‘ବୁଲ୍ବୁଲ’ ପ୍ରଭାବ: ଗଛ ଉପୁଡ଼ି ଗୁହାଳ ଘର ଭାଙ୍ଗିଲା
ଭଣ୍ଡାରିପୋଖରୀ,୯।୧୧(ଡି.ଏନ୍.ଏ): ବାତ୍ୟା ‘ବୁଲବୁଲ’ର ପ୍ରଭାବ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଅଞ୍ଚଳରେ ଦେଖିବାକୁ ମିଳିଛି। ଏହାର ପ୍ରଭାବରେ ଜଳମଣ୍ଡୁଆ ପଞ୍ଚାୟତ ଶରଦପୁର ଗ୍ରାମର ଚନ୍ଦ୍ରମଣି ଖିଲାରଙ୍କ ଗୁହାଳ ଘର ଉପରେ ଶନିବାର ସକାଳେ ଏକ ବରଗଛ ଉପୁଡି ପଡିଛି। ମାତ୍ର ଗୁହାଳରେ ଥିବା…
‘ବୁଲ୍ବୁଲ୍’ ପ୍ରଭାବ: ଧାମରା ବନ୍ଦରରେ ଓଲଟିଲା ଡଙ୍ଗା, ଫସିଥିବା ୯ ଜଣଙ୍କୁ ଉଦ୍ଧାର ପାଇଁ ଉଦ୍ୟମ ଆରମ୍ଭ
ଚାନ୍ଦବାଲି,୯।୧୧(ଡି.ଏନ୍.ଏ.): ବାତ୍ୟା ‘ବୁଲ୍ବୁଲ୍’ର ଆଂଶିକ ପ୍ରଭାବ ପଡ଼ିବ ବୋଲି ପାଣିପାଗ ବିଭାଗ ଆକଳନ କରିଥିଲେ ସୁଦ୍ଧା ଭଦ୍ରକରେ ଏହାର ପ୍ରଭାବ ବାରି ହୋଇପଡ଼ୁଛି। ବର୍ଷା ସାଙ୍ଗକୁ ଜୋରରେ ପବନ ବୋହୁଥିବାରୁ ଧାମରା ମୁହାଣରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଡଙ୍ଗା ଓଲଟି…
ବାତ୍ୟା ‘ବୁଲ୍ବୁଲ୍’ ପ୍ରଭାବ: ଗଛପଡ଼ି ରାସ୍ତା ଅବରୋଧ, ଯାତାୟାତ ବାଧାପ୍ରାପ୍ତ
ଧାମନଗର,୯।୧୧(ଡି.ଏନ୍.ଏ.): ବାତ୍ୟା ‘ବୁଲ୍ବୁଲ୍’ ପ୍ରଭାବରେ ରାଜ୍ୟର କେତେକ ଅଞ୍ଚଳରେ ବର୍ଷା ସହ ପବନ ଲାଗି ରହିଛି। ଏହାର ପ୍ରଭାବ ଭଦ୍ରକ ଜିଲାରେ ମଧ୍ୟ ଦେଖିବାକୁ ମିଳିଛି। ପବନର ବେଗ ବଢ଼ିବା ସହ ଭଦ୍ରକ-ଆଖଣ୍ଡଳମଣୀ ମୁଖ୍ୟ ରାସ୍ତାର ବାହାରବିଲ ସୁନ୍ଦରାସାହି ନିକଟରେ ଏକ…
ବୁଲ୍ବୁଲ୍ ପ୍ରଭାବରେ ବଢୁଛି ପବନର ବେଗ, ୪୦୦ ଲୋକଙ୍କୁ ସ୍ଥାନାନ୍ତର
ଭଦ୍ରକ ଅଫିସ, ୯।୧୧: ସାମୁଦ୍ରିକ ଝଡ଼ ‘ବୁଲ୍ବୁଲ୍’ ଉଗ୍ରରୂପ ଧାରଣ କରୁଛି। ସମୟ ଯେତେ ବଢ଼ୁଛି ଲୋକେ ସେତେ ଆତଙ୍କିତ ହେଉଛନ୍ତି। ଚାନ୍ଦବାଲି ବ୍ଲକର ୪୦୦ ଲୋକଙ୍କୁ ପ୍ରଶାସନ ପକ୍ଷରୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି। ବାସୁଦେବପୁର ଓ ଚାନ୍ଦବାଲି ଅଞ୍ଚଳରେ…
