ବାର୍ହା ଆକ୍ରମଣରେ ଜଣେ ଗୁରୁତର
ମହାକାଳପଡ଼ା,୧୧।୧୦(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଅଧୀନ ଦେଉଳପଡ଼ା ପଞ୍ଚାୟତର ସ୍ଥାନୀୟ ଓରତ ଗ୍ରାମର ଜଣେ ବ୍ୟକ୍ତି ବାର୍ହା ଆକ୍ରମଣରେ ଗୁରୁତର ହୋଇଛନ୍ତି। ସେ ହେଲେ ଭ୍ରମରବର ସେଠୀ (୫୫)। ଭ୍ରମରବର ନିକଟସ୍ଥ ଚାଷ ଜମିକୁ ଯାଉଥିବା ବେଳେ ଏକ ବୁଦା ନିକଟରୁ…
‘ବୁଲ୍ବୁଲ୍’ କ୍ଷୟକ୍ଷତି ଆକଳନ: କେନ୍ଦ୍ରାଞ୍ଚଳ ଆର୍ଡିସିଙ୍କ ଚାନ୍ଦବାଲି ଗସ୍ତ
ଚାନ୍ଦବାଲି,୧୦।୧୧(ଡି.ଏନ୍.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକରେ ବାତ୍ୟା ‘ବୁଲ୍ବୁଲ୍’ର କ୍ଷୟକ୍ଷତି ଆକଳନ ଲାଗି କେନ୍ଦ୍ରାଞ୍ଚଳ ଆର୍ଡିସି ଅନିଲ କୁମାର ସାମଲ ରବିବାର ଚାନ୍ଦବାଲି ଗସ୍ତ କରିଛନ୍ତି। ସେ ବିଭିନ୍ନ ବିଭାଗର ଅଧିକାରୀଙ୍କ ସହ ବ୍ଲକ ସଭାଗୃହରେ କ୍ଷୟକ୍ଷତି ସମ୍ପର୍କରେ ଆଲୋଚନା କରିଛନ୍ତି।…
କାଙ୍କରାରେ ଅଗ୍ନିକାଣ୍ଡ: ଜଳିଗଲା ୭ ବଖରା
ଭଦ୍ରକ ଅଫିସ,୧୦।୧୧(ଡି.ଏନ୍.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ କାଙ୍କରା ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ସୁଦାମ ପାତ୍ର ଓ ନିରଞ୍ଜନ ପାତ୍ରଙ୍କ ୭ ବଖରା ସହ ଏକ ଗୁହାଳ ଭସ୍ମୀଭୂତ ହୋଇଛି। ୨ ଗୋରୁ ଆହତ…
ଜଳେଶ୍ୱର-ଚନ୍ଦନେଶ୍ୱର ରାସ୍ତାରେ ବସ୍ ଦୁର୍ଘଟଣାଗ୍ରସ୍ତ: ୧୩ ଗୁରୁତର
ଜଳେଶ୍ୱର,୧୦।୧୧(ଡି.ଏନ୍.ଏ.): ବାଲେଶ୍ୱର ଜିଲା ଜଳେଶ୍ୱର-ଚନ୍ଦନେଶ୍ୱର ରାସ୍ତା ନାମ୍ପୋଠାରେ ରବିବାର ଏକ ଘରୋଇ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ୧୩ ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ଜଳେଶ୍ୱର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ବସ୍ଟି ଚନ୍ଦନେଶ୍ୱରରୁ ଜଳେଶ୍ୱର ଅଭିମୁଖେ ଯାଉଥିବା…
