ଆମ ଜିଲା ଖବର

ଜଗତ୍‌ସିଂହପୁରରେ ପ୍ରବଳ ବର୍ଷା ସମ୍ଭାବନା

ଜଗତ୍‌ସିଂହପୁର ଅଫିସ,୮ା୧୧: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗୁରୁବାର ବାତ୍ୟା ବୁଲ୍‌ବୁଲ୍‌ରେ ପରିଣତ ହୋଇଛି। ଏହାର ପ୍ରଭାବରେ ଜଗତ୍‌ସିଂହପୁର ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଜିଲାର ସମସ୍ତ ବିଦ୍ୟାଳୟ ଓ ଅଙ୍ଗନୱାଡି କେନ୍ଦ୍ର ୨ ଦିନ ଅର୍ଥାତ୍‌…

ବିଭୁ ରାଉତରାୟ ହାଇକୋର୍ଟ ବିଚାରପତି ନିଯୁକ୍ତ: ଆଜି ନେବେ ଶପଥ

କଟକ ଅଫିସ, ୮-୧୧:ଓଡ଼ିଶା ହାଇକୋର୍ଟର ନୂଆ ବିଚାରପତି ଭାବେ ବ୍ରହ୍ମପୁର ଜିଲା ଦୌରାଜଜ୍‌ ଥିବା ବିଭୁ ପ୍ରସାଦ ରାଉତରାୟ ଶୁକ୍ରବାର ଶପଥ ଗ୍ରହଣ କରିବେ। କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ଗୁରୁବାର ତାଙ୍କ ନିଯୁକ୍ତି ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି।…

ଆଜିଠୁ ପଞ୍ଚୁକ ବ୍ରତ:୫ ଦିନ ୫ ବେଶରେ ଦର୍ଶନ ଦେବେ ମହାପ୍ରଭୁ

ପୁରୀ ଅଫିସ,୮-୧୧: ଶୁକ୍ରବାରଠାରୁ ଆରମ୍ଭ ହେବ ମହା କାର୍ତ୍ତିକର ପଞ୍ଚୁକ ବ୍ରତ। ଶ୍ରୀମନ୍ଦିରରେ କାର୍ତ୍ତିକ ଶୁକ୍ଳ ଏକାଦଶୀଠାରୁ କାର୍ତ୍ତିକ ପୂର୍ଣ୍ଣିମା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ପଞ୍ଚୁକ ବେଶ ଅନୁଷ୍ଠିତ ହେବ। ଶୁକ୍ରବାର ଶ୍ରୀମନ୍ଦିରରେ ହରି ଉତ୍‌ଥାପନ ଏକାଦଶୀ ନୀତି ସମ୍ପନ୍ନ ହେବା ସହିତ…

କୋଇଲା ମନ୍ତ୍ରୀଙ୍କ ଦିନିକିଆ ତାଳଚେର ଗସ୍ତ:ଖଣି ଦୁର୍ଘଟଣା କ୍ଷତିପୂରଣ ୧୫ ଲକ୍ଷକୁ ବୃଦ୍ଧି

ତାଳଚେର,୮-୧୧(ନି.ପ୍ର.):ଦେଶରେ ପ୍ରଚୁର କୋଇଲା ରହିଛି। କେବଳ ଓଡ଼ିଶାରେ ଦେଶର ୨୫ ପ୍ରତିଶତ (୭୫ ବିଲିୟନ ଟନ୍‌) କୋଇଲା ଗଚ୍ଛିତ ଅଛି। ତଥାପି ବିଦେଶରୁ ବାର୍ଷିକ ୨୩୫ ମିଲିୟନ ଟନ୍‌ କୋଇଲା ଆମଦାନୀ କରାଯାଉଛି। ଫଳରେ ଦେଶର ୨ଲକ୍ଷ ୭୧ କୋଟି ଟଙ୍କା…

ଦେବଗଡ଼ ଜିଲାସ୍ତରୀୟ ଶିଶୁ ଉତ୍ସବ ମହକ : ଶିଶୁଙ୍କ ସହ ନାଚିଲେ ଶିଶୁ ସୁରକ୍ଷା ଅଧିକାରୀ

ଦେବଗଡ଼, ୭ା୧୧(ଡ଼ି.ଏନ.ଏ.)-ଦେବଗଡ଼ ଜିଲା ଶିଶୁ ସୁରକ୍ଷା ୟୁନିଟ୍‌ ପକ୍ଷରୁ ଶିଶୁ ଆଶ୍ରୟ ଗୃହର ଶିଶୁମାନଙ୍କ ପାଇଁ ‘ଶିଶୁ ଉତ୍ସବ ମହକ-୨୦୧୯ ଶିଶୁ ଆଶ୍ରୟ ଗୃହ ସପୋର୍ଟରେ ଆୟୋଜିତ ହୋଇଯାଇଛି ା ଜିଲା ଶିଶୁ ସୁରକ୍ଷା ଅଧିକାରୀ ରୋମିଓ ମହାପାତ୍ରଙ୍କ ତତ୍ତ୍ୱାବଧାନରେ ଆୟୋଜିତ…

ଭତା ଲାଗି ଆବେଦନ କରି ବୁରୁଧ୍‌ ନିରାଶ

ଅତାବିରା, ୮।୧୧ (ଡି.ଏନ୍‌.ଏ.)-ବରଗଡ ଜିଲା ଭେଡେନ ବ୍ଲକ ଦେଶଭଟିଲି ପଁଚେତ୍‌ ଉଦେପୁର ଛକ ପାସର ବିଧବା ବୁରୁଧ୍‌ ହେମ ଦନ୍ତା(୮୦)। ପରିବାର କହେଲେ ପୁଓ ଲୋକନାଥ, ଝି’ ବୈଦେହୀ, ଗୋଦାବରୀ, ବହ ସୁଜାତା ଆର ନାତେନକେ ନେଇ ତାକର ସଁସାର। ହେମକଁର…

