ଫାର୍ମ ହାଉସରୁ ଚୋରି: ୧୨ ଗିରଫ; ଗ୍ୟାସ ସିଲିଣ୍ଡର, ଲାପ୍ଟପ, ପାଣିପମ୍ପ ଜବତ
ବାରଙ୍ଗ,୧୦।୧୧(ଡି.ଏନ୍.ଏ.): ଚନ୍ଦକା ଥାନା ଅନ୍ତର୍ଗତ ଏସ୍ଓଜି ନିକଟ ଏକ ଫାର୍ମ ହାଉସରୁ ଚୋରି ଅଭିଯୋଗରେ ପୋଲିସ ୧୨ ଅଭିଯୁକ୍ତଙ୍କୁ ଗିରଫ କରି ଶନିବାର କୋର୍ଟଚାଲାଣ କରିଛି। ପୋଲିସ ସେମାନଙ୍କଠାରୁ ମୋବାଇଲ ଫୋନ, ଘଣ୍ଟା, ଲାପ୍ଟପ, ୯ ଗ୍ୟାସ ସିଲିଣ୍ଡର ଓ ପାଣିପମ୍ପ…
ପବନରେ ଇଟା ଖସିଲା: ୩ ହବିଷିଆଳି ଆହତ
ପୁରୀ ଅଫିସ, ୧୦।୧୧: ବାତ୍ୟା ବୁଲବୁଲ ପ୍ରଭାବରେ ୩ଜଣ ହବିଷିଆଳି ଆହତ ହୋଇଛନ୍ତି। ଜିଲା ସଦର ମୁଖ୍ୟ ଚିକିତ୍ସାଳୟରେ ସେମାନେ ଚିକିତ୍ସା ପରେ ସୁସ୍ଥ ହୋଇ ଆଶ୍ରୟସ୍ଥଳୀକୁ ଫେରିଛନ୍ତି। ସୂଚନା ମୁତାବକ, ନିର୍ମାଣାଧୀନ ନରେନ୍ଦ୍ରକୋଣ ଆଶ୍ରୟସ୍ଥଳୀରେ ପ୍ରାୟ ୧,୨୦୦ ହବିଷିଆଳି ଅଛନ୍ତି।…
ଭିନ୍ନ ମୋଡ ନେଲା ରାଜା ଧରଣୀଧର ସ୍କୁଲ ଛାତ୍ର ମୃତ୍ୟୁ ଘଟଣା: ଶିକ୍ଷକଙ୍କ ନିର୍ଯାତନା ସହି ନ ପାରି ମୃତ୍ୟୁ ଅଭିଯୋଗ
ବଣାଇ,୧୦।୧୧(ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା ବଣାଇ ରାଜା ଧରଣୀଧର ଉଚ୍ଚବିଦ୍ୟାଳୟର ଦଶମ ଶ୍ରେଣୀ ଛାତ୍ର ମୁରଲୀଧର ଭୂମିଜ(୧୫)ଙ୍କ ମୃତ୍ୟୁ ଘଟଣା ଭିନ୍ନ ମୋଡ଼ ନେଇଛି। ଶିକ୍ଷକ ନିର୍ଯାତନା ସହି ନ ପାରି ତାଙ୍କ ମୃତ୍ୟୁ ଘଟିଥିବା ଶୁକ୍ରବାର ସନ୍ଧ୍ୟାରେ ବଣାଇ ଥାନାରେ ପରିବାର…
କାର୍ ପୋଛା ବେଳେ ଦାଗ: ଦିବ୍ୟାଙ୍ଗ ଛାତ୍ରଙ୍କୁ ନିସ୍ତୁକ ପିଟିଲେ ଶିକ୍ଷକ
ଦିଗପହଣ୍ଡି,୧୦।୧୧(ଡି.ଏନ.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ତଲାସିଙ୍ଗି ସରକାରୀ ହାଇସ୍କୁଲର ଜଣେ ଶିକ୍ଷକଙ୍କ କାରରୁ ଧୂଳି ସଫା କରିବା ପାଇଁ ୯ମ ଶ୍ରେଣୀର ଦିବ୍ୟାଙ୍ଗ ଛାତ୍ରଙ୍କୁ ନିୟୋଜିତ କରାଯାଇଥିଲା। ସଫା କରିବାବେଳେ କାରରେ ଦାଗ ହୋଇଯିବାରୁ ଶିକ୍ଷକ ଜଣକ…
