ଦକ୍ଷତା ବଢିଲେ ମହିଳା ଆତ୍ମନିର୍ଭରଶୀଳ ହୋଇପାରିବେ
ସୋନପୁର,୧୪।୯(ନି.ପ୍ର.) ପ୍ରଶିକ୍ଷଣ ମାଧ୍ୟମରେ ସ୍ବୟଂ ସହାୟକ ଗୋଷ୍ଠୀର ମହିଳାଙ୍କ ଦକ୍ଷତା ବୃଦ୍ଧି କରିବାକୁ ପଡିବ। ଦକ୍ଷତା ବଢିଲେ ହିଁ ମହିଳା ଆତ୍ମନିର୍ଭରଶୀଳ ହୋଇପାରିବେ ବୋଲି ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ଖୁଞ୍ଜିଆବାହାଲ ଗ୍ରାମରେ ଅନୁଷ୍ଠିତ ବାଉଁଶ ଶିଳ୍ପ ତାଲିମ ଶିବିରରେ ଅତିଥିମାନେ…
ଅର୍ଜୁନପୁର ଜଙ୍ଗଲ ରାସ୍ତାରେ ଦୁର୍ବୃତ୍ତଙ୍କ ଦୌରାତ୍ମ
ସୋନପୁର,୧୪।୯(ନି.ପ୍ର.) ଖୋର୍ଦ୍ଧା-ବଲାଙ୍ଗୀର ୫୭ ନଂ ଜାତୀୟ ରାଜପଥର ଅର୍ଜୁନପୁର ଜଙ୍ଗଲ ରାସ୍ତାରେ ଦୁର୍ବୃତ୍ତଙ୍କ ଦୌରାତ୍ମ୍ୟ ବୃଦ୍ଧି ପାଇଛି। ରାତିରେ ଏକ ଗ୍ୟାଙ୍ଗ ଲାଠି ଧରି ଯାନବାହାନ ଅଟକାଇବାକୁ ଚେଷ୍ଟା କରୁଛନ୍ତି। ଗାଡି ନ ଅଟକିଲେ ଟେକା ପଥର ମାଡ କରାଯାଉଛି। ଏଥିଯୋଗୁଁ…
ପ୍ଲାଷ୍ଟିକ୍ ବର୍ଜନ ସଚେତନତା କାର୍ଯ୍ୟକ୍ରମ
ଲଇକେରା, ୧୪ା୯ (ଡି.ଏନ୍.ଏ.): ଝାରସୁଗୁଡ଼ା ଜିଲା ପୂର୍ତ୍ତ ବିଭାଗର ନିର୍ଦ୍ଦେଶ କ୍ରମେ ଶୁକ୍ରବାର ଲଇକେରା ପୂର୍ତ୍ତ ବିଭାଗ ତରଫରୁ ଏକ ପ୍ଲାଷ୍ଟିକ୍ ବର୍ଜନ ସଚେତନତା କାର୍ଯ୍ୟକ୍ରମ ସହକାରୀ ଯନ୍ତ୍ରୀ ବିଶ୍ୱନାଥ ସାହୁଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ସହକାରୀ ଯନ୍ତ୍ରୀ…
ବେଲପାହାଡ଼ରେ ବିଧାୟକଙ୍କ ସମୀକ୍ଷା ବୈଠକ
ବେଲପାହାଡ଼,୧୪ା୯ (ଡ଼ି.ଏନ୍.ଏ.) ଝାରସୁଗୁଡ଼ା ଜିଲା ବେଲପାହାଡ଼ ପୌରାଞ୍ଚଳର ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ଅଗ୍ରଗତି ତଥା ସମସ୍ୟାର ସମାଧାନ ପାଇଁ ଶୁକ୍ରବାର ବ୍ରଜରାଜନଗର ବିଧାୟକ କିଶୋର କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ପୌର କାର୍ଯ୍ୟାଳୟ ସଭାଗୃହରେ ଅନୁଷ୍ଠିତ ଏହି…
ଝାରସୁଗୁଡ଼ାରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ: ସ୍ବାସ୍ଥ୍ୟମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ
ଝାରସୁଗୁଡା ଅଫିସ୍/ଲଖନପୁର,୧୪ା୯(ଡି.ଏନ୍.ଏ.): ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣମନ୍ତ୍ରୀ ନବ କିଶୋର ଦାସଙ୍କ ନିର୍ବାଚନମଣ୍ଡଳୀ ଝାରସୁଗୁଡ଼ାରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଜିଲା ମୁଖ୍ୟ ଚିକିସତ୍ାଳୟରେ ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀଙ୍କ ଅବହେଳାରୁ ଗୋଟିଏ ପରେ ଗୋଟିଏ ରୋଗୀଙ୍କ ଜୀବନହାନି ହେବାରେ ଲାଗିଛି। ଏହାର ପ୍ରତିବାଦରେ…
ଓପିଜିସି କାର୍ଯ୍ୟାଳୟ ସମ୍ମୁଖରେ ମହିଳାଙ୍କ ଧାରଣା: ପ୍ରତିଶ୍ରୁତି ପରେ ଆନ୍ଦୋଳନ ପ୍ରତ୍ୟାହୃତ
ଲଖନପୁର,୧୪ା୯(ଡି.ଏନ୍.ଏ.): ଓପିଜିସିର ଇବ୍ଥର୍ମାଲ ପ୍ରକଳ୍ପ ଦ୍ୱାରା ବିସ୍ଥାପିତ ବନହରପାଲି ଗ୍ରାମବାସୀ ବିଭିନ୍ନ ସମସ୍ୟାକୁ ନେଇ ବାରମ୍ବାର କମ୍ପାନୀ କର୍ର୍ତ୍ତୃୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଆସୁଛନ୍ତି। ହେଲେ କମ୍ପାନୀ କର୍ର୍ତ୍ତୃୃପକ୍ଷ ସମସ୍ୟାର ସମାଧାନ ପାଇଁ ଖାଲି ପ୍ରତିଶ୍ରୁତି ଉପରେ ପ୍ରତିଶ୍ରୁତି ଦେଇ ଚାଲିଛନ୍ତି।…
ଭତାକେ ନେଇ ପଁଚେତ୍ରେ ତାଲା ପକାଲେ ହିତାଧିକାରୀ
ପୁରୁଣାକଟକ, ୧୪ା୯ (ଡି.ଏନ୍.ଏ.): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ସଂଙ୍କୁଲେଇ ପଁଚେତ୍କେ ଶୁକୁରବାର ହିତାଧିକାରୀମାନେ ଭତା ନେବାକେ ଆସି ହଇରାନ ହରକତ ହେଲାରୁ ପଁଚେତ୍ରେ ତାଲା ପକେଇଥିବାର ଜନାଯାଇଛେ। ଏହେଦେ ଇ ଘଟନା ଅଂଚଲରେ ଗୁଟେ ଚରଚାର ବିଷେ ପାଲଟିଛେ। ସୂଚନା…
‘ଦେଶାନ୍ତରୀ ଶିଶୁ, କିଶୋର ଶ୍ରମିକ ଚାଲାଣକୁ ନେଇ ଜାରି ହେବ ନିର୍ଦ୍ଦେଶାବଳୀ’
ବଲାଙ୍ଗୀର ଅଫିସ,୧୪ା୯ ବଲାଙ୍ଗୀର ଡିଆରଡିଏ ସମ୍ମିଳନୀ କକ୍ଷରେ ଶୁକ୍ରବାର ଦେଶାନ୍ତର ଶିଶୁ ଓ ଯୁବ ଶ୍ରମିକ ଚାଲାଣକୁ ନେଇ ଏକ ଆଞ୍ଚଳିକ ପରାମର୍ଶ କର୍ମଶାଳା ଅନୁଷ୍ଠିତ ହୋଇଥିଲା ା ଦେଶାନ୍ତର ଶ୍ରମିକ ଶିଶୁଙ୍କ ସମସ୍ୟା ଉପରେ କାମ କରୁଥିବା ଅନ୍ତର୍ଜାତୀୟ ସ୍ବେଚ୍ଛାସେବୀ…
