ଫାଣ୍ଡି ପ୍ରତିଷ୍ଠା ପାଇଁ ବରିଷ୍ଠ ନାଗରିକ ମଞ୍ଚର ଦାବି
ବାଲିଆ,୧୪ା୧୧: ବିରିଡି ଥାନା ଅନ୍ତର୍ଗତ ୨୨ମୌଜାର ପୂରଣଠାରେ ଏକ ଫାଣ୍ଡି ପ୍ରତିଷ୍ଠା କରିବା ପାଇଁ ବାଇଶି ମୌଜା ବରିଷ୍ଠ ନାଗରିକ ମଞ୍ଚ ପୂରଣ ପକ୍ଷରୁ ଦାବି କରାଯାଇଛି। ଏନେଇ ଜିଲା ଆରକ୍ଷୀ ଅଧୀକ୍ଷକଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ବୁଧବାର ବିରିଡି ଆଇଆଇସି…
ମହିଳାଙ୍କଠାରୁ ଝାମ୍ପିନେଲେ ୫୦ ହଜାର
ଜଗତ୍ସିଂହପୁର ଅଫିସ,୧୪ା୧୧: ଜଗତ୍ସିଂହପୁର ଥାନା ଅନ୍ତର୍ଗତ ମଣ୍ଡାସାହି-ଉତ୍ତରାଖଣ୍ଡ ରାସ୍ତା ମଧ୍ୟରେ ବୁଧବାର ଅପରାହ୍ନରେ ଜଣେ ମହିଳାଙ୍କଠାରୁ ୫୦ ହଜାର ଟଙ୍କା ଲୁଟ୍ ହୋଇଛି। ଏହି ମହିଳା ହେଲେ ମଣ୍ଡାସାହି ଉତ୍ତରାଣ୍ଡର ଅନ୍ନପୂର୍ଣ୍ଣା ଦାସ। ଅନ୍ନପୂର୍ଣ୍ଣାଙ୍ଗ ଅଭିଯୋଗକ୍ରମେ ପୋଲିସ ମାମଲା ସଂଖ୍ୟା ୩୯୯/୧୯…
ଜଗତ୍ସିଂହପୁର ଥାନା: ସପ୍ତାହରେ ସର୍ବାଧିକ ନାରୀ ନିର୍ଯାତନା ଅଭିଯୋଗ
ଜଗତ୍ସିଂହପୁର ଅଫିସ,୧୪ା୧୧: ଜଗତ୍ସିଂହପୁର ଥାନାରେ ଗତ୬ରୁ ୧୨ତାରିଖ ମଧ୍ୟରେ ମୋଟ ୧୬ଟି ମାମଲା ରୁଜୁ ହୋଇଛି। ସେଥିମଧ୍ୟରୁ ସର୍ବାଧିକ ନାରୀ ନିର୍ଯାତନା ସମ୍ବନ୍ଧୀୟ ଥିବା ଜଣାଯାଇଛି। ବିଶେଷକରି ଯୌତୁକ ନିର୍ଯାତନା ଓ ଧମକ ଆଦି ଅଭିଯୋଗ ରହିଛି। ଏହାବାଦ୍ ଦୁର୍ଘଟଣା, ଗାଳିଗୁଲଜ,…
କୂଳ ଲଙ୍ଘୁଛି ଡାହୁକା: ନଷ୍ଟ ହେଉଛି ଜାମୁ ଜଙ୍ଗଲ
ନୟାଗଡ଼ ଅଫିସ,୧୪।୧୧: ନୟାଗଡ଼ ସହରଠାରୁ ୫ କିଲୋମିଟର ଦୂର ଲକ୍ଷ୍ମୀପ୍ରସାଦ ପଞ୍ଚାୟତ ଯଦୁପୁର ଗ୍ରାମ ଡାହୁକା ନଦୀ କୂଳରେ ରହିଛି ବୃହତ୍ତ ଜାମୁ ଜଙ୍ଗଲ। ୮୦୦ ମିଟର ପରିଧିରେ ୨୦ ଏକରରୁ ଊର୍ଦ୍ଧ୍ୱ ଜମିରେ ପ୍ରାୟ ୫୦୦ରୁ ଅଧିକ ଜାମୁଗଛ ରହିଛି।…
ଛାଡ଼ଖାଇରେ ଡାହୁକା ଡ୍ୟାମରେ ମାଛ ଧରିବାକୁ ନାହିଁ କଟକଣା
