ଆମ ଜିଲା ଖବର

ଦୁର୍ଘଟଣାରେ ଗୁରୁତର ଯୁବକଙ୍କ ଡାକ୍ତରଖାନାରେ ମୃତ୍ୟୁ

ଯୋଡ଼ା,୧୬।୧୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ଥାନା ବିଲେଇପଦା ଫାଣ୍ଡି ଅନ୍ତର୍ଗତ ଅଁଶେଇକଳା ଗ୍ରାମର ଲବ ମହାକୁଡ଼ ବାଇକ୍‌ ଦୁର୍ଘଟଣାରେ ଗୁରୁତର ହୋଇଥିଲେ। ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ଶୁକ୍ରବାର ତାଙ୍କର ମୃତ୍ୟୁ ଘଟିଛି । ସୂଚନାନୁଯାୟୀ, ଲବ ଗୁରୁବାର ସନ୍ଧ୍ୟାରେ ଝାଡଖଣ୍ଡ ରାଜ୍ୟର…

ହାତୀ ଆକ୍ରମଣରେ ଚାଷୀ ମୃତ: କ୍ଷତିପୂରଣ ଦାବି

ଲୋଇସିଂହା,୧୬।୧୧(ଡି.ଏନ୍‌.ଏ.): ବଲାଙ୍ଗୀର ବନଖଣ୍ଡ ଲୋଇସିଂହା ରେଞ୍ଜ ଅନ୍ତର୍ଗତ ଧଉଁରାଦାଦର ଗାଁରେ ହାତୀ ଆକ୍ରମଣରେ ଶନିବାର ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଶ୍ରୀରାମ ବିଶାଳ (୪୫)। ସୂଚନାଯୋଗ୍ୟ, ଶ୍ରୀରାମ ଗ୍ରାମ ନିକଟ ଚାଷଜମିକୁ ଶୁକ୍ରବାର ରାତିରେ ଜଗିବାକୁ ଯାଇ ଶନିବାର…

ଟ୍ରେନ୍‌ ଧକ୍କାରେ ଛାତ୍ର ଗୁରୁତର: କ୍ଷତିପୂରଣ ଦାବିରେ ରେଳଧାରଣାରେ ବସିଲେ ଉତ୍ତ୍ୟକ୍ତ ଲୋକେ

ବଅଁରପାଳ,୧୬।୧୧(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଅଁରପାଳ ଥାନା ଅନ୍ତର୍ଗତ ବୁଢ଼ାପଙ୍କ ନିକଟ ନାଲ୍‌କୋ ରେଳଧାରଣାରେ ଶନିବାର ସକାଳେ ଟ୍ରେନ୍‌ ଧକ୍କାରେ ଜଣେ ଛାତ୍ର ଗୁରୁତର ହୋଇଛନ୍ତି। ସେ ହେଲେ ବୁଢ଼ାପଙ୍କ ସ୍କୁଲ୍‌ର ସୁନିଲ ପ୍ରଧାନ। ଗୁରୁତର ଅବସ୍ଥାରେ ସୁନିଲଙ୍କୁ ବଅଁରପାଳର ଏକ ଘରୋଇ…

ମୁନିଗୁଡାରେ ଜେଏମ୍‌ଏଫ୍‌ସି କୋର୍ଟ ପାଇଁ ଜାଗା ଚି଼ହ୍ନଟ ପ୍ରକ୍ରିୟା ଆରମ୍ଭ

ମୁନିଗୁଡା,୧୬।୧୧: ରାୟଗଡା ଜିଲା ମୁନିଗୁଡାରେ ନୂତନ ଭାବେ ହେବାକୁ ଥିବା ଜେଏମ୍‌ଏଫ୍‌ସି କୋର୍ଟ ପାଇଁ ଶୁକ୍ରବାର ଜାଗା ଚି଼ହ୍ନଟ ପ୍ରକ୍ରିୟା ଆରମ୍ବ ହୋଇଛି। ମୁନିଗୁଡା ତହସିଲଦାର ଦେବାଶିଷ ଗୌଡ଼ଙ୍କ ନେତୃତ୍ୱରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଉକ୍ତ ବୈଠକରେ ରାଜସ୍ବ ନିରୀକ୍ଷକ…

