ବରଗଡ଼ ଧନୁଯାତ୍ରା କଂସ ଚୟନକୁ ବିରୋଧ : ଏକଜୁଟ୍ ହେଲେ କଳାକାର ସଂଘ
ବରଗଡ଼ ଅଫିସ,୧୧।୧୧: ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡିସେମ୍ବର ୩୧ରୁ ଆରମ୍ଭ ହେବ। ୨୦୨୦ ଜାନୁଆରୀ ୧୦ ପର୍ଯ୍ୟନ୍ତ ଦୀର୍ଘ ୧୧ ଦିନ ଧରି ଏହା ଅନୁଷ୍ଠିତ ହେବ । ଏଥର ଧନୁଯାତ୍ରା ପାଇଁ ମୁଖ୍ୟ ଚରିତ୍ର…
୨ ଲକ୍ଷର ଗଞ୍ଜେଇ ଜବତ: ଜଣେ ଗିରଫ
ନୟାଗଡ଼ ଅଫିସ,୧୧ା୧୧: ନୟାଗଡ଼ ବ୍ଲକ ଇଟାମାଟି ବସ୍ଷ୍ଟାଣ୍ଡରେ କେନ୍ଦ୍ରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗ ସୋମବାର ଚଢ଼ାଉକରି ୨୧ କେଜି ଗଞ୍ଜେଇ ଜବତ କରିଛି। ଏହି ଘଟଣାରେ ସମ୍ପୃକ୍ତ ଜଣଙ୍କୁ ଗିରଫ କରାଯାଇଛି। ସେ ହେଲେ ଇଟାମାଟି ପାଇକସାହିର ଗାଣ୍ଡୁ ସାହୁ। ପ୍ରକାଶ…
ବୁଲ୍ବୁଲ୍ ସମ୍ପର୍କରେ ରିପୋର୍ଟ ଦେବାକୁ ଜିଲାପାଳଙ୍କ ନିର୍ଦ୍ଦେଶ
ରାଜନଗର,୧୧।୧୧(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲାପାଳ ସମର୍ଥ ବର୍ମା ସୋମବାର ପୂର୍ବାହ୍ନରେ ଭିଡିଓ କନ୍ଫରେନ୍ସି ମାଧ୍ୟମରେ ବୁଲ୍ବୁଲ୍ ବାତ୍ୟାର ସମୀକ୍ଷା କରିଛନ୍ତି। ଜିଲାର ସବୁଠୁ କ୍ଷୟକ୍ଷତି ଅଞ୍ଚଳ ଭାବରେ ରାଜନଗର ଚିହ୍ନଟ ହୋଇଛି। ୧୩ ତାରିଖ ସୁଦ୍ଧା ରାଜନଗର ଅଞ୍ଚଳରେ କେତେ ଘର ଭାଙ୍ଗିଛି।…
ଡାହାଣୀ ସନ୍ଦେହରେ ମହିଳାଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ୩ କୋର୍ଟଚାଲାଣ
ରାଇସୁଆଁ, ୧୧।୧୧(ଡି.ଏନ୍.ଏ.): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ବରଦାପାଳ ପଞ୍ଚାୟତ ହେସେଲଘୁଟ ସାହିରେ ଡାହାଣୀ ସନ୍ଦେହରେ ଜଣେ ମହିଳାଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିଲା। ଏହି ଘଟଣାରେ ପୋଲିସ ରବିବାର ରାତିରେ ୩ ଜଣଙ୍କୁ ଗିରଫକରି ସୋମବାର କୋର୍ଟଚାଲାଣ କରିଛି। ଅଭିଯୁକ୍ତମାନେ…
