ରାଶନ କାର୍ଡରୁ କଟିଲା ହିତାଧିକାରୀଙ୍କ ନାଁ: ବ୍ଲକ ସମ୍ମୁଖରେ ଭାଜପାର ବିକ୍ଷୋଭ
ଦିଗପହଣ୍ଡି,୬ା୧୧(ଡି.ଏନ.ଏ.)-ଦିଗପହଣ୍ଡି ବ୍ଲକ ଅଧୀନ ବିଭିନ୍ନ ଗ୍ରାମାଞ୍ଚଳରେ ରାଶନ କାର୍ଡରୁ ବହୁ ପରିବାର ସଦସ୍ୟଙ୍କ ନାଁ କଟିଯାଇଛି। ଏଥିପାଇଁ ସେମାନଙ୍କୁ ୨ ମାସ ହେଲା ଚାଉଳ ମିଳୁନାହିଁ। ଏହାର ପ୍ରତିବାଦରେ ମଙ୍ଗଳବାର ଭାଜପା ଦିଗପହଣ୍ଡି ମଣ୍ଡଳ କମିଟି ପକ୍ଷରୁ ସ୍ଥାନୀୟ ବ୍ଲକ କାର୍ଯ୍ୟାଳୟ…
ପୋଖରୀରେ ବୁଡ଼ି ନିଶାସକ୍ତ ଯୁବକଙ୍କ ମୃତ୍ୟୁ: ମଦ ବିକ୍ରି ବନ୍ଦ ପାଇଁ ମହିଳାଙ୍କ ବିକ୍ଷୋଭ
ଧରାକୋଟ,୬ା୧୧(ଡି.ଏନ.ଏ.)-ଧରାକୋଟ ବ୍ଲକର ଜାହାଡ଼ା ଗ୍ରାମରେ ସୋମବାର ରାତିରେ ପୋଖରୀରେ ବୁଡ଼ି ଜଣେ ନିଶାସକ୍ତ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବିଶ୍ୱନାଥ ନାୟକ (୨୭)। ଅଗ୍ନିଶମ କର୍ମଚାରୀମାନ ପହଞ୍ଚତ୍ ମୃତଦେହ ଉଦ୍ଧାର କରିବା ପରେ ଧରାକୋଟ ପୋଲିସ ବ୍ୟବଚ୍ଛେଦ ପାଇଁ ପଠାଇଥିଲା।…
ବିନୋଦିନୀ ଚିଟ୍ଫଣ୍ଡ ସଂସ୍ଥାର ୧୦କୋଟି ଠକେଇ: ଏସ୍ଡିପିଓଙ୍କ ଦ୍ୱାରସ୍ତ ହେଲେ ଜମାକାରୀ
ବ୍ରହ୍ମପୁର ଅଫିସ,୬ା୧୧-ଚିଟଫଣ୍ଡ ସଂସ୍ଥାଗୁଡିକ ଗଞ୍ଜାମ ଜିଲାର ହଜାର ହାଜର ଜମାକାରୀଙ୍କ କୋଟି କୋଟି ଟଙ୍କା ଠକି ନେଇଯାଇଛନ୍ତି। ବୈଦ୍ୟନାଥପୁର ଥାନା ଅଯୋଧ୍ୟାନଗର ପ୍ରଥମ ଲେନ୍ରେ ଖୋଲିଥିବା ବିନୋଦିନୀ ପ୍ରାଇଭେଟ ଲିମିଟେଡ଼ ନାମକ ଅର୍ଥ ଲଗାଣକାରୀ ସଂସ୍ଥା ଚିକିଟି ନିର୍ବାଚନ ମଣ୍ଡଳୀ, ପାତ୍ରପୁର…
ଆନ୍ତଃ ଜିଲା ମୋବାଇଲ ଚୋର ଗିରଫ
ଭାପୁର,୬ା୧୧(ଡି.ଏନ.ଏ.)-ଜଣେ ଆନ୍ତଃଜିଲା ମୋବାଇଲ ଚୋରକୁ ନୟାଗଡ ଜିଲା ଭାପୁର ପୋଲିସ ମଙ୍ଗଳବାର ଗିରଫ କରି କୋର୍ଟ ଚାଲାଣ କରିଛି ା ଗିରଫ ଅଭିଯୁକ୍ତଙ୍କ ନାମ ଦୁର୍ଗାଚରଣ ସାହୁ(୩୮)। ତାଙ୍କ ଘର ଫତେଗଡ଼ ଥାନା ପଦ୍ମାବତୀ ଗ୍ରାମରେ। ଯେ,ଭାପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର…
