ଯାଜପୁର ରୋଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍କୁ ଧକ୍କା ଦେଲା ଆମ୍ବୁଲାନ୍ସ
ଯାଜପୁର ରୋଡ,୫।୧୨(ନି.ପ୍ର.): ଯାଜପୁର ରୋଡ଼ ଥାନା ଦଳାଛକ ନିକଟରେ ବୁଧବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରକ୍କୁ ଧକ୍କା ଦେଲା ୧୦୮ ଆମ୍ବୁଲାନ୍ସ। ଏହି ଦୁର୍ଘଟଣାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ଚାଳକ ସମେତ ୮ମାସର…
ଆତ୍ମହତ୍ୟା କଲେ ଯୁବକ
ଆରଡି, ୫।୧୨, (ଡି.ଏନ.ଏ.): ଭଦ୍ରକ ଜିଲା ଧୂଷୁରୀ ଥାନା ଅନ୍ତର୍ଗତ ଖଟୁଆ ପାଟଣା ଗାଁର ଚିନ୍ତାମଣି ମୁଦୁଲି (୨୩) ବୁଧବାର ସନ୍ଧ୍ୟାରେ ଆତ୍ମହତ୍ୟା କରିଛନ୍ତି। ଘରଠାରୁ କିଛି ଦୂରରେ ଥିବା ଏକ ବିଲ ନିକଟସ୍ଥ ବରଗଛରେ ସେ ଦଉଡି ଦେଇ ଆତ୍ମହତ୍ୟା…
‘କାଜି’ ପଦବୀରୁ କାଜିବଜାର
କଟକ ଅଫିସ, ୫ା୧୨: ବାଉନ ବଜାର ତେପନ ଗଳିର ସହର କଟକ। ଯଦିଓ ଏବେ ଏହି ଐତିହାସିକ ସହରରେ ଶହେ ବଜାର ହଜାରେ ଗଳି ସୃଷ୍ଟି ହେଲାଣି ତଥାପି କଟକ ସହିତ ଏହି ଢଗଟି ଚିରକାଳ ଧରି ରହିଆସିଛି। ଏହି ପ୍ରାଚୀନ…
କାଗଜ କଲମରେ ସୀମିତ ଗାଁ କଲ୍ୟାଣ ସମିତି
ନାଉଗଁ।,୫ା୧୨(ସ୍ବ.ପ୍ର.): ଜାତୀୟ ଗ୍ରାମୀଣ ସ୍ବାସ୍ଥ୍ୟ ମିଶନ ପକ୍ଷରୁ ୨୦୦୭ରେ ନାଉଗଁ। ବ୍ଲକରେ ଗଠନ କରାଯାଇଥିଲା ଗଁ। କଲ୍ୟାଣ ସମିତି। ଏହାର ମୂଳ ଲକ୍ଷ୍ୟ ଥିଲା ଗଁ। ପରିବେଶକୁ ପରିସ୍କାର ରଖିବା ସହିତ ଗଁ।ରେ ସ୍ବାସ୍ଥ୍ୟଭିତ୍ତିକ ବାର୍ତ୍ତା ପହଞ୍ଚାଇବା। ସେହି ଅନୁସାରେ ବ୍ଲକ…
ବିଦେଶ ମାଟିରେ ଉଜ୍ଜୀବିତ ରହିଛି ଓଡ଼ିଆ ସଂସ୍କୃତି
ତିର୍ତ୍ତୋଲ,୫ା୧୨(ଡି.ଏନ.ଏ.): ବିଦେଶ ମାଟି ସୁଦୂର ସୌଦି ଆରବରେ ପ୍ରବାସୀ ଓଡ଼ିଆମାନେ ଦୀର୍ଘ ୧୧ବର୍ଷ ଧରି ଓଡ଼ିଶା କଳା, ସଂସ୍କୃତିର ପ୍ରଚାର ପ୍ରସାର କରିଆସୁଛନ୍ତି ବୋଲି ସେଠାରେ ରହୁଥିବା ତିର୍ତ୍ତୋଲ ଅଞ୍ଚଳର ଯୁବ ଇଞ୍ଜିନିୟର ହିମାଂଶୁ ମଲ୍ଲିକ ସୂଚନା ଦେଇଛନ୍ତି। ସେ କହିଛନ୍ତି,…
