ଆମ ଜିଲା ଖବର

କଟରା ରଶ୍ମିରଞ୍ଜନ ହତ୍ୟା ମାମଲା: ଆତ୍ମସମର୍ପଣ କଲେ ମାଷ୍ଟରମାଇଣ୍ଡ ମହାଦେବ

ତିର୍ତ୍ତୋଲ,୬ା୧୧(ଡି.ଏନ.ଏ.): ତିର୍ତ୍ତୋଲ ଥାନା ଅଧୀନ କଟରା ପଞ୍ଚାୟତ ଜଜାଙ୍ଗ ଗ୍ରାମର ରଶ୍ମିରଞ୍ଜନ ସ୍ବାଇଁ ହତ୍ୟା ମାମଲାର ମାଷ୍ଟରମାଇଣ୍ଡ ମହାଦେବ କାଣ୍ଡି ଥାନାରେ ଆତ୍ମସମର୍ପଣ କରିଛନ୍ତି। ପୋଲିସ ତାଙ୍କୁ ପଚରାଉଚରା କରିବା ପରେ ମଙ୍ଗଳବାର ଗିରଫ କରି କୋର୍ଟଚାଲାଣ କରିଛି। ଥାନା ପରିସରରେ…

ଅର୍ଥ ତତ୍ତ୍ୱ ଚିଟ୍‌ଫଣ୍ଡ ଠକେଇ ମାମଲା: ଅନ୍ୟତମ ଅଭିଯୁକ୍ତ ଗିରଫ

ପାରାଦୀପ,୬ା୧୧(ସ୍ବ.ପ୍ର.): ରାଜ୍ୟର ବହୁଚର୍ଚ୍ଚିତ ଅର୍ଥ ତତ୍ତ୍ୱ(ଏଟି ଗ୍ରୁପ୍‌)ଚିଟ୍‌ଫଣ୍ଡ ଠକେଇର ଅନ୍ୟତମ ଅଭିଯୁକ୍ତ ପବିତ୍ର ଦାସଙ୍କୁ ମଙ୍ଗଳବାର ପାରାଦୀପ ଅଭୟଚାନ୍ଦପୁର ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି। ପବିତ୍ରଙ୍କ ଘର ଏହି ଥାନା ଅଧୀନ ରଙ୍ଗିଆଗଡ଼ ଗ୍ରାମରେ। ସେ ୨୦୧୪ ଜୁନ୍‌ ୧୦ରୁ…

ଜିଲାସ୍ତରୀୟ କଳା ଉତ୍ସବ ପ୍ରତିଯୋଗିତା; ଗୋଡ଼ରେ ଚିତ୍ର ଆଙ୍କି ବିରଞ୍ଚି ପ୍ରଥମ

ବ୍ରହ୍ମପୁର ଅଫିସ୍‌,୭ା୧୧-ସ୍ଥାନୀୟ ଶହୀଦ ଲକ୍ଷ୍ମଣ ନାୟକ ଉଚ୍ଚ ବିଦ୍ୟାଳୟରେ ବୁଧବାର ଗଞ୍ଜାମ ଜିଲାସ୍ତରୀୟ କଳା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଚିତ୍ରାଙ୍କନରେ ଛଣମେରୀ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ବିରଞ୍ଚି ବାଡ଼ତ୍ୟା ପ୍ରଥମ ଏବଂ ବେଗୁନିଆପଡ଼ା ବ୍ଲକ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସ୍ମିତାରାଣୀ ମହାପାତ୍ର…

ଗାଡ଼ି ଧକ୍କାରେ ସ୍କୁଲ ଛାତ୍ରୀ ଆହତ, ରାସ୍ତାରୋକୋ

ଖଲ୍ଲିକୋଟ,୭ା୧୧(ଡି.ଏନ୍‌.ଏ.) -ଖଲ୍ଲିକୋଟ ବ୍ଲକ କେଶପୁର ବଜାର ଫାୟାର ଷ୍ଟେଶନ ନିକଟରେ ବୁଧବାର ଅପରାହ୍ନରେ ଗାଡ଼ି ଧକ୍କାରେ ଜଣେ ସ୍କୁଲ ଛାତ୍ରୀ ଆହତ ହୋଇଛନ୍ତି। ପ୍ରତିବାଦରେ ଲୋକେ ରାସ୍ତା ଅବରୋଧ କରିଥିଲେ। ଯେ, କେଶପୁର ଓଡ଼ିଆର୍‌ପି କଲୋନୀର ମହାଲକ୍ଷ୍ମୀ ସେଠୀ(୧୦) ସ୍କୁଲରୁ ଫେରୁଥିବାବେଳେ…

