ଆମ ଜିଲା ଖବର

ମହାଲିଙ୍ଗା ମହାବିଦ୍ୟାଳୟଠାରେ ଗ୍ରାମପଞ୍ଚାୟତ ତରଫରୁ ଚାରାରୋପଣ

ଗୋଲାମୁଣ୍ଡା/କେଗାଁ,୧୫।୯(ଡି.ଏନ.ଏ.): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ମହାଲିଙ୍ଗା ଗ୍ରାମପଞ୍ଚାୟତ ତରଫରୁ ସ୍ଥାନୀୟ ଆଞ୍ଚଳକି ବିଜ୍ଞାନ ମହାବିଦ୍ୟାଳୟ ପରିସରରେ ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଗ୍ରାମପଞ୍ଚାୟତ ସରପଞ୍ଚ ସୁଶାନ୍ତ ସାହୁଙ୍କ ଅଧ୍ୟକ୍ଷତାରେ ମହାବିଦ୍ୟାଳୟ ସଭାପତି ଗୋବିନ୍ଦ ସାହୁ ମୁଖ୍ୟଅତିଥି ଭାବେ ଯୋଗଦାନ କରି…

ଉପଖଣ୍ଡୀୟ ପେନସନ ଭୋଗୀ କଳାକାର ସଂଘର ନୂଆଁଖାଇ ଭେଟ୍‌ଘାଟ୍‌

କୋକସରା,୧୫।୯(ଡି.ଏନ.ଏ.):କଳାହାଣ୍ଡି ଜିଲା ଧର୍ମଗଡ ଉପଖଣ୍ଡୀୟ ପେନସନ ଭୋଗୀ କଳାକାର ମହାସଂଘର ନୂଅଁାଖାଇ ଭେଟଘାଟ କାର୍ଯ୍ୟକ୍ରମ କୋକସରା ବ୍ଲକ ମୋଟେର ପଞ୍ଚାୟତ ରାଜୀବ ଗାନ୍ଧୀ ସେବାକେନ୍ଦ୍ରଠାରେ ରବିବାର ଅନୁଷ୍ଠିତ ହୋଇଯାଇଛି । କଳାକାର ସଂଘ ଜିଲା ସଭାପତି ପ୍ରଦୀପ ଧଙ୍ଗଡାମାଝି ମୁଖ୍ୟଅତିଥି ଏବଂ…

ମହାନଦୀରୁ ମିଳିଲା ବିରଳ ପ୍ରଜାତିର ମାଛ, କଇଁଛ

ଗଣ୍ଡତୁରୁମ, ୧୫।୯ (ଡି.ଏନ.ଏ):ବରଗଡ ଜିଲା ଭେଡେନ ବ୍ଲକ ଅଞ୍ଚଳରେ ପ୍ରବାହିତ ମହାନଦୀରେ ବିରଳ ପ୍ରକାର ମାଛ ଓ କଇଁଛ ଦେଖିବାକୁ ମିଳିଛି । ରବିବାର ବ୍ରାହ୍ମଣତୁରୁମ ଗ୍ରାମର ପ୍ରେମସାଗର ତରିଆ ନଦୀରେ ମାଛ ମାରୁଥିବା ସମୟରେ ଏହି ମାଛ ଓ କଇଁଛ…

ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗ, ସ୍ବାମୀ ଗିରଫ

ବଇଣ୍ଡା,୧୫।୯(ଡି.ଏନ.ଏ.)-ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଥାନା ଅରଖକୁଦ ଗ୍ରାମର ବୈଜୟନ୍ତୀ ଭୋଇ(୨୬)ଙ୍କୁ ତାଙ୍କ ସ୍ବାମୀ ଅକ୍ଷୟ ଭୋଇ, ଶାଶୁ ଉମା ଭୋଇ, ଶ୍ୱଶୁର ସଞ୍ଜୟ ଭୋଇ ନିର୍ଯାତନା ଦେଉଥିବା ରବିବାର ଠାକୁରଗଡ଼ ଥାନାରେ ଅଭିଯୋଗ ହୋଇଛି। ପୋଲିସ ନଂ. ୯୪/୧୯ରେ ଏକ ମାମଲା…

