ଦଇବ ସାଧିଲା ଦାଉ: ମା’ଙ୍କୁ ହରାଇ ଦୁଇ ଝିଅ ଅନାଥ; ସରକାରୀ ସହାୟତା ଯୋଗାଇ ଦେବାକୁ ଦାବି
ପାଟଣା, ୧୦।୧୧(ସ୍ବ.ପ୍ର.)-ଦଇବ ସାଧିଛି ଦାଉ। ପ୍ରଥମେ ବାପା ଆରପାରିକୁ ଚାଲିଯାଇଥିବାବେଳେ ଶୁକ୍ରବାର ମା’ଙ୍କ ଅକାଳ ମୃତ୍ୟୁ ଘଟିଛି । ଫଳରେ ଦୁଇ ନିଷ୍ପାପ ଶିଶୁ ଅନାଥ ହୋଇଯାଇଛନ୍ତି। ସେମାନଙ୍କୁ ଆହା ପଦେ କହିବାକୁ କେହି ନାହାନ୍ତି ା ସେହି ପିଲାଦ୍ୱୟଙ୍କ ଭବିଷ୍ୟତ…
ଆଖଣ୍ଡଳମଣି ମନ୍ଦିରରୁ ଉଡ଼ିଗଲା ନେତ
ଆରଡ଼ି, ୧୦।୧୧ (ଡି.ଏନ.ଏ.)- ଭଦ୍ରକ ଜିଲା ଆରଡ଼ିରେ ଶୁକ୍ରବାର ରାତିଠାରୁ ବୁଲ୍ବୁଲ୍ର ତାଣ୍ଡବ ଦେଖିବାକୁ ମିଳିଥିଲା। ଏହାର ପ୍ରଭାବରେ ଶନିବାର ସକାଳେ ଆରଡ଼ିର ବାବା ଆଖଣ୍ଡଳମଣିଙ୍କ ମନ୍ଦିର ଚୂଡ଼ାରୁ ନେତ ଉଡ଼ିଯାଇଥିଲା। ମନ୍ଦିରରୁ ନେତ ଉଡ଼ିଯିବାରୁ ନୀତକାନ୍ତିରେ ସାମାନ୍ୟ ବିଳମ୍ବ ହୋଇଥିଲା।…
ଜେଲ୍ ଗଲେ ନକଲି ସୋରିଷ ତେଲ କାରଖାନା ଚଳାଉଥିବା ଦମ୍ପତି
ଉଦଳା, ୧୦।୧୧ (ଡି.ଏନ.ଏ) – ମୟୂରଭଞ୍ଜ ଜିଲା ଉଦଳା ଥାନାଠାରୁ ମାତ୍ର ଦେଢ କି.ମି. ଦୂର ଏନଏସି ଅଧୀନ ୧୨ ନଂ ୱାର୍ଡରେି ଚାଲିଥିବା ନକଲି ସୋରିଷ ତେଲ କାରଖାନା ଠାବ ହେବା ପରେ ପୋଲିସ କାରଖାନା ମାଲିକ ଓ ତାଙ୍କ…
ଓଡ଼ିଶା ରାଜ୍ୟ ସ୍କୁଲସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ସ୍ଥଗିତ
ବାଲେଶ୍ୱର ଅଫିସ, ୧୦।୧୧-ବାଲେଶ୍ୱର ପରମିଟ୍ ପଡ଼ିଆରେ ଗତ ୭ତାରିଖ ଗୁରୁବାରରୁ ଉଦ୍ଘାଟିତ ହୋଇଥିବା ଓଡ଼ିଶା ରାଜ୍ୟ ୬୫ତମ ବିଦ୍ୟାଳୟ ସମୂହ ଦୌଡ଼କୁଦ ଓ ସଫ୍ଟବଲ ପ୍ରତିଯୋଗିତା ‘ବୁଲ୍ବୁଲ୍’ ପ୍ରଭାବରେ ଶନିବାର ସ୍ଥଗିତ ରହିଛି। ଏହି ପ୍ରତିଯୋଗିତା ଗୁରୁବାର ପୂର୍ବାହ୍ନରେ ଆରମ୍ଭ ହୋଇଥିଲା।…
