ମିଳୁନି ପ୍ରୋତ୍ସାହନ ଓ ସହାୟତା ସଙ୍କଟରେ କୌଳିକ ବୃତ୍ତି
କେନ୍ଦୁଝର, ୨୩ା ୪ (ସ୍ବ.ପ୍ର.)-ଖରା ଦିନ ଆସିଲେ ଟିକେ ଥଣ୍ଡା ପାଣି ପାଇଁ ଖୋଜା ପଡ଼େ ହାଣ୍ଡି, ମାଠିଆ, କଳସୀ। ସେତେବେଳେ କୁମ୍ଭକାରଙ୍କ କଥା ସମସ୍ତଙ୍କର ମନେ ପଡ଼େ। ଆଧୁନିକ ପ୍ଲାଷ୍ଟିକ, ଷ୍ଟିଲ, ସିଲଭର ବାସନ ଯୁଗରେ ଏହି ବେଉସା ବୁଡିଯିବାକୁ ବସିଥିଲେ...
ପ୍ରଚାର ବେଳେ ଉତ୍ତେଜନା
ଚାନ୍ଦବାଲି, ୨୩।୪ (ଡି.ଏନ.ଏ.)- ଭଦ୍ରକ ଜିଲା ଚାନ୍ଦବାଲି ନିର୍ବାଚନ ମଣ୍ଡଳୀ ଅଧୀନ ଯଶୀପୁର ପଞ୍ଚାୟତର ବିଭିନ୍ନ ଗ୍ରାମରେ ସୋମବାର ବିଜେଡି ପକ୍ଷରୁ ନିର୍ବାଚନ ପ୍ରଚାର ହୋଇଥିଲା। ବିଜେଡି ବିଧାୟକ ପ୍ରାର୍ଥୀ ବ୍ୟୋମକେଶ ରାୟ ସମର୍ଥକଙ୍କ ସହ କୁଦକାନ୍ଥି ନିକଟରୁ ଶୋଭାଯାତ୍ରାରେ...
ପୋଷ୍ଟର ଲଗାଇବାକୁ ବିରୋଧ କରିବାରୁ ଆକ୍ରମଣ
ଭଦ୍ରକ ଅଫିସ, ୨୩।୪ – ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗେଲପୁର ଗ୍ରାମରେ ରବିବାର ନିର୍ଦ୍ଦିଷ୍ଟ ଏକ ଦଳର ପୋଷ୍ଟର ଲଗାଇବାକୁ ବିରୋଧ କରିବାରୁ ଏକ ପରିବାର ଲୋକଙ୍କ ଉପରେ ମରଣାନ୍ତକ ଆକ୍ରମଣ କରାଯାଇଛି। ଏ ନେଇ ଆକ୍ରମଣର ଶିକାର...
ରୋଡ୍ଶୋ ବେଳେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ
ଭଦ୍ରକ ଅଫିସ, ୨୩।୪ – ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଜଳଙ୍ଗା ଗ୍ରାମରେ ସୋମବାର ପୂର୍ବାହ୍ନରେ ପ୍ରଦୀପ ଦୀକ୍ଷିତ(୨୭) ନାମକ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଛି। ଗୁରୁତର ଅବସ୍ଥାରେ ସେ ଜିଲା ଚିକିତ୍ସାଳୟରେ ଚିକିତ୍ସାଧୀନ ଅଛନ୍ତି। ଏନେଇ ଗ୍ରାମାଞ୍ଚଳ...
ଦଳୀୟ ପତାକା ପୋଡ଼ି, ଭଙ୍ଗାରୁଜା
ଚାନ୍ଦବାଲି, ୨୩।୪ (ଡି.ଏନ.ଏ.) – ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଘଣ୍ଟେଶ୍ୱର ଅଞ୍ଚଳରେ ରାଜନୈତିକ ବିବାଦକୁ ନେଇ ବିଜେଡି ଓ ଭାଜପା ସମର୍ଥକମାନେ ମୁହଁାମୁହିଁ ହେବା ସହ ସୋମବାର ସନ୍ଧ୍ୟାରେ ଉତ୍ତେଜନା ଦେଖାଯାଇଥିଲା। ଦଳୀୟ ପତାକା ପୋଡ଼ି ସାଙ୍ଗକୁ ଅସ୍ଥାୟୀ...
ମତସାବ୍ୟସ୍ତ କଲେ ତଥାଗତ
ଢେଙ୍କାନାଳ ଅଫିସ, ୨୩।୪-ଢେଙ୍କାନାଳ ଜିଲାରେ ଆରମ୍ଭ ହୋଇଛି ମତଦାନ। ଏଠାରେ ତୃତୀୟ ପର୍ଯ୍ୟାୟରେ ନିର୍ବାଚନ ଅନଷ୍ଠିତ ହେଉଥିବାବେଳେ ସବୁଠି ବ୍ୟାପକ ଉତ୍ସାହ ପରିଲକ୍ଷିତ ହୋଇଛି। କୁଞ୍ଜକାନ୍ତସ୍ଥିତ ୧୭୧ନଂ. ବୁଥ୍ରେ ଢେଙ୍କାନାଳ-ଅନୁଗୋଳ ଏମ୍ପି ତଥାଗତ ସତପଥୀ ଏବଂ ‘ଧରିତ୍ରୀ’ ଓ ‘ଓଡ଼ିଶାପୋଷ୍ଟ’ର...
