ଗଞ୍ଜାମରେ ବଢ଼ି ଚାଲିଛି ସାଇବର ଠକେଇ: ଛାତ୍ରଙ୍କ ଆକାଉଣ୍ଟରୁ ଲକ୍ଷେ ଗାଏବ
ବ୍ରହ୍ମପୁର ଅଫିସ ,୯।୧୧ – ଗ୍ରାହକଙ୍କ ପାଖରେ ଅଛି ଏଟିଏମ କାର୍ଡ। କାର୍ଡ ନମ୍ବର କାହାରିକୁ ଦିଆଯାଇନାହିଁ କି ପିନ୍ ନମ୍ବର ମଧ୍ୟ କେହି ଜାଣି ନାହାନ୍ତି। କିନ୍ତୁ ଅପଣାଛାଏଁ ଉଠୁଛି ଟଙ୍କା। ଗ୍ରାହକଙ୍କ ଅଜାଣତରେ ଏବେ ବାରମ୍ବାର ଏଭଳି ଟଙ୍କା…
ଧାମରା ମୁହାଣରେ ବୋଟ୍ ଓଲଟି ଫସି ରହିଥିବା ୯ଜଣଙ୍କୁ ଉଦ୍ଧାର କଲା ଓଡ୍ରାଫ୍ ଟିମ୍
ଚାନ୍ଦବାଲି,୯।୧୧(ଡି.ଏନ୍.ଏ.): ଭଦ୍ରକ ଜିଲା ଧାମରା ମୁହାଣରେ ଶୁକ୍ରବାର ରାତିରେ ବୋଟ୍ ବୁଡ଼ିଯିବା ଯୋଗୁ ଫସି ରହିଥିବା ୯ଜଣଙ୍କୁ ଉଦ୍ଧାର କରାଯାଇଛି। ଓଡ୍ରାଫ୍ ଟିମ୍ କାଳିଭଞ୍ଜ ଡିଆଁ ଜଙ୍ଗଲରୁ ସେମାନଙ୍କୁ ଉଦ୍ଧାର କରିବା ପରେ ଚିକିତ୍ସା ଲାଗି ଧାମରା ପଠାଯାଇଛି। ସୂଚନାଯୋଗ୍ୟ, ବାତ୍ୟା…
ସ୍କୁଲ ପାଇଖାନା ଛାୟାସ୍ଲାବ୍ ଭାଙ୍ଗିଲା: ଜଣେ ଛାତ୍ର ମୃତ, ଜଣେ ଗୁରୁତର
ବଲାଙ୍ଗୀର ଅଫିସ,୯।୧୧: ସ୍ଥାନୀୟ ଟିକ୍ରାପଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଭିତରେ ଥିବା ଏକ ପାଇଖାନାର ଛାୟାସ୍ଲାବ ପଡ଼ି ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ମୃତକ ହେଲେ ସ୍ଥାନୀୟ ମାଲପଡ଼ା ଅଞ୍ଚଳର ଅତିଶ ଖରସେଲ(୧୩)। ସେହିଭଳି…
ପାରାଦୀପରେ ‘ବୁଲ୍ବୁଲ୍’: ବିଦ୍ୟୁତ୍ ସେବା ବନ୍ଦ
ପାରାଦୀପ,୯।୧୧(ସ୍ବ.ପ୍ର.): ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପଜନିତ ବାତ୍ୟା ‘ବୁଲ୍ବୁଲ୍’ର ପ୍ରଭାବ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଦେଖିବାକୁ ମିଳିଛି। ଏହା ପ୍ରଭାବରେ ପାରାଦୀପ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ଗତ ଗୁରୁବାରଠାରୁ ଆରମ୍ଭ ହୋଇଥିବା ବର୍ଷା ଶୁକ୍ରବାର ମଧ୍ୟରାତିରୁ ଆହୁରି ବଢ଼ିଛି। ପବନର…
ଟ୍ରକ୍ ଧକ୍କାରେ ବାଇକ୍ ଚାଳକଙ୍କ ମୃତ୍ୟୁ: ଡ୍ରାଇଭର କୋର୍ଟଚାଲାଣ
ବ୍ରହ୍ମପୁର ଅଫିସ,୯।୧୧: ଗଞ୍ଜାମ ଜିଲା ବ୍ରହ୍ମପୁର ଜାତୀୟ ରାଜପଥ ୧୬ ନଂ. ଲାଞ୍ଜିପଲ୍ଲୀ ବାଇପାସ୍ରେ ଶନିବାର ସଡ଼କ ଦୁର୍ଘଟଣା ଘଟିଛି । ଏକ ଚାଉଳ ବୋଝେଇ ଟ୍ରକ୍ ଧକ୍କାରେ ଜଣେ ବାଇକ୍ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଗୋପାଳପୁର ଥାନା…
ଜାଲ୍ନୋଟ କାରବାର : ଜଣେ ଅଭିଯୁକ୍ତ ଗିରଫ
ରାୟଗଡ଼ା ଅଫିସ,୯।୧୧: ରାୟଗଡ଼ା ଜିଲା ଟିକିରି ଥାନା ଅନ୍ତର୍ଗତ ହରିଜନ ସାହିର ଦେବଜହନ ନାୟକ(୨୫)ନାମକ ଜଣେ ଯୁବକ ସୁନାମୁଦି ସାହିରେ ଏକ ଘରଭଡ଼ା ନେଇ ଜାଲ୍ନୋଟ କାରବାର କରୁଥିଲେ। ଟିକିରି ଥାନା ଆଇଆଇସି ସୁଜ୍ଞାନୀ ସାହୁ କୌଣସି ସୂତ୍ରରୁ ଖବର ପାଇ…
