୩ ଜାତିକୁ ସମ୍ବିଧାନର ୨୪ ଧାରାରେ ସାମିଲ ମାମଲା:୪ ସପ୍ତାହ ଭିତରେ ପଦକ୍ଷେପ ନିଅ
କଟକ ଅଫିସ, ୬ା୧୧:ଭାରତୀୟ ସମ୍ବିଧାନର ଧାରା ୨୪ର ଅନୁସୂଚିତ ଜାତି ତାଲିକାରେ ଗିର୍ଗିରିଆ, ଗିର୍ଗିରା, ଗିଙ୍ଗିରା ଜାତି ସାମିଲ ନେଇ ହାଇକୋର୍ଟରେ ଏକ ମାମଲା ରୁଜୁ ହୋଇଥିଲା। ମୁଖ୍ୟ ବିଚାରପତି କେ.ଏସ୍. ଝାବେରି ଏବଂ ବିଚାରପତି କେ.ଆର୍. ମହାପାତ୍ରଙ୍କ ଖଣ୍ଡପୀଠ ଏହି…
ପୁଓକେ ଫିରି ପାଏଲେ ପରିବାର ଲୋକ୍
ଅତାବିରା, ୬।୧୧ (ଡି.ଏନ୍.ଏ.)- ଅନୁଗୋଳ ଜିଲା ଦେନାଗାଡ଼ିଆ ଗଁାର ଧ୍ରୁବ ନାଏକକଁର ପୁଓ ମୁନା ନାଏକ(୨୨) ଝନେ ମାନ୍ସିକ ରୁଗୀ। ଆଏଜ୍କେ ୧୫ ଦିନ୍ ତଲେ ସେ ଘରୁ ବାହାରି ରାସ୍ତା ବାମି ଯାଇଥିଲେ। ଏନ୍ତାଥି ସେ ହୁରମୁଖିଆ ରାଜପଥରେ ଚାଲି…
ମଉଲିକ୍ ସୁବିଧାରୁ ବଁଚିତ୍ ସଦାନନ୍ଦଟିକ୍ରାବାସୀ
ଗଣ୍ଡତୁରୁମ, ୬।୧୧(ଡି.ଏନ୍.ଏ.)- ବରଗଡ଼ ଜିଲା ଭେଡ଼େନ ବ୍ଲକ ମହୁଲପାଲି ପଁଚେତ୍ ଅଧୀନ ସଦାନନ୍ଦଟିକ୍ରାବାସୀ ପିଇଲା ପାଏନ୍ ଲାଗି ବଡ଼ା ଗୁଲ୍ଗୁଲା ହେଉଛନ୍। ଗଁ। ରେ ଥିବାର ଗୁଟେବଲି ନଲ୍ଚୁଅଁ। ନୁ ଅସ୍କୁରା ପାଏନ୍ ବାହାରୁଛେ। ବିଭାଗୀୟ ଅଧ୍କାରୀମାନ୍କୁ ଗୁହାରି କଲେ ବି…
ସାନଖେମୁଣ୍ଡି ବିଧାନସଭା ନିର୍ବାଚନୀ ମାମଲା:ହାଇକୋର୍ଟଙ୍କ ମୁଖ୍ୟ ଖଣ୍ଡପୀଠକୁ ଗଲା ମାମଲା
କଟକ ଅଫିସ, ୬ା୧୧:ଗଞ୍ଜାମ ଜିଲା ସାନଖେମୁଣ୍ଡି ବିଧାନସଭା ନିର୍ବାଚନୀ ମାମଲାର ଶୁଣାଣି କରିବାକୁ ହାଇକୋର୍ଟ ବିଚାରପତି ବିଶ୍ୱନାଥ ରଥ ଅନିଚ୍ଛା ପ୍ରକାଶ କରିଛନ୍ତି। ମଙ୍ଗଳବାର ଏହି ମାମଲାର ଶୁଣାଣି ହେବାକୁ ଥିବାବେଳେ ବିଚାରପତି ଶୁଣାଣି ପାଇଁ ମନା କରିବାରୁ ଏହାକୁ ମୁଖ୍ୟ…
ପୋକତୁଙ୍ଗା ଡମସାହିରେ ବ୍ୟାପୁଛି ଝାଡ଼ାବାନ୍ତି: ୨୨ ଗୁରୁତର; ଚିକିତ୍ସାଳୟରେ ଭର୍ତ୍ତି