କାମରେ ଲାଗୁନି ଜମି ପଟ୍ଟା: ତହସିଲ ଆଗରେ ଭୂମିହୀନଙ୍କ ଧାରଣା
ବାଲିଆ,୫ା୧୨: ବିରିଡ଼ି ତହସିଲ ଅଧୀନ କୁଳକଇଜଙ୍ଗା ପଞ୍ଚାୟତ ସମେତ ଅନ୍ୟ କେତେକ ପଞ୍ଚାୟତର ଭୂମିହୀନଙ୍କୁ ତହସିଲ ପ୍ରଶାସନ ପକ୍ଷରୁ ଜମିପଟ୍ଟା ପ୍ରଦାନ କରାଯାଇଥିଲା। ମାତ୍ର ସେହି ପଟ୍ଟା ଏବେ ସେମାନଙ୍କ କୌଣସି କାମରେ ଲାଗୁ ନ ଥିବା ଅଭିଯୋଗ ହୋଇଛି। ତେଣୁ…
ଯାଜପୁର-କେନ୍ଦୁଝରରୋଡ ରେଳଷ୍ଟେଶନ: ଲୋକ ସଭାରେ ଉଠିଲା ଡିଭିଜନ ମାନ୍ୟତା ଦାବି
ଯାଜପୁର ଅଫିସ,୫ା୧୨: ଲୋକ ସଭାର ଚଳିତ ଶୀତ ଅଧିବେଶନରେ ଯାଜପୁର ଏମ୍ପି ଶର୍ମିଷ୍ଠା ସେଠୀ ବୁଧବାର ଯାଜପୁର-କେନ୍ଦୁଝରରୋଡ ଷ୍ଟେଶନକୁ ସ୍ବତନ୍ତ୍ର ରେଳ ଡିଭିଜନ ମାନ୍ୟତା ଦେବାକୁ ଦାବି କରିଛନ୍ତି। ସେ ତାଙ୍କ ଦାବିରେ କହିଛନ୍ତି ଯେ, କେନ୍ଦ୍ର ସରକାର ଯାଜପୁର ଜିଲାର…
ସୌରିକ ଯୁବ ମହୋତ୍ସବ ପ୍ରସ୍ତୁତି ବୈଠକ
କାଳିଆପାଣି,୫ା୧୨(ଡି.ଏନ୍.ଏ.): କାଳିଆପାଣିସ୍ଥିତ ଖଣି ନିଗମ ଅତିଥିଶାଳାରେ ବୁଧବାର ୫ମ ବାର୍ଷିକ ସୌରିକ ଯୁବ ମହୋତ୍ସବ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ସୁକିନ୍ଦା ବିଧାୟକ ପ୍ରୀତିରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ ଶ୍ରମିକ ନେତା ନାରାୟଣ ଚନ୍ଦ୍ର ଧୀରଙ୍କ ସଭାପତିତ୍ୱରେ ବୈଠକ ହୋଇଥିଲା।…
ଡଙ୍କାରୀ, ରାହାଡପୁର ଖାଦାନରେ ରାଜସ୍ବ ବିଭାଗ ଅତିରିକ୍ତ ଶାସନ ସଚିବ: ‘ବେଆଇନ ଖନନକୁ ପ୍ରଶ୍ରୟ ଦିଆଯିବ ନାହିଁ’
