ଆମ ଜିଲା ଖବର

୩୪ତମ ବୋଇତ ବନ୍ଦାଣ ମହୋତ୍ସବ ଉଦ୍‌ଘାଟିତ: ସୁଦୃଢ଼ ପାଇଁ ସହଯୋଗ କରିବ ସଂସ୍କୃତି ବିଭାଗ

ଅନୁଗୋଳ ଅଫିସ, ୧୦।୧୧ – ଅନୁଗୋଳର ସେବା ଓ ସାଂସ୍କୃତିକ ଅନୁଷ୍ଠାନ ‘କଳାକାର’ ପକ୍ଷରୁ ୩୪ତମ ବୋଇତ ବନ୍ଦାଣ ମହୋତ୍ସବ ୨୦୧୯ ଶନିବାର ଉଦ୍‌ଘାଟିତ ହୋଇଯାଇଛି। ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶରତ ଚନ୍ଦ୍ର ସେଠୀ ମୁଖ୍ୟଅତିଥି, ଜିଲା ସଂସ୍କୃତି…

ଦୁଇଟି ବେଶରେ ଦର୍ଶନ ଦେଲେ ନୀଳମାଧବ ଜୀଉ

ଖଣ୍ଡପଡ଼ା,୧୦ା୧୧(ସ୍ବ.ପ୍ର.): କାର୍ତ୍ତିକ ଏକାଦଶୀଠାରୁ ପୂର୍ଣ୍ଣମୀ ପର୍ଯ୍ୟନ୍ତ ୫ ଦିନରେ ଶ୍ରୀନୀଳମାଧବ ଜୀଉ ବିଭିନ୍ନ ବେଶରେ ସଜ୍ଜିତ ହୋଇ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବାର ପରମ୍ପରା ରହିଛି । ତେବେ ଶନିବାର ଶ୍ରୀ ଜୀଉଙ୍କୁ ସକାଳ ଓ ସନ୍ଧ୍ୟାରେ ୨ଟି ବେଶରେ ସଜ୍ଜିତ କରାଯାଇଥିଲା…

କ୍ରଶର ଯୋଗୁ ନଷ୍ଟ ହଉଛି ଜମି

ନୟାଗଡ଼ ଅଫିସ,୧୦ା୧୧- ନୟାଗଡ଼ ଜିଲା ଗଣିଆ ତହସିଲ ଅନ୍ତର୍ଗତ ଖଲିସିରା ଗ୍ରାମର ନୂଆତଇଲାଠାରେ ଏକ ବେଆଇନ କ୍ରଶର ଯୋଗୁ ଜଣେ ବ୍ୟକ୍ତିଙ୍କ ଜମି ନଷ୍ଟ ହେଉଛି। ଏ ନେଇ ବ୍ୟକ୍ତି ଜଣଙ୍କ ତହସିଲଦାରଙ୍କଠାରେ ଅଭିଯୋଗ କରିଥିଲେ ମଧ୍ୟ କୌଣସି ସୁଫଳ ମିଳିପାରି…

ଘରଭଙ୍ଗା କାର୍ଯ୍ୟରେ ଲଗାଇଲେ ପ୍ରଧାନ ଶିକ୍ଷକ: ଛାତ୍ରୀଛାତ୍ରଙ୍କ ହାତରେ ଶାବଳ, କୋଡ଼ି

ବନ୍ତଳା,୧୦ା୧୧(ଡି.ଏନ.ଏ.) – ଅନୁଗୋଳ ଜିଲା ବନ୍ତଳା ଥାନା ବଡ଼କଣ୍ଟକୁଳ ପଞ୍ଚାୟତ ଜମ୍ବୁଗଡ଼ିଆ ପ୍ରକଳ୍ପ ଉପ୍ରା ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶନିବାର ଛାତ୍ରୀଛାତ୍ରମାନଙ୍କୁ ଘର ଭଙ୍ଗା କାର୍ଯ୍ୟରେ ଲଗାଇଥିବା ଅଭିଭାବକମାନେ ଅଭିଯୋଗ କରିବା ସହ ଅସନ୍ତୋଷ ପ୍ରକାଶ କରିଛନ୍ତି। ସରକାର ବିଦ୍ୟାଳୟର ମରାମତି…

