ଦଳୀୟ ପତାକା ପୋଡ଼ି, ଭଙ୍ଗାରୁଜା
ଚାନ୍ଦବାଲି, ୨୩।୪ (ଡି.ଏନ.ଏ.) – ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଘଣ୍ଟେଶ୍ୱର ଅଞ୍ଚଳରେ ରାଜନୈତିକ ବିବାଦକୁ ନେଇ ବିଜେଡି ଓ ଭାଜପା ସମର୍ଥକମାନେ ମୁହଁାମୁହିଁ ହେବା ସହ ସୋମବାର ସନ୍ଧ୍ୟାରେ ଉତ୍ତେଜନା ଦେଖାଯାଇଥିଲା। ଦଳୀୟ ପତାକା ପୋଡ଼ି ସାଙ୍ଗକୁ ଅସ୍ଥାୟୀ...
ମତସାବ୍ୟସ୍ତ କଲେ ତଥାଗତ
ଢେଙ୍କାନାଳ ଅଫିସ, ୨୩।୪-ଢେଙ୍କାନାଳ ଜିଲାରେ ଆରମ୍ଭ ହୋଇଛି ମତଦାନ। ଏଠାରେ ତୃତୀୟ ପର୍ଯ୍ୟାୟରେ ନିର୍ବାଚନ ଅନଷ୍ଠିତ ହେଉଥିବାବେଳେ ସବୁଠି ବ୍ୟାପକ ଉତ୍ସାହ ପରିଲକ୍ଷିତ ହୋଇଛି। କୁଞ୍ଜକାନ୍ତସ୍ଥିତ ୧୭୧ନଂ. ବୁଥ୍ରେ ଢେଙ୍କାନାଳ-ଅନୁଗୋଳ ଏମ୍ପି ତଥାଗତ ସତପଥୀ ଏବଂ ‘ଧରିତ୍ରୀ’ ଓ ‘ଓଡ଼ିଶାପୋଷ୍ଟ’ର...
୬ ବର୍ଷ ହେଲା ବୋରଓ୍ବେଲ ପାଇଁ ଟଙ୍କା ଦେଇ ୨୪ ଚାଷୀ ହତାଶ
ଚିତ୍ରକୋଣ୍ଡା,୨୩।୪(ଡି.ଏନ୍.ଏ.)- କୃଷି ଏବଂ ଚାଷୀର ବିକାଶ ପାଇଁ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ଆଦିବାସୀ ଅଞ୍ଚଳରେ ଆଦିବାସୀ ଚାଷୀଙ୍କୁ ଅନେକ ପ୍ରୋତ୍ସାହନ ଦେଉଛନ୍ତି। ମାତ୍ର ସରକାରୀ କଳର କେତେକ ନ୍ୟସ୍ତସ୍ବାର୍ଥ କର୍ମଚାରୀଙ୍କ ପାଇଁ ସରକାରଙ୍କ ଯୋଜନାରୁ ସୁଫଳ ପାଉନାହାନ୍ତି...
ବାପ୍ ଆରପାରେ, ମା’ର ପତା ନାଇଁଅଁଧାରକେ ଠେଲି ହେଉଛେ ୩ ଛୁଆକର ଭବିଷତ୍
ରାଉରକେଲା ଅଫିସ,୨୩ା ୪: କାମଧଁଦା ଖୁଜବାର ଲାଗି ମା’ ଘର ଛାଡ଼ି କେନ୍ଆଡ଼େ ପଲେଇଗଲେ। ଆଏଜ୍ତକ୍ ତାକର ପତା ନାଇଁ ମିଲବାର। କିଏ କହୁଛେ ଦଲାଲମାନକର ଶିଖାପଢ଼ାରେ ଦିଲ୍ଲୀ ଯାଇଛନ୍ ତ ଆର କିଏ କହୁଛେ ମୁମ୍ବାଇ। ଇ ବାବ୍ଦେ...