ଯୁବତୀଙ୍କୁ ବଳାତ୍କାର, ଜଣେ ଗିରଫ
ବ୍ରହ୍ମପୁର ଅଫିସ,୬ା୧୧-ଜନୈକା ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ବଡ଼ବଜାର ଥାନା ପୋଲିସ ମଙ୍ଗଳବାର ଜଣେ ଯୁବକଙ୍କୁ ଗିରଫ କରିଛି। ଅଭିଯୁକ୍ତ ଜଣକ କୈଳାସନଗରର ଦଣ୍ଡପାଣି ବେହେରା। ମାମଲା ନଂ. ୧୯୩/୧୯ରେ ତାଙ୍କୁ କୋର୍ଟଚାଲାଣ କରାଯାଇଛି। ପ୍ରକାଶ ଯେ, ଜଣେ ଯୁବତୀଙ୍କୁ ଦଣ୍ଡପାଣି…
ହାର ମାନିଛି ଶାରୀରିକ ଅକ୍ଷମତା: ପ୍ରସନ୍ନଙ୍କ ମୁଣ୍ଡରେ ପରିବାର ବୋଝ
ବୋଲଗଡ,୬ା୧୧(ଡି.ଏନ.ଏ.)-ଦିବ୍ୟାଙ୍ଗ ଅକ୍ଷମ ନୁହନ୍ତି। ସକ୍ଷମଙ୍କ ଭଳି ରୋଜଗାରକ୍ଷମ ହୋଇ ପରିବାର ପ୍ରତିପୋଷଣ କରିପାରନ୍ତି। ଏହା ପ୍ରତିପାଦିତ କରିଛନ୍ତି ବୋଲଗଡ ବ୍ଲକ ଗର୍ଭଣୀପଡା ଗ୍ରାମର ପ୍ରସନ୍ନ ଜେନା। ଦୃଢ ମନୋବଳ ତଥା ଇଚ୍ଛାଶକ୍ତି ପାଖରେ ହାର ମାନିଛି ଶାରୀରିକ ଅକ୍ଷମତା। ପରିବାରର ବୋଝ…
କଳାପାଟ ପୀଠରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର ଘଟଣା: ହତ୍ୟାକାରୀ ପୁଅ ଜେଲ ଗଲେ
ଗଣିଆ,୬ା୧୧(ଡି.ଏନ.ଏ.): ନୟାଗଡ଼ ଜିଲା ଗଣିଆ ଥାନା ମଣିଭଦ୍ରା ପର୍ବତ ପାଦଦେଶରେ ଥିବା ମା’ କଳାପାଟ ପୀଠ ପରିସରରୁ ସୋମବାର ସକାଳୁ ଜଣେ ବୃଦ୍ଧଙ୍କ ମୃତଦେହକୁ ପୋଲିସ ଉଦ୍ଧାର କରିଥିଲା। ମଙ୍ଗଳବାର ହତ୍ୟାକାରୀ ପୁଅଙ୍କୁ ପୋଲିସ ଗିରଫ କରିଛି। ସେ ହେଲେ ଗୋପୀନାଥ…
ଜାତୀୟ ରାଜପଥରେ ରାହାଜାନି: କଣ୍ଟେନରରୁ ଲୁଟିନେଲେ ୨ କୋଟିର ସିଗାରେଟ
ଟାଙ୍ଗୀ (ଖୋର୍ଦ୍ଧା),୬ା୧୧ (ଡି.ଏନ.ଏ.): ୧୬ନଂ. ଜାତୀୟ ରାଜପଥର ଟାଙ୍ଗୀ ଥାନା ଉଗ୍ରତାରା ଛକରେ ସୋମବାର ବିଳମ୍ବିତ ରାତିରେ ଲୁଟେରାମାନେ ଏକ ବଡଧରଣର ରାହାଜାନି ଘଟାଇଛନ୍ତି। ଚାଳକଙ୍କୁ ବନ୍ଧୁକ ଦେଖାଇ ସେମାନେ ଏକ ସିଗାରେଟ୍ ବୋଝେଇ କଣ୍ଟେନରକୁ ନିଜ ହେପାଜତକୁ ନେଇଥିଲେ। ପରବର୍ତ୍ତୀ…
