ଆମ ଜିଲା ଖବର

ଚିଙ୍ଗୁଡ଼ି ପ୍ରୋସେସିଂ ପ୍ଲାଣ୍ଟରେ ଗ୍ୟାସ୍‌ ଲିକ୍‌ ଘଟଣା: ୭ ଗିରଫ, କମ୍ପାନୀକୁ ସିଲ୍‌ କଲା ଜିଲା ପ୍ରଶାସନ

ବାଲେଶ୍ୱର ଅଫିସ/ବାହାନଗା,୧୪।୧୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ଅଧୀନ ପଣପଣାସ୍ଥିତ ଫାଲ୍କନ କମ୍ପାନୀର ଚିଙ୍ଗୁଡ଼ି ପ୍ରୋସେସିଂ ପ୍ଲାଣ୍ଟରେ କ୍ଲୋରିନ୍‌ ଗ୍ୟାସ୍‌ ଲିକ୍‌ ଘଟଣାରେ ୭ଜଣ ଅଧିକାରୀଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ କମ୍ପାନୀର ଜେନେରାଲ ମ୍ୟାନେଜର ପ୍ରଭିକ ପିଲାଇ(୩୪), ପ୍ରଡକ୍ସନ ମ୍ୟାନେଜର…

ଗାଁରେ ହେଉଥିବା ଅନିୟମିତତାକୁ ନେଇ ଉପଜିଲାପାଳଙ୍କୁ ଅଟକ ରଖିଲେ ଗ୍ରାମବାସୀ

ଲୋଇସିଂହା, ୧୪।୧୧(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ମୁରସୁଣ୍ଢି ଗାଁରେ ଉପଜିଲାପାଳ ସଞ୍ଜୟ ମିଶ୍ରଙ୍କୁ ଗୁରୁବାର ଗ୍ରାମବାସୀ ଅଟକ ରଖିଛନ୍ତି। ଗାଁରେ ହେଉଥିବା ବିଭିନ୍ନ ଅନିୟମିତତା ତଥା ଦୁର୍ନୀତିକୁ ନେଇ ଗ୍ରାମବାସୀ ତାଙ୍କୁ ଅଟକ ରଖିଥିବା ଜଣାପଡ଼ିଛି। ଉପଜିଲାପାଳ ଦୁର୍ନୀତି ଅଭିଯୋଗର…

ବିଭିନ୍ନ ଦାବିରେ ଜିଲା ଠିକାଦାର ସଂଘର ଦାବିପତ୍ର ପ୍ରଦାନ

ମାଲକାନଗିରି,୧୪।୧୧(ଡି.ଏନ୍‌.ଏ.): ଠିକାଦାରଙ୍କୁ ବାଲି, ମାଟି, ମୁରୁମ, ପଥର ସାମଗ୍ରୀର ଟ୍ରାନ୍‌ଜିଟ ପାସ୍‌, ରସିଦ ଦାଖଲ ନିଷ୍ପତିକୁ ପ୍ରତ୍ୟାହାର ଆଦି ୧୦ ଦଫା ଦାବିନେଇ ଗୁରୁବାର ଜିଲା ଠିକାଦାର ସଂଘ ପକ୍ଷରୁ ମାଲକାନଗିରି ଜିଲାର ବିଭିନ୍ନ ବିଭାଗର ମୁଖ୍ୟଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି।…

ସିରିଜ ଲୁଟ୍‌ : ଦୁର୍ବୃତ୍ତ ନେଇଗଲେ ନଗଦ ଟଙ୍କା ସହ ସୁନାଗହଣା

ଖୋର୍ଦ୍ଧା ଅଫିସ,୧୪।୧୧: ଖୋର୍ଦ୍ଧା ଜିଲା ବାଘମାରୀ ଥାନା ଅଟ୍ରି ଗ୍ରାମରୁ ସିରିଜ ଲୁଟ୍‌ ହୋଇଛି। ବୁଧବାର ବିଳମ୍ବିତ ରାତିରେ କିଛି ଦୁର୍ବୃତ୍ତ ଅଟ୍ରି ଗ୍ରାମରେ ପଶି ହେମନ୍ତ ଛୋଟରାୟଙ୍କ ଘରୁ ନଗଦ ୨୦ ହଜାର ଟଙ୍କା ଓ ଦେଢ଼ ଲକ୍ଷ ଟଙ୍କାର…

