ଆମ ଜିଲା ଖବର

ବରଗଡ଼ ଧନୁଯାତ୍ରା ଲାଗି କଂସ ଚୟନକୁ ନେଇ ବଢ଼ୁଛି ବିରୋଧ: କଳାକାର ସଂଘ ପରେ ଜିଲାପାଳଙ୍କୁ ଭେଟିଲା ଜିଲା ସାମ୍ବାଦିକ ସଂଘ

ବରଗଡ଼ ଅଫିସ,୭।୧୧- ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡିସେମ୍ବର ୩୧ ତାରିଖଠାରୁ ଆରମ୍ଭ ହୋଇ ୨୦୨୦ ଜାନୁଆରୀ ୧୦ ତାରିଖ ପର୍ଯ୍ୟନ୍ତ ଦୀର୍ଘ ୧୧ ଦିନ ଧରି ଅନୁଷ୍ଠିତ ହେବ । ଏଥର ଧନୁଯାତ୍ରା ପାଇଁ ମୁଖ୍ୟ…

ଚଳନ୍ତା କାର୍‌ରେ ଯୁବତୀଙ୍କୁ ବଳାତ୍କାର କରି ଫିଙ୍ଗିଦେଲେ ଦୁର୍ବୃତ୍ତ

ଖୋର୍ଦ୍ଧା ଅଫିସ, ୭।୧୧: ଚଳନ୍ତା କାରରେ ବଳାତ୍କାର କରି ଜଣେ ଯୁବତୀଙ୍କୁ ରାସ୍ତା କଡ଼ରେ ଫିଙ୍ଗି ଦେଇ ଚାଲିଗଲେ ଦୁର୍ବୃତ୍ତ। ଖୋର୍ଦ୍ଧା ଆଦର୍ଶ ଥାନା ଅନ୍ତର୍ଗତ ପିଏନ୍‌ କଲେଜ ନିକଟ ଶ୍ମଶାନ ପାଖରୁ ଉକ୍ତ ଯୁବତୀଙ୍କୁ ମୁମୂର୍ଷୁ ଅବସ୍ଥାରେ ଉଦ୍ଧାର କରାଯାଇ…

ବାଲ୍ୟ ବିବାହ

ବାଲ୍ୟ ବିବାହ ଏକ ଦଣ୍ଡନୀୟ ଅପରାଧ। ଏଥିପାଇଁ ଜନ ସଚେତନତା ସୃଷ୍ଟି ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ଚାଲିଛି। ସରକାରୀ ନୀତି ନିୟମ ମଧ୍ୟ ପ୍ରଣୟନ ହେଉଛି। ପୋଲିସ ପ୍ରଶାସନ ବି ଏପରି ଅପରାଧ ବନ୍ଦ ପାଇଁ ତତ୍ପର। ହେଲେ ଏବେ ବି…

ଏସ୍‌ସିବି ମେଡିକାଲରେ ୫-ଟି ସଚିବ: ସୁପର ସ୍ପେଶିଆଲିଟି ବିଲ୍ଡିଂ ନିର୍ମାଣ ନେଇ ଆଲୋଚନା

କଟକ ଅଫିସ, ୭।୧୧: ରାତି ପାହିନି, କଟକ ଏସ୍‌ସିବି ମେଡିକାଲରେ ରାଜ୍ୟର ୩ ଜଣ ଆଇଏଏସ୍‌ ଅଫିସର ପହଞ୍ଚିଥିଲେ। ୫-ଟି ସଚିବ ଭି.କେ. ପାଣ୍ଡିଆନଙ୍କ ନେତୃତ୍ୱରେ ସ୍ବାସ୍ଥ୍ୟ ସଚିବ ପ୍ରମୋଦ ମହେର୍ଦ୍ଦା, ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ ଶାଲିନୀ ପଣ୍ଡିତ ବୁଧବାର…