ବସ୍ ବାଇକ୍ ମୁହାଁମୁହିଁ: ବାଇକ୍ ଚାଳକ ଗୁରୁତର
ଜେନାପୁର,୧୦।୧୧(ଡି.ଏନ୍.ଏ.): ଯାଜପୁର ଜିଲା ଜେନାପୁର ଅନ୍ତର୍ଗତ ଚଣ୍ଡିଖୋଲ-ଡ଼ୁବୁରୀ ୫୩ ନଂ. ଜାତୀୟ ରାଜପଥ କୁସୁନପୁର ଛକଠାରେ ରବିବାର ସକାଳେ ଏକ ଦୁର୍ଘଟଣା ଘଟିଛି। ଏକ ବସ୍ ଓ ବାଇକ୍ ମୁଁହାମୁହିଁ ହେବାରୁ ବାଇକ୍ ଚାଳକ ଗୁରୁତର ହୋଇଛନ୍ତି। ଗୁରୁତର ଜଣକ କାଦୁଅବୋଉଳିମାଳ…
୯ଟି ଅଙ୍ଗନଓ୍ବାଡ଼ି କେନ୍ଦ୍ରର ନିଜସ୍ବ ଗୃହ ନାହିଁ : ଜିଲାପାଳ ଦୃଷ୍ଟି ଦେବାକୁ ଦାବି
କର୍ଲାମୁଣ୍ଡା,୧୦।୧୧(ଡି.ଏନ୍.ଏ.): ଅଙ୍ଗନୱାଡ଼ି କେନ୍ଦ୍ର ଜରିଆରେ ସାଧାରଣ ଲୋକଙ୍କୁ ବିଭିନ୍ନ ସେବା ଯୋଗାଇବାର ଲକ୍ଷ୍ୟ ନେଇ ସରକାର ସମନ୍ବିତ ଶିଶୁ ବିକାଶ ଯୋଜନାରେ କେନ୍ଦ୍ରଗୁଡ଼ିକ ଖୋଲି କର୍ମୀ ଓ ସହାୟିକାଙ୍କୁ ନିଯୁକ୍ତି ଦେଇଛନ୍ତି। ତେବେ ଉପଯୁକ୍ତ ଭିତ୍ତିଭୂମି ନ ଥିବାରୁ ସେବା ଠିକ୍…
କହ୍ନେଇପୁର ଗାଁ ରାସ୍ତା ଶୋଚନୀୟ
ଚିଲିକା,୧୦।୧୧(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ବାଣପୁର ବ୍ଲକର କହ୍ନେଇପୁର ଗାଁ । ଏହି ଗାଁ ର ପୂର୍ବପଟରେ ରହିଛି ଜଗତି ପାହାଡ଼, ପଶ୍ଚିମରେ ୧୬ ନଂ ଜାତୀୟ ରାଜପଥ। ରାଜପଥଠାରୁ ମାତ୍ର ୫ ଶହ ମିଟର ଦୂରରେ ରହିଛି ଉକ୍ତ ଗାଁ ।…
ସରକାରୀ ନିୟମକୁ ଫୁ: ରାସ୍ତା କଡ଼, ଡ୍ରେନରେ ପକାଯାଉଛି ବ୍ୟବହୃତ ସିରିଞ୍ଜ, ଛୁଞ୍ଚି
ଖୋର୍ଦ୍ଧା ଅଫିସ,୧୦।୧୧: ବାୟୋ ମେଡିକାଲ ୱେଷ୍ଟ ମ୍ୟାନେଜମେଣ୍ଟ ଆଇନକୁ ଘରୋଇ ମେଡିକାଲ, ପାଥୋଲାବ ସେଣ୍ଟର ଓ ଔଷଧ ଦୋକାନୀ ମାନୁନାହାନ୍ତି। ଖୋର୍ଦ୍ଧା ମ୍ୟୁନିସିପାଲିଟିର ଅସ୍ଥାୟୀ ଡମ୍ପିଂୟାର୍ଡ କୁହାଯାଉଥିବା ଜିଲା ସଦର ମହକୁମା ବାଜପୁର ରାସ୍ତାର ଏସ୍ପିଙ୍କ କାର୍ଯ୍ୟାଳୟ ପାଖରେ ବ୍ୟବହୃତ ଛୁଞ୍ଚି…