ଝାଉଁ ଜଙ୍ଗଲ ଧରାଶାୟୀ
ଭୋଗରାଇ, ୧୦।୧୧(ଡି.ଏନ.ଏ.)-ସାମୁଦ୍ରିକ ଝଡ଼ ‘ବୁଲ୍ବୁଲ୍’ ବାଲେଶ୍ୱର ଉପକୂଳରେ ତାଣ୍ଡବ ରଚିଛି। ଏହାର ପ୍ରଭାବରେ ଶନିବାର ସକାଳଠୁ ତୁହାକୁ ତୁହା ଅବିଶ୍ରାନ୍ତ ବର୍ଷା ସହ ବତାଶର ବେଗ ବଢ଼ିଛି। ଘଣ୍ଟାକୁ ୮୦ରୁ ୧୦୦ କି.ମି. ବେଗରେ ପବନ ବୋହିବାରୁ ବହୁ ନଡ଼ା ଛପର…
ଭାଙ୍ଗିଲା ଘର, ଉଜୁଡିଲା ଧାନ
ଖଇରା, ୯।୧୧(ଡି.ଏନ.ଏ.): ବୁଲୁବୁଲ ପ୍ରଭାବରେ ଖଇରା ବ୍ଲକରେ ବ୍ୟାପକ କ୍ଷତି ହୋଇଛି। ବହୁ ସ୍ଥାନରେ ଘର ଉପରେ ଗଛ ପଡିବା ଯୋଗୁ ଛପର ଘର ଭାଙ୍ଗିରୁଜି ନଷ୍ଟ ହୋଇଯାଇଛି। କିଛି ସ୍ଥାନରେ ରାସ୍ତାରେ ଗଛ ପଡିବା ଯୋଗୁ ଯାତାୟାତ ଠପ୍ ହୋଇ…
ପାଣିରେ ଭାସୁଛି ପାଚିଲା ଧାନ
ରୂପ୍ସା,୯।୧୧(ଡି.ଏନ.ଏ.)-ସାମୁଦ୍ରିକ ବାତ୍ୟା ‘ବୁଲ୍ବୁଲ୍’ ପ୍ରଭାବରେ ବାଲେଶ୍ୱର ଜିଲା ୨ଦିନ ଧରି ଲାଗି ରହିଛି ଲଘୁଚାପଜନିତ ଲଗାଣବର୍ଷା। ଚାଷଜମି ସବୁ ଜଳମଗ୍ନ ହୋଇ ଚାଷୀଙ୍କ ମେରୁଦଣ୍ଡକୁ ଭାଙ୍ଗିଦେଇଛି। ବାଲେଶ୍ୱର ସଦର ବ୍ଲକ ଓ ବସ୍ତା ବ୍ଲକର ବିଭିନ୍ନ ପଞ୍ଚାୟତରେ ଖରିଫ ଧାନ ଅମଳ…
ଫାର୍ମହାଉସରୁ ଚୋରି : ୧୨ ଗିରଫ, ୯ ଗ୍ୟାସ ସିଲିଣ୍ଡର, ଲାପ୍ଟପ, ପାଣିପମ୍ପ ଜବତ
ବାରଙ୍ଗ,୯।୧୧(ଡି.ଏନ୍.ଏ.)- ଚନ୍ଦକା ଥାନା ଅନ୍ତର୍ଗତ ଏସ୍ଓଜି ନିକଟ ଏକ ଫାର୍ମହାଉସରୁ ଚୋରି ଅଭିଯୋଗରେ ପୋଲିସ ୧୨ ଅଭିଯୁକ୍ତଙ୍କୁ ଗିରଫ କରି ଶନିବାର କୋର୍ଟଚାଲାଣ କରିଛି। ପୋଲିସ ସେମାନଙ୍କଠାରୁ ମୋବାଇଲ ଫୋନ, ଘଣ୍ଟା, ଲାପ୍ଟପ, ୯ ଗ୍ୟାସ ସିଲିଣ୍ଡର ଓ ପାଣିପମ୍ପ ଆଦି…
ମହାପ୍ରଭୁଙ୍କ ବାଙ୍କଚୁଡ଼ା ବେଶ ଦେଖିଲେ ଭକ୍ତ