ଅନନ୍ତବ୍ରତ ପାଇଁ ବିଜେପୁର ଉତ୍ସବମୁଖର
ବିଜେପୁର, ୧୩।୯ (ଡି.ଏନ.ଏ): ବିଜେପୁର ସହର ପ୍ରସିଦ୍ଧ ଅନନ୍ତବ୍ରତ ମହୋତ୍ସବ ପାଇଁ ଶୁକ୍ରବାର ଉତ୍ସବ ମୁଖରିତ ହୋଇଉଠିଛି । ପୂଜା ମଣ୍ଡପରେ ହୋମ, ଆଳତୀ, ଶଙ୍ଖ, ଘଣ୍ଟ, ପୁରୋହିତଙ୍କ ବେଦମନ୍ତ୍ର ଧ୍ୱନିରେ ଭକ୍ତିଭାବମୟ ପରିବେଶ ସୃଷ୍ଟି ହେଉଛି । ରଙ୍ଗବେରଙ୍ଗ ଆଲୋକ…
ପଦ୍ମପୁରରେ ଶ୍ରମ କମିଶନର
ପଦ୍ମପୁର, ୧୩।୯ (ଡି.ଏନ.ଏ): ରାଜ୍ୟ ଶ୍ରମ କମିଶନର ନିରଞ୍ଜନ ସାହୁ ଶୁକ୍ରବାର ଦିନିକିଆ ପଦ୍ମପୁର ଗସ୍ତରେ ଆସି ଦାଦନ ଶ୍ରମିକ ସମ୍ପର୍କିତ ଏକ ସମୀକ୍ଷା ବୈଠକରେ ଯୋଗଦାନ କରଥିଲେ। ପଦ୍ମପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟ ସଭା ଗୃହରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଶ୍ରମ…
ଉଚ୍ଛେଦ ପ୍ରକ୍ରିୟା ୩ୟ ଦିନରେ : ଥଇଥାନ ପାଇଁ ଦାବି
ବଇଣ୍ଡା,୧୩।୯(ଡି.ଏନ.ଏ.)-୫୫ ନଂ. ଜାତୀୟ ରାଜପଥ ରାସ୍ତା ସମ୍ପ୍ରସାରଣ ପାଇଁ ବୁଧବାରଠାରୁ କିଶୋରନଗର ବ୍ଲକ ବଇଣ୍ଡା ଅଞ୍ଚଳରେ ଚାଲିଥିବା ଉଚ୍ଛେଦ ପ୍ରକ୍ରିୟା ଶୁକ୍ରବାର ଶେଷ ହୋଇଛି। ବଳକା ଥିବା ୧୭ ଜଣ କ୍ଷତିଗ୍ରସ୍ତ ପ୍ରଜାଙ୍କ ଦୋକାନ ଘର, ବାସଗୃହ ସହ ସରକାରୀ ରାଜସ୍ବ…
ପ୍ରେମିକାଙ୍କୁ ଭେଟିବାକୁ ଆସିି ପ୍ରେମିକ ହଟହଟା: ରାତାରାତି ବିବାହ କରାଇଲେ ଗ୍ରାମବାସୀ
ସୋର, ୧୩ା୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋର ଥାନା ମାଣିପୁର ଗୁଲୁଣିଆ ଗ୍ରାମରେ ଗୁରୁବାର ଏକ ନାଟକୀୟ ଘଟଣା ଘଟିଛି। ଫେସ୍ବୁକ୍ରୁ ପ୍ରେମ ସମ୍ପର୍କ ସ୍ଥାପନ କରିଥିବା ଜଣେ ଯୁବକ ପ୍ରେମିକାଙ୍କୁ ଭେଟିବାକୁ ଆସିଥିବା ବେଳେ ଗ୍ରାମବାସୀଙ୍କ ଦ୍ୱାରା ଧରାପଡି ହଟହଟା ହୋଇଛନ୍ତି। ଶେଷରେ…
Archives


