ଆମ ଜିଲା ଖବର

ସରିଲା ଖନ୍ତାପଡା ମହୋତ୍ସବ

ବାହାନଗା,୭ା୧୧(ଡି.ଏନ.ଏ.)- ଗତ ବୁଧବାର ଉଦଘାଟିତ ହୋଇଥିବା ୬ଷ୍ଠ ଖନ୍ତାପଡା ମହୋତ୍ସବ ମଙ୍ଗଳବାର ରାତିରେ ଉଦ୍‌ଯାପିତ ହୋଇଛି। ମହୋତ୍ସବ ଦ୍ୱାରା ମାନବ ସମାଜ ମଧ୍ୟରେ ଭାଇଚାରା ସୃଷ୍ଟି ହେବା ସହିତ କଳାକାର ଓ ବ୍ୟବସାୟୀଙ୍କ ମଧ୍ୟରେ ସର୍ମ୍ପକର ସେତୁ ଯୋଡିଥାଏ ବୋଲି ଉତ୍ସବର…

ଉତ୍ତର ଓଡ଼ିିଶା ବିଶ୍ୱବିଦ୍ୟାଳୟରେ ଛାତ୍ର ଅଶାନ୍ତି: ପରୀକ୍ଷା ଫି କମାଇବା ଦାବିରେ ଆନ୍ଦୋଳନ

ବାରିପଦା ଅଫିସ,୬ା୧୧: ମୟୂରଭଞ୍ଜ ଜିଲା ବାରିପଦା ତକତପୁର ସ୍ଥିତ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟରେ କର୍ତ୍ତୃପକ୍ଷଙ୍କ ପରିଚାଳନାଗତତ୍ରୁଟି ଯୋଗୁ କିଛି ଦିନ ହେବ ଛାତ୍ର ଆନ୍ଦୋଳନ ଲାଗି ରହିଛି। ବିଭିନ୍ନ ଦାବି ନେଇ ମଙ୍ଗଳବାର ବିଶ୍ୱବିଦ୍ୟାଳୟର ବିଏଡ଼ ଓ ଏମଏଡ଼ ବିଭାଗର ଛାତ୍ରୀଛାତ୍ରମାନେ…

କାର୍ଯ୍ୟରେ ଅବହେଳା: ବିଏଲଓ ନିଲମ୍ବିତ: ୨୭ଜଣଙ୍କୁ କାରଣ ଦର୍ଶାଅ ନୋଟିସ

ବାଲେଶ୍ୱର ଅଫିସ,୬।୧୧: ଗତ ସେପ୍ଟେମ୍ବର ୧୫ରୁ ଆରମ୍ଭ କରାଯାଇଥିବା ଭୋଟର ପରିଚୟ ପତ୍ର ଯାଞ୍ଚ କାର୍ଯ୍ୟକ୍ରମ ଚଳିତ ମାସ ୧୮ତାରିଖ ସୁଦ୍ଧା ସାରିବାକୁ ସମୟସୀମା ନିର୍ଦ୍ଧାରିତ ହୋଇଛି। ଆସନ୍ତା ୨୫ ତାରିଖରେ ନୂତନ ଭୋଟର ତାଲିକା ପ୍ରକାଶ ପାଇବ ବୋଲି ନିର୍ବାଚନ…

ଶ୍ରୀମନ୍ଦିରରେ ପୋଲିସ ଭାଙ୍ଗିଲା ନିୟମ:ନୀତି ବ୍ୟାହତ

ପୁରୀ ଅଫିସ, ୬ା୧୧: ଶ୍ରୀମନ୍ଦିରରେ ଶୃଙ୍ଖଳା ରକ୍ଷା କରିବା ପାଇଁ ପୋଲିସ କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି। ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଓ ଭିଡ଼ ସମୟରେ ଏହାକୁ ନିୟନ୍ତ୍ରଣ କରିବା ପୋଲିସର ଦାୟିତ୍ୱ। ହେଲେ ବାଡ଼ ଫସଲ ଖାଇବା ଭଳି ଘଟଣା ଘଟିଛି…