ଏଟିପି ଫାଇନାଲ୍ସ: ଥିମ୍ଙ୍କଠାରୁ ହାରିଲେ ଫେଡରର
ଲଣ୍ଡନ,୧୧।୧୧(ଏଏଫ୍ପି): ସ୍ଥାନୀୟ ଓ୨ ଏରିନାରେ ରବିବାର ଏଟିପି ଫାଇନାଲ୍ସ ଆରମ୍ଭ ହୋଇଛି। ସେସନ ଶେଷରେ ଆୟୋଜିତ ହେଉଥିବା ଏହି ହାଇପ୍ରୋଫାଇଲ ଟୁର୍ନାମେଣ୍ଟର ପ୍ରଥମ ଦିବସରେ ସୁଇଜରଲାଣ୍ଡ ଅଭିଜ୍ଞ ଖେଳାଳି ରୋଜର ଫେଡରର ଅଷ୍ଟ୍ରିଆର ଡୋମିନିକ ଥିମଙ୍କଠାରୁ ୭-୫, ୭-୫ ସେଟରେ ପରାସ୍ତ…
ଅଗ୍ନିକାଣ୍ଡ: ୩ ବଖରା ଭସ୍ମୀଭୂତ
ବନ୍ତ,୧୧ା୧୧(ଡି.ଏନ୍.ଏ.): ଭଦ୍ରକ ଜିଲା ବନ୍ତ ପଞ୍ଚାୟତ ଦେବଗଡ଼ି ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ସୁରେନ୍ଦ୍ର ଜେନା, ଗୌରାଙ୍ଗ ଜେନା ଓ ବିନୁ ଜେନାଙ୍କ ଗୋଟିଏ ଲେଖାଏ ୩ ବଖରା ଜଳିଯାଇଛି । ଘରେ ଥିବା ନଗଦ…
କାର୍ତ୍ତିକ ଶେଷ ସୋମବାର: ଧବଳେଶ୍ବର ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼
ଜି ଉଦୟଗିରି, ୧୧।୧୧(ଡି.ଏନ୍.ଏ.): କାର୍ତ୍ତିକ ମାସ ଶେଷ ସୋମବାର ନିମନ୍ତେ କନ୍ଧମାଳ ଜିଲା ଜି ଉଦୟଗିରି ଧବଳେଶ୍ବର ମନ୍ଦିରରେ ଭୋରରୁ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିରହିଛି । ଲମ୍ବା ଧାଡିରେ ଦର୍ଶନ ପାଇଁ ଶ୍ରଦ୍ଧାଳୁମାନେ ଘଣ୍ଟା ଘଣ୍ଟା ଅପେକ୍ଷାକରି ଠାକୁରଙ୍କୁ ଦର୍ଶନ କରୁଛନ୍ତି।…
ଚାର୍ଜରେ ବସାଇ ଛାତି ଉପରେ ରଖିଥିଲେ ମୋବାଇଲ: ଫାଟି ରାଜମିସ୍ତ୍ରୀଙ୍କ ଜୀବନଗଲା
ପାରାଦୀପ, ୧୧।୧୧(ସ୍ବ.ପ୍ର.): ପାରାଦୀପ ମଡେଲ ଥାନା ଅନ୍ତର୍ଗତ ଅଠରବାଙ୍କି ଲକପଡ଼ାସ୍ଥିତ ଜଗନ୍ନାଥ ଟ୍ରକ ମାଲିକ ସଂଘ କାର୍ଯ୍ୟାୟଳରେ ସୋମବାର ସକାଳେ ମୋବାଇଲ ଫାଟି ଜଣେ ରାଜମିସ୍ତ୍ରୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ନୟାଗଡ଼ ଜିଲା ରଣପୁର ଅଞ୍ଚଳର ମୁନା ପ୍ରଧାନ(୩୫)। ପ୍ରକାଶ…