୨୦ଲକ୍ଷ ଦାଦାବଟିକୁ ନେଇ ଗୁଳିକାଣ୍ଡ

ଗୋପ,୭ା୧୧(ଡି.ଏନ୍‌.ଏ.) ଦାଦାବଟିକୁ ନେଇ ପୁରୀ ଜିଲା ଗୋପ ଅଞ୍ଚଳରେ ବୁଧବାର ଗୁଳିକାଣ୍ଡ ସହ ଗାଡ଼ି ପୋଡ଼ି ହୋଇଛି। ଗୋପ-ବାଲିଘାଇ ରାସ୍ତାର ସୁବର୍ଣ୍ଣପୁର ନିକଟରେ ଦୁଇ ଯୁବକ ଜଣେ ଠିକାଦାରଙ୍କୁ ଘରୁ ଡାକି ୨୦ଲକ୍ଷ ଟଙ୍କା ଦାଦାବଟିକୁ ନେଇ ଅଭିଯୁକ୍ତମାନେ ତିନି ରାଉଣ୍ଡ…

ନାବାଳକଙ୍କୁ ସାବାଳକ ସଜାଇଲା ପୋଲିସ; ୩ ମାସ ହେଲାଣି ରହି ଆସୁଛନ୍ତି ଜେଲ୍‌ରେ

ନୟାଗଡ଼ ଅଫିସ,୬।୧୧-ନୟାଗଡ଼ ଜିଲା ଓଡ଼ଗାଁ ପୋଲିସ ଜଣେ ନାବାଳକଙ୍କୁ ସାବାଳକ ଦର୍ଶାଇ ଜେଲ୍‌କୁ ପଠାଇଛନ୍ତି। ସମ୍ପୃକ୍ତ ନାବାଳକ ୩ ମାସ ହେଲାଣି ନୟାଗଡ଼ ଖୁଣ୍ଟୁବନ୍ଧସ୍ଥିତ ଉପକାରାଗାରରେ ରହି ଆସୁଛନ୍ତି। ଯେ, ଓଡ଼ଗାଁ ଥାନା ବନ୍ଧସାହି ଗ୍ରାମର ଜଣେ ୧୭ ବର୍ଷୀୟ ନାବାଳକଙ୍କୁ…

ଦୃଷ୍ଟି ଆଢୁଆଳରେ ପରଙ୍ଗବାସୀ

ଛେଣ୍ଡିପଦା, ୭।୧୧(ଡି.ଏନ.ଏ.) ବିନା ମୌଳିକ ସୁବିଧା, ପରିଚୟପତ୍ର ସହ ସରକାରୀ ଯୋଜନାରୁ ବାଦ୍‌ ପଡି ଜୀବନ କାଟୁଛନ୍ତି ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ପରଙ୍ଗ ଗ୍ରାମବାସୀ। ଜିଲା ସଦରମହକୁମାଠାରୁ ୧୦ କିମି ଦୂରରେ ଏହି ଗ୍ରାମ ଥିଲେ ମଧ୍ୟ ଏହା ଉପରେ…

ପୋକତୁଙ୍ଗା ଡମସାହିରେ ଝାଡ଼ାବାନ୍ତି ବ୍ୟାପିବା ଘଟଣା; ଦୂଷିତ କୂଅ ପାଣି ମୁଖ୍ୟ କାରଣ

ବନ୍ତଳା,୭।୧୧(ଡି.ଏନ.ଏ.) ଅନୁଗୋଳ ଜିଲା ବନ୍ତଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନରେ ଥିବା ପୋକତୁଙ୍ଗା ଡମସାହିରେ ଝାଡାବାନ୍ତି ବ୍ୟାପିବା ଘଟଣାରେ ଜିଲା ମୁଖ୍ୟ ଚିକିତ୍ସାଳୟର ଏକ ପ୍ରତିନିଧି ଦଳ ବୁଧବାର ବନ୍ତଳା ସ୍ବାସ୍ଥ୍ୟକେନ୍ଦ୍ର ଓ ପୋକତୁଙ୍ଗା ଗ୍ରାମକୁ ଯାଇ ଆକ୍ରାନ୍ତଙ୍କୁ ଭେଟିଛନ୍ତି। ଏଥିସହ ଝାଡାବାନ୍ତି…

କନ୍ଧନୟାଗଡ଼ରେ ପାଇଖାନା ଦୁର୍ନୀତିର ତଦନ୍ତ; ପ୍ରାରମ୍ଭରୁ ଦୁର୍ନୀତି ଚାପିବାକୁ ପ୍ରୟାସ, ଫସର ଫାଟିଲା ଜିଲାପାଳଙ୍କ ନିର୍ଦ୍ଦେଶ

