ଆମ ଜିଲା ଖବର

୯. ୯୧ ଲକ୍ଷ ମେଟ୍ରିକ ଟନ୍‌ ଖରିଫ ଧାନ ସଂଗ୍ରହ ଲକ୍ଷ୍ୟ

ବାରିପଦା ଅଫିସ,୧୧ା୧୧- ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ନିର୍ଦ୍ଦେଶ ମୁତାବକ, ଚଳିତ ବର୍ଷ ପାଇଁ ମୟୂରଭଞ୍ଜ ଜିଲାର ଚାଷୀମାନଙ୍କଠାରୁ ଧାନ କିଣାଯିବା ନେଇ ଜିଲାସ୍ତରୀୟ ଧାନ ସଂଗ୍ରହ ନୀତି ନିର୍ଦ୍ଧାରଣ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା…

ବିବାହିତା ମହିଳା ନିଖୋଜ; ସାଇଣ୍ଟିଫିକ୍‌ ଟିମ୍‌ ନେଇ ତଦନ୍ତ କଲା ପୋଲିସ

ବାହାନଗା,୧୧ା୧୧(ଡି.ଏନ.ଏ.)-ଜଣେ ବିବାହିତା ମହିଳା ନିଖୋଜ ହେବା ଘଟଣା ନେଇ ତାଙ୍କ ବାପା ବାଲେଶ୍ୱର ଜିଲା ସୋର ଥାନାରେ ଗତ ୭ ତାରିଖରେ ଅଭିଯୋଗ କରିଥିଲେ। ସେହିଦିନ ପୋଲିସ ଘଟଣାର ତଦନ୍ତ କରିବା ବେଳେ ଏହି ମହିଳାଙ୍କ ଶାଶୁଘର କାନ୍ଥରେ ରକ୍ତଛିଟା ପଡିଥିବା…

ଚାଷଜମି ବୁଲି ଦେଖିଲେ ମନ୍ତ୍ରୀ

ଖଇରା,୧୧।୧୧(ଡି.ଏନ.ଏ.)- ବାତ୍ୟା ବୁଲ୍‌ବୁଲ୍‌ ପ୍ରଭାବରେ ଖଇରା ବ୍ଲକର ୮୦ଭାଗ ଧାନ ପାଣିରେ ବୁଡିରହିଛି ା ପାଚିଲା ଧାନରେ ବର୍ଷା ମାଡ଼ ଚାଷୀଙ୍କ ମେରୁଦଣ୍ଡ ଦୋହଲାଇ ଦେଇଛି। ଚାଷୀଙ୍କର ଏଭଳି ଦୁଃସମୟରେ ସେମାନଙ୍କୁ ଭେଟି ଆଶ୍ୱାସନା ଦେଇଛନ୍ତି ସ୍ଥାନୀୟ ବିଧାୟକ ତଥା ପର୍ଯ୍ୟଟନ…

ଜନ୍ମଦିନରେ ବିଭିନ୍ନ ମହଲରୁ କେନ୍ଦ୍ରମନ୍ତ୍ରୀ ପ୍ରତାପଙ୍କୁ ଶୁଭେଚ୍ଛା; ବୃଦ୍ଧାଶ୍ରମର ଅନ୍ତେବାସୀ କଲେ ଆଶୀର୍ବାଦ

ବାଲେଶ୍ୱର ଅଫିସ, ୧୧।୧୧-ଭାରତର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ, ମତ୍ସ୍ୟ, ପ୍ରାଣୀବିକାଶ ଏବଂ ଗୋପାଳନ ରାଷ୍ଟ୍ରମନ୍ତ୍ରୀ ତଥା ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ୬୪ତମ ଜନ୍ମଦିନ ବାଲେଶ୍ୱର ଜିଲାର ବିଭିନ୍ନ ସ୍ଥାନରେ ପାଳିତ ହୋଇଛି। ବିଭିନ୍ନ ମହଲରୁ ତାଙ୍କୁ…

