ଆମ ଜିଲା ଖବର

ଆହାର କେନ୍ଦ୍ରରେ ଖାଇ ଛାଡ଼ଖାଇ ପାଳିଲେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ

ବରଗଡ଼ ଅଫିସ,୧୩।୧୧- ବୁଧବାର ସବୁଆଡ଼େ ଛାଡଖାଇର ମାହୋଲ। ସଭିଁଏ ଉତ୍ସାହ, ଉଦ୍ଦୀପନା ସହିତ ଏହାକୁ ପାଳନ କରୁଛନ୍ତି। ହେଲେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ସୁବାସ ଚୌହାନ ଏହାକୁ ନିଆରା ଢଙ୍ଗରେ ପାଳନ କରିଛନ୍ତି। ଦିନ ପ୍ରାୟ ସାଢେ ୧୨ଟାରେ…

ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ

ପଦ୍ମପୁର,୧୩।୧୧(ଡି.ଏନ୍‌.ଏ.): ବାସୁଦେବପୁର ବ୍ଲକ ଅଧୀନ ରାଧାବଲ୍ଲଭପୁର ଗ୍ରାମର ଜଣେ ଯୁବକଙ୍କ ବିଦ୍ୟୁତ୍‌ ଆଘାତରେ ବୁଧବାର ମୃତ୍ୟୁ ଘଟିଛି। ସେ ହେଲେ ପ୍ରହଲ୍ଲାଦ ଜେନା। ସୂଚନାନୁଯାୟୀ, ପ୍ରହଲ୍ଲାଦ ନିଜ ଚାଷ ଜମିକୁ ଯାଇଥିବା ବେଳେ ଧାନବିଲ ଦେଇ ଯାଇଥିବା ବିଦ୍ୟୁତ୍‌ ତାର ସଂସ୍ପର୍ଶରେ…

ଦୁର୍ଦ୍ଦାନ୍ତ ଅପରାଧି ଗୁଗୁ ଖୁଣ୍ଟିଆ ଗିରଫ

କଟକ ଅଫିସ, ୧୩।୧୧: ମଧୁପାଟଣା ପୋଲିସ ମଙ୍ଗଳବାର ଜଣେ ପେସାଦାର ଅପରାଧୀଙ୍କୁ ଗିରଫ କରିଛି। ସେ ହେଲେ କଟକ ଜିଲା ତିନିଘରିଆ ଅଞ୍ଚଳର ଗୁଗୁ ଓରଫ ଶୁଭାଶିଷ ଖୁଣ୍ଟିଆ। ପୂର୍ବରୁ ଗୁଗୁଙ୍କ ନାମରେ ହତ୍ୟା ଧମକ, ଟେଣ୍ଡର ଫିକ୍ସିଂ, ଦାଦାବଟି, ଲୁଟ…

ଦରମା ନ ମିଳିବାରୁ ଅଭିନବ ପ୍ରତିବାଦ: କାର୍ଯ୍ୟାଳୟ ଭିତରେ ଅଳିଆ ଫିଙ୍ଗିଲେ ସଫେଇ କର୍ମଚାରୀ

ବାରିପଦା ଅଫିସ,୧୩।୧୧: ବାରିପଦା ପୌର ପରିଷଦର ସଫେଇ କାର୍ଯ୍ୟରେ ନିୟୋଜିତ ସଫେଇ କର୍ମଚାରୀମାନେ ମଙ୍ଗଳବାରଠାରୁ କାର୍ଯ୍ୟବନ୍ଦ ଆନ୍ଦୋଳନ କରିଛନ୍ତି। ବୁଧବାର ସକାଳେ ପୌର କାର୍ଯ୍ୟାଳୟ ଭିତରେ ଅଳିଆ ଫିଙ୍ଗି ଅଭିନବ ଉପାୟରେ ପ୍ରତିବାଦ କରିଛନ୍ତି। ଦରମା ପ୍ରଦାନ ଦାବିରେ ଏହି ଆନ୍ଦୋଳନ…

ମନ୍ଦିରରୁ ମାଇକ୍‌ ଖୋଲିବା ହେଲା କାଳ: ବିଦ୍ୟୁତ୍‌ ତାର ନେଲା ଜୀବନ

ଯାଜପୁର ଅଫିସ୍‌,୧୩।୧୧: ଯାଜପୁର ଜିଲା କୋରାଇ ଥାନା ଶାଳକଣା ଗ୍ରମାରେ ଏକ ଅଭାବନୀୟ ଘଟଣା ଘଟିଛି। ମନ୍ଦିରରୁ ମାକଇକ୍‌ ସେଟ୍‌ ଖୋଳୁଥିବାବେଳେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ ଜଣଙ୍କ ସେହି ଗାଁର ଅଜୟ…

ପ୍ରାତଃଭ୍ରମଣରେ ଯିବାବଳେ ଅଘଟଣ, ମହିଳାଙ୍କ ଜୀବନ ଗଲା

ତାଳଚେର,୧୩।୧୧(ନି.ପ୍ର): ଅନୁଗୋଳ ଜିଲା ତାଳଚେର ବ୍ଲକ ଡେରା ପେଟ୍ରୋଲ ପମ୍ପ ନିକଟରେ ଏକ ଯାତ୍ରୀବାହୀ ବସ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ସୁଭାସିନୀ ନାଥ(୪୫ବର୍ଷ)। ତାଙ୍କ ଘର ତାଳଚେର ବ୍ଲକ ଗୁରୁଜାଙ୍ଗ ଗ୍ରାମରେ। ସେ ଡେରା…