ସାତ ପାହାଚରେ ଗୋଡ଼ ଖସିଲା: ଶ୍ରୀମନ୍ଦିର ବୋଝିଆ ଗୁରୁତର

ପୁରୀ ଅଫିସ, ୬ା୧୧୧: ଶ୍ରୀମନ୍ଦିରରେ ବୁଧବାର ଜଣେ ବୋଝିଆ ଗୁରୁତର ଭାବେ ଆହତ ହୋଇଛନ୍ତି। ତାଙ୍କ ନାମ ଦୁଃଶାସନ ଜେନା (୪୫)। ସାତପାହାଚରେ ଗୋଡ଼ ଖସିଯିବାରୁ ସେ ତଳେ ପଡ଼ିଯାଇଥିଲେ। ତାଙ୍କ ଅଣ୍ଟା ଓ ଆଣ୍ଠୁରେ ଗଭୀର ଆଘାତ ଲାଗିଛି। ସୂଚନା…

ଅବକାରୀ ଚଢ଼ାଉ: ୧୦୦ କୁଇଣ୍ଟାଲ ମହୁଲଫୁଲ ଜବତ

କୁତ୍ରା, ୬।୧୧ (ଡି.ଏନ.ଏ): ସୁନ୍ଦରଗଡ଼ ଜିଲା କୁତ୍ରାଠାରେ ରାଜଗାଙ୍ଗପୁର ଓ ବଡ଼ଗାଁ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ୧୦୦ କୁଇଣ୍ଟାଲରୁ ଊର୍ଦ୍ଧ୍ୱ ମହୁଲ ଫୁଲ ଜବତ କରାଯାଇଛି। କୁତ୍ରାଠାରେ ସନ୍ତୋଷ ବେହେରା ନାମକ ଜଣେ ବ୍ୟକ୍ତିଙ୍କ ଗୋଦାମରେ ୧୦୦ କୁଇଣ୍ଟାଲରୁ…

ଉନ୍ନୟନ କାର୍ଯ୍ୟର ତଦାରଖ କଲେ ଶକ୍ତି ସଚିବ

ହିଞ୍ଜିଳିକାଟୁ,୬ା୧୧(ଡ଼ି.ଏନ.ଏ): ସରକାରଙ୍କ ୫ଟି ବିଭାଗ ପକ୍ଷରୁ ବିଭିନ୍ନ ସରକାରୀ କାର୍ଯ୍ୟର ତଦାରଖ ପାଇଁ ରାଜ୍ୟ ଶକ୍ତି ସଚିବ ବିଷ୍ଣୁପଦ ସେଠୀ ମଙ୍ଗଳବାର ହିଞ୍ଜିଳିକାଟୁ ବ୍ଲକ ଓ ପୌରାଞ୍ଚଳରେ ପହଞ୍ଚତ୍ ବିଭିନ୍ନ କାର୍ଯ୍ୟର ତଦାରଖ କରିଛନ୍ତି। ତାଙ୍କ ସହ ଗଞ୍ଜାମ ଜିଲାପାଳ ବିଜୟ…

ଶୁଦ୍ଧିକ୍ରିୟା ପାଇଁ ଟଙ୍କା ଧାର କରି ଫେରିଲେ ବାପା

ଭଞ୍ଜନଗର,୬।୧୧(ଡି.ଏନ.ଏ.): ସୁରଟର ଏକ ରାସ୍ତା ଦୁର୍ଘଟଣାରେ ଭଞ୍ଜନଗର ନିକଟସ୍ଥ ଲଣ୍ଡେଇସାହିର ସୁରଜ ବେହେରାଙ୍କ ଜୀବନ ଚାଲିଗଲା ସତ କିନ୍ତୁ ସେ ବଞ୍ଚାଇଦେଲ ଆଉ ୬ଜଣଙ୍କ ଜୀବନ। ଏହା କେବଳ ସୁରଜଙ୍କ ପିତା ବାବୁଲିଙ୍କ ଯୋଗୁ ସମ୍ଭବ ହୋଇଛି। କିନ୍ତୁ ବୁଧବାର ଗ୍ରାମକୁ…