ନୟାଗଡ଼ ଅଫିସ,୧୪।୧୧: ନୟାଗଡ଼ ବ୍ଲକ ଲକ୍ଷ୍ମୀପ୍ରସାଦ ପଞ୍ଚାୟତ ଅନ୍ତର୍ଗତ ଡାହୁକା ଡ୍ୟାମରେ ବୁଧବାର ନିଆରା ଦୃଶ୍ୟ ଦେଖିବାକୁ ମିଳିଥିଲା। ମାଛ ଧରିବା ପାଇଁ ଲୋକଙ୍କ ଭିଡ଼ ଜମିଥିଲା। ଯିଏ ଯେଉଁଠି ପାରିଲା ଡ୍ୟାମରେ ପଶି ଜାଲ ଓ ମଶାରି ପକାଇ ଡାହୁକା…
ବୋଇତ ବନ୍ଦାଣ ମହୋତ୍ସବ ଉଦ୍ଯାପିତ: ପର୍ଯ୍ୟଟନ କ୍ଷେତ୍ର ଚିଲିକାର ବିକାଶ ନିତାନ୍ତ ଆବଶ୍ୟକ
ବାଲୁଗାଁ,୧୪ା୧୧(ଡି.ଏନ.ଏ.): ନିଳାମ୍ବୁ ଚିିଲିକା ବିଶ୍ୱ ପର୍ଯ୍ୟଟନ ମାନଚିତ୍ରରେ ଏକ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଛି। ସମ୍ପ୍ରତି ଚିଲିକାର ପୃଷ୍ଠଭୂମି ଅବକ୍ଷୟ ଦିଗକୁ ଗତି କରୁଥବା ବେଳେ ଏହାର ବିକାଶ ନିତାନ୍ତ ଆବଶ୍ୟକ ହୋଇପଡ଼ିଛି। ଏ ଦିଗରେ ରାଜ୍ୟ ସରକାରଙ୍କ ପକ୍ଷରୁ ବିଶେଷ…
କୋସକା ଆୟୁର୍ବେଦିକ ଚିକିତ୍ସାଳୟ: ସ୍ଥାୟୀ ଡାକ୍ତର ଅଭାବରୁ ସ୍ବାସ୍ଥ୍ୟସେବା ବାଧାପ୍ରାପ୍ତ
ଖଣ୍ଡପଡ଼ା,୧୪ା୧୧ (ସ୍ବ.ପ୍ର.): ଲୋକମାନଙ୍କୁ ଅଳ୍ପ ମୂଲ୍ୟରେ ପ୍ରାକୃତିକ ଉପଚାର ଓ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇଦେବା ଲକ୍ଷ୍ୟରେ ରାଜ୍ୟ ସରକାର ୧୯୬୮ ମସିହାରୁ ଆୟୁର୍ବେଦିକ ଚିକିତ୍ସା ବ୍ୟବସ୍ଥା ଆରମ୍ଭ କରିଥିଲେ। ଏହି ବ୍ୟବସ୍ଥା ଅନୁଯାୟୀ ଖଣ୍ଡପଡା ବ୍ଲକ କୋସକାଠାରେ ଆୟୁର୍ବେଦିକ ଚିକିତ୍ସାଳୟ ଖୋଲାଯାଇଛି।…
ନଷ୍ଟ ହେଉଛି ହେଲିପ୍ୟାଡ୍, ଗଦା ହେଉଛି ଚିପ୍ସ, ବାଲି
ସୋନପୁର,୧୪।୧୧(ନି.ପ୍ର.) – ସୁବର୍ଣ୍ଣପୁର ସହରର ରାମେଶ୍ୱର ନିକଟରେ ନିର୍ମିତ ହୋଇଥିବା ୩ଟି ହେଲିପ୍ୟାଡ୍ ଏବେ ନଷ୍ଟ ହେବାକୁ ବସିଛି । ହେଲିପ୍ୟାଡ୍ରେ ଚିପ୍ସ ଓ ବାଲି ଗଛିତ କରି ରଖାଯାଉଛି । ଚିପ୍ସ ବୋଝେଇ ଟିପର ଯିବା ଆସିବା ଫଳରେ ଏହା…