ପରିସ୍ରା ଯିବା ବାହାନା ଦେଖାଇ କଏଦୀ ଫେରାର

ନବରଙ୍ଗପୁର/ପାପଡାହାଣ୍ଡି, ୧୨।୧୧(ବି.ପ୍ର/ଡି.ଏନ.ଏ.): ନବରଙ୍ଗପୁର ଜିଲା ପାପଡାହାଣ୍ଡି ଥାନା ହାଜତରୁ ଜଣେ ବିଚାରଧୀନ କଏଦୀ ମଙ୍ଗଳବାର ରାତିରେ ଫେରାର ହୋଇଯାଇଛନ୍ତି। ତାଙ୍କ ନାମ ଅରୁଣ ହରିଜନ। ତାଙ୍କ ଘର ତେନ୍ତୁଳିଖୁଣ୍ଟି ଥାନା ଅନ୍ତର୍ଗତ ପଠାନଗୁଡା ବୋଲି ଜଣାପଡିଛି। ତାଙ୍କ ନାଁ ୩ଟି ମାମଲା…

ଦାରିଙ୍ଗବାଡ଼ିରେ ଶୀତ ଅନୁଭୂତ: ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ

ଦାରିଙ୍ଗବାଡ଼ି,୧୩।୧୧(ଡି.ଏନ.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଶୀତ ଅନୁଭୂତ ହୋଇଛି। ମଙ୍ଗଳବାର ଅପରାହ୍ନରେ ଦାରିଙ୍ଗବାଡ଼ିରେ ସର୍ବନିମ୍ନ ତାପମାତ୍ରା ୧୧ ଡିଗ୍ରୀ ରହିଥିବାବେଳେ ବୁଧବାର ସକାଳ ୮ଟା ସୁଦ୍ଧା ଏହା ହ୍ରାସ ପାଇ ୧୦ ଡିଗ୍ରୀରେ ପହଞ୍ଚିଛି। ଗତ କିଛିଦିନ ହେଲା ପାଗ…

ନିର୍ଯାତନା ମାମଲାରେ ଫେରାର ଅଭିଯୁକ୍ତ ଗିରଫ

ଦାରିଙ୍ଗବାଡ଼ି, ୧୩।୧୧(ଡି.ଏନ.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଗତ ଏକ ବର୍ଷରୁ ଉର୍ଦ୍ଧ୍ୱ ସମୟଧରି ଫେରାର ଥିବା ଅଭିଯୁକ୍ତକୁ ପୋଲିସ ମଙ୍ଗଳବାର ଗିରଫ କରି କୋର୍ଟଚାଲାଣ କରିଛି ା ଗିରଫ ବ୍ୟକ୍ତି ଜଣଙ୍କ ହେଲେ ଉକ୍ତ ଥାନା ସବେରେଙ୍ଗା ଗ୍ରାମର…

୮ମ ଶ୍ରେଣୀ ସ୍କୁଲ ଛାତ୍ରଙ୍କ ଆତ୍ମହତ୍ୟା: କାରଣ ଅସ୍ପଷ୍ଟ

କୋରୁକୋଣ୍ଡା/ମାଲକାନଗିରି, ୧୩।୧୧(ଡି.ଏନ.ଏ):ମାଲକାନଗିରି ଜିଲା କୋରୁକୋଣ୍ଡାରେ ବୁଧବାର ସକାଳୁ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। କେନ୍ଦ୍ରାଗୁମ୍ପା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ହଷ୍ଟେଲ ପରିସରରୁ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଛାତ୍ର ଜଣଙ୍କ ହେଲେ…

ଆଜି ବନକଲାଗି: ୪ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ ଅଫିସ,୧୩।୧୧:ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ପ୍ରାୟ ୪ଟାରୁ ରାତି ୮ଟା ୪ ଘଣ୍ଟା ଶ୍ରଦ୍ଧାଳୁ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ନାହିଁ ବୋଲି ଶ୍ରୀମନ୍ଦିର ଲୋକ ସମ୍ପର୍କ ଅଧିକାରୀ ଲକ୍ଷ୍ମୀଧର ପୂଜାପଣ୍ଡା କହିଛନ୍ତି। ତାଙ୍କ…

ଐତିହାସିକ କଟକ ବାଲିଯାତ୍ରା ଆରମ୍ଭ:ପଡ଼ିଆରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି, ଟ୍ରାଫିକ ନିୟନ୍ତ୍ରଣ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା

କଟକ ଅଫିସ, ୧୩।୧୧:କାର୍ତ୍ତିକ ପୂର୍ଣ୍ଣମୀ ଅବସରରେ ମଙ୍ଗଳବାର ଆରମ୍ଭ ହୋଇଛି ଐତିହାସିକ କଟକ ବାଲିଯାତ୍ରା। ପ୍ରଥମ ଦିନରେ ବାଲିଯାତ୍ରା ପଡିଆକୁ ଚାହିଁଲେ ଲୋକ ମାଳମାଳ। ବିଶେଷକରି ସନ୍ଧ୍ୟାରେ ମାତ୍ରେ ଭିଡ଼ ଅଧିକ ହୋଇଥିଲା। ଫଳରେ ଆଗକୁ ଯିବା ଭାରି ମୁସ୍କିଲ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?