ଛାତ୍ରୀଙ୍କୁ ଆକ୍ରମଣ ଅଭିଯୋଗ: ୩ ଗିରଫ

ଧାମନଗର, ୬।୧୧ (ଡି.ଏନ.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ଦଇପୁର ଅଞ୍ଚଳର ଜଣେ ଛାତ୍ରୀଙ୍କୁ ମଙ୍ଗଳବାର ଆକ୍ରମଣ କରାଯାଇଥିଲା। ପରେ ତାଙ୍କୁ ଆଣି ଧାମନଗର ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଏ ନେଇ ଛାତ୍ରୀଙ୍କ ଅଭିଯୋଗ କ୍ରମେ ଧାମନଗର ଥାନା ପୋଲିସ ତଦନ୍ତ…

ଶିକ୍ଷକ ସମସ୍ୟା ନେଇ ସ୍କୁଲରେ ତାଲା ପକାଇଲେ ଗ୍ରାମବାସୀ : ନିର୍ଭର ପ୍ରତିଶ୍ରୁତି ପରେ ଆନ୍ଦୋଳନ ପ୍ରତ୍ୟାହୃତ

ଜମନକିରା,୬।୧୧(ଡି.ଏନ୍‌.ଏ): ସମ୍ବଲପୁର ଜିଲା ଜମନକିରା ବ୍ଲକ ବଡ଼ରମା ପଞ୍ଚାୟତ ଷଣ୍ଢପଥର ସରକାରୀ (ଏସ୍‌ଏସ୍‌ଡି) ହାଇସ୍କୁଲର ଶିକ୍ଷକ ସମସ୍ୟା ନେଇ ବୁଧବାର ପୂର୍ବ ନିର୍ଦ୍ଧାରିତ ନିଷ୍ପତ୍ତି ଅନୁଯାୟୀ ଅଭିଭାବକମାନେ ସ୍କୁଲ ସମ୍ମୁଖରେ ଧାରଣା ଦେଇଛନ୍ତି। ତେବେ ବିଭାଗ ଅଧିକାରୀଙ୍କ ନିର୍ଭର ପ୍ରତିଶ୍ରୁତି ପରେ…

ପ୍ରଫୁଲ୍ଲ ଭୀମଭୋଇ ସାମର୍ଥ୍ୟ ଅଭିଯାନ: ଚିହ୍ନଟ ହେଲେ ୮୪୯ ଦିବ୍ୟାଙ୍ଗ

ପୁରୀ ଅଫିସ,୬।୧୧: ବାତ୍ୟା ପ୍ରପୀଡ଼ିତ ଦିବ୍ୟାଙ୍ଗ ମାନଙ୍କୁ ସହାୟତା କରିବା ପାଇଁ ପୁରୀ ଜିଲାରେ ପ୍ରଫୁଲ୍ଲ ଯୋଜନା ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ନିମାପଡ଼ା ଉଚ୍ଚ ବିଦ୍ୟାଳୟ ପୁରୁଣା କ୍ୟାମ୍ପସଠାରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଆୟୋଜିତ ହୋଇଯାଇଛି। ପୁରୀ…

ବ୍ରଜରାଜନଗର ଗୁଳିକାଣ୍ଡ ଘଟଣା: ଡିଆଇଜିଙ୍କ ଖବରଦାତା ସମ୍ମିଳନୀ

ଝାରସୁଗୁଡ଼ା ଅଫିସ/ଲଖନପୁର,୬।୧୧(ଡି.ଏନ୍‌.ଏ): ଝାରସୁଗୁଡା ଜିଲା ବ୍ରଜରାଜନଗର ସହରରେ ମଙ୍ଗଳବାର ରାତିରେ ଦୁର୍ବୃତ୍ତମାନେ ଗୁଳିମାଡ଼ କରିଥିଲେ। ଏଥିରେ କୁଖ୍ୟାତ ଅପରାଧୀ ସୋନୁ ଘୋଷଙ୍କ ଭାଇ ମଣ୍ଟୁଙ୍କର ମୃତ୍ୟୁ ଘଟିଥିଲା। ଘଟଣାରେ ସମ୍ପୃକ୍ତ ୪ ଅପରାଧୀଙ୍କୁ ପୋଲିସ ଏନ୍‌କାଉଣ୍ଟର କରିଛି । ତେବେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?