ବିଜ୍ଞାନ ମେଳା ପାଇଁ ବେଆଇନ ଅର୍ଥ ସଂଗ୍ରହ
ବଲାଙ୍ଗୀର ଅଫିସ, ୧୪ା୧୧ – ଶିକ୍ଷା ବିଭାଗର କୌଣସି ସର୍କୁଲାର ନଥିବା ସତ୍ତ୍ୱେ ସରକାରୀ ସ୍କୁଲଗୁଡିକରେ ବିଜ୍ଞାନ ମେଳା ଆୟୋଜନ କରାଯିବା ନେଇ ବଲାଙ୍ଗୀର ଜିଲା ଦେଓଗଁା ବ୍ଳକର ବିଭିନ୍ନ ସ୍କୁଲରୁ ବେଆଇନ ଭାବେ ଅର୍ଥ ସଂଗ୍ରହ କରାଯାଇଛି ା ଖୋଦ୍…
ବେଲଟିକିରିରେ ବଜବଜିଆ ରୋଗ ଆତଙ୍କ: ବାଛୁରି ମୃତ, ୧୨ ଗୋରୁ ଆକ୍ରାନ୍ତ
ଢେଙ୍କାନାଳ ଅଫିସ, ୧୪।୧୧ – ଢେଙ୍କାନାଳ ସଦର ବ୍ଲକ ବେଲଟିକିରି ଗ୍ରାମରେ ବଜବଜିଆ ରୋଗ ଆତଙ୍କ ଦେଖାଦେଇଛି। ଏଥିରେ ଆକ୍ରାନ୍ତ ହୋଇ କୈଳାସ ସାମଲଙ୍କ ଗୋଟିଏ ବାଛୁରିର ମୃତ୍ୟୁ ଘଟିଛି। ୧୨ରୁ ଊର୍ଦ୍ଧ୍ୱ ଗୋରୁ ଆକ୍ରାନ୍ତ ହୋଇଛନ୍ତି। ପ୍ରାୟ ଦେଢ଼ବର୍ଷ ହେଲା…
ଚାଷୀଙ୍କ ସମସ୍ୟା ସମାଧାନ କରିବ କୃଷି ବିଭାଗ: ପଞ୍ଚାୟତ ବୁଲି ଜ୍ଞାନ ବାଣ୍ଟିବେ ଗ୍ରାମୀଣ କୃଷି କର୍ମଚାରୀ
ଅନୁଗୋଳ ଅଫିସ, ୧୪।୧୧ – ଚାଷୀଙ୍କ ସମସ୍ୟା ସମାଧାନ ପାଇଁ ଏଣିକି ଗାଁ ଗାଁ ବୁଲିବେ ଗ୍ରାମୀଣ କୃଷି କର୍ମଚାରୀ। ଚାଷୀଙ୍କ ସହ ବୈଠକ କରି ଉନ୍ନତ ଜ୍ଞାନକୌଶଳ ସମ୍ପର୍କରେ ସେମାନଙ୍କୁ ଅବଗତ କରାଇବେ। ଅନୁଗୋଳ ଜିଲାର କେତେକ ପଞ୍ଚାୟତରେ ଏପରି…
ମା’ ଲୋଭୀଙ୍କ ଯାତ୍ରାର ଦ୍ୱିତୀୟ ଦିବସ: ଧାଡ଼ିରେ ଦର୍ଶନ କଲେ, ଅଧିଆ ପଡ଼ିଲେ
ବଅଁରପାଳ,୧୪ା୧୧(ଡି.ଏନ.ଏ.)- ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଗଡସନ୍ତ୍ରୀଠାରେ ଚାଲିଥିବା ମା’ ଲୋଭୀ ଠାକୁରାଣୀଙ୍କ ଯାତ୍ରାର ବୁଧବାର ଥିଲା ଦ୍ୱିତୀୟ ଦିବସ। ପ୍ରଥମ ଦିନ ପରି ମା’ଙ୍କ ଏହି ଯାତ୍ରା ଦେଖିବାକୁ ଆଖପାଖ ଅଞ୍ଚଳର ବହୁ ସଂଖ୍ୟକ ଭକ୍ତ ଭିଡ଼ ଲଗାଇଥିଲେ। ସକାଳେ…

