ଆମ ଜିଲା ଖବର

ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ: ନିଲମ୍ବିତ ହେଲେ ସହକାରୀ ପ୍ରଫେସର

ସମ୍ବଲପୁର,୭।୨(ପ୍ରମୋଦ ବହିଦାର): ସମ୍ବଲପୁର ବିଶ୍ବବିଦ୍ୟାଳୟର ଏମ୍‌ବିଏ ବିଭାଗର ଗବେଷଣାରତ ଜଣେ ପିଏଚ୍‌ଡି ଛାତ୍ରୀଙ୍କୁ ତାଙ୍କ ଗାଇଡ ଅସଦାଚରଣ କରିଥିବା ଅଭିଯୋଗ ହୋଇଥିଲା। ଛାତ୍ରୀଙ୍କ ଅଭିଯୋଗ ଆଧାରରେ ବିଶ୍ବବିଦ୍ୟାଳୟର ଆଭ୍ୟନ୍ତରୀଣ ଅଭିଯୋଗ କମିଟି(ଆଇସିସି) ଏହି ଘଟଣାର ତଦନ୍ତ କରି ରିପୋର୍ଟ ଦାଖଲ କରିଥିଲା।…

ସ୍କାଉଟସ-ଗାଇଡ଼ସ କ୍ୟାମ୍ପରୀ ଉଦଯାପିତ: ଦଣ୍ଡ ନାଚରେ ଦୁଲୁକିଲା ମଞ୍ଚ

ଦାରିଙ୍ଗବାଡି,୭।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ଗତ ୩ ଦିନ ଧରି ଚାଲିଥିବା ୨୨ତମ ଜିଲାସ୍ତରୀୟ ଭାରତ ସ୍କାଉଟସ ଓ ଗାଇଡ଼ସ କ୍ୟାମ୍ପରୀ ଉଦଯାପିତ ଉତ୍ସବ ପାଳିତ ହୋଇଯାଇଛି। ଏହି…

ବଦଳୁଛି ସମୟ, ମାଟି ଘରକୁ ଦିଆଯାଉଛି ନୂଆ ରୂପ: ସ୍ବଚ୍ଛତାକୁ ପ୍ରାଧାନ୍ୟ

ଦାରିଙ୍ଗବାଡି, ୭।୨ (ଅରୁଣ ସାହୁ): ଜୀବନରେ ସମସ୍ତଙ୍କ ସ୍ବପ୍ନ ଥାଏ ଭଲ ଘର ଟିଏ କରି ପରିବାର ସହ ସୌଖିନ ଜୀବନଯାପନ କରିବାକୁ। ଏହି ସ୍ବପ୍ନ କାହାର ପୂରଣ ହୁଏତ ଆଉ କାହାକୁ ଏଥିପାଇଁ ସଂଘର୍ଷ କରିବାକୁ ପଡିଥାଏ। ଆଉ କିଛି…

ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତାରୋକ

ଖୋର୍ଦ୍ଧା,୭।୨(ପ୍ରଭାତ ପାଣିଗ୍ରାହୀ): ଦନ୍ତା ହାତୀ ନେଲା ଜଣେ ଯୁବକଙ୍କ ଜୀବନ। ଦନ୍ତାହାତୀ ଆକ୍ରମଣରେ ମୃତ୍ୟୁ ହୋଇଥିବା ଯୁବକ ହେଲେ ଖଡିପଦର ଗ୍ରାମର ଶଙ୍କର ରାଉତରାୟ ବୋଲି ଜଣାପଡିଥିବା। ଖୋର୍ଦ୍ଧା ବନଖଣ୍ଡ ଟାଗିଂ ରେଜ ଜଂକିଆ ଥାନା ଅନ୍ତର୍ଗତ ଖଡିପଦର ଗ୍ରାମ ନିକଟରେ…

ବେଆଇନ ଗୋ ଚାଲାଣ ହେଉଥିବାବେଳେ ଚଢାଉ କଲା ପୋଲିସ, ବାପପୁଅଙ୍କୁ…

ଆନନ୍ଦପୁର, ୭।୨(ସୁଶାନ୍ତ କୁମାର ସାହୁ): ପୋଲିସର ବ୍ୟାପକ ଚଢାଉ ପରେ ବି କେନ୍ଦୁଝର ଜିଲାରେ ବେଆଇନ ଗୋ ଚାଲାଣ କମିବାର ନା ଧରୁନି। ଶୁକ୍ରବାର ବିଳମ୍ବିତ ରାତିରେ ନନ୍ଦିପଦା ଥାନା ଜଳକଳଙ୍ଗ ଗ୍ରାମରେ କେନ୍ଦୁଝର ଜିଲାର ସ୍ବତନ୍ତ୍ର ପୋଲିସ ସ୍କ୍ବାର୍ଡ ଚଢାଉ…

କାମରୁ ଫେରୁଥିବାବେଳେ ହାତୀ ହାବୁଡ଼ରେ ପଡିଗଲେ ବ୍ୟକ୍ତି, ମୁଣ୍ଡ-ଗଣ୍ଡି ସମ୍ପୂର୍ଣ୍ଣ ଅଲଗା

ନିରାକାରପୁର, ୭।୨(ମାନସ ଚନ୍ଦ୍ର ପଟ୍ଟନାୟକ): ପୁଣି ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି । ସେ ହେଲେ ଖୋର୍ଦ୍ଧା ବନଖଣ୍ଡ ଟାଙ୍ଗୀ ବନାଞ୍ଚଳ ସିକୋ ଖଡ଼ିପଦର ଗ୍ରାମର ଶଙ୍କର ରାଉତରାୟ(୪୫)। ସୂଚନାଅନୁସାରେ, ସେ ବହୁଦିନ ଧରି ବାହାର ରାଜ୍ୟରେ ରହୁଥିଲେ।…

