ଡାଟୁମ୍ ଜମାକାରୀଙ୍କୁ ଟଙ୍କା ଫେରସ୍ତ ନିର୍ଦ୍ଦେଶ
ବ୍ରହ୍ମପୁର ଅଫିସ,୫ା୧୧-ଗଞ୍ଜାମ ଜିଲା ଉପଭୋକ୍ତା ବିକାଶ ସମାଧାନ ମଞ୍ଚ ପକ୍ଷରୁ ୬ ଜଣ ଜମାକାରୀଙ୍କୁ ତାଙ୍କ ଟଙ୍କା ଫେରସ୍ତ ପାଇଁ ଡାଟୁମ ଚିଟ୍ଫଣ୍ଡ ସଂସ୍ଥାକୁ ନିର୍ଦ୍ଦେଶ ଦିଆଯାଇଛି। ଜମାକାରୀଙ୍କୁ ତାଙ୍କ ମାଚ୍ୟୁରିଟି ରାଶି ସହିତ କ୍ଷତି ପୂରଣ ଓ ମମାଲାର ଖର୍ଚ୍ଚ…
ଛତ୍ରପୁରରେ ରେଳ ସମସ୍ୟା : ଡିଆରଏମ୍ଙ୍କୁ ଭେଟିଲେ ବିଧାୟକ
ଛତ୍ରପୁର,୫ା୧୧(ଡି.ଏନ.ଏ.)-ଛତ୍ରପୁର ନିର୍ବାଚନମଣ୍ଡଳୀରେ ବିଭିନ୍ନ ରେଳ ସମସ୍ୟା ନେଇ ସ୍ଥାନୀୟ ବିଧାୟକ ସୁବାସଚନ୍ଦ୍ର ବେହେରା ସୋମବାର ଖୋର୍ଦ୍ଧା ଡିଆରଏମ୍ ଶଶିକାନ୍ତ ସିଂଙ୍କ ସହ ଆଲୋଚନା କରିଛନ୍ତିି ା ଏଥିସହ ଏକ ସ୍ମାରକପତ୍ର ଡିଆରଏମ୍ଙ୍କୁ ପ୍ରଦାନ କରାଯାଇଥିଲା ା ଛତ୍ରପୁର ରେଡ୍ଡୀସାହି ନିକଟ ରେଳବାଇ…
ଆବାସ ଯୋଜନାରେ ମିଳୁନି ବିଲ୍: ଜିଲାପାଳଙ୍କୁ ଫେରାଦ ହେଲେ ହିତାଧିକାରୀ
ପାଲଲହଡ଼ା, ୫ା୧୧(ଡି.ଏନ.ଏ.) ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ କାର୍ଯ୍ୟାଦେଶ ପାଇ ଘର ନିର୍ମାଣ କରିଥିବା ଅନୁଗୋଳ ଜିଲା କଣିହାଁ ବ୍ଲକ ଗଣ୍ଡମାଳା ପଞ୍ଚାୟତର ହିତାଧିକାରୀମାନେ ବିଲ୍ ମିଳୁ ନ ଥିବା ଅଭିଯୋଗ କରି ସୋମବାର ଅନୁଗୋଳ ଜିଲାପାଳଙ୍କ ନିକଟରେ ଫେରାଦ ହୋଇଛନ୍ତି। ସେମାନଙ୍କ…
ପୋକତୁଙ୍ଗା ହାଇସ୍କୁଲରେ ପ୍ରଥମ କରି ଲାଗିଲା ସିସି କ୍ୟାମେରା
ବନ୍ତଳା,୫।୧୧(ଡି.ଏନ.ଏ.) ବିଭିନ୍ନ ସମୟରେ ବିଦ୍ୟାଳୟରେ ଲୋକମାନଙ୍କ ଅବାଧ ପ୍ରବେଶ, ଚୋରି, ପାଠପଢାରେ ଅବହେଳା ରୋକିବା ଦିଗରେ ଠୋସ ପଦକ୍ଷେପ ନେଇଛି ଅନୁଗୋଳ ଶିକ୍ଷା ପରିଚାଳନା ଉନ୍ନୟନ କମିଟି। ଜିଲାରେ ପ୍ରଥମ କରି ବନ୍ତଳା ଥାନା ପୋକତୁଙ୍ଗା ସରକାରୀ ହାଇସ୍କୁଲରେ ଶିକ୍ଷା ପରିଚାଳନା…
