,…
ଦୁର୍ଘଟଣାଗ୍ରସ୍ତଙ୍କୁ ମିଳୁନି ତୁରନ୍ତ ସହାୟତା : ପ୍ରଚାର ଅଭାବରୁ ମିଳୁନାହାନ୍ତି ଗୁଡ୍ ସାମାରିଟାନ୍
ନୟାଗଡ଼ ଅଫିସ,୧୭।୧୧-ବିଭିନ୍ନ ସମୟରେ ଆଖିଆଗରେ ଦୁର୍ଘଟଣା ଘଟୁଥିଲେ ମଧ୍ୟ ଥାନା ଓ କଚେରି ଭୟରେ ଆମେମାନେ ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିମାନଙ୍କୁ ସାହାଯ୍ୟ କରିପାରୁନାହୁଁ। ଫଳରେ ସେମାନଙ୍କର ପ୍ରାଣହାନି ଘଟୁଛି। ଏହାକୁ ଦୃଷ୍ଟିରେ ରଖି ୨୦୧୪ ମସିହାରେ ଦେଶରେ ଗୁଡ୍ ସାମାରିଟାନ୍ ପଲିସି ଲାଗୁ…
ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ସାତକୋଶିଆ ସ୍ୟାଣ୍ଡ ରିସୋର୍ଟ
ଗଣିଆ,୧୭।୧୧(ଡି.ଏନ.ଏ.)-ସାତକୋଶିଆ ଗଣ୍ଡ ଅଭୟାରଣ୍ୟ ଅନ୍ତର୍ଗତ ନୟାଗଡ଼ ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡ ଛାମୁଣ୍ଡିଆ ବନାଞ୍ଚଳର ବଡମୂଳ ମଙ୍ଗାନାସୀଠାରେ ରହିଛି ପ୍ରାକୃତିକ ପର୍ଯ୍ୟଟନ କେନ୍ଦ୍ର ସାତକୋଶିଆ ସ୍ୟାଣ୍ଡ ରିସୋର୍ଟ ା ଏହି ପର୍ଯ୍ୟଟନ କେନ୍ଦ୍ରରେ ଶୀତତାପ ନିୟନ୍ତ୍ରିତ ୩ଟି କଟେଜ୍ ଓ ୪ଟି ତମ୍ବୁ…
ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ: ପ୍ରଧାନ ଶିକ୍ଷକ ଗିରଫ
ଯୋଡ଼ା, ୧୭।୧୧(ଡି.ଏନ.ଏ.) -କେନ୍ଦୁଝର ଜିଲା ବାମେବାରୀ ଥାନା ତଥା ଯୋଡା ବ୍ଲକ ଅଧୀନ ବେଲଦା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଛାତ୍ରୀଙ୍କୁ ଅସଦାଚରଣ କରିଥିବା ଅଭିଯୋଗକ୍ରମେ ପୋଲିସ ତାଙ୍କୁ ଗିରଫ କରି ତଦନ୍ତ ଚଳାଇଛି। ଶିକ୍ଷା ବିଭାଗ ପକ୍ଷରୁ…
ମୃତଦେହରୁ କାଢ଼ିନେଲେ ଆଖି
ଭଦ୍ରକ ଅଫିସ, ୧୭।୧୧- କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା ଅବସ୍ଥାରେ ମୃତ୍ୟୁ ଘଟିଥିବା ବୀର ଗାଗାରାଇ ଓରଫ ନଣ୍ଡା ନାମକ ଜଣେ ବ୍ୟକ୍ତିଙ୍କ ଦୁଇ ଆଖିକୁ ଭୁବନେଶ୍ୱରର ଏକ ମେଡିକାଲ ପକ୍ଷରୁ କାଢ଼ି ନିଆଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାକୁ…
ଭୋଗରାଇରେ ବିରଳ ପ୍ରଜାତିର ମାଛ
ଭୋଗରାଇ, ୧୭।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ କୁସୁଟି ଗ୍ରାମ ନିକଟସ୍ଥ ଧାନ କ୍ଷେତରେ ଏକ ବିରଳ ପ୍ରଜାତିର ମାଛ ଉଦ୍ଧାର ହୋଇଛି। ଦେଢ଼ଫୁଟ୍ ଲମ୍ବର ଏହି ବିରଳମାଛ ଦେହସାରା ବିଚିତ୍ର ରଙ୍ଗଥିବା ବେଳେ ମୁଣ୍ଡ ଭାଗ ଚେପଟା ଓ କିମ୍ବଦ…
