ଅଟୱାଲ ଛଟେଇ କର୍ମଚାରୀ, ଜିଲା ପୋଲିସ ପ୍ରଶାସନ ବୈଠକ: କେନ୍ଦ୍ରୀୟ ଶ୍ରମ ଆୟୁକ୍ତଙ୍କୁ ଭେଟିବାକୁ ପରାମର୍ଶ
ଯାଜପୁର ରୋଡ,୬-୧୧(ନି.ପ୍ର.)- ସୁକିନ୍ଦା ଖଣି ଉପତ୍ୟାକାରେ ଥିବା ଟିସ୍କୋ ଖଣିରେ ଅଟଓ୍ବାଲ ଠିକାସଂସ୍ଥା ପକ୍ଷରୁ ୧୯୮୪ରୁ ୪୩୩ ଜଣ କର୍ମଚାରୀଙ୍କୁ ନିଯୁକ୍ତ ପାଇଥିଲେ। ଗତ ସେପ୍ଟେମ୍ବର ୧ ତାରିଖରୁ ଅଟୱାଲ କମ୍ପାନୀ ସେମାନଙ୍କୁ ବିନା ନୋଟିସ୍ରେ ଛଟେଇ କରିବା ସହ ବକେୟା…
ଜବତ ବଜ୍ରକାପ୍ତା ପିଠାବଟା ରେଞ୍ଜ କାର୍ଯ୍ୟାଳୟରୁ ଗାଏବ
ବାରିପଦା ଅଫିସ,୬ା୧୧- ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ପକ୍ଷରୁ ଗତ ୨୯ ଅକ୍ଟୋବରରେ କୁଳିଅଣା ଥାନା ଅଧୀନ ଅସନଯୋଡା ନିକଟସ୍ଥ ଏକ ଢାବାରୁ ୧୮ କିଗ୍ରା ଓଜନର ଏକ ବଜ୍ରକାପ୍ତା ଜବତ କରାଯାଇଥିଲା। ଏହି ବଜ୍ରକାପ୍ତାକୁ ପିଠାବଟା ରେଞ୍ଜ କାର୍ଯ୍ୟାଳୟରେ ସ୍ବତନ୍ତ୍ର…
ଛାତ୍ରୀଛାତ୍ରଙ୍କ ଅହିଂସା ପଦଯାତ୍ରାକୁ ଅଟକାଇଲା ପ୍ରଶାସନ
ବାରିପଦା ଅଫିସ,୬ା୧୧- ମୟୂରଭଞ୍ଜ ଜିଲା ବାରିପଦା ତକତପୁରସ୍ଥିତ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟରେ ଦୀର୍ଘଦିନ ହେବ ଛାତ୍ର ଅଶାନ୍ତି ଲାଗି ରହିଛି। ଏଠାରେ ସମନ୍ବିତ ବିଏଡ୍, ଏମଏଡ୍ ପାଠ୍ୟକ୍ରମରେ ଅଧ୍ୟୟନ କରୁଥିବା ଛାତ୍ରୀଛାତ୍ରମାନଙ୍କୁ କେବଳ ଏମଏଡ୍ ପାଠ୍ୟକ୍ରମ ପରୀକ୍ଷା ଦେବା ପାଇଁ ଅନୁମତି…
ପିଇଓ ସ୍ମିତାରାଣୀ ମୃତ୍ୟୁ ଘଟଣା:ଜିଲାପାଳଙ୍କ କାର୍ଯ୍ୟାଳୟରେ ମହିଳା ଭାଜପାର ବିକ୍ଷୋଭ
ଯାଜପୁର ଟାଉନ,୬-୧୧(ଡି.ଏନ୍.ଏ.)- ଭାଜପା ମହିଳା ମୋର୍ଚ୍ଚାର ଯାଜପୁର ଜିଲା ଶାଖା ପକ୍ଷରୁ ମଙ୍ଗଳବାର ଜିଲାପାଳଙ୍କ ଅଫିସ ଆଗରେ ଏକ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି ା ମହିଳା ମୋର୍ଚ୍ଚାର ଜିଲା ସଭାପତି ବବିତା ମଲ୍ଲିକଙ୍କ ନେତୃତ୍ୱରେ ଏକ ବିରାଟ ଶୋଭାଯାତ୍ରା କିଆନାଳୀରୁ…