ଅଜଣା ରୋଗରେ ଆତଙ୍କିତ ଅଁଳା
ଦଶମନ୍ତପୁର,୨୨।୪(ଡି.ଏନ୍.ଏ.): ଦଶମନ୍ତପୁର ବ୍ଲକ ଚଣାବାଡ଼ ପଞ୍ଚାୟତ ଅଧୀନରେ ଥିବା ଏସ୍. ଦଣ୍ଡାବାଡ଼ ଗ୍ରାମର କଂଶାରୀ ଦିଶାରୀଙ୍କ ସ୍ତ୍ରୀ ଅଁଲା ଦୀର୍ଘବର୍ଷ ହେବ ଅଜଣା ରୋଗରେ ଆକ୍ରାନ୍ତ ଅଛନ୍ତି। ବିବାହର ବର୍ଷକ ପରେ ତାଙ୍କ ଡାହାଣ ଗୋଡ଼ ଓ ବାମ ପାର୍ଶ୍ୱ...
ବିକାଶର ବାଟ ଓଗାଳୁଛି ଟିପଚିହ୍ନ
ବୈପାରୀଗୁଡ଼ା,୨୨ା୪(ଡି.ଏନ୍.ଏ.):ବୈପାରୀଗୁଡ଼ା ବ୍ଲକ ବାଲିଗଁ। ପଞ୍ଚାୟତ ଲିମାଲାଡ଼ି ଗ୍ରାମର ବିଧବା ବୃଦ୍ଧା ସନମତି କାକଲପଡ଼ିଆ । ପିଲାଛୁଆ କେହି ନାହାନ୍ତି। ଏଭଳି ଅସହାୟ ଅବସ୍ଥାରେ ମୁଣ୍ଡ ଗୁଞ୍ଜିବା ତାଙ୍କ ପାଖରେ ଘର ଖଣ୍ଡିଏ ନ ଥିଲା। ତାଙ୍କ ନାମରେ ଆବାସ ଯୋଜନାରେ...
ରାଇସୁଆଁରେ ହାତୀ ଉପଦ୍ରବ
କେନ୍ଦୁଝର/ରାଇସୁଆଁ,୨୨ା୪(ସ୍ବ.ପ୍ର./ଡି.ଏନ୍.ଏ.): ସଦର ବ୍ଲକ ଅନ୍ତର୍ଗତ ରାଇସୁଆଁ କାଲା ମହାଦେବ ମନ୍ଦିର ପରିସରରେ ରବିବାର ବିଳମ୍ବିତ ରାତିରେ ୨ଟି ହାତୀ ପଶି ଅନେକ ଗଛ ନଷ୍ଟ କରିବା ସହ ବାଡ଼ ଓ ମଞ୍ଚାକୁ ଭାଙ୍ଗି ଦେଇଛନ୍ତିା ମିଳିଥିବା ସୂଚନା ଅନୁସାରେ, ନୂଆଗାଁ...
ଫ୍ଲାଇଙ୍ଗ ସ୍କ୍ବାଡ ପକ୍ଷରୁ ଯାଞ୍ଚ କଡ଼ାକଡ଼ି
ବଅଁରପାଳ,୨୨ା୪(ଡି.ଏନ୍.ଏ) : ଅନୁଗୋଳ ଜିଲା ବଅଁରପାଳର ବିଭିନ୍ନ ସ୍ଥାନରେ ସୋମବାର ଫ୍ଲାଇଙ୍ଗ ସ୍କ୍ବାଡ ପକ୍ଷରୁ କଡ଼ାକଡ଼ି ଭାବେ ଯାଞ୍ଚ ଚାଲିଛି। ୫୫ନଂ ଜାତୀୟ ରାଜପଥ ପାର୍ଶ୍ୱରେ ମାଜିଷ୍ଟ୍ରେଟ୍ଙ୍କ ଉପସ୍ଥିତିରେ ଏହି ଯାଞ୍ଚ କରାଯାଇଥିଲା। କାର ବାଇକ୍ ଅଟକାଇ ପୋଲିସ ଓ...