କର୍ଲାମୁଣ୍ଡା ବ୍ଲକ: ୯ କେନ୍ଦ୍ରର ଘର ନାଁଇଁନ, ବିପଦ୍‌ ଅବସ୍‌ତାରେ ୩ କେନ୍ଦ୍ର

କର୍ଲାମୁଣ୍ଡା, ୧୧।୧୧(ଡି.ଏନ୍‌.ଏ.)- ସରକାର ଅଙ୍ଗନଓ୍ବାଡି କେନ୍ଦ୍ର ଜରିଆନେ ଜନସାଧାରନକୁଁ ଭିନେ ଭିନେ ସେବା ଯୁଗେଇ ଦେଉଛନ୍‌। ସେଥିରଲାଗି କେନ୍ଦ୍ରରେ ଝନେ କରମୀ ଆର ସହାୟିକାକୁଁ ନିଯୁକ୍ତ କରିଛନ୍‌। ହେଲେ ଅନେକ ଜାଗାରେ ଭିତିଭୂମି ଅଭାବୁ ସରକାରକଁର ଇ ମହତ୍‌ ଯୋଜନା ବାଟ୍‌ବନା…

ସାହାଯ୍‌ ଆଶ୍‌ରେ ପକ୍ଷାଘାତ ରୁଗୀ ନିତ୍ୟାନନ୍ଦ

ଲାଠୋର, ୧୧।୧୧(ଡି.ଏନ୍‌.ଏ.)- ସରକାର ଅନେକ ଯୋଜନା କାଯ୍‌କାରୀ କରି ଗରିବ୍‌ ଦୁଖିକୁ ମାହାଲିଆ ଚିକିଛା ସୁବିଧା, ଉଷୋକଷା ଯୁଗେଇ ଦେଉଛନ୍‌। ହେଲେ ପରଚାର ପରସାର ଅଭାବୁ ଅନେକ ଗରିବ୍‌ ଦୁଖି ଯୋଜନା ବାବ୍‌ଦେ ଜାନି ନାଇଁପାରବାର। ଏନ୍‌ତାଥି ସେମାନେ ରୋଗ୍‌ରେ ପଡ଼ି…

ଦାଦନ ଖଟିବାକୁ ଯାଇ ପୁଅ ନିଖୋଜ, ଫେରିବା ବାଟକୁ ଚାହିଁ ବସିଛନ୍ତି ମା’ବାପା

ଖପା୍ରଖୋଲ,୧୧।୧୧(ଡି.ଏନ୍‌.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଭାନପୁର ପଞ୍ଚାୟତ ଅନ୍ତର୍ଗତ ତୁର୍ଲା ଗାଁର ରଞ୍ଜିତ ଭୁଏଙ୍କ ପୁଅ ଯୁଗେନ୍ଦ୍ର ଭୁଏ(୨୧)। ଦେଢବର୍ଷ ତଳେ ଚେନ୍ନାଇକୁ ଦାଦନ ଖଟିବାକୁ ଯାଇ କେଉଁଆଢେ ନିଖୋଜ ହୋଇଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ପରିବାର ଲୋକଙ୍କ…

ପ୍ରଶାସନର ଦୃଷ୍ଟି ଆଢୁଆଳରେ ଶୈବପୀଠ : ଯେଉଁଠି କଳା ପଥର ପାଲଟେ ଧଳା

ନୟାଗଡ଼ ଅଫିସ,୧୧ା୧୧: ନୟାଗଡ଼ ଜିଲା ସଦର ବ୍ଲକ ବିରୁଡ଼ା ପଞ୍ଚାୟତ ବାଘେରା ଗ୍ରାମସ୍ଥିତ ଶ୍ରୀଶ୍ରୀ ଧବଳେଶ୍ୱର ମହାଦେବ ବିଜେ ମନ୍ଦିର ପ୍ରଶାସନର ଦୃଷ୍ଟି ଆଢୁଆଳରେ ରହିଛି। ରାଜାରାଜୁଡ଼ା ଅମଳରୁ ପ୍ରତିଷ୍ଠିତ ମନ୍ଦିରର ଯେଉଁଭଳି ଉନ୍ନତି ହେବା କଥା ତାହା ହୋଇନାହିଁ। ପାହାଡ଼…