ଧଉରାଗୋଠ ପ୍ରକଳ୍ପକୁ ପଲ୍ଲିସଭାରେ ବିରୋଧ
ବଇଣ୍ଡା,୫।୧୧(ଡି.ଏନ.ଏ.) ଅନୁଗୋଳ ଜିଲା କିଶୋରନଗର ବ୍ଲକ ଧଉରାଗୋଠ ଅଞ୍ଚଳରେ ନିର୍ମାଣ ହେବାକୁ ଥିବା ଧଉରାଗୋଠ ଜଳସେଚନ ପ୍ରକଳ୍ପକୁ ପଲ୍ଲିସଭାରେ ବିରୋଧ କରାଯାଇଛି। ଏହି ବଡ଼ଧରଣର ଜଳସେଚନ ପ୍ରକଳ୍ପ ନିର୍ମାଣ କରି ସ୍ଥାନୀୟ ଲୋକଙ୍କ ଦୀର୍ଘବର୍ଷର ଦାବି ପୂରଣ କରିବା ପାଇଁ ସରକାର…
ଫନୀ ଉଜାଡ଼ିଦେଇଛି ଝାଟିମାଟିର ଘର:ଆବାସଟିଏ ମାଗିଲେ ଦୃଷ୍ଟିହୀନ ଦମ୍ପତି
ଅନୁଗୋଳ ଅଫିସ, ୫।୧୧ ଦୃଷ୍ଟିହୀନ ହେଲେ ବି ସେମାନେ ସଂସାର କରିଛନ୍ତି। ଅନୁଗୋଳର କେଦାରଗୌରୀ ଧନ୍ଦାମୂଳକ ତାଲିମ କେନ୍ଦ୍ରରେ କାମ କରି ଯେନେତେନେ ପେଟ ପୂରାଉଛନ୍ତି। ହେଲେ ମଝିରେ ମଝିରେ ହେଉଥିବା ଦେହ ଅସୁସ୍ଥତା ଯୋଗୁ ହାତରେ କିଛି ସଞ୍ଚୟ କରିପାରୁନାହାନ୍ତି।…
ସହାୟତା ଅପେକ୍ଷାରେ ଅସହାୟ ପରିବାର
ରାଇସୁଆଁ ,୫।୧୧(ଡି.ଏନ.ଏ.)- ଖଣି ଖାଦାନ ଯୋଗୁ କେନ୍ଦୁଝର ଜିଲା ସଦର ଏବଂ ବାଂଶପାଳ ଅଞ୍ଚଳ କ୍ଷତିଗ୍ରସ୍ତ ହୋଇଥିଲେ ମଧ୍ୟ ପ୍ରଭାବିତ ଲୋକଙ୍କୁ ଉପଯୁକ୍ତ ସହାୟତା କି ଚିକିତ୍ସା ସେବା ମିଳିପାରୁନି। ଖଣି ପ୍ରଭାବିତ କୁମୁଣ୍ଡି ପଞ୍ଚାୟତର ତଳଜାଗର ଗାଁର ଦଶୀ ଦେହୁରୀ…
ଜାମୁନାଳିଆରେ ପଶିଲେ ୨୨ହାତୀ: ୨ଶହ ଏକର ଧାନଫସଲ ନଷ୍ଟ
ରାଇସୁଆଁ, ୫।୧୧(ଡି.ଏନ.ଏ.)- କେନ୍ଦୁଝର ଜିଲା ସଦର ବ୍ଲକ ଅଞ୍ଚଳରେ ହାତୀ ଉପଦ୍ରବ ବନ ବିଭାଗର ଚିନ୍ତା ବଢାଇଛି। ହାତୀପଲ ଧାନ ଓ ଅନ୍ୟ ଫସଲ ଖାଇବାକୁ ରାତିରେ ଜଙ୍ଗଲତଳି ଇଲାକାକୁ ଆସି ଉପଦ୍ରବ କରୁଥିବାରୁ ଲୋକେ ଆତଙ୍କିତ ହୋଇ ରହୁଛନ୍ତି। ରବିବାର…