ଅଭିଯୁକ୍ତଙ୍କୁ ଗିରଫ କରିବାକୁ ଯାଇ ମହିଳାଙ୍କୁ ଅସଦାଚରଣ ଘଟଣା: ଏଏସଆଇଙ୍କୁ ଗିରଫ କଲା ପୋଲିସ
କପ୍ତିପଦା,୬ା୧୧(ଡି.ଏନ୍.ଏ.)- ଏକ ପୁରୁଣା ମାମଲାରେ ଅଭିଯୁକ୍ତଙ୍କୁ ଗିରଫ କରିବାକୁ ଯାଇ ଜଣେ ମହିଳାଙ୍କୁ ଅସଦାଚରଣ କରିବା ଅଭିଯୋଗରେ କପ୍ତିପଦା ଥାନାର ତତ୍କାଳୀନ ଏଏସଆଇ ଶୁଭେନ୍ଦୁ ବେହେରାଙ୍କୁ ଗିରଫ କରାଯାଇଛି। ସୋମବାର ବିଳମ୍ବିତ ରାତିରେ ବାରିପଦାସ୍ଥିତ ବାସଭବନରୁ ପୋଲିସ ତାଙ୍କୁ ଗିରଫ କରି…
୧୦ମ ସିକୁ କପ୍ କ୍ରିକେଟ ଟୁର୍ନାମେଣ୍ଟ ଉଦ୍ଘାଟିତ: ସେର୍ଶାକୁ ହରାଇ ସେମିଫାଇନାଲରେ ରାଇଜିଂ ଷ୍ଟୁଡେଣ୍ଟ
ଧର୍ମଶାଳା,୬-୧୧(ଡି.ଏନ୍.ଏ.)- ଧର୍ମଶାଳା ମହୋତ୍ସବ ପଡ଼ିଆରେ ମଙ୍ଗଳବାର ସର୍ବଭାରତୀୟ ଦଶମ ବାର୍ଷିକ ସିକୁ କପ୍ କ୍ରିକେଟ୍ ଟୁର୍ନାମେଣ୍ଟ୍ ଉଦ୍ଘାଟିତ ହୋଇଯାଇଛି। ସାମାଜିକ କର୍ମୀ ନମ୍ରତା ଚଢା ମୁଖ୍ୟଅତିଥି ଭାବେ ଯୋଗଦେଇ ଟୁର୍ନାମେଣ୍ଟକୁ ଉଦ୍ଘାଟନ କରିଥିଲେ। ଅତିଥିଭାବେ ଧର୍ମଶାଳା ବ୍ଲକ ଅଧ୍ୟକ୍ଷ ପ୍ରଭାତ କୁମାର…
୨୫ ଗ୍ରାମ୍ ବ୍ରାଉନସୁଗାର ଜବତ, ୫ ଗିରଫ
ରେମୁଣା, ୬।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖନ୍ତାପଡା ଥାନା ଶେରଗଡ ଟୋଲଗେଟ୍ଠାରେ ପୋଲିସ ଏକ କାର୍ ତନଖି କରି ସେଥିରୁ ୨୫ ଗ୍ରାମ୍ ବ୍ରାଉନସୁଗାର ଜବତ କରାଯାଇଛି। କାର୍ରେ ଥିବା ଡ୍ରାଇଭରଙ୍କ ସମେତ ୫ଜଣଙ୍କୁ ଗିରଫ କରାଯାଇ ସେମାନଙ୍କଠାରୁ ୫୪ହଜାର ଟଙ୍କା ଜବତ କରାଯାଇଛି।…
ସମ୍ଭାବ୍ୟ ବାତ୍ୟା ବୁଲ୍ବୁଲ୍କୁ ନେଇ ଚିନ୍ତାରେ ଚାଷୀ: ଧାନ ପାଇଁ ପବନ, ପରିବାକୁ ବର୍ଷା ବିପଦ
ଜଗତ୍ସିଂହପୁର ଅଫିସ,୬ା୧୧: ଜଗତ୍ସିଂହପୁର ଜିଲାର ଅଧିକାଂଶ ଲୋକ କୃଷି ଉପରେ ନିର୍ଭରଶୀଳ। କିନ୍ତୁ ଦୁଃଖର କଥା ହେଲା ପ୍ରାକୃତିକ ବିପର୍ଯ୍ୟୟ ଜିଲାବାସୀଙ୍କ ମେରୁଦଣ୍ଡ ବଙ୍କା କରିସାରିଲାଣି। ଅଧିକାଂଶ ବର୍ଷ ବାତ୍ୟା, ବନ୍ୟା ଓ ପ୍ରବଳ ବର୍ଷା ଆଦି ଯୋଗୁ ଚାଷ ବାଧାପ୍ରାପ୍ତ…