ଶ୍ରୀମନ୍ଦିର ରୀତିନୀତିରେ ଶଙ୍କରାଚାର୍ଯ୍ୟ ସାଜିବେ ମାର୍ଗଦର୍ଶକ

ପୁରୀ ଅଫିସ, ୫ା୧୧: ଶ୍ରୀମନ୍ଦିର ସଂସ୍କାର ମାମଲାରେ ସୁପ୍ରିମ୍‌କୋର୍ଟ ସୋମବାର ମଧ୍ୟବର୍ତ୍ତିକାଳୀନ ରାୟ ଦେଇଛନ୍ତି। ଶ୍ରୀମନ୍ଦିରରେ ଶୃଙ୍ଖଳିତ ଦର୍ଶନ, ଶ୍ରଦ୍ଧାଳୁଙ୍କ ରହଣି, ମହାପ୍ରଭୁଙ୍କ ସେବାପୂଜା, ଶ୍ରୀମନ୍ଦିର ପରିଚାଳନା ବ୍ୟବସ୍ଥା, ମହାପ୍ରଭୁଙ୍କ ଜମିଜମାର ହିସାବ ଏହିଭଳି ୨୨ଟି ନିର୍ଦ୍ଦେଶନାମା ଜାରି କରିଛନ୍ତି। ଠାକୁରଙ୍କ…

ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ: ୨ ମାଓବାଦୀ ନିହତ

ମାଲକାନଗିରି, ୫ା୧୧(ଡି.ଏନ୍‌.ଏ.)- ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ଦାନ୍ତେୱାଡ଼ା ଜିଲାରେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇ ୨ ଜଣ ମାଓବାଦୀ ନିହତ ହୋଇଛନ୍ତି। ଦାନ୍ତେୱାଡ଼ା ଜିଲାର କଟେକଲ୍ୟାଣ ଥାନା ଅନ୍ତର୍ଗତ ମୁନଗା ଜଙ୍ଗଲରେ ମାଓବାଦୀମାନେ ଡେରା ପକାଇଥିବା ଖବର ପାଇ…

ପରିବାର ସହ ବଚସା: ନଦୀକୁ ଡେଇଁବାକୁ କହି ପରିବାର ଲୋକଙ୍କୁ ହଇରାଣ କଲେ ଯୁବକ

ପଡିଆ, ୫ା୧୧(ଡି.ଏନ.ଏ.)- ଜଣେ ଯୁବକ ପରିବାର ଲୋକଙ୍କ ସହ ଝଗଡା କରି ଘରୁ ଚାଲିଆସି ନଦୀକୁ ଡେଇଁ ଆତ୍ମହତ୍ୟା କରିବା ନେଇ ତିଆରି କରିଥିବା ନଟକ ଧରାପଡିଛି। ସେ ଜଗଦ୍ଦଲପୁରର ଜଣେ ବନ୍ଧୁଙ୍କ ନିକଟରେ ଜଣାପଡିବା ପରେ ତାଙ୍କୁ ନେଇ ସଅଷ୍ଟି…

ମାନସିକ ଭିନ୍ନକ୍ଷମ ଯୁବକଙ୍କ ଅଭାବନୀୟ କାଣ୍ଡ: ଠେଙ୍ଗାରେ ପିଟି ମା’ଙ୍କୁ ମାରିଦେଲେ

କାମାକ୍ଷାନଗର, ୫।୧୧(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା ମକୁଆକାଟେଣୀ ଗ୍ରାମରେ ସୋମବାର ରାତିରେ ଅଭାବନୀୟ କାଣ୍ଡ ଘଟିଛି। ଜଣେ ମାନସିକ ଭିନ୍ନକ୍ଷମ ଯୁବକଙ୍କ ଠେଙ୍ଗାମାଡ଼ରେ ପ୍ରାଣ ହରାଇଛନ୍ତି ତାଙ୍କ ବୃଦ୍ଧା ମା’। ମୃତ ମହିଳା ହେଲେ ବୈଦେହୀ ସାହୁ (୭୨)। ଅଭିଯୁକ୍ତ ବିଷ୍ଣ…