ଧରିତ୍ରୀ ପ୍ରଭାବ: ନିରୀହ ଲୋକଙ୍କୁ ପୋଲିସର ମାଡ଼ ଘଟଣାରେ କ୍ଷତିପୂରଣ ଲାଗି ଏନ୍ଏଚ୍ଆର୍ସିର ନିର୍ଦ୍ଦେଶ
ପୁରୁଷୋତ୍ତମପୁର, ୧୦।୧୧ (ଡି.ଏନ.ଏ.): ଜାତୀୟ ମାନବାଧିକାର କମିଶନ ପୋଲିସ ମାଡରେ ଆହତ ୭ ଜଣଙ୍କୁ ୨୫ହଜାର ଲେଖାଏ କ୍ଷତିପୂରଣ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। କ୍ଷତିପୂରଣ ପାଇବାକୁ ଥିବା ବ୍ୟକ୍ତିହେଲେ କୁମାରୀର ଅଧିକାରୀ ବେହେରା, ପୁରୁଷୋତ୍ତମପୁର ମେନ୍ରୋଡ୍ର ଗଣପତି ସାହୁ, ମହେଶ୍ୱର ମହାନ୍ତି,…
ଗଞ୍ଜାମ ଜିଲା ଚିଠି: ପଛକୁ ଦେଖ
ଗତ ଏକ ବର୍ଷ ହେଲା ବ୍ରହ୍ମପୁର ମହାନଗର ନିଗମ(ବିଏମ୍ସି)ରେ ଅମଲାତନ୍ତ୍ର ଶାସନ ଚାଲିଛି। ୨୦୧୮ ସେପ୍ଟେମ୍ବର ୩୦ରେ ରାଜ୍ୟବ୍ୟାପୀ ସମସ୍ତ ପୌରସଂସ୍ଥାକୁ ରାଜ୍ୟ ସରକାର ଭାଙ୍ଗିଦେଇଥିଲେ ମଧ୍ୟ ଏଯାଏଁ ନିର୍ବାଚନ କରାଇନାହାନ୍ତି। ସୁତରାଂ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଏବେ…
ବିବାହର ପ୍ରଲୋଭନ ଦେଖାଇ ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତ ଗିରଫ
ଜଗତ୍ସିଂହପୁର ଅଫିସ,୧୦ା୧୧: ଜଗତ୍ସିଂହପୁର ଥାନା ଅଧୀନ ସିଙ୍ଘାରପୁର ନବାପାଟଣା ଗ୍ରାମର ରାଜୁ ଓରଫ ରାଜେଶ ଗୋଚ୍ଛାୟତ(୩୦)ଜଣେ ନାବାଳିକାଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ନାବାଳିକାଙ୍କ ଅଭିଯୋଗକୁ ଭିତ୍ତିକରି ପୋଲିସ ମାମଲା ସଂଖ୍ୟା ୩୮୨/୧୯ ରୁଜୁ ସହ ଅଭିଯୁକ୍ତଙ୍କୁ ଗିରଫ ପରେ ଶନିବାର…
ମାନସିକ ଶାନ୍ତି ବରିଷ୍ଠ ନାଗରିକଙ୍କ ମୁହଁରେ ହସ ଫୁଟାଇବ
ସୋନପୁର, ୧୦।୧୧(ନି.ପ୍ର.) ସୁବର୍ଣ୍ଣପୁର ଜିଲା ବରିଷ୍ଠ ନାଗରିକ ସମିତି ପକ୍ଷରୁ ସ୍ଥାନୀୟ ପ୍ରଭାସ ଲଜ ସଭାଗୃହରେ ଉପସଭାପତି ଆଇନଜୀବୀ ଚନ୍ଦ୍ରମଣି ଦାଶଙ୍କ ପୌରୋହିତ୍ୟରେ ଏକ ପ୍ରବଚନ ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ଆର୍ଟ ଅଫ ଲିଭିଂର ଶିକ୍ଷକ ହିମାଂଶୁ କୁମାର ପଣ୍ଡା…
