ଆମ ଜିଲା ଖବର

ମନ୍ଦିର ପରିସରରୁ ଯୁବକଙ୍କ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ

ନୟାଗଡ଼ ଅଫିସ, ୪।୧୧: ନୟାଗଡ଼ ଜିଲା ଗଣିଆ ବ୍ଲକ ମଣିଚଦ୍ରା କଳାପଟା ମନ୍ଦିର ପରିସରରୁ ସୋମବାର ସକାଳେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ ଗଣିଆ ଥାନା ଛାମୁଣ୍ଡିଆ ଗ୍ରାମର ଗୟାଧର ବାରିକ। ପ୍ରକାଶ ଯେ, ଭୋର ସମୟରେ…

ଭାଲୁ ଆକ୍ରମଣରେ ଜଣେ ଗୁରୁତର

ଛେଣ୍ଡିପଦା,୪।୧୧(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ ଶିମିଳିପାଳ ପଞ୍ଚାୟତ ଅନ୍ତର୍ଗତ କାଠପାଳ ଗାଁରେ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ଗୁରୁତର ଜଣକ ହେଲେ କାଠପାଳ ଗାଁର ଯାଦବ ବେହେରା (୫୧)। ସୂଚନାଯୋଗ୍ୟ, ଯାଦବ ସୋମବାର ସକାଳୁ ଶୌଚ ହେବାକୁ…

‘ଶିକ୍ଷାର ମାନ ବଢ଼ିଲେ ଆସିବ ପରିବର୍ତ୍ତନ’ – ନିଆରା ବ୍ୟକ୍ତିତ୍ୱ ସନାତନ

ସିମୁଳିଆ, ୪ା୧୧(ସନ୍ତୋଷ କୁମାର ନାୟକ)- ଚାକିରି ଜୀବନରୁ ଅବସର ନେବା ପରେ ଶିକ୍ଷାନୁଷ୍ଠାନ ପ୍ରତିଷ୍ଠା,ଶିକ୍ଷାର ଗୁଣାତ୍ମକ ବିକାଶ ଓ ସମାଜସେବା ଭଳି ନାନା କାର୍ଯ୍ୟରେ ସେ ନିରନ୍ତର ଲାଗି ରହିଛନ୍ତି। ଏଥିସହିତ ସେ ବିଭିନ୍ନ ସ୍ଥାନରେ ବୃକ୍ଷରୋପଣ ଓ ବୟସ୍କଙ୍କ ପାଇଁ…

ଦିନକର କାହାଣୀ: ଆଇସ୍‌କ୍ରିମ୍‌ ବେପାରରେ ବେଶ୍‌ ଖୁସୀ

ଢେଙ୍କାନାଳ-ଯୋରନ୍ଦା ରାସ୍ତା ପାର୍ଶ୍ୱରେ ଏକ ଛୋଟିଆ ଗ୍ରାମରେ ରୁହନ୍ତି ମଣିଆ ଭୋଇ (୩୨)। ସ୍ତ୍ରୀ ମହରଗି ଏବଂ ୧୦ମ ପଢୁଆ ପୁଅ ମହେଶ୍ୱରଙ୍କୁ ନେଇ ତାଙ୍କ ପରିବାର। ବର୍ଷର ୮ମାସ ଆଇସ୍‌କ୍ରିମ୍‌ ଏବଂ ଅନ୍ୟ ୪ ମାସ ଚାଷବାସ କରି ସଂସାର…

ଦଳର ସଂଗଠନକୁ ଦୃଢ଼ କରିବା ଲାଗି ଗୁରୁତ୍ୱ; ସହମତି ଭିତ୍ତିରେ ନିଆଯିବ କାର୍ଯ୍ୟପନ୍ଥା

ବାଲେଶ୍ୱର ଅଫିସ, ୪।୧୧- ବାଲେଶ୍ୱର ଆଇଟିଆଇ ସ୍ଥିତ ଏକ ଘରୋଇ ହୋଟେଲ୍‌ ସମ୍ମିଳନୀ କକ୍ଷରେ ରବିବାର ଜିଲା ଭାଜପା ପକ୍ଷରୁ ସାଙ୍ଗଠନିକ ନିର୍ବାଚନ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଆଗାମୀ ଦିନରେ କିଭଳି ମଣ୍ଡଳସ୍ତରରେ ସାଙ୍ଗଠନିକ ନିର୍ବାଚନ ସୁରୁଖୁରୁରେ…