ରଣପୁର,୭ା୧୧(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ବ୍ଲକ କନ୍ଧନୟାଗଡ ପଞ୍ଚାୟତରେ ସ୍ବଚ୍ଛ ଭାରତ ମିଶନରେ ନିର୍ମାଣ ହେଉଥିବା ପାଇଖାନା ଦୁର୍ନୀତିର ବୁଧବାର ତଦନ୍ତ ହୋଇଛି । ବ୍ଲକ କନିଷ୍ଠ ଯନ୍ତ୍ରୀ ରବୀନ୍ଦ୍ର ନାଥ ସାହୁଙ୍କ ନେତୃତ୍ୱରେ ଏକ ୬ଜଣିଆ ଟିମ୍‌ ତଦନ୍ତ କରି…

ମଙ୍ଗଳାଯୋଡ଼ିରେ ଜୈବ ବିବିଧତା ଆଲୋଚନାଚକ୍ର; ବିଦେଶାଗତ ପକ୍ଷୀଙ୍କ ସୁରକ୍ଷା ଉପରେ ଗୁରୁତ୍ୱ

ଟାଙ୍ଗୀ (ଖୋର୍ଦ୍ଧା),୭ା୧୧ (ଡି.ଏନ.ଏ.): ଟାଙ୍ଗୀ ବ୍ଲକ ମଙ୍ଗଳାଯୋଡି ପଞ୍ଚାୟତରେ ବୁଧବାର ଜୈବ ବିବିଧତା ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ବିଶ୍ୱପ୍ରସିଦ୍ଧ ଚିଲକାକୁ ବିଦେଶାଗତ ପକ୍ଷୀଙ୍କ ଆଗମନ ଯୋଗୁ ସରକାରଙ୍କ ତରଫରୁ ନଳବଣକୁ ପକ୍ଷୀ ଅଭୟାରଣ୍ୟ ମାନ୍ୟତା ଦିଆଯାଇଛି। ଚିଲିକା ଉପକୂଳରେ ଅବସ୍ଥିତ ମଙ୍ଗଳାଯୋଡିରେ…

୫ ଆହାର କେନ୍ଦ୍ରକୁ ଆଇଏସ୍‌ଓ ମାନ୍ୟତା

ଢେଙ୍କାନାଳ ଅଫିସ, ୭।୧୧: ଢେଙ୍କାନାଳ ଜିଲାର ୫ ଆହାରକେନ୍ଦ୍ରକୁ ଆଇଏସ୍‌ଓ-୯୦୦୧:୨୦୧୫ ମାନ୍ୟତା ପ୍ରଦାନ କରାଯାଇଥିବା ବୁଧବାର ଜିଲା ଆହାର ସୋସାଇଟି ପକ୍ଷରୁ ସୂଚନା ଦିଆଯାଇଛି। ତନ୍ମଧ୍ୟରେ ଢେଙ୍କାନାଳ ପୌରାଞ୍ଚଳର ବସ୍‌ଷ୍ଟାଣ୍ଡ ଏବଂ ବାଜିଚୌକ୍‌ ନିକଟ ଆହାର କେନ୍ଦ୍ର ସହିତ, କାମାକ୍ଷାନଗର, ଭୁବନ…

ବିପଦସଙ୍କୁଳ ଅବସ୍ଥାରେ ଛାତ୍ରୀଛାତ୍ରଙ୍କୁ ପରିବହନ; ଲକ୍ଷାଧିକ ଟଙ୍କା ଜରିମାନା ଆଦାୟ

ଅନୁଗୋଳ ଅଫିସ, ୭।୧୧: ଅନୁଗୋଳ ପରିବହନ କାର୍ଯ୍ୟାଳୟ ପକ୍ଷରୁ ବୁଧବାର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ବିପଦସଙ୍କୁଳ ଅବସ୍ଥାରେ ଶିକ୍ଷାନୁଷ୍ଠାନଗୁଡିକର ଛାତ୍ରୀଛାତ୍ରଙ୍କୁ ପରିବହନ କରୁଥିବା ଗାଡ଼ି ଧରାଯିବା ସହ ଲକ୍ଷାଧିକ ଟଙ୍କା ଜରିମାନା ଆଦାୟ କରାଯାଇଛି। ଅନୁଗୋଳ ସହର ଓ ବନ୍ତଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?