ସହକାରୀ ଯନ୍ତ୍ରୀଙ୍କ ବାସଭବନରେ ଭିଜିଲାନ୍ସ ଚଢାଉ

ବରଗଡ଼ ଅଫିସ, ୧୬।୧୧: ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଶନିବାର ସକାଳୁ ବରଗଡ଼ ଉଠା ଜଳସେଚନ ବିଭାଗରେ କାର୍ଯ୍ୟରତ ସହକାରୀ ଯନ୍ତ୍ରୀଙ୍କ ବାସଭବନରେ ଭିଜିଲାନ୍ସ ଚଢ଼ାଉ କରିଛି। ସହକାରୀ ଯନ୍ତ୍ରୀ ବୈକୁଣ୍ଠ ରାଉତଙ୍କ ବରଗଡ଼ର ଥିବା ଗଙ୍ଗାଧର ନଗର ସ୍ଥିତ…

ହରାଇପାରିନି କର୍କଟ:‘ ସର୍‌ଭାଇଭର୍‌’ ନୁହେଁ ‘ଫାଇଟର୍‌’

ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ଭବିଷ୍ୟତକୁ ନେଇ ସେମାନେ ନିଶ୍ଚିନ୍ତ ନୁହନ୍ତି, ହେଲେ ମନରେ ଅଛି ଅସୁମାରୀ ସ୍ବପ୍ନ। କିଛି ନୂଆ କରିବାର ସ୍ବପ୍ନ ଓ ନିଜେ ବଞ୍ଚତ୍ ଅନ୍ୟକୁ ବଞ୍ଚତ୍ବାର ରାହା ଦେଖାଇବାର ସ୍ବପ୍ନ। କ୍ୟାନ୍‌ସର ଭଳି ଦୁରାରୋଗ୍ୟର ଶିକାର ହୋଇ ବି ଆଜି…

ଗୋଟିଏ ନୃତ୍ୟରେ ଦୁଇଟି ରାଜ୍ୟର ସଂସ୍କୃତି

କଟକ ଅଫିସ,୧୬।୧୧: ବାଲିଯାତ୍ରାର ଚତୁର୍ଥ ସନ୍ଧ୍ୟାରେ ଗଣକବି ବୈଷ୍ଣବ ପାଣି ମଞ୍ଚରେ ଶ୍ରୀଜନ ଛାନ୍ଦ ଡ୍ୟାନ୍ସ ଗ୍ରୁପର ଗୋଟିଏ ନୃତ୍ୟରେ ଦୁଇଟି ରାଜ୍ୟର ସଂସ୍କୃତି ଓ ପରମ୍ପରା ଦେଖିବାକୁ ମିଳିଥିଲା। ପଶ୍ଚିମବଙ୍ଗ ଓ ଓଡ଼ିଶାର ସଂସ୍କୃତିକୁ ନେଇ ଗ୍ରୁପର କଳାକାରମାନେ ନୃତ୍ୟ…

ବାଲିଯାତ୍ରାର ଚତୁର୍ଥ ଦିବସ: ଫାଷ୍ଟଫୁଡ ଷ୍ଟଲ୍‌ରେ ଭିଡ଼

କଟକ ଅଫିସ, ୧୬।୧୧: ଶୁକ୍ରବାର ଥିଲା ଐତିହାସିକ କଟକ ବାଲିଯାତ୍ରାର ଚତୁର୍ଥ ଦିନ। ଦିନତମାମ ପଡିଆରେ ଗହଳି ଚହଳି ଲାଗି ରହିଥିଲା। କେତେକ ଲୋକ ଦିନରେ ବାଲିଯାତ୍ରା ବୁଲି ଘରକୁ ଫେରି ଯାଇଥିଲେ। ହେଲେ ଅସଲ ଭିଡ ଦେଖିବାକୁ ମିଳିଥିଲା ସନ୍ଧ୍ୟାରେ।…