ମେଡିକାଲରୁ ଉଭାନ ରୋଗୀଙ୍କ ମୃତଦେହ ଉଦ୍ଧାର

କେନ୍ଦୁଝର,୧୪।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାର ମେଡିସିନ (ପୁରୁଷ) ଓ୍ବାର୍ଡରୁ ବୁଧବାର ରାତିରେ ନିଖୋଜ ହୋଇଯାଇଥିବା ଜଣେ ରୋଗୀଙ୍କ ମୃତଦେହ ମେଡିକାଲଠାରୁ ପ୍ରାୟ ଅଧ କିଲୋମିଟର ଦୂରରେ ଆଟପୁର ସାହି ନିକଟରୁ ଗୁରୁବାର ସକାଳେ ମିଳିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି।…

ଅଚାନକ ହସ୍ପିଟାଲ ପରିଦର୍ଶନ କଲେ ଏସ୍‌ପି, ପଚାରି ବୁଝିଲେ ରୋଗୀଙ୍କ ସ୍ବାସ୍ଥ୍ୟାବସ୍ଥା

ଛତ୍ରପୁର,୧୪।୧୧(ଡି.ଏନ୍‌.ଏ.): ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରୟ ଗୁରୁବାର ଅଚାନକ ଛତ୍ରପୁର ହସ୍ପିଟାଲ ପରିଦର୍ଶନ କରିବା ସହ ରୋଗୀଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି। ରୋଗୀଙ୍କୁ ଉତ୍ତମ ସେବା ଯୋଗାଇବା, ଛତ୍ରପୁରରେ ଡାକ୍ତର ରହିବା, ପରିମଳ ବ୍ୟବସ୍ଥା ଠିକ୍‌ ରଖିବାକୁ ଏସ୍‌ପି କହିଥିଲେ।…

ଶିକ୍ଷକ ବିଳମ୍ବରେ ପହଞ୍ଚିବାରୁ ପ୍ରତିବାଦ: ବିଦ୍ୟାଳୟ ଫାଟକରେ ତାଲା ପକାଇଲେ ଗ୍ରାମବାସୀ

ପାଟଣା,୧୪।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଶ୍ୟାମ ସୁନ୍ଦରପୁର ସରକାରୀ ପ୍ରାଥମିକ ବିଦ୍ୟାଳୟର ମୁଖ୍ୟ ଫାଟକରେ ଗୁରୁବାର ସକାଳୁ ଅଭିଭାବକ ଓ ଗ୍ରାମବାସୀ ମିଶି ତାଲା ପକାଇ ଦେଇଛନ୍ତି। ସୂଚନା ଅନୁଯାୟୀ, ଗୁରୁବାର ଶିଶୁଦିବସ ଥିବାରୁ ଛାତ୍ରୀଛାତ୍ରଙ୍କୁ ସକାଳୁ ଆସିବାକୁ ବିଦ୍ୟାଳୟ…

ନିୟମକୁ ଫୁ

ସରକାରୀ ହେଉ ବା ବେସରକାରୀ ସ୍କୁଲ, ଏହାର ପରିସରରେ କିମ୍ବା ନିକଟବର୍ତ୍ତୀ ଅଞ୍ଚଳରେ ଖୋଲି ପାରିବନି ବାହାର ଖାଦ୍ୟ ଓ ଜଙ୍କଫୁଡ୍‌ର ପସରା। ଛାତ୍ରୀଛାତ୍ରଙ୍କୁ ଜଙ୍କଫୁଡ୍‌ ଖାଇବାକୁ ଦିଆଯିବା ଦ୍ୱାରା ଭବିଷ୍ୟତରେ ସେମାନେ ମଧୁମେହ, ଉଚ୍ଚ ରକ୍ତଚାପ, ଡାଇସ୍ଲିପିଡେମିଆ ପରି ରୋଗରେ…