ରାଜନଗରରେ ବୁଲ୍ବୁଲ୍ ପ୍ରଭାବ: ୨୩ ବାତ୍ୟା ଆଶ୍ରୟସ୍ଥଳୀରେ ଲୋକଙ୍କୁ ଦିଆଗଲା ରନ୍ଧାଖାଦ୍ୟ
ରାଜନଗର,୯।୧୧(ଡି.ଏନ୍.ଏ.): ବାତ୍ୟା ‘ବୁଲ୍ବୁଲ୍’ ପ୍ରଭାବରେ କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକର ବିଭିନ୍ନ ସ୍ଥାନରେ ଶୁକ୍ରବାର ରାତିରୁ ଶନିବାର ମଧ୍ୟାହ୍ନ ପର୍ଯ୍ୟନ୍ତ ବର୍ଷା ସହ ୧୦୦ କିଲୋମିଟର ବେଗରେ ପବନ ବହିଥିଲା। ଏତଦ୍ବ୍ୟତୀତ ରାଜନଗର-ଭିତରକନିକା ମୁଖ୍ୟ ରାସ୍ତାରେ ଗଛ ପଡ଼ି ଯାତାୟାତ ବାଧାପ୍ରାପ୍ତ…
ବୁଲ୍ବୁଲ୍ ପ୍ରଭାବ : ଘର ଉପରେ ପଡ଼ିଲା ନଡ଼ିଆଗଛ
ଆନନ୍ଦପୁର,୯।୧୧(ସ୍ବ.ପ୍ର.): ‘ବୁଲ୍ବୁଲ୍’ ପ୍ରଭାବରେ କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଞ୍ଚଳରେ ଶନିବାର ଅପରାହ୍ନରୁ ପବନର ବେଗ ବୃଦ୍ଧି ପାଇଛି। ଏହାର ପ୍ରଭାବରେ ଆନନ୍ଦପୁର ପୌରପରିଷଦ ଫକୀରପୁର ପତି ସାହିରେ ଏକ ଘର ଉପରେ ଗୋଟିଏ ନଡ଼ିଆ ଗଛ ଉପୁଡ଼ି ପଡ଼ିଛି। ସାହିର…
ବୁଲ୍ବୁଲ୍ ପ୍ରଭାବ: ଧାନଚାଷ ଉଜୁଡ଼ିବା ଆଶଙ୍କା, ଚିନ୍ତାରେ ଚାଷୀ
ପାଟକୁରା,୯।୧୧(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକ ଅଞ୍ଚଳରେ ବାତ୍ୟା ‘ବୁଲ୍ବୁଲ୍’ର ପ୍ରଭାବ ଦେଖିବାକୁ ମିଳିଛି। ଏ ନେଇ ଶୁକ୍ରବାର ପ୍ରବଳ ବର୍ଷା ଲାଗି ରହିଥିବା ବେଳେ ଶନିବାର ମଧ୍ୟାହ୍ନ ସୁଦ୍ଧା ବର୍ଷାର ମାତ୍ରା କମ୍ ହେବା ସହ ପବନ ଟିକେ କମିଛି।…
ଗାଧୋଇବା ବେଳେ ବୁଡ଼ିଗଲେ, ଜଣେ ମୃତ
ଛେଣ୍ଡିପଦା, ୯।୧୧(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ବାଗଡିଆ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖ ଦୋଳବନ୍ଧ ପୋଖରୀରେ ବୁଡି ଜଣେ ବ୍ୟକ୍ତିଙ୍କ ଶନିବାର ମୃତ୍ୟୁ ଘଟିଛି। ମୃତକ ହେଲେ ବାଗଡିଆ ଗ୍ରାମ ପଞ୍ଚାୟତ ବଣିଆନଟି ସାହିର ଜେନା ଗୋଛାୟତଙ୍କ ପୁଅ ଶରତ ଗୋଛାୟତ…
ଉପକୂଳମୁହାଁ ବୁଲବୁଲ୍: ଦୀଘାରେ ହାଇଆଲର୍ଟ
ଭୋଗରାଇ, ୯।୧୧(ଡି.ଏନ୍.ଏ.): ବାତ୍ୟା ‘ବୁଲବୁଲ୍’ ପ୍ରଭାବରେ ବାଲେଶ୍ୱର ଜିଲାର ଉଦୟପୁର, ତାଳସାରୀ, କୀର୍ତ୍ତନିଆ, ଦୀଘା ଉପକୂଳ ସମୁଦ୍ରରେ ଶନିବାର ୫ରୁ ୯ଫୁଟ୍ର ଜୁଆର ମାଡ଼ିଆସୁଥିବା ଦେଖାଯାଇଛି। ଏଥିସହ ତୁହାକୁତୁହା ବର୍ଷା ହେବା ସହ ପବନର ବେଗ ବଢ଼ିବାରେ ଲାଗିଛି। ପାଣିପାଗ ବିଭାଗ…
‘ବୁଲ୍ବୁଲ୍’ ପ୍ରଭାବ: ଚାଷୀ, ଉପକୂଳ ବାସିନ୍ଦା ଆତଙ୍କିତ
ବାଲିଆପାଳ, ୯।୧୧(ସ୍ବ.ପ୍ର.): ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକରେ ବାତ୍ୟା ‘ବୁଲ୍ବୁଲ୍’ର ପ୍ରଭାବ ଦେଖିବାକୁ ମିଳିଛି। ପବନର ବେଗ ଘଣ୍ଟାକୁ ୫୦ରୁ ୬୦ କିମି ରହିଛି। ଏହାର ପ୍ରଭାବରେ ଏକର ଏକର ପାଚିଲା ଧାନ ଜମିରେ ବର୍ଷା ପାଣି ଜମିରହିଛି। ଫଳରେ ଚାଷୀ…