ଯୁବକଙ୍କୁ ହତ୍ୟା
ବୌଦ୍ଧ,୨୨ା୪(ସ୍ବ.ପ୍ର.) : ବୌଦ୍ଧ ଜିଲା ବଡ଼ବାଗବର ଗ୍ରାମରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ଜଣାପଡ଼ିଛି। ମିଳିଥିବା ସୂଚନା ଅନୁଯାୟୀ, ସୋମବାର ଭୋରରୁ ବଡ଼ବାଗବର ଗ୍ରାମର ରାଜେଶ ଜେନା(୨୨)ଙ୍କୁ ଗ୍ରାମର କିଛି ଯୁବକ ପଥରରେ ତାଙ୍କ ମୁହଁକୁ ଛେଚି ହତ୍ୟା କରିଛନ୍ତି।...
୨୦୫ ରେଳ ପ୍ରକଳ୍ପର ଖର୍ଚ୍ଚ ବଢୁଛି
ନୂଆଦିଲ୍ଲୀ,୨୨-୪: ବିଭିନ୍ନ କାରଣ ଯୋଗୁ ଦେଶର ରେଳ ପ୍ରକଳ୍ପଗୁଡିକ ଆଗେଇ ପାରୁ ନାହିଁ । ଏଥି ଲାଗି ରେଲଓ୍ବେର ମୋଟ ୩୪୪ ପ୍ରକଳ୍ପ ମଧ୍ୟରୁ ଏକ ପଞ୍ଚମାଂଶ ପ୍ରକଳ୍ପ କାର୍ଯ୍ୟ ସାରିବାକୁ ଖର୍ଚ୍ଚ ବଢୁଥିବା ଜଣା ପଡିଛି। ଏଭଳି ସମସ୍ୟା...
ସରିଲା ନିର୍ବାଚନ ପ୍ରଚାର: ଶେଷଦିନରେ କମ୍ପିଲା ଗାଁଠୁ ସହର
ଢେଙ୍କାନାଳ ଅଫିସ, ୨୨।୪: ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ରବିବାର ଶେଷ ହୋଇଛି ପ୍ରଚାର। ଅନ୍ତିମ ଦିବସରେ ପ୍ରମୁଖ ରାଜନୈତିକ ଦଳ ମଇଦାନରେ ଶକ୍ତି ପ୍ରଦର୍ଶନ କରିଛନ୍ତି। ମାରାଥନ ପ୍ରଚାର, ରୋଡ୍ ଶୋ, ପଥପ୍ରାନ୍ତ ସଭାରେ ଗ୍ରାମଠାରୁ ସହର ପ୍ରକମ୍ପିତ ହୋଇଉଠିଥିବାବେଳେ...
ଧର୍ମେନ୍ଦ୍ର, ତାରାଙ୍କ ରୋଡ୍ ଶୋ
ଅନୁଗୋଳ ଅଫିସ/ପାଲଲହଡ଼ା, ୨୨।୪: ଅନୁଗୋଳ ଜିଲାର ୫ଟି ନିର୍ବାଚନମଣ୍ଡଳୀରେ ତୃତୀୟ ପର୍ଯ୍ୟାୟ ସାଧାରଣ ନିର୍ବାଚନ ଆସନ୍ତା ମଙ୍ଗଳବାର ଅନୁଷ୍ଠିତ ହେବ। ଏଥିପାଇଁ ରବିବାର ସନ୍ଧ୍ୟାରେ ପ୍ରଚାର କାର୍ଯ୍ୟ ଶେଷ ହୋଇଛି। ଶେଷ ଦିନରେ ଜିଲାର ସମସ୍ତ ନିର୍ବାଚନମଣ୍ଡଳୀରେ ପ୍ରମୁଖ ୩ ଦଳର...
Archives


