ଆଜିଠାରୁ ମା’ ଲୋଭୀ ଠାକୁରାଣୀଙ୍କ ଯାତ୍ରା
(ଉପେନ୍ଦ୍ର ରାଉତ) ବଅଁରପାଳ, ୧୨।୧୧ ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଗଡ଼ସନ୍ତ୍ରୀ ଠାରେ ଥିବା ମା’ ଲୋଭୀ ଠାକୁରାଣୀଙ୍କ ଯାତ୍ରା ମଙ୍ଗଳବାରଠାରୁ ଆରମ୍ଭ ହେବ। ଗଡ଼ସନ୍ତ୍ରୀ ଓ ତୁଳସୀପାଳ ଗ୍ରାମର ଅଧିଷ୍ଠାତ୍ରୀ ଦେବୀ ହେଉଛନ୍ତି ମା’ ଲୋଭୀ। ତେଣୁ ମା’ଙ୍କ ଏହି…
ମୋବାଇଲ ଫାଟି ଶ୍ରମିକ ମୃତ
ପାରାଦୀପ,୧୨ା୧୧(ସ୍ବ.ପ୍ର.): ପାରାଦୀପ ମଡେଲ୍ ଥାନା ଅଧୀନ ଅଠରବାଙ୍କି ଲକ୍ଫଡ଼ାସ୍ଥିତ ଜଗନ୍ନାଥ ଟ୍ରକ ମାଲିକ ସଂଘ କାର୍ଯ୍ୟାଳୟରେ ମୋବାଇଲ ଫାଟିବାରୁ ଜଣେ ଶ୍ରମିକଙ୍କ ମୃତ୍ୟୁଘଟିଛି। ମୃତକ ହେଲେ ନୟାଗଡ଼ ଜିଲା ରଣପୁର ଅଞ୍ଚଳର ମୁନା ପ୍ରଧାନ(୩୫)। ସେ ସଂଘ କାର୍ଯ୍ୟାଳୟ ପରିସରରେ ଥିବା…
ଜିଲା ଖଣିଜ ପାଣ୍ଠି ସପ୍ତମ ବୋର୍ଡ ଅଫ୍ ଟ୍ରଷ୍ଟି ବୈଠକ:ଅଧାପନ୍ତରିଆ କାର୍ଯ୍ୟ ନେଇ ଅସନ୍ତୋଷ
ଅନୁଗୋଳ ଅଫିସ, ୧୨।୧୧ଖଣି ପ୍ରଭାବିତ ଅଞ୍ଚଳର ଲୋକଙ୍କ ବିକାଶ ଓ କଲ୍ୟାଣ ପାଇଁ ଜିଲା ଖଣିଜ ପାଣ୍ଠିର ସପ୍ତମ ବୋର୍ଡ ଅଫ୍ ଟ୍ରଷ୍ଟି ବୈଠକ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ସଭାଗୃହଠାରେ ସୋମବାର ଅନୁଷ୍ଠିତ…
ଧାନ ଫସଲ ଅନୁଧ୍ୟାନ କଲେ କୃଷି ବୈଜ୍ଞାନିକ, ଅଧିକାରୀ
ନିମାପଡ଼ା,୧୨ା୧୧(ଡି.ଏନ୍.ଏ) ପୁରୀ କୃଷି ବିଜ୍ଞାନ କେନ୍ଦ୍ରର ବୈଜ୍ଞାନିକ ଓ ଜିଲା କୃଷି ବିଭାଗର ଅଧିକାରୀମାନେ ସୋମବାର ନିମାପଡ଼ାର ରେଞ୍ଚ ଶାସନ, ହରିପୁର, ଭୋଗଶାଳଦା, ନୁଆରକିରି ଆଦି ଅଞ୍ଚଳରେ ଧାନ କ୍ଷେତ ପରିଦର୍ଶନ ସହ ସମୀକ୍ଷା କରିଥିଲେ। ଧାନରେ ଚକଡ଼ା ଓ ମାଟିଆଗୁଣ୍ଡି…
ହାଟକୁ ଡାକି ନେଇ ସ୍ତ୍ରୀଙ୍କୁ ହତ୍ୟା