ହାତୀ ଆକ୍ରମଣରେ ବୃଦ୍ଧ ମୃତ, କ୍ଷତିପୂରଣ ଦାବିରେ ୨ ଘଣ୍ଟା ରାସ୍ତାରୋକୋ

କାମାକ୍ଷାନଗର, ୫।୧୧(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲା ତୁମୁସିଙ୍ଗା ଥାନା ପଣ୍ଡୁଆ ଫାଣ୍ଡି ଶାଳୁଆ ଛକ ନିକଟରେ ମଙ୍ଗଳବାର ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଗୋଦରବିଲି ଗ୍ରାମର ହୃଦାନନ୍ଦ ମଲ୍ଲିକ (୭୦)। ସେ ସକାଳେ ଶୌଚ ହେବାକୁ ଯାଇଥିବାବେଳେ ହାତୀ…

ବାଘ ଠାବ ପାଇଁ ଟ୍ରାପ୍‌ କ୍ୟାମେରା ଲାଗିପାରୁନାହିଁ: ଗୁଣ୍ଡିରିବାଡ଼ିବାସୀ ଆତଙ୍କିତ, ଘୁରି ବୁଲିଛି ବନ ବିଭାଗ

ଭଞ୍ଜନଗର,୫।୧୧(ଡି.ଏନ.ଏ)- ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଜଗନ୍ନାଥପ୍ରସାଦ ରେଞ୍ଜ ଗୁଣ୍ଡିରିବାଡ଼ି, ତେନ୍ତୁଳିଆ, ଲଣ୍ଡେଇହିଲ୍‌ ଅଞ୍ଚଳବାସୀଙ୍କୁ ବିଗତ କିଛିଦିନ ହେବ ବାଘ ଆତଙ୍କ ଘାରିଛି। ସୋମବାର ରାତିରେ ଗୁଣ୍ଡିରିବାଡ଼ି ଗ୍ରାମ ମୁଣ୍ଡରେ ଥିବା ଏକ ଗୁହାଳ ଦେଇ ଏକ ବାଘ ଦୌଡ଼ି ପଳାଉଥିବା…

ଭଦ୍ରକ କଲେଜରେ ଛାତ୍ର ଅଶାନ୍ତି ଜାରି

ଭଦ୍ରକ ଅଫିସ,୫ା୧୧- ଭଦ୍ରକ ସ୍ବୟଂ ଶାସିତ ମହାବିଦ୍ୟାଳୟରେ ଛାତ୍ର ଅଶାନ୍ତି ଜାରି ରହିଛି। ମଙ୍ଗଳବାର ଛାତ୍ର ଆନ୍ଦୋଳନର ୨ୟ ଦିନରେ ଶତାଧିକ ଛାତ୍ରୀଛାତ୍ର ପାଠପଢା ବର୍ଜନ କରି କଲେଜ ଫାଟକ ସମ୍ମୁଖରେ ଟାୟାର ଜାଳି ଆନ୍ଦୋଳନ କରିଥିଲେ। ସେମାନେ ମୁଖ୍ୟତଃ ପୂର୍ତ୍ତ…

ପୋଖରୀରୁ ନିଖୋଜ ଶିଶୁର ମୃତଦେହ ଉଦ୍ଧାର

କେନ୍ଦୁଝର, ୫ା୧୧ (ସ୍ବ.ପ୍ର.)-କେନ୍ଦୁଝର ସହର ପୁରୁଣା ସହର ଖିଡିକିଦ୍ୱାର ସାହି ନିକଟ ପୋଖରୀରୁ ପୋଲିସ ଏକ ଶିଶୁର ମୃତଦେହ ମଙ୍ଗଳବାର ଉଦ୍ଧାର କରିଛି। ତାଙ୍କ ନାମ ଦିବ୍ୟଶଙ୍କର ନାଏକ (୫)। ସେ ସୋମବାର ଠାରୁ ନିଖୋଜ ଥିବା ନେଇ ଟାଉନ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?