ବନ୍ତଳା,୬ା୧୧(ଡି.ଏନ.ଏ.)-ଅନୁଗୋଳ ବ୍ଲକ ବନ୍ତଳା ଗୋଷ୍ଠୀ ସାସ୍ଥ୍ୟକେନ୍ଦ୍ର ଅଧୀନରେ ଥିବା ପୋକତୁଙ୍ଗା ଡମସାହିରେ ୨ ଦିନ ହେଲା ଝାଡ଼ାବାନ୍ତି ବ୍ୟାପୁଛି। ଇତିମଧ୍ୟରେ ୨୨ ଆକ୍ରାନ୍ତଙ୍କୁ ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଗ୍ରାମଦେବତୀଙ୍କ କୋପରୁ ଏପରି ହେଉଥିବା…
ମାଟି ଚୋରା ଚାଲାଣ ବେଳେ ଚଢ଼ାଉକୁ ନେଇ ସନ୍ଦେହ
ଅନୁଗୋଳ ଅଫିସ, ୬।୧୧-ବଅଁରପାଳ ବ୍ଲକ କୁଇଓ ଠାରେ ୫ଟି ଟିପ୍ପର ସହ ଗୋଟିଏ ଜେସିବି ମେଶିନ୍ ଦ୍ୱାରା ମାଟି ଚୋରା ଚାଲାଣ ହେଉଥିବା ବେଳେ ମଙ୍ଗଳବାର ଅତିରିକ୍ତ ତହସିଲଦାର ଶ୍ୟାମସୁନ୍ଦର ସାହୁ ଚଢ଼ାଉ କରିଥିଲେ। ହେଲେ ଗାଡ଼ିଗୁଡ଼ିକୁ ଥାନା କି ତହସିଲକୁ…
ହେଲ୍ପରଙ୍କ ହାତ କାଟି ଦିଆଯାଇଥିବା ଅଭିଯୋଗ: ନ୍ୟାୟ, ଚିକିତ୍ସା ସହାୟତା ମାଗିଲେ ପରିବାର
କଣିହାଁ,୬।୧୧(ଡି.ଏନ.ଏ.)-ଏକ ଗାଡ଼ିରେ ହେଲପର ଥିବା କଣିହାଁ ବ୍ଲକ ଦଲକ ପଞ୍ଚାୟତ କଣ୍ଟାପାଳ ଗ୍ରାମର କୃଷ୍ଣ ନାଏକଙ୍କ ଡାହାଣ ହାତକୁ କାଟି ଦିଆଯାଇଥିବା ପରିବାର ଲୋକେ ଅଭିଯୋଗ କରିବା ସହ ନ୍ୟାୟ ଓ ଚିକିତ୍ସା ସହାୟତା ପାଇଁ ନିବେଦନ କରିଛନ୍ତି। କୃଷ୍ଣଙ୍କ ବାପା…
ତାମଡା କାର୍ଯ୍ୟାଳୟକୁ ଜିଲାପାଳଙ୍କ ଅଚାନକ ଗସ୍ତ: କର୍ମଚାରୀ ଅନୁପସ୍ଥିତି ନେଇ ବର୍ଷିଲେ
ଅନୁଗୋଳ ଅଫିସ, ୬।୧୧-ଅନୁଗୋଳ ଜିଲାପାଳ ତଥା ଅନୁଗୋଳ-ତାଳଚେର-ମେରାମଣ୍ଡଳୀ ଉନ୍ନୟନ କର୍ତ୍ତୃପକ୍ଷ(ତାମଡା)ର ଉପାଧ୍ୟକ୍ଷ ମନୋଜ କୁମାର ମହାନ୍ତି ମଙ୍ଗଳବାର ଅପରାହ୍ନରେ ଅଚାନକ ତାମଡା କାର୍ଯ୍ୟାଳୟ ପରିଦର୍ଶନରେ ଯାଇଥିଲେ। ତେବେ କାର୍ଯ୍ୟାଳୟରେ ଅଧାରୁ ଅଧିକ କର୍ମଚାରୀ ଅନୁପସ୍ଥିତ ଥିବା ଦେଖି ଜିଲାପାଳ ବିରକ୍ତି ପ୍ରକାଶ…
ବଳାତ୍କାରୀଙ୍କୁ ୧୦ ବର୍ଷ ଜେଲ