ବୁଲବୁଲ ପ୍ରଭାବ: ଗଛ ଉପୁଡ଼ି ଭଦ୍ରକ-ଆରଡ଼ି ଯୋଗାଯୋଗ ବିଚ୍ଛିନ୍ନ
ଆରଡ଼ି,୯।୧୧( ଡି.ଏନ୍.ଏ.): ଭଦ୍ରକ ଜିଲା ଆରଡ଼ି ଅଞ୍ଚଳରେ ବାତ୍ୟା ବୁଲ୍ବୁଲ୍ର ତାଣ୍ଡବ ଜାରିରହିଛି। ଶୁକ୍ରବାର ରାତିରୁ ପ୍ରବଳ ବେଗରେ ପବନ ବହିବା ସହ ବର୍ଷା ଲାଗିରହିଛି। ବୁଲ୍ବୁଲ୍ ପ୍ରଭାବରେ ଆରଡ଼ି ଅଞ୍ଚଳରେ ଥିବା ଆରଡ଼ି, ସୁନ୍ଦରପୁର, ଓଳଗ, ନାନ୍ଦପୁର, ପାଳସାହି, ରଇପୁର,…
ଭଦ୍ରକରେ ବୁଲ୍ବୁଲ ପ୍ରଭାବ: ଲାଗିରହିଛି ବର୍ଷା, ପବନ; ଦୋକାନବଜାର ବନ୍ଦ
ଭଦ୍ରକ ଅଫିସ,୯।୧୧: ସାମୁଦ୍ରିକ ଝଡ଼ ‘ବୁଲ୍ବୁଲ୍’ ଉଗ୍ରରୂପ ଧାରଣ କରିଛି। ଭଦ୍ରକ ଜିଲା ସମୁଦ୍ର ଉପକୂଳବର୍ତ୍ତୀ ଧାମରା ଓ ଚାନ୍ଦବାଲିରେ ଏହାର ପ୍ରଭାବ ଦେଖିବାକୁ ମିଳୁଛି। ପରିସ୍ଥିତି ଉପରେ ଜିଲା ପ୍ରଶାସନ ସମ୍ପୂର୍ଣ୍ଣ ନଜର ରଖିଛି। ଆବଶ୍ୟକ ସ୍ଥଳେ ସମୁଦ୍ର ଉପକୂଳବର୍ତ୍ତୀ…
ବିପର୍ଯ୍ୟୟ ସହାୟତା
ପ୍ରାକୃତିକ ବିପର୍ଯ୍ୟୟ ତାଲିକାରେ ଆସୁଥିବା ବନ୍ୟା, ବାତ୍ୟା, ଅଂଶୁଘାତ, ବଜ୍ରପାତ, ଅଗ୍ନିକାଣ୍ଡ, ସର୍ପାଘାତ ଆଦିରେ କାହାର ମୃତ୍ୟୁ ହେଲେ ସମ୍ପୃକ୍ତ ବ୍ୟକ୍ତିଙ୍କ ପରିବାରକୁ ସରକାରଙ୍କ ପକ୍ଷରୁ ସହାୟତା ରାଶି ଯୋଗାଇଦେବାର ବ୍ୟବସ୍ଥା ରହିଛି। କିନ୍ତୁ ଅନୁଗୋଳ ଜିଲାରେ ଏଥିରେ ବ୍ୟତିକ୍ରମ ଦେଖାଦେଇଛି।…
ଲାଞ୍ଚ ନେଇ ପରିସଂଖ୍ୟାନ କିରାଣି ଗିରଫ
କଟକ ଅଫିସ, ୯ା୧୧: ୧ହଜାର ଟଙ୍କା ଲାଞ୍ଚ ନେଇ ନରସିଂହପୁର ବ୍ଲକ ଅଧୀନ କାନପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ପରିସଂଖ୍ୟାନ କିରାଣି ହୃଦାନନ୍ଦ ଲେଙ୍କା ଭିଜିଲାନ୍ସ ହାତରେ ଗିରଫ ହୋଇଛନ୍ତି। ନରସିଂହପୁର ଥାନା ଅନ୍ତର୍ଗତ ପାଇକପଡ଼ାପାଟଣା ଗ୍ରାମର ରଶ୍ମିରଞ୍ଜନ ସାମନ୍ତରାୟ ନାମକ…
ନାବାଳିକାଙ୍କୁ ଅନ୍ତଃସତ୍ତ୍ୱା କରିବା ମାମଲା: ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲଦଣ୍ଡ
