୪ ତାରିଖରୁ ନିଖୋଜ ଥିଲେ ଯୁବକ : ରାସ୍ତା ପାର୍ଶ୍ୱରୁ ମୃତଦେହ ଉଦ୍ଧାର
ଅନୁଗୋଳ ଅଫିସ, ୯।୧୧ – ଅନୁଗୋଳ ବ୍ଲକ ବନ୍ତଳା ଥାନା ଗୁରଙ୍ଗ ଗ୍ରାମର ଜଣେ ଯୁବକ ଗତ ୪ ତାରିଖରୁ ନିଖୋଜ ଥିବାବେଳେ ଶୁକ୍ରବାର ତାଙ୍କ ମୃତଦେହ ସାକସିଙ୍ଗାରୁ ଅନୁଗୋଳ ପୋଲିସ ଉଦ୍ଧାର କରିଛି। ଚିହ୍ନଟ ପରେ ପୋଲିସ ମୃତଦେହ ବ୍ୟବଚ୍ଛେଦ…
ବାଲିଯାତ୍ରା ପାଇଁ ଟ୍ରାଫିକ କଟକଣା
କଟକ ଅଫିସ,୯ା୧୧: ଆସନ୍ତା ୧୨ରେ କଟକ ବାଲିଯାତ୍ରା। ଏଠାରେ ବୁଲିବା ସହ ଚଟ୍ପଟି ଖାଦ୍ୟର ମଜା ନେବାକୁ ରାଜ୍ୟ ଓ ରାଜ୍ୟ ବାହାରୁ ଲୋକଙ୍କ ସମାଗମ ହୋଇଥାଏ। ତେବେ ଲୋକଙ୍କ ଭିଡକୁ ଦୃଷ୍ଟିରେ ରଖି କମିଶନରେଟ୍ ପୋଲିସ ପକ୍ଷରୁ ଯାନବାହନ ଚଳାଚଳ…
୨୦ବର୍ଷ ପରେ ଫେରିଲେ ବିଷ୍ଣୁ
ଢେଙ୍କାନାଳ ଅଫିସ, ୯।୧୧ – ନିଖୋଜର ୨୦ ବର୍ଷ ପରେ ସୁରକ୍ଷିତ ଭାବେ ଘରକୁ ଫେରିଛନ୍ତି ଢେଙ୍କାନାଳ ଜିଲା ଗଁଦିଆ ଥାନା ଗୁଣ୍ଡୁରାପଶି ଗ୍ରାମର ବିଷ୍ଣୁ ଚରଣ ସାହୁ (୫୪)। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ବିଷ୍ଣୁ ୨୦ବର୍ଷ…
ବେଆଇନ ଗଛକଟାକୁ ଗ୍ରାମବାସୀଙ୍କ ବିରୋଧ: ଜଙ୍ଗଲ ସୁରକ୍ଷା ପାଇଁ ଅଣ୍ଟା ଭିଡ଼ିଲେ
କାମାକ୍ଷାନଗର, ୯ା୧୧(ଡି.ଏନ୍.ଏ.) – ଢେଙ୍କାନାଳ ଜିଲା କାମାକ୍ଷାନଗର ପୂର୍ବାଞ୍ଚଳ ରେଞ୍ଜ ବୀରାଶାଳ ଫରେଷ୍ଟ ସେକ୍ସନ ଅଧୀନ ହରିଡ଼ାପଦାରେ ବେଆଇନ ଗଛକଟାକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ୭୦ବର୍ଷ ଧରି ଗଛ ସହ ନିବିଡ଼ ସମ୍ପର୍କ ଥିବା ଆଦିବାସୀଙ୍କ…
ମତ୍ସ୍ୟଜୀବୀଙ୍କୁ ସତର୍କ କରାଗଲା