ଫୁଲବାଣୀ ଅଫିସ,୬ା୧୧: ଏକ ବଳାତ୍କାର ମାମଲାର ବିଚାର କରି ଫୁଲବାଣୀ ସହକାରୀ ଦୌରାଜଜ୍ ସୌଭାଗ୍ୟ ରଞ୍ଜନ ସ୍ବାଇଁ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରି ୧୦ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୫ ହଜାର ଟଙ୍କା ଜରିମାନା ପାଇଁ କୋର୍ଟ…
ଏସ୍ସିବି ମେଡିକାଲ: ଦାୟିତ୍ୱ ନେଲେ ନୂଆ ଅଧୀକ୍ଷକ
କଟକ ଅଫିସ, ୬ା୧୧:ଏସ୍ସିବି ମେଡିକାଲର ନୂଆ ଅଧୀକ୍ଷକ ଭାବେ ପ୍ରଫେସର ଡାକ୍ତର ସରୋଜକାନ୍ତ ସାହୁ ମଙ୍ଗଳବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ବିଦାୟୀ ଅଧୀକ୍ଷକ ପ୍ରଫେସର ଡାକ୍ତର ସିବିକେ ମହାନ୍ତିଙ୍କଠାରୁ ସେ ଏହି ଦାୟିତ୍ୱ ଗ୍ରହଣ କରିଥିଲେ। ପ୍ରଫେସର ମହାନ୍ତି ଡିଏମ୍ଇଟିର ନିର୍ଦ୍ଦେଶକ…
‘ଅନ୍ଧ ପରମ୍ପରା ଉଚ୍ଛେଦ ହେବ’:ଶ୍ରୀମନ୍ଦିର ରୀତିନୀତିରେ ଶଙ୍କରାଚାର୍ଯ୍ୟ ସାଜିବେ ମାର୍ଗଦର୍ଶକ
ପୁରୀ ଅଫିସ, ୬-୧୧:ଶ୍ରୀମନ୍ଦିର ସଂସ୍କାର ମାମଲାରେ ସୁପ୍ରିମ୍କୋର୍ଟ ସୋମବାର ମଧ୍ୟବର୍ତ୍ତିକାଳୀନ ରାୟ ଦେଇଛନ୍ତି। ଶ୍ରୀମନ୍ଦିରରେ ଶୃଙ୍ଖଳିତ ଦର୍ଶନ, ଶ୍ରଦ୍ଧାଳୁଙ୍କ ରହଣି, ମହାପ୍ରଭୁଙ୍କ ସେବାପୂଜା, ଶ୍ରୀମନ୍ଦିର ପରିଚାଳନା ବ୍ୟବସ୍ଥା, ମହାପ୍ରଭୁଙ୍କ ଜମିଜମାର ହିସାବ ଏହିଭଳି ୨୨ଟି ନିର୍ଦ୍ଦେଶନାମା ଜାରି କରିଛନ୍ତି। ଠାକୁରଙ୍କ ସେବାପୂଜାରେ…
ସ୍ତ୍ରୀଙ୍କୁ ନିର୍ଯାତନା, ହତ୍ୟା ଉଦ୍ୟମ ଅଭିଯୋଗ: ଅଭିଯୁକ୍ତ ସ୍ବାମୀ କୋର୍ଟଚାଲାଣ
ଜଗନ୍ନାଥପ୍ରସାଦ,୬ା୧୧(ଡି.ଏନ.ଏ.)-ପ୍ରେମ ବିବାହ କରି ସ୍ତ୍ରୀଙ୍କୁ ନିର୍ଯାତନା ଓ ହତ୍ୟା ଉଦ୍ୟମ ଅଭିଯୋଗରେ ଅଭିଯୁକ୍ତ ସ୍ବାମୀଙ୍କୁ ଜଗନ୍ନାଥପ୍ରସାଦ ପୋଲିସ ମଙ୍ଗଳବାର କୋର୍ଟଚାଲାଣ କରିଛି। ସେ ହେଲେ ଟୁକୁନା ବେହେରା। ଏ ନେଇ ନଂ. ୧୮୩/୧୯ରେ ମାମଲା ରୁଜୁ କରାଯାଇଛି। ଜଗନ୍ନାଥପ୍ରସାଦ ଥାନା ଚିକିଲି…