ଏମାର ମଠ ଟ୍ରଷ୍ଟ ବୋର୍ଡକୁ ଅନୁମୋଦନ
ପୁରୀ ଅଫିସ, ୧୧।୧୧ : ବହୁଚର୍ଚ୍ଚିତ ଏମାର ମଠ ପାଇଁ ଗଠନ ହୋଇଛି ଟ୍ରଷ୍ଟ ବୋର୍ଡ। ୫ ଜଣ ସଦସ୍ୟ ଥିବା ଏହି ବୋର୍ଡର ଟ୍ରଷ୍ଟି ରହିଛନ୍ତି ଝାଞ୍ଜପିଟା ମଠ ମହନ୍ତ ବାବା ସଚ୍ଚିଦାନନ୍ଦ ଦାସ ମହାରାଜ। ଦେବୋତ୍ତର କମିଶନଙ୍କଠାରୁ ମଧ୍ୟ…
ସପ୍ତଶଯ୍ୟା ମହୋତ୍ସବ ଉଦ୍ଘାଟିତ: ‘ସହଯୋଗ ମିଳିଲେ ଆଗକୁ ବଢ଼ିବ ସଂସ୍କୃତି’
ଢେଙ୍କାନାଳ ଅଫିସ, ୧୧ା୧୧: ଢେଙ୍କାନାଳ ମାଟିର ଐତିହ୍ୟ ଯେତିକି ମହାନ୍ ସେତିକି ଗରିମାମୟ ଏହାର ସଂସ୍କୃତି। ଏଠାକାର ସାଂସ୍କୃତିକ ଅନୁଷ୍ଠାନଗୁଡ଼ିକ ପରମ୍ପରାକୁ ଶୀର୍ଷସ୍ଥାନ ଦେବାକୁ ଯେଉଁ ଉଦ୍ୟମ ଚଳାଇଛନ୍ତି, ତାହା ବାସ୍ତବିକ୍ ପ୍ରଶଂସନୀୟ। ଏ କ୍ଷେତ୍ରରେ ଦେବାଂଶୀ ଡ୍ୟାନ୍ସ ଏକାଡେମୀ ମଧ୍ୟ…
ଅନୁଗୋଳ ପୋଲିସ ହାତରେ ୮ ଜଣିଆ ଗ୍ୟାଙ୍ଗ; ୩ ଘରେ ବୁଲାଇଥିଲେ କଳାକନା
ଅନୁଗୋଳ ଅଫିସ, ୧୧।୧୧: ସହରର ବିଭିନ୍ନ ସ୍ଥାନରୁ ଚୋରି କରି ପୋଲିସ ପାଇଁ ଚ୍ୟାଲେଞ୍ଜ ସୃଷ୍ଟି କରିଥିବା ଏକ ୮ ଜଣିଆ ଗ୍ୟାଙ୍ଗକୁ ଧରିବାରେ ସଫଳତା ପାଇଛି ଅନୁଗୋଳ ପୋଲିସ। ସେମାନଙ୍କ ନିକଟରୁ ଗୋଟିଏ ସୁନା ହାର, ମୁଦି, ମଙ୍ଗଳସୁତ୍ର, ୪ଟି…
ରାସ୍ତା ପାର୍ଶ୍ୱରୁ ଯୁବକଙ୍କ ମୃତଦେହ ଉଦ୍ଧାର ଘଟଣା; ଖୁବ୍ଶୀଘ୍ର ପର୍ଦ୍ଦାଫାଶ କରିବ ପୋଲିସ
ଅନୁଗୋଳ ଅଫିସ, ୧୧।୧୧: ଅନୁଗୋଳ ବ୍ଲକ ବନ୍ତଳା ଥାନା ଗୁରଙ୍ଗ ଗ୍ରାମର ତ୍ରିପୁରା ନାଏକ(୧୯)ଙ୍କ ମୃତଦେହ ସାକସିଙ୍ଗା ରାସ୍ତା ପାର୍ଶ୍ୱରୁ ଶୁକ୍ରବାର ଅନୁଗୋଳ ପୋଲିସ ଉଦ୍ଧାର କରିବା ଘଟଣାର ତଦନ୍ତ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ପରିବାର ଲୋକଙ୍କ ହତ୍ୟା ଅଭିଯୋଗକୁ ଆଧାର…

