ଆମ ଜିଲା ଖବର

ପୁରୀ ରେଳ ଷ୍ଟେଶନରୁ ଆମେରିକା

କଣାସ,୫ା୧୧(ସ୍ବ.ପ୍ର.): ସେଦିନର କୁଅଁା କୁଅଁା ଶବ୍ଦ ଆଜି ସମସ୍ତଙ୍କ ମୁହଁରେ ହସ ଫୁଟାଇଦେଇଛି। ଅଲୋଡା ଶିଖା ଏବେ ଆମେରିକୀୟ ଦମ୍ପତିଙ୍କ ଅଲିଅଳି କନ୍ୟା। ପୁରୀ ରେଳ ଷ୍ଟେଶନରୁ ୨୨ମାସ ତଳେ ଉଦ୍ଧାର ହୋଇଥିବା ଶିଖା ଆଜି ଆମେରିକାର ବାସିନ୍ଦା। ୨୦୧୮ ମାର୍ଚ୍ଚ…

୧୦ହଜାର ଟଙ୍କା ଲାଞ୍ଚ ନେଇ ସେସୁ କିରାଣି ଗିରଫ: ସହଯୋଗ କରିଥିବା ପାନଦୋକାନୀ ମଧ୍ୟ ବନ୍ଧାହେଲେ

ପୁରୀ ଅଫିସ/କଣାସ, ୫ା୧୧(ଡି.ଏନ୍‌.ଏ): ପୁରୀ ଜିଲା କଣାସ ବ୍ଲକ ବିଦ୍ୟୁତ୍‌ ବିଭାଗ ସେସୁ ଅଧୀନରେ କାର୍ଯ୍ୟରତ କିରାଣି ସୁରେନ୍ଦ୍ର ନାୟକ ସୋମବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଏକ ଟ୍ରାନ୍ସଫରମର ସ୍ଥାପନା ଲାଗି ଜନୈକ ବ୍ୟକ୍ତିଙ୍କଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ…

ତାରପୁର ମହାନଦୀ ବ୍ରିଜ୍‌ରୁ ଡେଇଁ ବ୍ୟକ୍ତି ନିଖୋଜ

ରଘୁନାଥପୁର, ୫।୧୧(ଡି.ଏନ୍‌.ଏ.): ଜଗତ୍‌ସିଂହପୁର ଜିଲା ରଘୁନାଥପୁର ଥାନା ତାରପୁର ବାଇପାସ୍‌ ନିକଟ ମହାନଦୀ ବ୍ରିଜ୍‌ରୁ ପାଣିକୁ ଡେଇଁ ମଙ୍ଗଳବାର ସକାଳେ ଜଣେ ବ୍ୟକ୍ତି ନିଖୋଜ ହୋଇଯାଇଛନ୍ତି। ତାଙ୍କ ପରିଚୟ ଜଣାପଡ଼ି ନ ଥିବା ବେଳେ ତାଙ୍କୁ ପ୍ରାୟ ୫୦ ବର୍ଷ ହେବ…

ମହିଳା କର୍ମଚାରୀଙ୍କୁ ଅସଦାଚରଣ ମାମଲା: ଜେଲ ଗଲେ କେସିସିଏସ୍‌ ସଭାପତି ପ୍ରମୋଦ

କେନ୍ଦ୍ରାପଡ଼ା ଅଫିସ,୫ା୧୧: ଜଣେ ମହିଳା କର୍ମଚାରୀଙ୍କୁ ଅସଦାଚରଣ କରିବା ମାମଲାରେ କେନ୍ଦ୍ରାପଡ଼ା କ୍ରେଡିଟ କୋ-ଅପରେଟିଭ ସୋସାଇଟି (କେସିସିଏସ୍‌) ସଭାପତି ପ୍ରମୋଦ ସାହୁ ସୋମବାର ଗିରଫ ହୋଇଛନ୍ତି। କେନ୍ଦ୍ରାପଡ଼ା ଟାଉନ ଥାନାପୋଲିସ ପ୍ରମୋଦଙ୍କୁ ଏସ୍‌ଡିଜେଏମ୍‌ ଦିଗ୍‌ବିଜୟ ଦାଶଙ୍କ କୋର୍ଟରେ ହାଜର କରିଥିଲା। ସେଠାରେ…

