ଗିରିଶଙ୍କରକୁଁ ମିଲବା ବିଜୁ ପକାଘର
ଲୋଇସିଂହା, ୭।୧୧(ଡି.ଏନ.ଏ)- ଗଲା ଦିଆଲି ଆଗରୁ ହେଇଥିବାର ଲଘୁଚାପ ବରଷାରେ ସୁବର୍ଣ୍ଣପୁର ଜିଲା କୁମୁଣ୍ଡେ ଗଁାର ଗିରିଶଙ୍କର ଗେଜୋକଁର ମାଏଟ୍ ଘରର କଁାଥି ଭାଂଗି ଯାଇଥିଲା। ଏନ୍ତାଥି ୪ ପରାନୀ କୁଟୁମ ସିମେଟ ପାଲ ତଲେ ବଡ଼ା ଗୁଲ୍ଗୁଲା ହେଇ ଜୀବନ…
ଚିଟ୍ଫଣ୍ଡ କୋର୍ଟ ଜଜ୍ ପଦବୀ ଖାଲି; ବିଚାର ପ୍ରକ୍ରିୟାରେ ବିଳମ୍ବ
ବ୍ରହ୍ମପୁର ଅଫିସ,୭ା୧୧: ବ୍ରହ୍ମପୁର ଜିଲା କୋର୍ଟରେ ସ୍ବତନ୍ତ୍ର ଭାବେ ଓପିଆଇଡି କୋର୍ଟ ରହିଛି। ଦକ୍ଷିଣ ଓଡ଼ିଶାର ୧୦ ଜିଲା ପାଇଁ ଏହି କୋର୍ଟ ରହିଥିବା ବେଳେ ଏଠାରେ ଏବେ ବିଚାରପତି ପଦବୀ ଖାଲି ରହିଛି। ଫଳରେ ବହୁ ଗୁରୁତ୍ୱପୂର୍ଣ୍ଣ ମାମଲାଗୁଡିକର ବିଚାରରେ…
କ୍ରାଫ୍ଟ ଟୁରିଜିମ କେନ୍ଦ୍ର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି
କେନ୍ଦୁଝର, ୭ା୧୧ (ସ୍ବ.ପ୍ର.)-ଘଟଗାଁ ବ୍ଲକ ଟେରାକୋଟା ଗ୍ରାମ ହଳଧରପୁରକୁ କ୍ରାଫ୍ଟ ଗ୍ରାମ ଭାବରେ ଅଭିବୃଦ୍ଧି କରିବା ପାଇଁ ସରକାର ଘୋଷଣା କରିଛନ୍ତି। ଏହି ଗ୍ରାମକୁ ଯିବା ପାଇଁ ଜାତୀୟରାଜପଥ ୨୦ କଡରେ ଥିବା ଟେରାକୋଟା ଗ୍ରାମ ବାଟହରିଚନ୍ଦନପୁରରେ (କଳା ଓ ସ୍ଥାପତ୍ୟ…
ଗୁଣ୍ଡିରିବାଡି, ତେନ୍ତୁଳିଆରେ ଲାଗିଲା ଟ୍ରାପ୍ କ୍ୟାମେରା
ଭଞ୍ଜନଗର,୭।୧୧(ଡି.ଏନ.ଏ)-ଗତମାସ ୯ ତାରିଖରେ ଜଗନ୍ନାଥପ୍ରସାଦ ରେଞ୍ଜ ଗୁଣ୍ଡିରିବାଡି ଗ୍ରାମ ନିକଟସ୍ଥ ଲଣ୍ଡେଇହିଲ୍ ପାହାଡ ନିକଟରୁ ଏକ ବାଘୁଣୀର ପାଦ ଚିହ୍ନ ମିଳିବାପରେ ଉକ୍ତ ଜଙ୍ଗଲରେ ବାଘ ଥିବା ପ୍ରମାଣ ମିଳିଥିଲା। ମାସେ ମଧ୍ୟରେ ବାଘୁଣୀଟି ଛାମୁଣ୍ଡା, କୁମୁଣ୍ଡା, ଲଣ୍ଡେଇହିଲ୍ ଅଞ୍ଚଳରେ ବୁଲୁଥିବା…
ଜମି କିଣିବା ନାଁରେ ୧୫ ଲକ୍ଷ ଠକେଇ; ୧୦ ବର୍ଷ ପରେ ଜମି ପାଇଲେ ମହିଳା