ପୁରୀ ଅଫିସ, ୯ା୧୧: କାର୍ତ୍ତିକ ଶୁକ୍ଳ ଦ୍ୱାଦଶୀ ତଥା ପଞ୍ଚୁକର ଦ୍ୱିତୀୟ ଦିବସରେ ଶନିବାର ରତ୍ନସିଂହାସନରେ ମହାପ୍ରଭୁଙ୍କ ବାଙ୍କଚୁଡ଼ା ବେଶ ଅନୁଷ୍ଠିତ ହୋଇଛି । ଏହି ବେଶ ଦର୍ଶନ ଲାଗି ଶ୍ରୀମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼ ହୋଇଥିଲା। ଅବକାଶ ନୀତି ଶେଷ…
ବୁଲ୍ବୁଲ୍ ପ୍ରଭାବ : ଭୁଶୁଡ଼ିଲା ମାଟିଘର, ବ୍ୟାପକ ଫସଲ ନଷ୍ଟ
ସିଂହପୁର,୯।୧୧(ଡି.ଏନ୍.ଏ.): ବୁଲ୍ବୁଲ୍ ପ୍ରଭାବରେ ଲଗାଣ ବର୍ଷା ଯୋଗୁ ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ସିଂହପୁର ଅଞ୍ଚଳରେ ମାଟିଘର ଭୁଶୁଡ଼ିବା ସହ ବ୍ୟାପକ ଫସଲ ନଷ୍ଟ ହୋଇଛି। ୨୪ ଘଣ୍ଟା ଧରି ଅଞ୍ଚଳ ଅନ୍ଧାରରେ ରହିଛି। ଲୋକେ ୬ ମାସ ତଳେ ବାତ୍ୟା…
ପ୍ରଥମେ ଲିଜ୍, ପରେ ହତ୍ୟା ଧମକ: ରିସୋର୍ଟ ମାଲିକ ଗିରଫ
ଦାରିଙ୍ଗବାଡ଼ି,୯।୧୧(ଡି.ଏନ.ଏ)- ଦାରିଙ୍ଗବାଡ଼ି ଥାନା ଅଞ୍ଚଳର ଏକ ରିସୋର୍ଟକୁ ପ୍ରଥମେ ଲିଜ୍ ସୂତ୍ରରେ ପ୍ରଦାନ ଏବଂ ପରେ ଲିଜ୍ଧାରୀଙ୍କ ସହ ଗଣ୍ଡଗୋଳ ଓ ହତ୍ୟା ଧମକ ଦେବା ଅଭିଯୋଗରେ ରିସୋର୍ଟ ମାଲିକଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ…
ସର୍ବଶ୍ରେଷ୍ଠ ମନ୍ତ୍ରୀ ପୁରସ୍କାର ପାଇଲେ ପ୍ରତାପ ଜେନା
ଭୁବନେଶ୍ୱର, ୯।୧୧(ବ୍ୟୁରୋ): ପଞ୍ଚାୟତିରାଜ ଓ ପାନୀୟଜଳ, ଗୃହ ଓ ନଗର ଉନ୍ନୟନ, ଆଇନ ମନ୍ତ୍ରୀ ପ୍ରତାପ ଜେନା ଚଳିତ ବର୍ଷର ଫେମ୍ ଇଣ୍ଡିଆ ପକ୍ଷରୁ ଶନିବାର ଶ୍ରେଷ୍ଠ ମନ୍ତ୍ରୀ ପୁରସ୍କାର ପାଇଛନ୍ତି। ନୂଆଦିଲ୍ଲୀର ବିଜ୍ଞାନଭବନ ଠାରେ ଆୟୋଜିତ ଏକ ଉତ୍ସବରେ କେନ୍ଦ୍ର…