ବାଲିଯାତ୍ରା ବିବାଦକୁ ନେଇ ପରସ୍ପର ଦୋଷ ଲଦାଲଦି

ପାରାଦୀପ, ୫ା୧୧(ସ୍ବ.ପ୍ର.): କଳିଙ୍ଗ ବାଲିଯାତ୍ରାକୁ ନେଇ ଭାଜପା-ବିଜେଡି ଖବରଦାତା ସମ୍ମିଳନୀ କରିଥିଲେ। ଏଥିରେ ପରସ୍ପରର ଦୋଷ ଲଦାଲଦି ହୋଇଥିଲେ। ଭାଜପା ନେତା ବିଭୁପ୍ରସାଦ ତରାଇ, ସମ୍ପଦ ସ୍ବାଇଁ ସୂଚନା ଦେଇ କହିଥିଲେ, ବାଲିଯାତ୍ରା ପାଇଁ ଶିଳ୍ପ ସଂସ୍ଥା ଓ କିଛି ବଦାନ୍ୟ…

୮୨ ଅଙ୍ଗନଓ୍ବାଡ଼ି କେନ୍ଦ୍ରର ନାହିଁ ନିଜସ୍ବ ଗୃହ

ନାଉଗାଁ,୫ା୧୧(ସ୍ବ.ପ୍ର.): ନାଉଗାଁ ବ୍ଲକରେ ମୋଟ୍‌ ୧୧୯ ଅଙ୍ଗନଓ୍ବାଡି କେନ୍ଦ୍ର ରହିଛି। ସେଥିମଧ୍ୟରୁ ୩୭ କେନ୍ଦ୍ରର ନିଜସ୍ବ ଗୃହ ଥିବାବେଳେ ୮୨କେନ୍ଦ୍ରର ନିଜସ୍ବ ଗୃହ ନାହିଁ। ଫଳରେ ଗୃହ ନ ଥିବା କେନ୍ଦ୍ରଗୁଡିକ ପ୍ରାଥମିକ ବିଦ୍ୟାଳୟ, ବାତ୍ୟା ଆଶ୍ରୟସ୍ଥଳ, କ୍ଲବ ଘର ଓ…

ନଗଡ଼ାର ବିକାଶ ଦିଗହାରା ଅଭିଯୋଗ:ଲୋକାୟୁକ୍ତଙ୍କ ନୋଟିସ ପରେ ସମୀକ୍ଷା ଆରମ୍ଭ

କାଳିଆପାଣି,୫ା୧୧(ଡି.ଏନ୍‌.ଏ): ଯାଜପୁର ଜିଲା ସୁକିନ୍ଦା ବ୍ଲକ ଅନ୍ତର୍ଗତ ନଗଡାରେ ଶିଶୁ ମୃତ୍ୟୁ ଘଟଣା ପରେ ରାଜ୍ୟ ସରକାରଙ୍କ ପକ୍ଷରୁ ଅଖିଦୃଶିଆ ବିକାଶ ହୋଇପାରି ନାହଁି। ଏହାର ବିକାଶ ପାଇଁ ବିଭିନ୍ନ ଯୋଜନାରେ ସରକାର ପ୍ରାୟ ୨୩ କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି।…

ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ, ଅଭିଯୁକ୍ତ କୋର୍ଟ ଚାଲାଣ

କୋରେଇ,୫ା୧୧(ସ୍ବ.ପ୍ର.): ପାଣିକୋଇଲି ପୋଲିସ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ସୋମବାର ଜଣଙ୍କୁ କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଜଣଙ୍କ ପୂର୍ଣ୍ଣ ମଲିକ। ପ୍ରକାଶ ଯେ, ଗତ ଗୁରୁବାର ଥାନା ଅଞ୍ଚଳର ଜଣେ ନାବାଳିକା ସ୍କୁଲରୁ ଫେରିବା ବେଳେ ପୂର୍ଣ୍ଣ ଘରକୁ ଡାକି ନେଇ…