ରେଳଧାରଣା ନିକଟରୁ ଅଚିହ୍ନା ଯୁବତୀଙ୍କ ମୃତଦେହ ଉଦ୍ଧାର
ତିର୍ତ୍ତୋଲ,୧୦।୧୧(ଡି.ଏନ୍.ଏ.): ଜଗତସିଂହପୁର ଜିଲା ତିର୍ତ୍ତୋଲ ଥାନା ଅନ୍ତର୍ଗତ କଟକ-ପାରାଦୀପ ରେଳଧାରଣାର ବନ୍ଧବାଟି ଲେବୁଲ କ୍ରସିଂ ନିକଟରୁ ରବିବାର ସକାଳେ ଜଣେ ଅଚିହ୍ନା ଯୁବତୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସେଠାରୁ ଏକ ରେଳ ଟିକେଟ୍, ପର୍ସ ଏବଂ ଏକ ଫୋନ୍ କଭର ପଡ଼ିଥିବା…
ମୁନିଗୁଡ଼ା ଅଞ୍ଚଳରେ ମାଓବାଦୀ ପୋଷ୍ଟର, ବ୍ୟାନର: ଲୋକେ ଭୟଭୀତ
ମୁନିଗୁଡା,୧୦।୧୧(ଡି.ଏନ୍.ଏ.): ରାୟଗଡା ଜିଲା ମୁନିଗୁଡା ବ୍ଲକ ତଥା ଅମ୍ବାଦଳା ଥାନା ଅନ୍ତର୍ଗତ ବିଜାବଣ୍ଡଳି ଗ୍ରାମ ଛକ ନିକଟରେ ରବିବାର ମାଓବାଦୀ ବ୍ୟାନର ଓ ପୋଷ୍ଟର ଲାଗିଥିବା ଦେଖାଯାଇଛି। ଉକ୍ତ ବ୍ୟାନର ଓ ପୋଷ୍ଟରଟି ବଂଶଧାର ଘୁମୁସୁରା ନାଗାବଳି ଡିଭିଜନ କମିଟି ସିପିଆଇ(ମାଓବାଦୀ…
ଶିଶୁ ମୃତ୍ୟୁକୁ ନେଇ ଏସ୍ସିବି ମେଡିକାଲରେ ଉତ୍ତେଜନା
କଟକ ଅଫିସ,୧୦।୧୧: ଶିଶୁ ମୃତ୍ୟୁକୁ ନେଇ ଏସ୍ସିବି ମେଡିକାଲରେ ରବିବାର ଉତ୍ତେଜନା ପ୍ରକାଶ ପାଇଛି। ସିଡିଏ ୬ ନଂ ଅଞ୍ଚଳର ଜଣେ ୩ ବର୍ଷର ଶିଶୁ ତାଜାରୁ ଖସି ପଡି ଆହତ ହୋଇ ଏସ୍ସିବି କାଜୁଆଲଟିକୁ ଶନିବାର ରାତିରେ ଆସିଥିଲେ। କାଜୁଆଲଟି…
ମହାପ୍ରଭୁଙ୍କ ବାଙ୍କଚୂଡ଼ା ବେଶ ଦେଖିଲେ ଭକ୍ତ
ପୁରୀ ଅଫିସ, ୧୦।୧୧: କାର୍ତ୍ତିକ ଶୁକ୍ଳ ଦ୍ୱାଦଶୀ ତଥା ପଞ୍ଚୁକର ଦ୍ୱିତୀୟ ଦିବସରେ ଶନିବାର ରତ୍ନସିଂହାସନରେ ମହାପ୍ରଭୁଙ୍କ ବାଙ୍କଚୂଡ଼ା ବେଶ ଅନୁଷ୍ଠିତ ହୋଇଛି । ଏହି ବେଶ ଦର୍ଶନ ଲାଗି ଶ୍ରୀମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼ ହୋଇଥିଲା। ଅବକାଶ ନୀତି ଶେଷ…