ସାତକୋଶିଆରେ ପହଞ୍ଚିଲେ ଇଣ୍ଡିଆନ ସ୍କିମର

ଗଣିଆ,୧୦ା୧୧(ଡି.ଏନ.ଏ.): ପ୍ରାକୃତିକ ପର୍ଯ୍ୟଟନସ୍ଥଳୀ ସାତକୋଶିଆ ସ୍ୟାଣ୍ଡ ରିସୋର୍ଟର ପର୍ଯ୍ୟଟକମାନଙ୍କୁ ଆକୃଷ୍ଟ କରୁଥିବା ବିଦେଶୀ ପକ୍ଷୀ ଇଣ୍ଡିଆନ ସ୍କିମର ପ୍ରତିବର୍ଷ ଭଳି ଚଳିତବର୍ଷ ମହାନଦୀର ବଡମୂଳଠାରେ ଶୁକ୍ରବାର ଦୃଶ୍ୟ ହୋଇଛନ୍ତି। ଶୀତଋତୁ ଆସିଲେ ବିଶେଷ କରି ନଭେମ୍ବର ଆରମ୍ଭରୁ ଫେବୃୟାରୀ ପର୍ଯ୍ୟନ୍ତ ମହାନଦୀର…

ଢେଙ୍କାନାଳ କଲେଜରେ ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶକ: ‘ସମସ୍ୟା ସମାଧାନ ଉପରେ ଗୁରୁତ୍ୱ ଦିଆଯିବ’

ଢେଙ୍କାନାଳ ଅଫିସ, ୧୦।୧୧ – ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶକ ଅଶ୍ୱିନୀ ମିଶ୍ର ଶନିବାର ଢେଙ୍କାନାଳ କଲେଜ ପରିଦର୍ଶନ କରିଛନ୍ତି। ପୂର୍ବାହ୍ନ ସାଢ଼େ ୧୧ଟାରୁ ଅପରାହ୍ନ ୪ଟା ଯାଏ ୫ଘଣ୍ଟାର ରହଣି ଭିତରେ ସେ କଲେଜରେ ଲାଗି ରହିଥିବା ସମସ୍ତ ସମସ୍ୟା…

ବିଭିନ୍ନ ସ୍କୁଲ ପରିଦର୍ଶନ କଲେ ଜିଲା ଶିକ୍ଷା ଅଧିକାରୀ: ପିଲାଙ୍କ ସହ କଲେ ମଧ୍ୟାହ୍ନଭୋଜନ

ବନ୍ତଳା,୧୦ା୧୧(ଡି.ଏନ.ଏ.) – ଅନୁଗୋଳ ଜିଲା ଶିକ୍ଷା ଅଧିକାରୀ ସଚ୍ଚିଦାନନ୍ଦ ବେହେରା ଶନିବାର ବନ୍ତଳା ଥାନା ଅଞ୍ଚଳରେ ଥିବା କେତେକ ସ୍କୁଲକୁ ଅଚାନକ ପରିଦର୍ଶନରେ ଯାଇଥିଲେ। ତାଙ୍କ ସହ ଜିଲା ବିଜ୍ଞାନ ପର୍ଯ୍ୟବେକ୍ଷକ କେଦାର ବେହେରା ଉପସ୍ଥିତ ଥିଲେ। ଜିଲା ଶିକ୍ଷା ଅଧିକାରୀ…

ଏଟିଏମ୍‌ରୁ ଟଙ୍କା ଉଠାଣ, ଗ୍ରାହକ ଭୟଭୀତ: ଛାତ୍ରଙ୍କ ଆକାଉଣ୍ଟରୁ ୧ଲକ୍ଷ ଗାଏବ

ବ୍ରହ୍ମପୁର ଅଫିସ,୧୦ା୧୧- ଗ୍ରାହକଙ୍କ ପାଖରେ ଅଛି ଏଟିଏମ୍‌ କାର୍ଡ। ନମ୍ବର କାହାରିକୁ ଦିଆଯାଇନାହିଁ କି ପିନ୍‌ ନମ୍ବର ମଧ୍ୟ କେହି ଜାଣିନାହାନ୍ତି। କିନ୍ତୁ ଅପଣାଛାଏ ଉଠୁଛି ଟଙ୍କା ଗ୍ରାହକଙ୍କ ଅଜାଣତରେ। ଏବେ ବାରମ୍ବାର ଏଭଳି ଟଙ୍କା ଉଠୁଥିବା ଘଟଣା ଦୃଷ୍ଟିକୁ ଆସୁଛି।…