ଗୋପାଳପୁର,୭ା୧୧-ଜଣେ ମହିଳାଙ୍କ ନାଁରେ ଜମି କିଣିବା ପାଇଁ ସମ୍ପର୍କୀୟ ଭାଇ ମହିଳାଙ୍କଠାରୁ ୧୫ ଲକ୍ଷ ଟଙ୍କା ନେଇଥିଲେ। ପରେ ଜମି କିଣି ସମ୍ପୃକ୍ତା ମହିଳାଙ୍କ ନାଁରେ ନ କରି ନିଜ ଭଣଜାଙ୍କ ନାଁରେ କରି ଦେଇଥିଲେ। ଏ ନେଇ ଦୀର୍ଘ ୧୦…
ପୁନରୁଦ୍ଧାର ହେଉନି ନାଗସରା ପୋଖରୀ
ହାଟଡିହୀ, ୭ା୧୧(ଡି.ଏନ.ଏ.)-କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ସୋସୋ ପଞ୍ଚାୟତ ସୋସୋ ଗ୍ରାମର ନାଗସରା ପୋଖରୀ ବହୁବର୍ଷ ଧରି ପରିତ୍ୟକ୍ତ ଅବସ୍ଥାରେ ପଡ଼ିରହିଛି। ପୋଖରୀଟି ଧୀରେ ଧୀରେ ପୋତି ହୋଇଗଲାଣି। ଏଥିସହ ରକ୍ଷଣାବେକ୍ଷଣା ଅଭାବରୁ ପୋଖରୀ ହୁଡ଼ା ନଷ୍ଟ ହୋଇଯାଇଥିବା ବେଳେ ଦଳରେ…
ଭିତ୍ତିଭୂମି ବଦଳିବା ସତ୍ତ୍ୱେ ଆସିନି ସୁଧାର
ବାଲେଶ୍ୱର ଅଫିସ,୭।୧୧- ବିଧାନସଭାର ଷ୍ଟାଣ୍ଡିଂ କମିଟି ଚେୟାରମ୍ୟାନ୍ ଅଶ୍ୱିନୀ ପାତ୍ରଙ୍କ ତତ୍ତ୍ୱାବଧାନରେ ୧୨ ଜଣିଆ ଟିମ୍ ବୁଧବାର ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କରିଛନ୍ତି। ସେମାନେ ଚିକିତ୍ସାଳୟର ଭିତ୍ତିଭୂମି ତଦାରଖ କରିବା ସହ ପ୍ରସୂତି ଓ ଶିଶୁ ବିଭାଗ ପରିଦର୍ଶନ…
ଆଇଆର୍ଡିଏ ଅଧିକାରୀ ପରିଚୟ; ୧୭ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ, ବଢୁଛି ସାଇବର କ୍ରାଇମ୍
ଗୋପାଳପୁର,୭ା୧୧-ଆଇଆର୍ଡିଏ (ଇନ୍ସ୍ୟୁରାନ୍ସ ରେଗୁଲେଟାରି ଆଣ୍ଡ ଡେଭଲପ୍ମେଣ୍ଟ ଅଥରିଟି)ର ଅଧିକାରୀ ପରିଚୟ ଦେଇ ଅନ୍ଲାଇନ୍ରେ ଗଞ୍ଜାମ ଜିଲା ଗୋପାଳପୁର ଥାନା ଡୁରା ଗ୍ରାମର ଜଣେ ବ୍ୟକ୍ତିଙ୍କଠାରୁ ୧୭ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ ହୋଇଥିବା ଅଭିଯୋଗ ହୋଇଛି। ଏହାର ଶିକାର ହୋଇଛନ୍ତି ଶକ୍ତି…