ରାଜନୈତିକ ହିଂସାକୁ ନେଇ ବୁଲିଲା ଖଣ୍ଡା: ସମିତିସଭ୍ୟଙ୍କୁ ଘରୁ ଘୋଷାଡି ଆଣି ଗାଁ ଦାଣ୍ଡରେ ହାଣିଲେ…

ପୁରୁଷୋତ୍ତମପୁର,୭।୨(ସବିତା ମିଶ୍ର) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଘଳା ପଞ୍ଚାୟତର କୁଷପୁର ଗ୍ରାମରେ ପୂର୍ବଶତ୍ରୁତାକୁ ନେଇ ଅଶାନ୍ତ ହୋଇପଡିଛି । ପଞ୍ଚାୟତ ନିର୍ବାଚନ ପାଖେଇ ଆସୁଥିବାବେଳେ ଏହା ପୂର୍ବରୁ ଏଭଳି ରାଜନୈତିକ ହିଂସା ଦେଖାଯାଇଛି। ସମିତିସଭ୍ୟଙ୍କ ଘରେ ପଶି ତାଙ୍କୁ…

ହୋମଗାର୍ଡ ପରୀକ୍ଷାବେଳେ ଯୁବକ ଗୁରୁତର: ଗଞ୍ଜାମର ୪ ସ୍ଥାନରେ ଚାଲିଛି ପରୀକ୍ଷା

ଭଞ୍ଜନଗର,୭।୨(ବାବୁଲା ପ୍ରଧାନ): ଗଞ୍ଜାମ ପୋଲିସ ଜିଲା ପକ୍ଷରୁ ଶନିବାର ଖାଲିଥିବା ୧୩୫ ଟି ଗୃହରକ୍ଷୀ (ହୋମଗାର୍ଡ) ପଦବୀ ପୂରଣ ପାଇଁ ବିଭିନ୍ନ କେନ୍ଦ୍ରରେ ସାଧାରଣ ଡ୍ୟୁଟି ପାଇଁ ଦୌଡ ଏବଂ ଲମ୍ବ ଡିଆଁ ପରୀକ୍ଷା ଚାଲିଛି। ଆଜି ସକାଳ ୫ଟାରୁ ପରୀକ୍ଷା…

ନାବାଳିକାଙ୍କୁ କୁରକୁରି, ଚକଲେଟ ଦେଖାଇ ଏକ ନିଛାଟିଆ ସ୍ଥାନକୁ ଡାକିନେଲେ ବୃଦ୍ଧ, ତା’ପରେ…

ଖୁଣ୍ଟୁଣୀ,୭l୨(ସଚ୍ଚିଦାନନ୍ଦ ପଣ୍ଡା): ଜଣେ ନାବାଳିକା ୪ର୍ଥ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ଉଦ୍ୟମ କରିବା ଅଭିଯୋଗରେ ଖୁଣ୍ଟୁଣୀ ଥାନା ପୋଲିସ ଶୁକ୍ରବାର ରାଧାଦାମୋଦରପୁର (କଣ୍ଟାବନ୍ଧ) ଗ୍ରାମର ଗଗନ ବିହାରୀ ଦାସ (୭୫)ଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ପୋଲିସ ସୂତ୍ରରୁ ପ୍ରକାଶ ଗୁରୁବାର…

ଗୋଟିଏ ଦିନରେ ୩ ଦୁର୍ଘଟଣା

ମୋରଡ଼ା/ରାସଗୋବିନ୍ଦପୁର,୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ମୟୂରଭଞ୍ଜ ଜିଲା ମୋରଡ଼ା ଓ଼ ରାସଗୋବିନ୍ଦପୁର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ରାସଗୋବିନ୍ଦପୁର ଥାନା ଅଧୀନ ଗଁାଅମର୍ଦା ପଞ୍ଚାୟତ ଅନ୍ତର୍ଗତ ଆମ୍ବଶୁଳି ଗଁାର ଖେଲାରାମ କିସ୍କୁଙ୍କ ଘର…

ସି କେ ନାଇଡୁ ଟ୍ରଫି: ବେଙ୍ଗଲ ଦଳ ୩୦୧/୬ , ଆୟୁଷ ସିଂଙ୍କ ଶତକ

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଓଡ଼ିଶା ଓ ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ସି.କେ ନାଇଡୁ ଟ୍ରଫିର ଏଲାଇଟ୍ ଗ୍ରପ୍‌ – ବି ଲିଗ୍ ମ୍ୟାଚ୍ ଶୁକ୍ରବାର ଉଦ୍‌ଘାଟିତ ହୋଇଯାଇଛି । ବେଙ୍ଗଲ ଦଳ ଟସ୍ ଜିତି…

୮୫ କି.ଗ୍ରା. ଗଞ୍ଜେଇ ଜବତ: ୩ ଅଟକ

ଆନନ୍ଦପୁର, ୬ା୨(ସୁଶାନ୍ତ କୁମାର ସାହୁ): ଗଞ୍ଜେଇ ଭର୍ତ୍ତି ୨ଟି ଚାରିଚକିଆ ଗାଡି କେନ୍ଦୁଝର ସ୍ପେଶାଲ ସ୍କ୍ବାଡ୍‌ ଦ୍ୱାରା ଜବତ କରାଯାଇଛି। ଏଥିରେ ୮୫ କି.ଗ୍ରା. ଗଞ୍ଜେଇ ଥିବା ଜଣାପଡିଛି। ୩ଜଣଙ୍କୁ ଅଟକ ରଖାଯାଇଛି। ଜାତୀୟ ରାଜପଥ ୨୦ ପାର୍ଶ୍ୱ ଘସିପୁରା ଅଞ୍ଚଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?