ଅଙ୍ଗଦାନ କରି ୬ ଜୀବନ ବଞ୍ଚାଇଥିଲେ: ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ସୁରଜଙ୍କ ପରିବାର

ଭଞ୍ଜନଗର,୧୦।୧୧(ଡି.ଏନ.ଏ)- ଭଞ୍ଜନଗର ସହରତଳି ଲଣ୍ଡେଇସାହି ଚ୍ଛେଦାଭୁମି ରୋଡ଼ର ବାବୁଲି ସେଠୀଙ୍କ ପୁଅ ସୁରଜ ଗୁଜରାଟରେ ଏକ ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଥିଲେ। ତାଙ୍କ ବ୍ରେନ କୋମାକୁ ଚାଲିଯାଇଥିଲା। ସେଠାରେ ଚିକିତ୍ସା ପାଇଁ ଅର୍ଥ ଅଭାବ ଓ ସେ ସମୟରେ କେତେଜଣ ଲୋକଙ୍କ…

ନୂଆଗଡ଼ ବ୍ଲକରେ ଡେଙ୍ଗୁ ଆତଙ୍କ , ଜଣେ ମୃତ, ୩୩ ଆକ୍ରାନ୍ତ

ଆର.ଉଦୟଗିରି,୧୦ା୧୧(ଡି.ଏନ.ଏ.)- ଗଜପତି ଜିଲା ନୂଆଗଡ ବ୍ଲକ ନୂଆଗଡ ଗ୍ରାମ ନଦୀପାଖ ସାହିର ୩୩ ଜଣ ଡେଙ୍ଗୁ ରୋଗରେ ଆକ୍ରାନ୍ତ ହୋଇଥିବା ବେଳେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଅଧିକାଂଶ ରୋଗୀ ବ୍ରହ୍ମପୁର ବଡ ମେଡିକାଲରେ ଭର୍ତ୍ତି କରାଯାଇଥିବାବେଳେ ଶୁକ୍ରବାର ଏଠାରେ ୧୦…

ପାରାୟଣସ୍ଥଳର ୪ ହୁଣ୍ଡିରୁ ଚୋରି

ଚିକିଟିି,୧୦ା୧୧(ଡି.ଏନ.ଏ.)- ଚିକିଟି ବ୍ଲକ୍‌ ଅନ୍ତର୍ଗତ ଚାନ୍ଦପୁର ବଜାରରେ ଚାଲିଥିବା ରାମଚରିତ ମାନସ ପାରାୟଣସ୍ଥଳରେ ଥିବା ୪ଟି ହୁଣ୍ଡିରୁ ଶୁକ୍ରବାର ମଧ୍ୟରାତ୍ରିରେ ଟଙ୍କା ଚୋରି ହୋଇଛି। ଏହାକୁ ନେଇ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଅସନ୍ତାଷ ଦେଖାଦେଇଛି। ଗତ ୩୧ ତାରିଖରୁ ଚାନ୍ଦପୁର ବଜାରରେ ଅଞ୍ଚଳବାସୀଙ୍କ…

ତଥ୍ୟ ସଂଗ୍ରହ କଲେ କେନ୍ଦ୍ରୀୟ ଟିମ୍‌: ମଜୁରି ବୃଦ୍ଧି, ଠିକ୍‌ ସମୟରେ ଅନୁଦାନ ଦେବାକୁ ପ୍ରସ୍ତାବ

ଛତ୍ରପୁର,୧୦ା୧୧(ଡି.ଏନ.ଏ.)- ଦୁଇଜଣିଆ କେନ୍ଦ୍ରୀୟ ଟିମ୍‌ ୨ଦିନ ଧରି ଗଞ୍ଜାମ ଜିଲାରେ ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କରି ଜନସାଧାରଣ ଓ ମହିଳା ସଂଘଗୁଡିକ ସହ ଆଲୋଚନା କରିଥିଲେ। ଶନିବାର ତୃତୀୟ ଦିନରେ ଛତ୍ରପୁରସ୍ଥିତ ଋଷିକୁଲ୍ୟା ସମ୍ମିଳନୀ ଗୃହରେ ବିଭିନ୍ନ ସରକାରୀ ଯୋଜନାର ଅଗ୍ରଗତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?