ଧର୍ମଶାଳା/ଚଢ଼େଇଧରା,୫ା୧୨(ଡି.ଏନ୍.ଏ.): ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନସ୍ଥ ଡଙ୍କାରୀ ଓ ରାହାଡପୁର ଖାଦାନରେ ବୁଧବାର ରାଜସ୍ବ ବିଭାଗର ଅତିରିକ୍ତ ଶାସନ ସଚିବ ବିଭୂତି ଭୂଷଣ ଦାସ ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ବେଆଇନ ଖନନକୁ ପ୍ରଶ୍ରୟ ଦିଆଯିବ ନାହିଁ ବୋଲି…
ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ, ହତ୍ୟା ଅଭିଯୋଗ କଲେ ପରିବାର
ଧର୍ମଶାଳା,୫ା୧୨(ଡି.ଏନ୍.ଏ.): ଧର୍ମଶାଳା ଥାନା ପାଟପୁର ପଞ୍ଚାୟତ ନସିଡିପୁର ଗ୍ରାମରେ ଜଣେ ମହିଳାଙ୍କୁ ତଣ୍ଟି ଚିପି ହତ୍ୟା କରିବାପରେ ଆତ୍ମହତ୍ୟା ରୂପ ଦିଆଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏ ନେଇ ମୃତ ମହିଳାଙ୍କ ଭଉଣୀ ମାନିନୀ ଓଝାଙ୍କ ଅଭିଯୋଗ ଆଧାରରେ ପୋଲିସ ଏକ…
ରୁଦ୍ରପୁର ଗୋଷ୍ଠୀ ସଂଘର୍ଷ ଘଟଣା: ପୋଲିସର କାର୍ଯ୍ୟଧାରାକୁ ନେଇ ଥାନା ଘେରିଲା ଭାଜପା ମହିଳା ମୋର୍ଚ୍ଚା
ବିଞ୍ଝାରପୁର,୫ା୧୨(ଡି.ଏନ୍.ଏ): ବିଞ୍ଝାରପୁର ଥାନା ଅନ୍ତର୍ଗତ କଲ୍ୟାଣପୁର ପଞ୍ଚାୟତ ରୁଦ୍ରପୁର ଗ୍ରାମରେ ସୋମବାର ସନ୍ଧ୍ୟାରେ ରାଜନୈତିକ ବିବାଦରୁ ସଂଘଠିତ ଗୋଷ୍ଠୀ ସଂର୍ଘଷ ଘଟଣାରେ ପୋଲିସର କାର୍ଯ୍ୟଧାରାକୁ ନେଇ ପ୍ରଶ୍ନ ଉଠାଇଛି ଭାଜପା। ଏହି କ୍ରମରେ ବୁଧବାର ପୁର୍ବାହ୍ନରେ ଥାନା ସମ୍ମୁଖରେ ଭାଜପା ଜିଲା…
ଦ୍ୱାଦଶ କୁଆଖିଆ ମହୋତ୍ସବ ପାଇଁ ପ୍ରସ୍ତୁତି
ରସୁଲପୁର,୫ା୧୨(ଡି.ଏନ୍.ଏ.): ରସୁଲପୁର ବ୍ଲକ ଅଞ୍ଚଳର ବ୍ୟବସାୟିକ ପ୍ରାଣକେନ୍ଦ୍ର ବୋଲି କୁହାଯାଉଥିବା କୁଆଖିଆ ବଜାରର ସାରଙ୍ଗପୁର ମେଲଣ ପଡ଼ିଆରେ ଆୟୋଜିତ ହେବାକୁ ଥିବା ଦ୍ୱାଦଶ କୁଆଖିଆ ମହୋତ୍ସବ ପାଇଁ ପ୍ରସ୍ତୁତି ବୈଠକ ବୁଧବାର କିର୍ତ୍ତୀ ପ୍ୟାଲେସ୍ଠାରେ ଅନୁଷ୍ଠିତ ହୋଇଯାଇଛି। ମହୋତ୍ସବ କମିଟି ଅଧ୍ୟକ୍ଷ…