ପାଣି ପାଇଁ ପ୍ରଶାସନର ଦ୍ୱାରସ୍ଥ: ଦାବି ପୂରଣ ନ ହେଲେ ଆର୍ବଜନା ପକାଇ ଧାରଣା
ବାଲେଶ୍ୱର ଅଫିସ, ୬।୧୧-ବାଲେଶ୍ୱର ସଦର ବ୍ଲକ ବଡ଼ଖୁଆ ଗ୍ରାମରେ ପାନୀୟଜଳ ଦୂଷିତ ହୋଇପଡିଥିବା ନେଇ ଦୀର୍ଘଦିନ ହେଲା ଅଭିଯୋଗ ହୋଇଆସୁଛି। ବିଭାଗୀୟ ଅଧିକାରୀମାନେ ଏ ଦିଗରେ କୌଣସି ପଦକ୍ଷେପ ଗ୍ରହଣ କରୁନାହାନ୍ତି। ଏନେଇ ସାମାଜିକ ଅନୁଷ୍ଠାନ ‘ଆଚ୍ଛା’ ସହାୟତରେ ଅଞ୍ଚଳବାସୀ ମଙ୍ଗଳବାର…
ନ୍ୟାୟ ପାଇଁ ଛାତ୍ରୀଛାତ୍ରଙ୍କ ଅହିଂସା ପଦଯାତ୍ରା: ଅଧାବାଟରୁ ଫେରାଇ ନେଲା ପ୍ରଶାସନ
ବାଲେଶ୍ୱର ଅଫିସ, ୬।୧୧-ତ୍ରୁଟିପୂର୍ଣ୍ଣ ଶିକ୍ଷାନୀତି ଯୋଗୁ ବିଏଡ୍-ଏମ୍ଏଡ୍ ଶିକ୍ଷାଲାଭ କରିଥିବା ଛାତ୍ରୀଛାତ୍ର ନିଯୁକ୍ତି ସୁଯୋଗରୁ ବଞ୍ଚିତ ହେଉଛନ୍ତି। ଏପରି କି ସେମାନଙ୍କୁ ଶିକ୍ଷକ ପ୍ରବେଶିକା ପରୀକ୍ଷା ଓଟିଇଟି, ସିଟିଇଟି, ଓଏସ୍ଏସ୍ଟିଇଟି ଭଳି ପରୀକ୍ଷା ଦେବାକୁ ସୁଯୋଗ ମିଳୁନାହିଁ। ଏ ସମ୍ପର୍କରେ ବାଲେଶ୍ୱର…
କଟରା ରଶ୍ମିରଞ୍ଜନ ହତ୍ୟା ମାମଲା: ଆତ୍ମସମର୍ପଣ କଲେ ମାଷ୍ଟରମାଇଣ୍ଡ ମହାଦେବ
ତିର୍ତ୍ତୋଲ,୬ା୧୧(ଡି.ଏନ.ଏ.): ତିର୍ତ୍ତୋଲ ଥାନା ଅଧୀନ କଟରା ପଞ୍ଚାୟତ ଜଜାଙ୍ଗ ଗ୍ରାମର ରଶ୍ମିରଞ୍ଜନ ସ୍ବାଇଁ ହତ୍ୟା ମାମଲାର ମାଷ୍ଟରମାଇଣ୍ଡ ମହାଦେବ କାଣ୍ଡି ଥାନାରେ ଆତ୍ମସମର୍ପଣ କରିଛନ୍ତି। ପୋଲିସ ତାଙ୍କୁ ପଚରାଉଚରା କରିବା ପରେ ମଙ୍ଗଳବାର ଗିରଫ କରି କୋର୍ଟଚାଲାଣ କରିଛି। ଥାନା ପରିସରରେ…
ଅର୍ଥ ତତ୍ତ୍ୱ ଚିଟ୍ଫଣ୍ଡ ଠକେଇ ମାମଲା: ଅନ୍ୟତମ ଅଭିଯୁକ୍ତ ଗିରଫ
ପାରାଦୀପ,୬ା୧୧(ସ୍ବ.ପ୍ର.): ରାଜ୍ୟର ବହୁଚର୍ଚ୍ଚିତ ଅର୍ଥ ତତ୍ତ୍ୱ(ଏଟି ଗ୍ରୁପ୍)ଚିଟ୍ଫଣ୍ଡ ଠକେଇର ଅନ୍ୟତମ ଅଭିଯୁକ୍ତ ପବିତ୍ର ଦାସଙ୍କୁ ମଙ୍ଗଳବାର ପାରାଦୀପ ଅଭୟଚାନ୍ଦପୁର ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି। ପବିତ୍ରଙ୍କ ଘର ଏହି ଥାନା ଅଧୀନ ରଙ୍ଗିଆଗଡ଼ ଗ୍ରାମରେ। ସେ ୨୦୧୪ ଜୁନ୍ ୧୦ରୁ…