୬ ବର୍ଷ ହେଲା ବୋରଓ୍ବେଲ ପାଇଁ ଟଙ୍କା ଦେଇ ୨୪ ଚାଷୀ ହତାଶ
ଚିତ୍ରକୋଣ୍ଡା,୨୩।୪(ଡି.ଏନ୍.ଏ.)- କୃଷି ଏବଂ ଚାଷୀର ବିକାଶ ପାଇଁ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ଆଦିବାସୀ ଅଞ୍ଚଳରେ ଆଦିବାସୀ ଚାଷୀଙ୍କୁ ଅନେକ ପ୍ରୋତ୍ସାହନ ଦେଉଛନ୍ତି। ମାତ୍ର ସରକାରୀ କଳର କେତେକ ନ୍ୟସ୍ତସ୍ବାର୍ଥ କର୍ମଚାରୀଙ୍କ ପାଇଁ ସରକାରଙ୍କ ଯୋଜନାରୁ ସୁଫଳ ପାଉନାହାନ୍ତି...
ବାପ୍ ଆରପାରେ, ମା’ର ପତା ନାଇଁଅଁଧାରକେ ଠେଲି ହେଉଛେ ୩ ଛୁଆକର ଭବିଷତ୍
ରାଉରକେଲା ଅଫିସ,୨୩ା ୪: କାମଧଁଦା ଖୁଜବାର ଲାଗି ମା’ ଘର ଛାଡ଼ି କେନ୍ଆଡ଼େ ପଲେଇଗଲେ। ଆଏଜ୍ତକ୍ ତାକର ପତା ନାଇଁ ମିଲବାର। କିଏ କହୁଛେ ଦଲାଲମାନକର ଶିଖାପଢ଼ାରେ ଦିଲ୍ଲୀ ଯାଇଛନ୍ ତ ଆର କିଏ କହୁଛେ ମୁମ୍ବାଇ। ଇ ବାବ୍ଦେ...
ଅଜଣା ରୋଗରେ ଆତଙ୍କିତ ଅଁଳା
ଦଶମନ୍ତପୁର,୨୨।୪(ଡି.ଏନ୍.ଏ.): ଦଶମନ୍ତପୁର ବ୍ଲକ ଚଣାବାଡ଼ ପଞ୍ଚାୟତ ଅଧୀନରେ ଥିବା ଏସ୍. ଦଣ୍ଡାବାଡ଼ ଗ୍ରାମର କଂଶାରୀ ଦିଶାରୀଙ୍କ ସ୍ତ୍ରୀ ଅଁଲା ଦୀର୍ଘବର୍ଷ ହେବ ଅଜଣା ରୋଗରେ ଆକ୍ରାନ୍ତ ଅଛନ୍ତି। ବିବାହର ବର୍ଷକ ପରେ ତାଙ୍କ ଡାହାଣ ଗୋଡ଼ ଓ ବାମ ପାର୍ଶ୍ୱ...
ବିକାଶର ବାଟ ଓଗାଳୁଛି ଟିପଚିହ୍ନ
ବୈପାରୀଗୁଡ଼ା,୨୨ା୪(ଡି.ଏନ୍.ଏ.):ବୈପାରୀଗୁଡ଼ା ବ୍ଲକ ବାଲିଗଁ। ପଞ୍ଚାୟତ ଲିମାଲାଡ଼ି ଗ୍ରାମର ବିଧବା ବୃଦ୍ଧା ସନମତି କାକଲପଡ଼ିଆ । ପିଲାଛୁଆ କେହି ନାହାନ୍ତି। ଏଭଳି ଅସହାୟ ଅବସ୍ଥାରେ ମୁଣ୍ଡ ଗୁଞ୍ଜିବା ତାଙ୍କ ପାଖରେ ଘର ଖଣ୍ଡିଏ ନ ଥିଲା। ତାଙ୍କ ନାମରେ ଆବାସ ଯୋଜନାରେ...
ରାଇସୁଆଁରେ ହାତୀ ଉପଦ୍ରବ
କେନ୍ଦୁଝର/ରାଇସୁଆଁ,୨୨ା୪(ସ୍ବ.ପ୍ର./ଡି.ଏନ୍.ଏ.): ସଦର ବ୍ଲକ ଅନ୍ତର୍ଗତ ରାଇସୁଆଁ କାଲା ମହାଦେବ ମନ୍ଦିର ପରିସରରେ ରବିବାର ବିଳମ୍ବିତ ରାତିରେ ୨ଟି ହାତୀ ପଶି ଅନେକ ଗଛ ନଷ୍ଟ କରିବା ସହ ବାଡ଼ ଓ ମଞ୍ଚାକୁ ଭାଙ୍ଗି ଦେଇଛନ୍ତିା ମିଳିଥିବା ସୂଚନା ଅନୁସାରେ, ନୂଆଗାଁ...
ଫ୍ଲାଇଙ୍ଗ ସ୍କ୍ବାଡ ପକ୍ଷରୁ ଯାଞ୍ଚ କଡ଼ାକଡ଼ି
ବଅଁରପାଳ,୨୨ା୪(ଡି.ଏନ୍.ଏ) : ଅନୁଗୋଳ ଜିଲା ବଅଁରପାଳର ବିଭିନ୍ନ ସ୍ଥାନରେ ସୋମବାର ଫ୍ଲାଇଙ୍ଗ ସ୍କ୍ବାଡ ପକ୍ଷରୁ କଡ଼ାକଡ଼ି ଭାବେ ଯାଞ୍ଚ ଚାଲିଛି। ୫୫ନଂ ଜାତୀୟ ରାଜପଥ ପାର୍ଶ୍ୱରେ ମାଜିଷ୍ଟ୍ରେଟ୍ଙ୍କ ଉପସ୍ଥିତିରେ ଏହି ଯାଞ୍ଚ କରାଯାଇଥିଲା। କାର ବାଇକ୍ ଅଟକାଇ ପୋଲିସ ଓ...
Archives