ଶିକ୍ଷୟିତ୍ରୀଙ୍କୁ ଯୌନ ନିର୍ଯାତନା: ଏସଡିପିଓ ତଦନ୍ତ କରି ଫେରିଲେ
ବାଲିଆପାଳ,୭।୧୧(ସ୍ବ.ପ୍ର./ଡି.ଏନ.ଏ.)-ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ଅନ୍ତର୍ଗତ ଜାଠିଆଠାରେ ଥିବା ଏକ ହାଇସ୍କୁଲର ଜନୈକା ଶିକ୍ଷୟିତ୍ରୀଙ୍କୁ ପ୍ରଧାନଶିକ୍ଷକ ଯୌନ ନିର୍ଯାତନା ଦେବା ଘଟଣା ପଦାକୁ ଆସିଛି। ଏ ନେଇ ବାଲିଆପାଳ ଥାନାରେ ଅଭିଯୋଗ ହେବା ପରେ ପୋଲିସ ଏକ ମାମଲା (ନଂ. ୧୭୨/୧୯)…
ବେଆଇନ ମାଙ୍କଡା ପଥର ଖନନ ଚାଲିଛି; ଅଭିଯୋଗ କଲେ କୁଳଙ୍ଗ ଗ୍ରାମବାସୀ
ତେଲକୋଇ, ୭।୧୧(ଡି.ଏନ.ଏ.)-ତେଲକୋଇ ବନାଞ୍ଚଳ ଅଧୀନରେ ରାଇସୁଆଁ ପଞ୍ଚାୟତର କୁଳଙ୍ଗ ଗ୍ରାମର ଖେସରା ଜଙ୍ଗଲ ମଧ୍ୟରେ ଚାଲିଛି ବେଆଇନ ଭାବେ ମାଙ୍କଡା ପଥର ଖନନ। ମାଙ୍କଡା ପଥର ଖନନ ଯୋଗୁ ଜଙ୍ଗଲ ଅଞ୍ଚଳରେ ପୋଖରୀ ସଦୃଶ୍ୟ ଗାତ ସୃଷ୍ଟି ହେବା ଯୋଗୁ ଗ୍ରାମର…
ଧରାକୋଟ ବ୍ଲକ ନକଲି ସାର୍ଟିଫିକେଟ୍ରେ ନିଯୁକ୍ତି; ଧରାପଡ଼ିଲେ ଆଉ ୩ ଶିକ୍ଷକ
ବ୍ରହ୍ମପୁର ଅଫିସ୍,୭ା୧୧-ନିଯୁକ୍ତି ବେଳେ ନକଲି ସାର୍ଟିଫିକେଟ୍ ଦେଇଥିବା ଶିକ୍ଷୟିତ୍ରୀ ଶିକ୍ଷକଙ୍କ ବିରୋଧରେ ଆରମ୍ଭ ହୋଇଛି କାର୍ଯ୍ୟାନୁଷ୍ଠାନ। ଗଞ୍ଜାମ ଜିଲା ଧରାକୋଟ ବ୍ଲକର ଆଉ ୩ ଜଣ ଶିକ୍ଷକ ନକଲି ସାର୍ଟିଫିକେଟ୍ ଦେଇ ଧରାପଡ଼ିଛନ୍ତି। ବୁଧବାର ଏନେଇ ଜିଲା ଶିକ୍ଷା ଅଧିକାରୀ ସନାତନ…
ପାରମ୍ପରିକ ବାଦ୍ୟରେ ମେଲାଣି ନେଲେ ମା’ କାଳୀ
ଭଦ୍ରକ ଅଫିସ, ୭।୧୧ – ପ୍ରସିଦ୍ଧ ଭଦ୍ରକ କାଳୀପୂଜାର ବୁଧବାର ଥିଲା ଭସାଣି ଉତ୍ସବ। ଗତ ୨୭ ତାରିଖରୁ ୧୦ ଦିନ ଧରି ପୂଜା ପାଇଆସୁଥିବା ମା’ କାଳୀ ମେଲାଣି ନେଇଛନ୍ତି। ପାରମ୍ପରିକ ବାଦ୍ୟ ଓ ସାଂସ୍କୃତିକ ଶୋଭାଯାତ୍ରା ମଧ୍ୟରେ ମା’ଙ୍କୁ…