ଓଡ଼ାପଡ଼ା, ୧୨ା୧୧ (ଡି.ଏନ.ଏ.)- ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ଶ୍ରୀଡ଼ିହ ଗ୍ରାମର ସାବିତ୍ରୀ ଭୋଇ (୩୨) ନିଖୋଜ ଘଟଣାର ସୋମବାର ପର୍ଦ୍ଦାଫାସ ହୋଇଛି। ଅଭିଯୁକ୍ତ ସ୍ବାମୀ ବିରଞ୍ଚତ୍ ଭୋଇ (୩୭) ହିଁ ସ୍ତ୍ରୀଙ୍କ ହତ୍ୟାକାରୀ ଏବଂ ଏହି ହତ୍ୟାକାଣ୍ଡ ପଛର କାରଣ…
ଜିଲାସ୍ତରୀୟ ଶିଶୁ ମହୋତ୍ସବ ସୁରଭି : ଗ୍ରାମାଞ୍ଚଳ ପ୍ରତିଭାର ବିକାଶ ପାଇଁ ପ୍ରକୃଷ୍ଟ ମଞ୍ଚ
ନୟାଗଡ଼ ଅଫିସ,୧୨।୧୧-ବିଦ୍ୟାଳୟସ୍ତରରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଥିବା ଅନ୍ତର୍ନିହିତ ପ୍ରତିଭା ଓ ଜ୍ଞାନର ବିକାଶ ପାଇଁ ଉଦ୍ଦିଷ୍ଟ ଜିଲାସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ସୋମବାର ନୟାଗଡ଼ ବ୍ରଜେନ୍ଦ୍ର ହାଇସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି ା ଜିଲା ଶିକ୍ଷା ଅଧିକାରୀ ଶିବଶଙ୍କର ପ୍ରଧାନଙ୍କ…
ଜିଲା ମହୋତ୍ସବ ପ୍ରସ୍ତୁତି ବୈଠକ ପ୍ଲାଷ୍ଟିକ୍ମୁକ୍ତ ହେବ ମହୋତ୍ସବ
ନୟାଗଡ଼ ଅଫିସ,୧୨।୧୧- ନୟାଗଡ଼ ଜିଲା ମହୋତ୍ସବ ଓ ପଲ୍ଲିଶ୍ରୀମେଳା-୨୦୧୯ ପାଇଁ ପ୍ରସ୍ତୁତି ବୈଠକ ସୋମବାର ଜିଲା ଗ୍ରାମ୍ୟ ଉନ୍ନୟନ ସମ୍ମିଳନୀ କକ୍ଷ ସୃଜନରେ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଡା. ପୋମା ଟୁଡୁଙ୍କ ଅଧ୍ୟକ୍ଷତାରେ ହୋଇଥିବା ଏହି ପ୍ରସ୍ତୁତି ବୈଠକରେ ସ୍ଥାନୀୟ ବିଧାୟକ…
କଣ୍ଟ ସମୟ ପୂରିଲାଣି, ସରୁନି ପ୍ରକଳ୍ପ କାର୍ଯ୍ୟ: ୬୧ ଅଧାପନ୍ତରିଆ, ୧୫ ଆରମ୍ଭ ହୋଇନି
କାମାକ୍ଷାନଗର, ୧୨ା୧୧(ଡି.ଏନ.ଏ) – ଗ୍ରାମାଞ୍ଚଳର ଜନସାଧାରଣଙ୍କ ମୌଳିକ ସମସ୍ୟାର ସମାଧାନ ଲାଗି ରାଜ୍ୟରେ ଆରମ୍ଭ ହୋଇଛି ‘ଆମ ଗାଁ, ଆମ ବିକାଶ’ କାର୍ଯ୍ୟକ୍ରମ। ରାଜ୍ୟ ସରକାର ସିଧାସଳଖ ଜନପ୍ରତିନିଧିଙ୍କ ସହ ଆଲୋଚନା କରି ପଞ୍ଚାୟତର ଆବଶ୍ୟକତାକୁ ଦେଖି ବିଭିନ୍ନ ପ୍ରକଳ୍ପ କାର୍ଯ୍ୟ…