ଶତାଧିକ ମାଛ ମୃତ:ଠିକାସଂସ୍ଥା ନାମରେ ଅଭିଯୋଗ

ବଇଣ୍ଡା,୧୫।୯(ଡି.ଏନ.ଏ.)-କିଶୋରନଗର ବ୍ଲକ ନୁନୁକାପଶି ପଞ୍ଚାୟତରେ ଥିବା ଚନ୍ଦନ ପୋଖରୀରେ ୫୫ ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ କରୁଥିବା ଠିକାସଂସ୍ଥା ପକ୍ଷରୁ ଶୁକ୍ରବାରଠାରୁ ରବିବାର ୩ ଦିନ ଧରି ବିଷାକ୍ତ ବସ୍ତୁ ପକାଯାଉଛି। ଫଳରେ ପୋଖରୀ ପାଣି ବିଷାକ୍ତ ହେବାସହିତ ଶତାଧିକ ମାଛ…

ପୋଖରୀରୁ କଙ୍କାଳ ଉଦ୍ଧାର ଘଟଣା: ଅପମୃତ୍ୟୁ ମାମଲା ହେଲା ହତ୍ୟା ମାମଲା

ଦିଗପହଣ୍ଡି,୧୫ା୯(ଡି.ଏନ.ଏ.)-ଦିଗପହଣ୍ଡି ବ୍ଲକ କଇଠଡ଼ା ପଞ୍ଚାୟତ ଗୁହାଳପୁର ଗ୍ରାମ ସୋଲ ପୋଖରୀ କାମ ଚାଲିଥିବା ବେଳେ ଏପ୍ରିଲ ୧ ତାରିଖ ସନ୍ଧ୍ୟାରେ ଅଖାରେ ଭର୍ତ୍ତି ଏକ ନରକଙ୍କାଳ ମିଳିଥିଲା। ପ୍ରାୟ ଦେଢ଼ବର୍ଷ ପୂର୍ବେ ଗାଁରୁ ନିଖୋଜ ହୋଇଯାଇଥିବା ଯୁବକ କାଳୁ ପ୍ରଧାନଙ୍କ ସ୍ତ୍ରୀ…

ଘରେ ପଡ଼ି ମୃତ୍ୟୁ, ଅପମୃତ୍ୟୁ ମାମଲା ରୁଜୁ

ଭଞ୍ଜନଗର,୧୫।୯(ଡି.ଏନ.ଏ)-ଭଞ୍ଜନଗର ଥାନା ଅନ୍ତର୍ଗତ ବୁଦୁଲିର କାମରାଜୁ ଡାକୁଆ (୬୦) ଶନିବାର ରାତିରେ ଘରେ ପଡ଼ି ଯାଇଥିଲେ। ପରିବାର ଲୋକେ ତାଙ୍କୁ ଚିକିସତ୍ା ପାଇଁ ଭଞ୍ଜନଗର ଡାକ୍ତରଖାନାକୁ ଆଣିଥିଲେ। ସେଠାରେ କାମରାଜୁଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ଭଞ୍ଜନଗର ପୋଲିସ ମୃତଦେହକୁ ଜବତ…

ମୃତକଙ୍କ ନାଁରେ ଉଠାଯାଉଛି ଭତ୍ତା

ତିହିଡ଼ି, ୧୪।୯ (ଡି.ଏନ.ଏ.)- ଭଦ୍ରକ ଜିଲା ତିହିଡ଼ି ବ୍ଲକ ଶ୍ୟାମସୁନ୍ଦରପୁର ପଞ୍ଚାୟତରେ ବିଭିନ୍ନ ଅନିୟମିତତା ନେଇ ଅଭିଯୋଗ ହୋଇଛି। ଏପରିକି ମୃତକଙ୍କ ନଁାରେ ୨ ବର୍ଷ ହେଲା ଭତ୍ତା ଟଙ୍କା ଉଠାଯାଉଛି ବୋଲି ପଞ୍ଚାୟତର କେତେକ ଅଧିବାସୀ ବିଡିଓଙ୍କୁ ଭେଟି ଅଭିଯୋଗ…