୭ ବଛର ହେଲା ସପନ୍‌ ହେଇ ରହିଛେ

କଣ୍ଟାମାଳ, ୮।୧୧ (ଡି.ଏନ୍‌.ଏ.)-ବୌଦ୍ଧ ଜିଲା କଣ୍ଟାମାଳ-ବଲାଙ୍ଗୀର ତେଲନଦୀ ପୁଲିଆ ତିଆରି ମୂଲ ହେବାର ୭ ବଛର ଉତାରୁ ବି ଅଂଚଲବାସୀକର ସପନ୍‌ ପୂରା ନାଇଁ ହେଇପାରି। ୮ଟା ସ୍ଳାବ୍‌ର ଶେଷ ଢଲେଇ, ବାଡ଼ା ଆର ସଂଯୋଗ ରାସ୍‌ତା ଅଭାବୁ ପୁଲିଆ ଲୁକ୍‌କର…

ଜିଲାସ୍ତରୀୟ ଧାନ କ୍ରୟ କମିଟି ବୈଠକ: ୧୫ରୁ ଧାନକିଣା

ବଲାଙ୍ଗୀର ଅଫିସ, ୮ା୧୧-ବଲାଙ୍ଗୀର ଜିଲାରେ ଖରିଫ୍‌ ୨୦୧୯-୨୦ ବର୍ଷ ପାଇଁ ଜିଲାସ୍ତରୀୟ ଧାନ କ୍ରୟ କମିଟି ବୈଠକ ସ୍ଥାନୀୟ ଡିଆରଡିଏ ସମ୍ମଳନୀ କକ୍ଷରେ ଗୁରୁବାର ବସିଥିଲା ା ଜିଲାପାଳ ଅରିନ୍ଦମ ଡାକୁଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର,…

ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ: ୯୨୩୫୨ ମେଟ୍ରିକ ଟନ୍‌ ସଂଗ୍ରହ ଲକ୍ଷ୍ୟ

ଢେଙ୍କାନାଳ ଅଫିସ, ୮।୧୧-ଢେଙ୍କାନାଳ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ଗୁରୁବାର ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ଏଥିରେ ଅଧ୍ୟକ୍ଷତା କରିଥିଲେ। ପ୍ରାଥମିକ କୃଷି ସମବାୟ ସମିତି ମାଧ୍ୟମରେ ଚଳିତ…

ଡକାୟତି ଯୋଜନା ପଣ୍ଡ, ୪ ଗିରଫ

ଅନୁଗୋଳ ଅଫିସ, ୮।୧୧-ଅନୁଗୋଳ ଜିନ୍ଦଲ ରୋଡରେ ଥିବା ଗାଣ୍ଡୁ ପଡ଼ିଆରେ ବୁଧବାର ବିଳମ୍ବିତ ରାତିରେ ଡକାୟତି ଯୋଜନା କରୁଥିବାବେଳେ ୪ ଜଣଙ୍କୁ ଅନୁଗୋଳ ପୋଲିସ ଗିରଫ କରି ଗୁରୁବାର କୋର୍ଟଚାଲାଣ କରିଛି। ସେମାନେ ହେଲେ କୁମଣ୍ଡର ଅନିଲ ସେଠୀ, ହେମସୁରପଡ଼ାର ରାଜୁ…

ବ୍ୟବସାୟୀଙ୍କ ଠାରୁ ଅଳଙ୍କାର ବ୍ୟାଗ ଚୋରି

ଦାରିଙ୍ଗବାଡି,୮ା୧୧(ଡି.ଏନ୍‌.ଏ.)- ଦାରିଙ୍ଗବାଡି ଥାନା ଅଞ୍ଚଳରୁ ଜଣେ ସୁନା ବ୍ୟବସାୟୀଙ୍କ ବାଇକ ଡିକିରୁ ସୁନା ଏବଂ ରୁପା ଗହଣା ଥିବା ବ୍ୟାଗ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଏନେଇ ବ୍ୟବସାୟୀ ସୁଦର୍ଶନ ନାୟକ ଅଭିଯୋଗ କରିଛନ୍ଥି। ସୁଦର୍ଶନ ଏକ ବ୍ୟାଗରେ ପ୍ରାୟ…

ଗଣ୍ଡଗୋଳ ବେଳେ ଗର୍ଭବତୀ ଆହତ ଅଭିଯୋଗ: ମୃତ ଶିଶୁ ଜନ୍ମ ପରେ ସ୍ବାସ୍ଥ୍ୟକେନ୍ଦ୍ରରେ ଉତ୍ତେଜନା

ଦାରିଙ୍ଗବାଡ଼ି,୮।୧୧(ଡି.ଏନ.ଏ)-ଦାରିଙ୍ଗବାଡ଼ି ଥାନା ପଞ୍ଚୁପଲ୍ଲି ଗ୍ରାମରେ ଜମିବାଡ଼ିକୁ ନେଇ ଶୁକ୍ରବାର ଗଣ୍ଡଗୋଳ ହୋଇଥିଲା। ଏଥିରେ ଜଣେ ଗର୍ଭବତୀ ରୋଜି ବଳିଆର ସିଂ ଆହତ ହୋଇଥିବା ଥାନାରେ ଅଭିଯୋଗ ହୋଇଥିଲା। ରୋଜିଙ୍କୁ ପ୍ରଥମେ ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ପରେ ବାଲିଗୁଡ଼ା ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ର ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?