୬ ବର୍ଷ ପରେ ଜନ୍ମମାଟିକୁ ଫେରିଲେ ନାବାଳିକା
ଭଦ୍ରକ ଅଫିସ,୬ା୧୧- ଦୀର୍ଘ ୬ ବର୍ଷ ପରେ ନୟାଗଡ଼ରୁ ଉଦ୍ଧାର ହୋଇଥିବା ସଂଖ୍ୟାଲଘୁ ସମ୍ପ୍ରଦାୟର ଜଣେ ଅସହାୟ ନାବାଳିକା ନିଜ ଜନ୍ମମାଟିକୁ ଫେରିଛନ୍ତି। ତାଙ୍କ ପରିବାର ଲୋକଙ୍କ ଖୋଜ ଖବର ମିଳୁ ନ ଥିବାରୁ ତାଙ୍କୁ ଆସିଆନା ମୁକ୍ତାଶ୍ରୟ କେନ୍ଦ୍ରରେ ରଖାଯାଇଛି।…
ବନ୍ଧା ପଡିଛି ମଣିଷ ପଣିଆ: ଆହାରକେନ୍ଦ୍ର ଶେଷ ଠିକଣା
ଚାନ୍ଦବାଲି,୬ା୧୧(ଡି.ଏନ.ଏ.)-ଆଖିକୁ ଭଲ ଦେଖାଯାଉ ନ ଥିବା ଜଣେ ୯୦ ବର୍ଷର ବୃଦ୍ଧାଙ୍କୁ କେହି ଆଣି ଭଦ୍ରକ ଜିଲା ଚାନ୍ଦବାଲି ଏନଏସି ଆହାର କେନ୍ଦ୍ର ବାରଣ୍ଡାରେ ସୋମବାର ସକାଳେ ଛାଡି ଚାଲିଯାଇଥିବା ଦେଖିବାକୁ ମିଳିଥିଲା। ଏହି ଘଟଣା ସ୍ଥାନୀୟ ଅଞ୍ଚଳବାସୀଙ୍କୁ ଆଲୋଡିତ କରିଥିଲା।…
ତ୍ରୟୋଦଶ ଆନ୍ତଃଜିଲା ତରୁଣ ସ୍ମାରକୀ କ୍ରିକେଟ୍ ଟୁର୍ନାମେଣ୍ଟ:ଜାଭିୟରକୁ ହରାଇ ଜେମ୍ସ ଚାମ୍ପିୟନ
ଯାଜପୁର ରୋଡ,୬-୧୧(ନି.ପ୍ର.)- ସେଣ୍ଟମେରୀଜ୍ ସ୍କୁଲ ଆନୁକୂଲ୍ୟରେ ତ୍ରୟୋଦଶ ଆନ୍ତଃଜିଲା ତରୁଣ ସ୍ମାରକୀ କ୍ରିକେଟ୍ ଟୁର୍ନାମେଣ୍ଟ୍ ମଙ୍ଗଳବାର ଉଦ୍ଯାପିତ ହୋଇଯାଇଛି। ଏହି ଅବସରରେ ଜେମ୍ସ ସ୍କୁଲ ଓ ଜାଭିୟର ହାଇସ୍କୁଲ ମଧ୍ୟରେ ଫାଇନାଲ ଖେଳ ଅନୁଷ୍ଠିତ ହୋଇଥିଲା। ଜେମ୍ସ ସ୍କୁଲ ୯ ରନ୍ରେ…
ପଞ୍ଚାୟତ କାର୍ଯ୍ୟାଳୟରେ ତାଲା ପକାଇଲେ ଗ୍ରାମବାସୀ
ବଡ଼ସାହି,୬ା୧୧(ସ୍ବ.ପ୍ର)-ବଡ଼ସାହି ବ୍ଲକ ଅଧୀନ ଜାରକାଣୀ ପଞ୍ଚାୟତର ହିତାଧିକାରୀମାନେ ମଙ୍ଗଳବାର ପଞ୍ଚାୟତ କାର୍ଯ୍ୟାଳୟରେ ତାଲା ପକାଇଛନ୍ତି। ପଞ୍ଚାୟତରେ ଚାଲିଥିବା ଦୁର୍ନୀତି, ମନମୁଖି ବ୍ୟବସ୍ଥା ଓ ପାତରଅନ୍ତର ନୀତିକୁ ବିରୋଧ କରି ଉତ୍ତ୍ୟକ୍ତ ଗ୍ରାମବାସୀ ତାଲା ପକାଇବା ସହ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଅପରାହ୍ନ…