ବିତିଲାଣି ୨୧ବର୍ଷ, ଭୁଲି ହେଉନି ଦୁଃଖ
ଖଇରା, ୧୭।୧୧(ଡି.ଏନ.ଏ.)-ସେଦିନ ଥିଲା ୧୯୯୮ ନଭେମ୍ବର ୧୭ତାରିଖ ା ବାଲେଶ୍ୱର ଜିଲା ଖଇରା ହାଇସ୍କୁଲରେ ବ୍ଲକସ୍ତରୀୟ ବିଜ୍ଞାନମେଳାର ଆୟୋଜନ କରାଯାଇଥିଲା। ବିଭିନ୍ନ ବିଦ୍ୟାଳୟରୁ ପିଲାମାନଙ୍କର ସୁଅ ଖଇରା ସରକାରୀ ହାଇସ୍କୁଲକୁ ଛୁଟିଥିଲା ା କେହି ବସରେ ତ କେହି ଟ୍ରେକରରେ ଆସିଥିଲେ।…
ରାସ୍ତାକଡ଼ରୁ ବୃଦ୍ଧାଙ୍କୁ ଉଦ୍ଧାର କଲା ପ୍ରଶାସନ
ସଜନାଗଡ଼,୧୭।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଉପଜିଲାପାଳଙ୍କ ଅଫିସ୍ଠାରୁ ମାତ୍ର ୫୦୦ ମିଟର ଦୂର ବିଚ୍ ଦୁର୍ଗାମଣ୍ଡପ ରାସ୍ତାକଡ଼ରେ ୨ଦିନ ଧରି ଏକ ନିରାଶ୍ରୟା ବୃଦ୍ଧା ଖାଇବାକୁ ନ ପାଇ ପଡିରହିଥିଲେ। ଗଣମାଧ୍ୟମ ପ୍ରତିନିଧିମାନେ ଏ ସମ୍ପର୍କରେ ପ୍ରଶାସନର ଦୃଷ୍ଟି ଆକର୍ଷଣ କରିବା ପରେ…
‘ଅଗ୍ନି-୨’ର ସଫଳ ପରୀକ୍ଷଣ
ବାଲେଶ୍ୱର ଅଫିସ, ୧୭।୧୧-ବାଲେଶ୍ୱର ଜିଲା ଚାନ୍ଦିପୁର ଆଇଟିଆର୍ ପକ୍ଷରୁ ଭଦ୍ରକ ଜିଲାସ୍ଥିତ ଅବଦୁଲ କଲାମ ଦ୍ୱୀପର ୪ ନଂ. ଲଞ୍ଚପ୍ୟାଡ୍ରୁ ଶନିବାର ସନ୍ଧ୍ୟା ସାଢ଼େ ୭ଟା ବେଳେ ‘ଅଗ୍ନି-୨’ କ୍ଷେପଣାସ୍ତ୍ରର ବ୍ୟବହାରିକ ପରୀକ୍ଷଣ ସଫଳ ହୋଇଛି। ଅନୁକୂଳ ପାଗକୁ ଅନୁଧ୍ୟାନ କରି…
ପ୍ରତିକୂଳ ପରିସ୍ଥିତିରେ ସତ୍ୟ ସାମ୍ନାକୁ ଆଣିଥାନ୍ତି ଖବରଦାତା
ପୁରୀ ଅଫିସ, ୧୬ା୧୧: ଖବରଦାତାମାନେ ହେଉଛନ୍ତି ସମାଜର ଦର୍ପଣ। ପ୍ରତିକୂଳ ପରିସ୍ଥିତିରେ ଏମାନେ ସତ୍ୟକୁ ସାମ୍ନାକୁ ଆଣିଥାନ୍ତି। ଗଣତାନ୍ତ୍ରିକ ମୂଳଦୁଆକୁ ମଜଭୁତ କରିବାରେ ଖବରଦାତାଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ। ଅନେକ କ୍ଷେତ୍ରରେ ଏମାନଙ୍କୁ ପ୍ରତିବନ୍ଧକର ସାମ୍ନା କରିବାକୁ ପଡ଼ିଥାଏ। ତେବେ ଠିକଣା ଢଙ୍ଗରେ…
ବଗଲା ଧର୍ମଶାଳା ଜମିକୁ ନେଇ ପିକେଡିଏ ସଚିବଙ୍କୁ ସ୍ମାରକପତ୍ର: ବିଲ୍ଡିଂ ପ୍ଲାନ ଅନୁମୋଦନ କରା ନ ଯାଉ
ପୁରୀ ଅଫିସ, ୧୬ା୧୧: ଶ୍ରୀମନ୍ଦିର ସୁରକ୍ଷା ଜୋନରେ ବିସ୍ଥାପିତ ହେବାକୁ ଥିବା ଲଜ୍ ମାଲିକମାନଙ୍କୁ ବଗଲା ଧର୍ମଶାଳା ଜମି ପ୍ରଦାନ କରାଯିବ। ଯେଉଁ ଲଜ୍ ମାଲିକମାନେ ଜମି ନେବାକୁ ଚାହିଁବେ ସେମାନଙ୍କୁ ଏହି ଜମି ପ୍ଲଟିଂ କରି ଦିଆଯିବ। ଏ ନେଇ…