ପୁରୀ ଅଫିସ, ୯ା୧୧: ଫନୀର ତାଣ୍ଡବକୁ ସମ୍ପୂର୍ଣ୍ଣ ଭାବେ ଭୁଲି ପାରି ନ ଥିବା ପୁରୀବାସୀ ବାତ୍ୟା ବୁଲ୍ବୁଲ୍କୁ ନେଇ ବେଶ୍ ଚିନ୍ତିତ ହୋଇପଡିଛନ୍ତି। ଯଦିଓ ବୁଲ୍ବୁଲ୍ ଓଡ଼ିଶାକୁ ଛୁଇଁବ ନାହିଁ କିନ୍ତୁ ଏହାର ପ୍ରଭାବ ଓଡ଼ିଶା ଉପରେ ପଡିବ। ବିଶେଷକରି…
୧୬ କୋଟି ୫୦ ଲକ୍ଷ ଟଙ୍କାର ଗଞ୍ଜେଇ ଗଛ ନଷ୍ଟ
ଆର.ଉଦୟଗିରି,୯ା୧୧(ଡି.ଏନ.ଏ.)-ଆର.ଉଦୟଗିରି ଥାନା କାଲିପଙ୍କ ଏବଂ ପାଇକରାୟ ଜଙ୍ଗଲରୁ ଅବକାରୀ, ପୋଲିସ, ବନ ବିଭାଗ ଏବଂ ରାଜସ୍ବ ବିଭାଗ ଚଢ଼ାଉ କରି ବିପୁଳ ଗଞ୍ଜେଇ ଗଛ ନଷ୍ଟ କରିଛନ୍ତି। ସଂରକ୍ଷିତ ଜଙ୍ଗଲ ଜମି ଉପରେ ବେଆଇନ ଭାବେ ୮୨.୫ ଏକର ଜମିରେ ଲଗାଯାଇଥିବା…
ଦୂରହୋଇପାରୁନି ଭୟ
ପୁରୀ ଅଫିସ,୯ା୧୧: ବାତ୍ୟା ବୁଲ୍ବୁଲ ଯଦିଓ ଓଡ଼ିଶାକୁ ଛୁଇଁବ ନାହିଁ କିନ୍ତୁ ଏହାର ପ୍ରଭାବ ପଡିବ। ରାଜ୍ୟର ଉପକୂଳବର୍ତ୍ତୀ ଜିଲାରେ ବର୍ଷା ଓ ପବନ ହେବ। ବୁଲ୍ବୁଲକୁ ନେଇ ପାଣିପାଗ ବିଭାଗ ଏଭଳି ଆକଳନ କରିଥିଲେ ମଧ୍ୟ ଉପକୂଳବର୍ତ୍ତୀ ପୁରୀ ଜିଲାବାସୀ…
ପିଏମ୍ଏୱାଇ ଆଫୋର୍ଡେବଲ ହାଉସିଂ ସ୍କିମ୍ : ହିତାଧିକାରୀଙ୍କୁ ଗୃହ ନ ମିଳିବା ଚେତାବନୀ
ବ୍ରହ୍ମପୁର ଅଫିସ,୯ା୧୧-ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ପିଏମ୍ଏୱାଇ) ଅନ୍ତର୍ଗତ ଆଫୋର୍ଡେବଲ ହାଉସିଂ ସ୍କିମ୍ରେ ଘର ପାଇବାକୁ ମନୋନୀତ ହୋଇଥିବା ହିତାଧିକାରୀଙ୍କୁ ଗୃହ ମିଳିବ ନାହିଁ ବୋଲି କେତେକ ପ୍ରଶାସନିକ ଅଧିକାରୀ ହିତାଧିକାରୀଙ୍କୁ ଚେତାବନୀ ଦେଉଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ କରିଛନ୍ତି, ବ୍ରହ୍ମପୁର…
ଆଶାକର୍ମୀ ସଂଘର ଧାରଣା