ବିଶ୍ୱର ସର୍ବୋଚ୍ଚ ରଥ ‘ନନ୍ଦିଘୋଷ’ ଅସୁରକ୍ଷିତ
କେନ୍ଦୁଝର ୫।୧୧ (ସ୍ବ.ପ୍ର.)- କେନ୍ଦୁଝର ଜିଲାର ଆରାଧ୍ୟ ଶ୍ରୀ ବଳଦେବଜୀଉଙ୍କ ୭୨ ଫୁଟ ଉଚ୍ଚତା ବିଶିଷ୍ଟ କାଠ ତିଆରି ‘ନନ୍ଦିଘୋଷ’ ବିଶ୍ୱର ସର୍ବୋଚ୍ଚ ରଥର ମାନ୍ୟତା ଲାଭ କରି ଜିଲାବାସୀଙ୍କ ଲାଗି ଗୌରବ ଆଣିଛି। ୨୦୧୮ ମସିହା ଡିସେମ୍ବରରେ ଗ୍ଲୋବାଲ ରେକର୍ଡସ…
ଜରି ତଳେ ଜୀବନ
ଜଳେଶ୍ୱର, ୫।୧୧(ରବି ନାରାୟଣ ପାତ୍ର)-ଆର୍ଥିକ ଅନଗ୍ରସର ଲୋକଙ୍କୁ ସୁବିଧା ସୁଯୋଗ ଯୋଗାଇ ଦେବା ଲାଗି କେନ୍ଦ୍ର ସରକାରଙ୍କଠାରୁ ଆରମ୍ଭ କରି ରାଜ୍ୟ ସରକାର ବିଭିନ୍ନ ପ୍ରକାର ଯୋଜନା ପ୍ରଣୟନ କରୁଛନ୍ତି। ହେଲେ ସମସ୍ତଙ୍କ ନିକଟରେ ତାହା ପହଞ୍ଚିପାରୁନାହିଁ। ଏପରି କି ମୁଣ୍ଡ…
ଧାନ ଚାଷ ଉଜାଡ଼ିଲେ ହାତୀପଲ
କୁଆମରା,୫ା୧୧(ଡି.ଏନ୍.ଏ.)- ନୀଳଗିରି ରେଞ୍ଜ ଅଧୀନ କୁଲଡିହା ଜଙ୍ଗଲରୁ ୬ ଦିନ ହେଲା ଦନ୍ତା ସମେତ ମୋଟ ସାତଟି ହାତୀ ବାଟବଣା ହୋଇ କୁଆମରା ଫରେଷ୍ଟ ଅଞ୍ଚଳରେ ପଶି ବ୍ୟାପକ ଧାନ ଫସଲ ନଷ୍ଟ କରୁଛନ୍ତି। ଧାଉଁଡିଆ, ଖିରିପଦା, କଡ଼ଦା ଓ କୁଆମରା…
ଛାତ୍ର ଆନ୍ଦୋଳନ ଜାରି: ବସିଲା ବୈଠକ, ତୁଟିଲାନି ବିବାଦ
କୁଆମରା,୫ା୧୧(ଡି.ଏନ୍.ଏ.)- ଗୋପବନ୍ଧୁ ନଗର ବ୍ଲକ ପୁରୁଣା ବାରିପଦା ଆଞ୍ଚଳିକ ଡିଗ୍ରୀ ମହାବିଦ୍ୟାଳୟର ଅଧ୍ୟକ୍ଷ ଓ ଛାତ୍ରୀଛାତ୍ରଙ୍କ ବିବାଦ ଜଟିଳ ହେବାରେ ଲାଗିଛି। ଏଥିନେଇ କଲେଜରେ ଦିନକୁ ଦିନ ଅଶାନ୍ତି ବଢିବାରେ ଲାଗିଛି। ଘଟଣାର୧୮ ଦିନ ପରେ ବି ଅଦ୍ୟାବଧି କୌଣସି ସମାଧାନର…