କଟକ ଅଫିସ, ୯ା୧୧: ଦରଘାବଜାର ଥାନା ଅଞ୍ଚଳରେ ୨୦୧୪ରେ ଘଟିଥିବା ନାବାଳିକା ବଳାତ୍କାର ଓ ଅନ୍ତଃସତ୍ତ୍ୱା ଘଟଣାରେ କଟକ ତୃତୀୟ ଅତିରିକ୍ତ ସେସନ ଜଜ୍ ତଥା ପୋକ୍ସୋ ଅଦାଲତଙ୍କ ଜଜ୍ ବନ୍ଦନା କର ଜଣେ ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲ ଓ…
ନିଦରୁ ଉଠିଲେ ମହାପ୍ରଭୁ, ଆରମ୍ଭ ହେଲା ଶୁଭକାଳ
ପୁରୀ ଅଫିସ, ୯ା୧୧: ରଥଯାତ୍ରା ପରେ ହରିଶୟନ ଏକାଦଶୀରେ ନିଦ୍ରା ଯାଇଥିଲେ ମହାପ୍ରଭୁ। ଚାରି ମାସ ପରେ କାର୍ତ୍ତିକ ଶୁକ୍ଳ ଏକାଦଶୀରେ ମହାପ୍ରଭୁ ନିଦରୁ ଉଠିଛନ୍ତି। ଏହି କାର୍ତ୍ତିକ ଶୁକ୍ଳ ଏକାଦଶୀକୁ ହରି ଉତ୍ଥାପନ ଏକାଦଶୀ କୁହାଯାଏ। ଶ୍ରୀମନ୍ଦିରରେ ଶୁକ୍ରବାର ହରି…
ସ୍ବାଧୀନତା ସଂଗ୍ରାମୀଙ୍କ ପରିବାରକୁ ଫ୍ୟାମିଲ ପେନ୍ସନ୍ ପ୍ରଦାନ ମାମଲା: ୩ସପ୍ତାହ ମଧ୍ୟରେ ପଦକ୍ଷେପ ନେବାକୁୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
କଟକ ଅଫିସ,୯ା୧୧: ସ୍ବାଧୀନତା ସଂଗ୍ରାମୀଙ୍କ ବିଧବା ସ୍ତ୍ରୀଙ୍କୁ ପେନ୍ସନ୍ ପ୍ରଦାନ ସମ୍ପର୍କିତ ଏକ ଆବେଦନର ଶୁଣାଣି ଶୁକ୍ରବାର ହାଇକୋର୍ଟରେ ହୋଇଥିଲା। ହାଇକୋର୍ଟ ୩ ସପ୍ତାହ ମଧ୍ୟରେ ପଦକ୍ଷେପ ନେବାକୁ ରାଜ୍ୟ ଅର୍ଥ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ଆବେଦନକାରୀ ବିକାଶ ଦାସଙ୍କ ପକ୍ଷରୁ…
ବସ୍-କାର୍ ମୁହଁ।ମୁହିଁ ଧକ୍କା, ୧୫ ଆହତ
ଗୋପ,୯ା୧୧(ଡି.ଏନ୍.ଏ.): ନିମାପଡ଼ା-ଗୋପ ରାସ୍ତାର କୁଶୁପୁର ଗାଁ ଛକ ନିକଟରେ ଶୁକ୍ରବାର ଏକ ବସ୍ ଓ କାର୍ ମୁହଁ।ମୁହିଁ ଧକ୍କା ହେବାରୁ ୧୫ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ସ୍ଥାନୀୟ ଅଗ୍ନିଶମ ବିଭାଗ ଆହତମାନଙ୍କୁ ଉଦ୍ଧାର କରି ଗୋପ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ।…