କେନ୍ଦୁଝରରେ ମୂଷଳ ଧାରାରେ ବର୍ଷା:ସାରା ସହର ଜଳାର୍ଣ୍ଣବ, ଲୋକଙ୍କ ଘରେ ପଶିଲା ପାଣି

କେନ୍ଦୁଝର ୧୫ା୯ (ସ୍ବ.ପ୍ର.)-କେନ୍ଦୁଝର ସହରରେ ରବିବାର ଅପରାହ୍ନରେ ମୂଷଳ ଧାରାରେ ବର୍ଷା ହେବା ଯୋଗୁ ସାରା ସହର ଜଳାର୍ଣ୍ଣବ ହୋଇପଡିଛି। ଅପରାହ୍ନ ୨ଟାରୁ ୪ଟା ମଧ୍ୟରେ ପ୍ରବଳତର ବର୍ଷା ହୋଇଥିଲା। ଚାହୁଁ ଚାହୁଁ ରାସ୍ତା ଘାଟରେ ବର୍ଷା ପାଣିର ସୁଅ ଛୁଟିଥିଲା।…

୪ ଲକ୍ଷ ଲୁଟ୍‌ ଘଟଣା : ଅଭିଯୁକ୍ତ କୋର୍ଟ ଚାଲାଣ

ବଡ଼ବିଲ,୧୫।୯(ସ୍ବ.ପ୍ର.) : କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁସ୍ଥିତ ଶ୍ରୀଜଗନ୍ନାଥ ଷ୍ଟିଲ ଆଣ୍ଡ୍‌ ପାୱାର ଲିଃ କାରଖାନାର ପାର୍କିଂସ୍ଥଳୀର ପରିବହନକାରୀ ମା’ ସନ୍ତୋଷୀ ଟ୍ରାନ୍ସପୋର୍ଟ ସଂସ୍ଥା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ କରି ୪ ଲକ୍ଷ ଲୁଟ୍‌ ହୋଇଥିଲା। ଏହି ଘଟଣାରେ…

କମ୍ପ୍ୟୁଟର ଶିକ୍ଷକ ନିଯୁକ୍ତି ନାମରେ ଠକେଇ ମାମଲା : ୩ ଅଟକ

କେନ୍ଦୁଝର,୧୫।୯(ସ୍ବ.ପ୍ର.): କମ୍ପ୍ୟୁଟର ଶିକ୍ଷକ ନିଯୁକ୍ତି ନାମରେ ଠକେଇ ମାମଲାରେ ଟାଉନ ଥାନା ପୋଲିସ ଓଡ଼ିଶା ଏଜୁକେଶନ ଆଣ୍ଡ ଟ୍ରେନିଂ (ଓଏଇଟି) ନାମକ ଏକ କମ୍ପ୍ୟୁଟର ସଂସ୍ଥାର ୩ ଜଣଙ୍କୁ ରବିବାର ଅଟକ ରଖି ପଚରା ଉଚରା କରୁଥିବା ଜଣାପଡ଼ିଛି। କମ୍ପ୍ୟୁଟର ତାଲିମ…

ଟାଟା ମ୍ୟାଜିକ୍‌ରୁ ୪୦ ଖଣ୍ଡ ଶାଳକାଠ ଜବତ: ମାଲିକ ଗିରଫ

ଭବାନୀପାଟଣା,୧୫।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଶ୍ୱନାଥପୁର ମୂଷାନାଳ ସେକ୍ସନ ପକ୍ଷରୁ ଲାଞ୍ଜି ପଞ୍ଚାୟତ ଜାମଚୁଆଠାରେ ଚଢ଼ାଉ ହୋଇଛି। ଏଥିରେ ଟାଟା ମ୍ୟାଜିକ୍‌ରୁ ୪୦ ଖଣ୍ଡ ଶାଳକାଠ ଜବତ କରାଯାଇଛି। ଗାଡ଼ିକୁ ବନ ବିଭାଗ ଅଟକ ରଖିଥିବା ବେଳେ ମାଲିକ ବିଭୀଷଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri