ନୂଆ ନିୟମକୁ ଠିକାଦାରଙ୍କ ବିରୋଧ: ୨୦ରୁ ସରକାରୀ କାର୍ଯ୍ୟ ବନ୍ଦ ଚେତାବନୀ
ଢେଙ୍କାନାଳ ଅଫିସ, ୧୬।୧୧ – ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଲଘୁ ଖଣିଜ ପଦାର୍ଥ ପାଇଁ ଲାଗୁ ହୋଇଥିବା ନିୟମକୁ ଠିକାଦାରମାନେ ବିରୋଧ କରିଛନ୍ତି। ଦାବିପୂରଣ ନ ହେଲେ ଆସନ୍ତା ୨୦ ତାରିଖରୁ ସମସ୍ତ ସରକାରୀ କାର୍ଯ୍ୟ ବନ୍ଦ…
କଟକଣା ମାନୁନାହାନ୍ତି ଭାରିଯାନ: ଗାଡ଼ି ଅଟକାଇ ପ୍ରତିବାଦ
ଭୁବନ, ୧୬।୧୧(ଡି.ଏନ୍.ଏ.) – ଭୁବନ ଏନ୍ଏସି ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାରେ ଭାରିଯାନ ଚଳାଚଳକୁ ନେଇ ଲାଗି ରହିଥିବା ଅସନ୍ତୋଷ ଦିନକୁ ଦିନ ତୀବ୍ର ହେବାରେ ଲାଗିଛି। ବାଲିବୋଝେଇ ଟ୍ରକ୍, ହାଇଓ୍ବା କଟକଣା ଭାଙ୍ଗି ଉକ୍ତ ରାସ୍ତାରେ ଯାତାୟାତ କରୁଥିବାରୁ…
ରାସ୍ତା ପାର୍ଶ୍ୱରୁ ଯୁବକଙ୍କ ମୃତଦେହ ଉଦ୍ଧାର ଘଟଣାର ପର୍ଦ୍ଦାଫାଶ : ଖୁଡ଼ୀ ସହ ସମ୍ପର୍କରୁ କରାଯାଇଥିଲା ହତ୍ୟା
ଅନୁଗୋଳ ଅଫିସ, ୧୬।୧୧ – ଅନୁଗୋଳ ବ୍ଲକ ବନ୍ତଳା ଥାନା ଗୁରଙ୍ଗ ଗ୍ରାମର ତ୍ରିପୁର ନାଏକ(୧୯)ଙ୍କ ମୃତଦେହ ଗତ ୮ ତାରିଖରେ ସାକସିଂହା-ଘୁଞ୍ଚାପାଳ ରାସ୍ତା ପାର୍ଶ୍ୱରୁ ଉଦ୍ଧାର ଘଟଣା ଏକ ହତ୍ୟାକାଣ୍ଡ। ଖୁଡୀଙ୍କ ସହ ସମ୍ପର୍କ ରକ୍ଷା କାରଣରୁ ଦାଦା ନବ…
ବିଦ୍ୟୁତ୍ ଖୁଣ୍ଟରୁ ପଡ଼ି ଗୁରୁତର ଶ୍ରମିକଙ୍କ ମୃତ୍ୟୁ : କ୍ଷତିପୂରଣ ଦାବିରେ ମୃତଦେହ ରଖି ଧାରଣା
ଶଙ୍କରାଖୋଲ,୧୬।୧୧(ଡି.ଏନ୍.ଏ.)-ଚକାପାଦ ବ୍ଲକ ଶଙ୍କରାଖୋଲ ଗ୍ରାମରେ ୩୩ କେଭି ତାର ସ୍ଥାନାନ୍ତର ପାଇଁ ଖୁଣ୍ଟରେ ଚଢି ବିଦ୍ୟୁତ ସଂସ୍ପର୍ଶରେ ଆସି ଗୁରୁତର ଆହତ ହୋଇଥିବା ଶ୍ରମିକଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ସେ ହେଲେ ଟିକାବାଲି ପଞ୍ଚାୟତ ସାକିଡ଼ିକିଆ ଗ୍ରାମର ରୋହିତ କହଁର। ଏ…
ପଞ୍ଚାୟତ କାର୍ଯ୍ୟାଳୟରେ ଭତ୍ତା ଦାବିରେ ଧାରଣା
ମୋହନା,୧୬ା୧୧(ଡି.ଏନ୍.ଏ.) -ଗଜପତି ମୋହନା ବ୍ଲକ ଚୁଡୁଙ୍ଗପୁର ପଞ୍ଚାୟତ କାର୍ଯ୍ୟାଳୟ ଆଗରେ ଶୁକ୍ରବାର ପୂର୍ବାହ୍ନରେ ବିଭିନ୍ନ ଯୋଜନାରେ ଭତ୍ତା ପାଉଥିବା ପ୍ରାୟ ୪୦୦ରୁ ଉର୍ଦ୍ଧ୍ୱ ହିତାଧିକାରୀ ଧାରଣା ଦେଇଥିଲେ। ଦିବ୍ୟାଙ୍ଗ, ବିଧବା, ବାର୍ଦ୍ଧକ୍ୟ ଏବଂ ଅନ୍ୟାନ୍ୟ ମହିଳା ଓ ପୁରୁଷ ହିତାଧିକାରୀମାନଙ୍କ ଭତ୍ତା…
କ୍ରିକେଟ ଖେଳରୁ ଦୁର୍ଘଟଣା: ବଲ ବାଜି ମେଡିକାଲ ଛାତ୍ରଙ୍କ ମୃତ୍ୟୁ
ବ୍ରହ୍ମପୁର ଅଫିସ,୧୬ା୧୧-ଗଞ୍ଜାମ ଜିଲା ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର ବଡ ମେଡିକାଲ ଖେଳ ପଡ଼ିଆରେ ଶୁକ୍ରବାର କ୍ରିକେଟ ଖେଳ ବେଳେ ଏକ ଦୁର୍ଘଟଣା ଘଟିଛି। କ୍ରିକେଟ ବଲ ବାଜି ଜଣେ ମେଡିକାଲ ଛାତ୍ରଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ବିଶ୍ୱଭୂଷଣ ସାହୁ…
ବିଚାରାଧୀନ କଏଦୀଙ୍କ ମୃତ୍ୟୁ
ଆସିକା,୧୬ା୧୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ଆସିକା ସବ୍ଜେଲରେ ଶୁକ୍ରବାର ସକାଳେ ଜଣେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ ଘଟିଛି ା ସେ ହେଲେ ଧରାକୋଟ ଥାନା ଅନ୍ତର୍ଗତ ବାଦଗଡ଼ ଗ୍ରାମର ଡାକ୍ତର ସାହୁ ଓରଫ ଡାକ (୩୪) ା ବାଦଗଡ଼ର ବାବୁ ପ୍ରଧାନଙ୍କୁ ଗତ…
ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ: ୮୦ ହଜାର ମେଟ୍ରିକ୍ ଟନ୍ ଧାନ ସଂଗ୍ରହ ଲକ୍ଷ୍ୟ
ଜଗତ୍ସିଂହପୁର ଅଫିସ,୧୬ା୧୧: ଡିସେମ୍ବର ୨୭ରୁ ଧାନ ସଂଗ୍ରହ ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି। ତେଣୁ ଏଥର ଜଗତ୍ସିଂହପୁର ଜିଲାରୁ ୮୦,୧୪୯.୨୫ ମେଟ୍ରିକ୍ ଟନ୍ (ଏମ୍ଟି) ଧାନ ସଂଗ୍ରହ ପାଇଁ ଲକ୍ଷ୍ୟଧାର୍ଯ୍ୟ କରାଯାଇଛି। ଗତଥର ଅପେକ୍ଷା ଏଥର ୨ଟି ଅଧିକ ଅର୍ଥାତ୍ ମୋଟ…
ଗଞ୍ଜାମ ଜିଲା ଠିକାଦାର ସଂଘର ଆନ୍ଦୋଳନ : ବନ୍ଦ ହୋଇଯିବ ଉନ୍ନୟନ କାର୍ଯ୍ୟ
ବ୍ରହ୍ମପୁର ଅଫିସ୍,୧୬ା୧୧-ନିଖିଳ ଓଡ଼ିଶା ଠିକାଦାର ମହାସଂଘ ପକ୍ଷରୁ୍ ଡକାଯାଇଥିବା କାର୍ଯ୍ୟବନ୍ଦ ଆନ୍ଦୋଳନରେ ଗଞ୍ଜାମ ଜିଲା ଠିକାଦାର ସଂଘ ସାମିଲ୍ ହୋଇଛି। ଫଳରେ ଗତ ୧ ତାରିଖରୁ ସଂଘ ପକ୍ଷରୁ କାର୍ଯ୍ୟବନ୍ଦ ଆନ୍ଦୋଳନ ଚାଲିଛି। ଫଳରେ ଉନ୍ନୟନ କାର୍ଯ୍ୟଗୁଡ଼ିକର ନିର୍ମାଣ ଏକ ପ୍ରକାର…
ଟ୍ରାଫିକ୍ ସମସ୍ୟା, ବିଏମ୍ସିର ଜବରଦଖଲ ଉଚ୍ଛେଦ
ବ୍ରହ୍ମପୁର ଅଫିସ,୧୬ା୧୧-ବ୍ରହ୍ମପୁର ମହାନଗର ନିଗମ ପକ୍ଷରୁ ଶୁକ୍ରବାର ସହରର ବିଭିନ୍ନ ଅଞ୍ଚଳରେ ଜବରଦଖଲ ଉଚ୍ଛେଦ କରାଯାଇଛି। ବିଏମ୍ସି ଏନ୍ଫୋର୍ସମେଣ୍ଟ ଅଫିସର ତରୁଣ କାନ୍ତଙ୍କ ନେତୃତ୍ୱରେ ଗଠିତ ଟିମ୍ ପୂର୍ବାହ୍ନରେ ପୁରୁଣା ବସ୍ଷ୍ଟାଣ୍ଡ, ଅନ୍ନପୂର୍ଣ୍ଣା ମାର୍କେଟ ଓ ଗାନ୍ଧୀନଗର ଅଞ୍ଚଳର ମୁଖ୍ୟରାସ୍ତା ପାର୍ଶ୍ୱରେ…
ବିଟେକ୍ ଛାତ୍ରଙ୍କ ମୃତ୍ୟୁ ଘଟଣା: ଏସ୍ପିଙ୍କୁ ଭେଟି ତଦନ୍ତ ଦାବି କଲେ ମା’,ବାପା
ଛତ୍ରପୁର,୧୬ା୧୧(ଡି.ଏନ.ଏ) -ବ୍ରହ୍ମପୁର ରାମହରିନଗରର ରବୀନ୍ଦ୍ର ନାଥ ମିଶ୍ରଙ୍କ ପୁଅ ହ୍ରିତିକଙ୍କ ମୃତ୍ୟୁ ଦୁର୍ଘଟଣାଜନିତ ବୋଲି ଚମାଖଣ୍ଡି ପୋଲିସ କହିଛି। ମାତ୍ର ହ୍ରିତିକଙ୍କ ମା’, ବାପା ଏଥିରେ ସନ୍ଦେହ କରିବା ସହ ଏହାର ନିରପେକ୍ଷ ତଦନ୍ତ ଦାବି କରିଛନ୍ତି। ହ୍ରିତିକଙ୍କ ବାପା ରବୀନ୍ଦ୍ର…
ଭିଜିଲାନ୍ସ ଜାଲରେ ବୈଧମାପ, ଓଜନ ବିଭାଗ ବରିଷ୍ଠ ନିରୀକ୍ଷକ
ଜଗତ୍ସିଂହପୁର ଅଫିସ,୧୬ା୧୧: ଭିଜିଲାନ୍ସ ଜାଲରେ ପଡିଛନ୍ତି ବୈଧମାପ ଏବଂ ଓଜନ ବିଭାଗ ଜଗତ୍ସିଂହପୁର କାର୍ଯ୍ୟାଳୟ ସହକାରୀ ନିୟନ୍ତ୍ରକ ତଥା ପାରାଦୀପସ୍ଥିତ ବିଭାଗୀୟ ବରିଷ୍ଠ ନିରୀକ୍ଷକ ବିଶ୍ରାନ୍ତ କୁମାର ସେଠୀ। ଭିଜିଲାନ୍ସ ସୂଚନା ଅନୁଯାୟୀ କିରୋସିନ ତୈଳ ଟ୍ୟାଙ୍କର, ଡିଜେଲ ଓ ପେଟ୍ରୋଲ…