ଛତ୍ରପୁର,୯ା୧୧(ଡି.ଏନ.ଏ)-ରାଜ୍ୟ ଆଶା ଓ ଆଶାସାଥୀ ସଂଘର ଗଞ୍ଜାମ ଜିଲା କମିଟି ପକ୍ଷରୁ ବିଭିନ୍ନ ଦାବି ନେଇ ଶୁକ୍ରବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦିଆଯାଇଥିଲା ା ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସଂଘ ପକ୍ଷରୁ ଏକ ସ୍ମାରକପତ୍ର ଜିଲାପାଳଙ୍କ ଅନୁପସ୍ଥିତିରେ ଅତିରିକ୍ତ ଜିଲାପାଳ…
ପୋଲସରା ବ୍ଲକ : ଯାଞ୍ଚ ହେବ ୬ ଶିକ୍ଷକଙ୍କ ସାର୍ଟିଫିକେଟ୍
ହାତୀଓଟ,୯|୧୧-ଗଞ୍ଜାମ ଜିଲାରେ ଜାଲ ଶିକ୍ଷକ ଧରପଗଡ଼ ପାଇଁ ସାର୍ଟିଫିକେଟ ଯାଞ୍ଚ ଚାଲିଛି। ଜିଲା ଶିକ୍ଷାଧିକାରୀ ସନାତନ ପଣ୍ଡା ସମସ୍ତ ବ୍ଲକ ଶିକ୍ଷାଧିକାରୀମାନଙ୍କୁ ଶିକ୍ଷକମାନଙ୍କ ତାଲିକା ପ୍ରସ୍ତୁତ କରି ଯାଞ୍ଚ ପାଇଁ ସାର୍ଟିଫିକେଟ୍ ମଗାଉଛନ୍ତିିା ଏହି କ୍ରମରେ ପୋଲସରା ବ୍ଲକର ୬ ଶିକ୍ଷକଙ୍କ…
ଯବାନଙ୍କ ବଦଳରେ ଅନ୍ୟଙ୍କ ଫଟୋ ପ୍ରସାରଣ : ବୈଦ୍ୟୁତିକ ଗଣମାଧ୍ୟମ ନଁ।ରେ ଅଭିଯୋଗ
ହିଞ୍ଜିଳିକାଟୁ,୯ା୧୧(ଡି.ଏନ.ଏ) -ପାକିସ୍ତାନୀ ଗୁପ୍ତଚର ମହିଳା ଏଜେଣ୍ଟଙ୍କ ହନି ଟ୍ରାପରେ ଫସି ଦେଶର ଗୁରୁତ୍ୱପୁର୍ଣ୍ଣ ଖବର ପ୍ରଦାନ କରିଥିବା ଅଭିଯୋଗରେ ରାଜସ୍ଥାନ ପୋଲିସ ହିିଞ୍ଜିଳିକାଟୁ ପୌରାଞ୍ଚଳ ଆଙ୍କୋରଡ଼ା ଗ୍ରାମର ବିଚିତ୍ର ବେହେରାଙ୍କୁ ଗିରଫ କରିଥିଲା। ଶୁକ୍ରବାର ଖବର ପ୍ରସାରଣ ବେଳେ କେତେକ ବୈଦୁ୍ୟୁତିକ…
ଫେସ୍ବୁକ୍, ହ୍ବାଟ୍ସଆପ୍ରେ ଦେଉଥିଲେ ତଥ୍ୟ: ପାକିସ୍ତାନୀ ଏଜେଣ୍ଟ ହନି ଟ୍ରାପରେ ହିିଞ୍ଜିଳି ଯୁବକ
ହିିଞ୍ଜିଳିକାଟୁ,୯ା୧୧(ଡି.ଏନ.ଏ)- ପାକିସ୍ତାନୀ ମହିଳା ଏଜେଣ୍ଟଙ୍କ ହନି ଟ୍ରାପରେ ଫସି ଦେଶର ଗୁରୁତ୍ୱପୂର୍ଣ୍ଣ ତଥ୍ୟ ପ୍ରଦାନ କରିଥିବା ଅଭିଯୋଗରେ ରାଜସ୍ଥାନ ପୋଲିସ ୨ ଜଣ ଯବାନଙ୍କୁ ଗିରଫ କରିଥିଲା। ସେଥିମଧ୍ୟରୁ ଜଣେ ଯବାନ ଗଞ୍ଜାମ ଜିଲା ହିିଞ୍ଜିଳିକାଟୁ ପୌରାଞ୍ଚଳ ଆଙ୍କୋରଡ଼ା ଗ୍ରାମର ବୋଲି…