ପାହାଡ଼ରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର
ପାଲଲହଡ଼ା, ୧୦ା୧୧(ଡି.ଏନ.ଏ.) – ଅନୁଗୋଳ ଜିଲା ପାଲଲହଡ଼ା ଉପଖଣ୍ଡ ଆଲୁରି ପଞ୍ଚାୟତ ବୁରୁବୁରା ଗ୍ରାମର କୁଲାଡେରା ଜଙ୍ଗଲ ନିକଟ ପାହାଡ଼ ଉପରୁ ଶନିବାର ଜଣେ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହକୁ ଖମାର ପୋଲିସ ଉଦ୍ଧାର କରିଛି। ମହିଳାଙ୍କ ମୁହଁଠାରୁ ଅଣ୍ଟା ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ…
ମିଳୁନି ପକ୍କାଘର: ଭଙ୍ଗାଘରେ ନିରୁପମାଙ୍କ ପରିବାର
ବାଲିକୁଦା,୧୦ା୧୧(ସ୍ବ.ପ୍ର.): ବାଲିକୁଦା ବ୍ଲକ ଅଧୀନ ସଂଗ୍ରାମପୁର ପଞ୍ଚାୟତ ଗୋଗୋଳ ଗ୍ରାମର ବିଧବା ବୃଦ୍ଧା ନିରୁପମା ମଲ୍ଲିକଙ୍କ ଫାଇଁ ପକ୍କାଘର ସାତସପନ ପାଲଟିଛି। ଫଳରେ ସେ ଭାଗ୍ୟକୁ ଆଦରି ତିନି ପୁଅ ଓ ଭୀନ୍ନକ୍ଷମ ଝିଅକୁ ଧରି ଭଙ୍ଗା ଚାଳଘରେ ରହୁଛନ୍ତି। ହେଲେ…
ବୁଲ୍ବୁଲ୍ ପ୍ରଭାବ: ଜଗତ୍ସିଂହପୁର ଜିଲାର ଧାନ,ପରିବା ଫସଲ ଅଧିକ କ୍ଷତିଗ୍ରସ୍ତ
ଜଗତ୍ସିଂହପୁର ଅଫିସ,୧୦ା୧୧: ବାତ୍ୟା ବୁଲ୍ବୁଲ ପ୍ରଭାବରେ ଜଗତ୍ସିଂହପୁର ଜିଲାର ତଳିଆ ଅଞ୍ଚଳ ଲୋକେ ପ୍ରଭାବିତ ହେବା ସହ ବ୍ୟାପକ ଧାନ ଓ ପନିପରିବା କ୍ଷତିଗ୍ରସ୍ତ ହୋଇଛି। ବିଶେଷକରି ଧାନ ଥୋଡ ଧରୁଥିବାରୁ ପବନ ମାଡରେ ଏହା ନଷ୍ଟ ପ୍ରାୟ ହୋଇଯାଇଛି। ଜିଲାର…
୩୪ତମ ବୋଇତ ବନ୍ଦାଣ ମହୋତ୍ସବ ଉଦ୍ଘାଟିତ: ସୁଦୃଢ଼ ପାଇଁ ସହଯୋଗ କରିବ ସଂସ୍କୃତି ବିଭାଗ
ଅନୁଗୋଳ ଅଫିସ, ୧୦।୧୧ – ଅନୁଗୋଳର ସେବା ଓ ସାଂସ୍କୃତିକ ଅନୁଷ୍ଠାନ ‘କଳାକାର’ ପକ୍ଷରୁ ୩୪ତମ ବୋଇତ ବନ୍ଦାଣ ମହୋତ୍ସବ ୨୦୧୯ ଶନିବାର ଉଦ୍ଘାଟିତ ହୋଇଯାଇଛି। ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶରତ ଚନ୍ଦ୍ର ସେଠୀ ମୁଖ୍ୟଅତିଥି, ଜିଲା ସଂସ୍କୃତି…