୩ ପିଏଲ୍‌ଏଫ୍‌ଆଇ ସଦସ୍ୟ ଗିରଫ

ରାଉରକେଲା ଅଫିସ,୧୪ା୧୧: ଛତିଶଗଡ଼, ଝାଡ଼ଖଣ୍ଡ ଏବଂ ଓଡ଼ିଶାର ସୁନ୍ଦରଗଡ଼ ସୀମାନ୍ତରେ ଦୀର୍ଘଦିନ ଧରି ପିଏଲ୍‌ଏଫ୍‌ଆଇ ନଁ।ରେ ଆତଙ୍କ ସୃଷ୍ଟି କରୁଥିବା ୩ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ରାଉରକେଲା ପୋଲିସ ଗିରଫ କରିଛି। ସେମାନେ ହେଲେ ଝାଡ଼ଖଣ୍ଡ ପଶ୍ଚିମ ସିଂଭୂମ ଜିଲା ବନ୍ଦଗଁ। ଅଞ୍ଚଳର…

ଗ୍ୟାଙ୍ଗ୍‌ଷ୍ଟର ରାଜା ଆଚାର୍ଯ୍ୟ ଗିରଫ

କଟକ ଅଫିସ/ ଭୁବନେଶ୍ୱର (ବ୍ୟୁରୋ), ୧୪ା୧୧: ଗ୍ୟାଙ୍ଗ୍‌ଷ୍ଟର ସନ୍ଦୀପ ଆଚାର୍ଯ୍ୟ ଓରଫ ରାଜାଙ୍କୁ ବୁଧବାର ମଧ୍ୟାହ୍ନରେ କଟକ ମାଲଗୋଦାମ ଥାନା ପୋଲିସ ଭୁବନେଶ୍ୱରର ବରଗଡ଼ ଅଞ୍ଚଳରୁ ଗିରଫ କରିଛି। ୨୦୦୪ ମସିହାରେ ଏକ ହତ୍ୟା ଉଦ୍ୟମ ଅଭିଯୋଗ ନେଇ ରାଜାଙ୍କ ନାମରେ…

ସମବାୟ ସପ୍ତାହରେ ପାଟଣା ସମବାୟ ସମିତି ପକ୍ଷରୁ ଗଣ ଦୌଡ଼

ପାଟଣା,୧୪।୧୧(ସ୍ବ.ପ୍ର.): ପାଟଣା ବ୍ଲକ ମୁଖ୍ୟାଳୟ ସ୍ଥିତ ପାଟଣା ସମବାୟ ସମିତି ପକ୍ଷରୁ ୬୬ତମ ସମବାୟ ସପ୍ତାହ ଅବସରରେ ଗୁରୁବାର ସକାଳୁ ସହରରେ ଗଣଦୌଡର କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏହାକୁ ପାଟଣା ଏବିଡ଼ିଓ ପ୍ରଫୁଲ କୁମାର ନାଏକ ଆନୁଷ୍ଠାନିକ ଭାବେ ପତାକା ଉତ୍ତୋଳନ…

ଭିଜିଲାନ୍ସ ହାତରେ ବିଞ୍ଝାରପୁରର ଏଏସ୍‌ଆଇ

ବିଞ୍ଝାରପୁର,୧୪।୧୧(ଡି.ଏନ୍‌.ଏ.): ଯାଜପୁର ଜିଲା ବିଞ୍ଜାରପୁର ଥାନାର ଏଏସ୍‌ଆଇ ଯୁଧିଷ୍ଟର ମଲ୍ଲିକଙ୍କୁ ଭିଜିଲାନ୍ସ ଗିରଫ କରିଛି। ଥାନା କେଶ ନଂ ୩୭/୧୯ରେ ଚାର୍ଜସିଟ୍‌ କୋହଳ କରିବାକୁ ବାଇଧର ମଲ୍ଲିକଙ୍କ ଠାରୁ ସେ ୧୦ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଏନେଇ ବାଇଧର ଭିଜିଲାନ୍ସଙ୍କୁ ଅବଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?