ଏସ୍‌ସିବିକୁ ସ୍ବୟଂଶାସିତ ମାନ୍ୟତା ଦାବି: ଲିଖିତ ପ୍ରତିଶ୍ରୁତି ପରେ ଆନ୍ଦୋଳନ ପ୍ରତ୍ୟାହୃତ

କଟକ ଅଫିସ, ୧୬।୧୧: କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍‌ପିଟାଲକୁ ସ୍ବୟଂଶାସିତ ମହାବିଦ୍ୟାଳୟ ଏବଂ ସ୍ବାସ୍ଥ୍ୟ ବିଶ୍ୱବିଦ୍ୟାଳୟ ମାନ୍ୟତା ଦାବିରେ ସ୍ନାତକ ଛାତ୍ରୀଛାତ୍ରଙ୍କ ଦ୍ୱାରା ଚାଲିଥିବା ଆନ୍ଦୋଳନ ଶୁକ୍ରବାର ପ୍ରତ୍ୟାହୃତ ହୋଇଛି। ଉତ୍କଳ ବିଶ୍ୱବିଦ୍ୟାଳୟ କୁଳପତି ଛାତ୍ରୀଛାତ୍ରଙ୍କ ସମସ୍ୟା…

ପଥ ଉତ୍ସବର ତୃତୀୟ ଦିବସ: ପ୍ରାତଃରେ ଭକ୍ତିଭାବର ପରିବେଶ

କଟକ ଅଫିସ, ୧୬।୧୧: ବାଲିଯାତ୍ରା ପଡିଆରେ ଅନୁଷ୍ଠିତ ପଥ ଉତ୍ସବର ଶୁକ୍ରବାର ଥିଲା ତୃତୀୟ ଦିବସ। ସକାଳୁ ସକାଳୁ ପଥ ଉତ୍ସବକୁ ଉପଭୋଗ କରିବା ପାଇଁ ପହଞ୍ଚିଯାଇଥିଲେ ବହୁ କଟକିଆ। ପ୍ରାତଃ ଭ୍ରମଣ ସାଙ୍ଗକୁ ପଥ ଉତ୍ସବରେ ସଙ୍ଗୀତର ଆସର ସଭିଙ୍କୁ…

ଫାଷ୍ଟଫୁଡ ଷ୍ଟଲ୍‌ରେ ଚଢ଼ାଉ: ୨ କୁଇଣ୍ଟାଲ ଖାଦ୍ୟ ନଷ୍ଟ

କଟକ ଅଫିସ,୧୬।୧୧: କଟକ ମହାନଗର ନିଗମ(ସିଏମ୍‌ସି) ପକ୍ଷରୁ ଶୁକ୍ରବାର ବାଲିଯାତ୍ରାର ତଳ ଓ ଉପର ପଡ଼ିଆରେ ଥିବା ବିଭିନ୍ନ ଖାଦ୍ୟ ଷ୍ଟଲରେ ଚଢ଼ାଉ କରାଯାଇଥିଲା। ସମସ୍ତ ଖାଦ୍ୟ ଷ୍ଟଲ୍‌ରେ ଯାଞ୍ଚ ସହ ଖାଦ୍ୟ ନମୁନା ଟେଷ୍ଟିଂ କରାଯାଇ ପ୍ରାୟ ୨ କୁଇଣ୍ଟାଲ…

ମାନବିକତା ଦେଖାଇଲେ ଡିଆଇଜିଙ୍କ ସ୍ତ୍ରୀ : ଦୁର୍ଘଟଣାଗ୍ରସ୍ତଙ୍କୁ ନିଜ ଗାଡ଼ିରେ ଡାକ୍ତରଖାନା ପଠାଇଲେ

ଅନୁଗୋଳ ଅଫିସ, ୧୬।୧୧- ଦୁର୍ଘଟଣାଗ୍ରସ୍ତ ହୋଇ ରାସ୍ତାରେ ପଡ଼ିଥିବା ଦୁଇ ଯୁବକଙ୍କୁ ନିଜ ଗାଡ଼ିରେ ମେଡିକାଲ ପଠାଇ ଉଚ୍ଚ ପ୍ରଶଂସା ସାଉଣ୍ଟିଛନ୍ତି ଉତ୍ତର-କେନ୍ଦ୍ରାଞ୍ଚଳ ଡିଆଇଜି ନରସିଂହ ଭୋଳଙ୍କ ସ୍ତ୍ରୀ ସୀମାଗୁପ୍ତା ଭୋଳ। ବୁଧବାର ରାତିରେ ଘଟିଥିବା ଏହି ଘଟଣା ଏବେ ଅନୁଗୋଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?