ସ୍ମିତାରାଣୀଙ୍କ ସନ୍ଦେହଜନକ ମୃତ୍ୟୁ ମାମଲା: ଆଜି ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିବ ଭାଜପା

ରସୁଲପୁର,୫ା୧୧(ଡିଏନଏ): ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ ନିର୍ବାହୀ ଅଧିକାରିଣୀ (ପିଇଓ) ସ୍ମିତାରାଣୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ଜଟିଳ ହେବାରେ ଲଗିଛି। ଦିନକୁ ଦିନ ଘଟଣା ନୂଆ ମୋଡ ନେଉଛି। ଘଟଣାର ୨୦ଦିନ ପରେ ବି ଚର୍ଚ୍ଚାରେ ପୂର୍ଣ୍ଣଛେଦ ପଡୁନି।…

ଛାତ୍ରୀଙ୍କୁ ମାଡ଼, ଗାଳିଗୁଲଜ ଅଭିଯୋଗ: ଶିକ୍ଷୟିତ୍ରୀଙ୍କ ବଦଳି ଦାବିରେ ଧାରଣା

ରାଇକିଆ,୫ା୧୧(ଡି.ଏନ୍‌.ଏ.)-ବିଦ୍ୟାଳୟରେ ମାଡ଼ ମରାଯିବା ସହ ଗାଳିଗୁଲଜ କରାଯାଇଥିବା ପ୍ରତିବାଦରେ ସୋମବାର କନ୍ଧମାଳ ଜିଲା ରାଇକିଆ କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟର ଛାତ୍ରୀମାନେ ଧାରଣାରେ ବସିଥିଲେ ା ସକାଳ ପ୍ରାୟ ସାଢେ ୯ଟାରୁ ଧାରଣା ଦିଆଯାଇଥିଲା। ଫଳରେ ଷାଣ୍ମାସିକ ପରୀକ୍ଷା ବାଧାପ୍ରାପ୍ତ ହୋଇଥିଲା…

ଜାମିନ ପରେ ଅଭିଯୁକ୍ତଙ୍କୁ ପୁଣି ନେଲା ପୋଲିସ

ଆସିକା,୫ା୧୧(ଡି.ଏନ୍‌.ଏ.)-ବସ୍‌ ମାଲିକ ପ୍ରତାପ ପୋଲାଇ ହତ୍ୟାକାଣ୍ଡର ଅନ୍ୟତମ ମୁଖ୍ୟ ଅଭିଯୁକ୍ତ ସିଲୁ ପୋଲାଇ ସୋମବାର ଅପରାହ୍ନରେ ଜାମିନରେ ଆସିକା ସବଜେଲରୁ ମୁକୁଳିଥିଲେ ା ତେବେ ପୂର୍ବରୁ ଅପେକ୍ଷା କରିଥିବା ପୋଲିସ ଜେଲ ଫାଟକ ସମ୍ମୁଖରୁ ତାଙ୍କୁ ପୁଣି ଉଠାଇ ନେଇଛି ା…

ଟ୍ରକ ଧକ୍କାରେ ବାଇକ୍‌ ଚାଳକ ମୃତ :କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ

ଛତ୍ରପୁର,୫ା୧୧(ଡି.ଏନ.ଏ) -ଛତ୍ରପୁର ଥାନା ଅଧୀନ ବଡମାଧପୁର ଗାଁ ହନୁମାନ ସାହି ରାସ୍ତାରେ ସୋମବାର ମଧ୍ୟାହ୍ନରେ ଏକ ବାଇକକୁ ଟ୍ରକ ଧକ୍କା ଦେବାରୁ ବାଇକ ଚାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଗଞ୍ଜାମ ବ୍ଲକ ମଲାଡ ପଞ୍ଚାୟତ ଅଧୀନ କୁଶପଲ୍ଲୀ ଗାଁର ସୁରେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?