ରାଜନଗରର ୩ ବୁଲ୍‌ବୁଲ୍‌

ରାଜନଗର, ୧୧।୧୧ (ଡି.ଏନ୍‌.ଏ.) : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ବୁଲ୍‌ବୁଲ୍‌ ରାଜନଗର ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟାଇଥିବା ବେଳେ ରାଜନଗରକୁ ୩ ‘ବୁଲ୍‌ବୁଲ୍‌’ ଉପହାର ଦେଇଛି। ଗତ ୯ ତାରିଖରେ ବାତ୍ୟା ବୁଲ୍‌ବୁଲ୍‌ ପ୍ରଭାବରେ ବର୍ଷା, ପବନ ଲାଗି…

ବର୍ଷକର ଦାନା ନେଇଗଲା ବୁଲ୍‌ବୁଲ୍‌

ମାର୍ଶାଘାଇ/ଆଳି, ୧୧।୧୧ (ଡି.ଏନ୍‌.ଏ.) : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ବୁଲ୍‌ବୁଲ୍‌’ ପ୍ରଭାବରେ ଉପକୂଳ ଓଡ଼ିଶାର କେତେକ ଜିଲାରେ ଶୁକ୍ରବାର ଓ ଶନିବାର ୨ଦିନ ପବନ ଓ ବର୍ଷା ଲାଗି ରହିଥିଲା। ଏଥିଯୋଗୁ ମାର୍ଶାଘାଇ ବ୍ଲକ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟିଛି।…

ବସ୍‌ ବାଇକ ମୁହାଁମୁହିଁ ଧକ୍କା, ଚାଳକ ଗୁରୁତର: ରାସ୍ତା ମରାମତି ଦାବିରେ ପ୍ରତିବାଦ ସଭା

ଧର୍ମଶାଳା/ଜେନାପୁର,୧୦ା୧୧(ଡି.ଏନ୍‌.ଏ.)- ଧର୍ମଶାଳା ବ୍ଲକ ଜେନାପୁର ଥାନା ଅନ୍ତର୍ଗତ ଚଣ୍ଡିଖୋଲ-ଡୁବୁରୀ ୫୩ନଂ ଜାତୀୟ ରାଜପଥ କୁସୁନପୁର ଛକଠାରେ ରବିବାର ବସ୍‌ ବାଇକ୍‌ ମୁହଁାମୁହଁି ଧକ୍କା ହୋଇଛି। ଏଥିରେ ଜଣେ ବାଇକ୍‌ ଚାଳକ ଗୁରୁତର ହୋଇଛନ୍ତି। ଚାଳକ ଜଣଙ୍କ ଏହି ଥାନା ଅନ୍ତର୍ଗତ ବଉଳମାଳ…

ବିଭିନ୍ନ ସ୍ଥାନରେ ମହମ୍ମଦଙ୍କ ଜୟନ୍ତୀ ପାଳିତ

ଧର୍ମଶାଳା,୧୦ା୧୧(ଡି.ଏନ୍‌.ଏ.)- ଯାଜପୁର ଜିଲା ଧର୍ମଶାଳା ବ୍ଲକର ବିଭିନ୍ନ ସ୍ଥାନରେ ରବିବାର ମହାପୁରୁଷ ମହମ୍ମଦଙ୍କ ଜୟନ୍ତୀ ଉତ୍ସବ ପାଳିତ ହୋଇଯାଇଛି। ଏହି ଅବସରରେ ମୁଲମାନ ଭାଇମାନେ ଏକତ୍ରିତ ହୋଇ ତାଜିଆ ଶୋଭାଯାତ୍ରାରେ ସାମିଲ ହୋଇଥିଲେ। ଧର୍ମଶାଳା ବଜାର ସମେତ ଚୋରମୁହାଁ, ଚହଟା, ବଡ଼ମଙ୍ଗଳପୁର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?