ମୌଳିକ ସୁବିଧା କଥା ବୁଝିଲାନି ପ୍ରଶାସନ:ହଷ୍ଟେଲ ଛାଡ଼ିଲେ ୧୫୦ରୁ ଊର୍ଦ୍ଧ୍ୱ ଆଦିବାସୀ ଛାତ୍ରୀ
ପାଲଲହଡା,୧୨।୧୧(ଡି.ଏନ.ଏ.) ଅନୁଗୋଳ ଜିଲା ପାଲଲହଡା ବ୍ଲକ ନଗିରା ପଞ୍ଚାୟତରେ ଥିବା ସିବିଡା ଶିକ୍ଷା ନିକେତନର ୧୫୦ରୁ ଊର୍ଦ୍ଧ୍ୱ ଆଦିବାସୀ ଛାତ୍ରୀ ଦୀର୍ଘଦିନରୁ ଲାଗି ରହିଥିବା ଅବ୍ୟବସ୍ଥା ପାଇଁ ସୋମବାର ହଷ୍ଟେଲ ଛାଡିଛନ୍ତି। ବାରମ୍ବାର ଦାବି ପରେ ବି ପ୍ରଶାସନ ମୌଳିକ ସୁବିଧା…
ଉପନିର୍ଦ୍ଦେଶକ, ପ୍ରାଣୀଧନ ନିରୀକ୍ଷକ ପଦ ଖାଲି
ସୋନପୁର,୧୨।୧୧(ନି.ପ୍ର.) କୃଷି ପ୍ରଧାନ ସୁବର୍ଣ୍ଣପୁର ଜିଲାରେ ଅଧିବାସୀଙ୍କ ଦ୍ୱିତୀୟ ମୁଖ୍ୟ ଜୀବିକା ପ୍ରାଣୀ ସମ୍ପଦ ପାଳନ। ସଂଖ୍ୟାଧିକ ଲୋକ ଗାଇ, ବଳଦ, ମଇଁଷି, ମେଣ୍ଡା, ଛେଳି ଓ କୁକୁଡା ଆଦି ପାଳନ କରି ଏବଂ ସେଗୁଡିକୁ ଆବଶ୍ୟକ ସ୍ଥଳେ ବିକ୍ରି କରି…
ଦୌଡ଼କୁଦ,ସଫ୍ଟବଲ ପ୍ରତିଯୋଗିତା ଉଦ୍ଯାପିତ: ଦୁଲା, ଶୁଭଶ୍ରୀ, ଅଭି ଓ ଯମୁନା ଚାମ୍ପିୟନ
ବାଲେଶ୍ୱର ଅଫିସ,୧୨।୧୧- ବାଲେଶ୍ୱର ଖ୍ରୀଷ୍ଟିଆନ୍ ହାଇସ୍କୁଲ ଖେଳ ପଡ଼ିଆରେ ସୋମବାର ଅପରାହ୍ନରେ ୬୫ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଦୌଡ଼କୁଦ (ଆଥ୍ଲେଟିକ୍ସ) ସଫ୍ଟବଲ ପ୍ରତିଯୋଗିତା ଉଦ୍ଯାପିତ ହୋଇଛି। ଷ୍ଟେଟ୍ ସ୍କୁଲ୍ସ ସ୍ପୋର୍ଟସ ଆସୋସିଏଶନ୍, ଭୁବନେଶ୍ୱର ରାଜ୍ୟ ବିଦ୍ୟାଳୟ କ୍ରୀଡ଼ା ସଂଗଠନ ଏବଂ…
ଜୋନ୍ସ୍ତରୀୟ କଳା ଉତ୍ସବ: ଭାଗ ନେଲେ ୫ ଜିଲାର ଛାତ୍ରୀଛାତ୍ର ଓ ଗାଇଡ୍ ଶିକ୍ଷକ
ବାଲେଶ୍ୱର ଅଫିସ,୧୨।୧୧- ବାଲେଶ୍ୱର ସହର ସ୍ଥିତ ମିଶନ ବାଳିକା ବିଦ୍ୟାଳୟ ପରିସରରେ ଜୋନ୍ସ୍ତରୀୟ କଳା ଉତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି। ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର ଓ ଅନୁଗୋଳ ଆଦି ୫ ଜିଲାର ଛାତ୍ରୀଛାତ୍ର ଓ ଗାଇଡ୍ ଶିକ୍ଷକମାନେ ଏଥିରେ ଅଂଶଗ୍ରହଣ…