ଭାଲୁ ଆକ୍ରମଣରେ ଛେଳି ଚରାଳି ଗୁରୁତର

ଉଦଳା,୪ା୧୧(ଡି.ଏନ୍‌.ଏ.)- ଭାଲୁ ଆକ୍ରମଣରେ ଜଣେ ଛେଳି ଚରାଳି ଗୁରୁତର ଆହତ ହୋଇଛନ୍ତି। ଆହତ ଜଣକ ହେଲେ ଉଦଳା ବ୍ଲକ ଖଲାଡି ପଞ୍ଚାୟତ ଅଧୀନ ଶିରିପୁର ଗ୍ରାମର ପ୍ରଭାକର ଦେହୁରୀ(୫୫)। ରବିବାର ସେ ଛେଳି ନେଇ ନିକଟସ୍ଥ ହୁଡିକୁ ଚରାଇବାକୁ ଯାଇଥିଲେ। ଏହି…

ପୂଜାପାଠ ଆଳରେ ମହିଳାଙ୍କୁ ମଶାଣିକୁ ନେଇ ଅସଦାଚରଣ: ଛେଚା ଖାଇ ଗିରଫ ହେଲେ ଭଣ୍ଡବାବା

ବାସୁଦେବପୁର, ୪।୧୧ (ଡି.ଏନ.ଏ.) – ଜଣେ ଭଣ୍ଡବାବା ଶନିବାର ନିଶାର୍ଦ୍ଧରେ ଜଣେ ନିଃସନ୍ତାନ ମହିଳାଙ୍କୁ ମଶାଣିକୁ ନେଇ ପୂଜାପାଠ କରିବା ଆଳରେ ତାଙ୍କୁ ଅସଦାଚରଣ କରିବା ଭଳି ଘଟଣା ପଦାକୁ ଆସିଛି। ଗ୍ରାମବାସୀ ଓ ମହିଳାଙ୍କ ପରିବାର ଲୋକେ ଭଣ୍ଡବାବାଙ୍କୁ ଧରି…

ଧିମେଇଛି ଆବାସ ଯୋଜନା: ସମ୍ପୂର୍ଣ୍ଣ ହୋଇପାରିନି ଶତାଧିକ ଘର

ବଅଁରପାଳ,୪।୧୧ (ଡି.ଏନ୍‌.ଏ) ଅନୁଗୋଳ ଜିଲା ବଅଁରପାଳ ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ କାର୍ଯ୍ୟାଦେଶ ପାଇଥିବା ଅନେକ ହିତାଧିକାରୀଙ୍କ ଘର କାମ ସମ୍ପୂର୍ଣ୍ଣ ହୋଇ ନ ପାରି ଅଧପନ୍ତରିଆ ଭାବେ ପଡିରହିଛି। ଯୋଜନାର ସଫଳ କାର୍ଯ୍ୟକାରିତା ଦିଗରେ ବିଭାଗୀୟ ଅଧିକାରୀ ଦୃଷ୍ଟି…

ଉଦଳାରେ ଡେଙ୍ଗୁ ରୋଗୀ ଚିହ୍ନଟ

ଉଦଳା,୪ା୧୧(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଉଦଳା ବ୍ଲକ ଅଞ୍ଚଳରେ ଜଣେଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ରୋଗୀ ଜଣକ ଏବେ ବାରିପଦା ପିଆରଏମ୍‌ ମେଡିକାଲରେ ଚିକିତ୍ସା ନିମନ୍ତେ ଭର୍ତ୍ତି ହୋଇଛନ୍ତି। ସୂଚନା ଅନୁଯାୟୀ, ଉଦଳା ବ୍ଲକ ଅଧୀନ କୋଚିଳାଡିହା ପଞ୍ଚାୟତ ଅଞ୍ଚଳର ଜଣେ…

ଓକିଲଙ୍କ ଘରୁ ଡକାୟତି : ନେଇଗଲେ ୫୦ ହଜାର ଟଙ୍କା ସମେତ ସୁନାଗହଣା

ଅନୁଗୋଳ ଅଫିସ,୪।୧୧: ନାଲକୋ ଥାନା କୁଲାଡ଼ ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଏକ ବଡ଼ଧରଣର ଡକାୟତି ହୋଇଛି। ଦୁର୍ବୃତ୍ତମାନେ ଓକିଲ ବିଭୂତି ଭୂଷଣ ପଟ୍ଟନାୟକଙ୍କ ଘରେ ପଶି ପରିବାର ଲୋକଙ୍କୁ ମାରଣାସ୍ତ୍ର ଦେଖାଇ ନଗଦ ୫୦ ହଜାର ଟଙ୍କା ସହ ସୁନାଗହଣା…

ଶ୍ରୀତମ୍‌ଙ୍କୁ ଅନ୍ତର୍ଜାତୀୟ ଫଟୋଗ୍ରାଫି ଆୱାର୍ଡ

ବାଲେଶ୍ୱର ଅଫିସ, ୪।୧୧-ସ୍ମାର୍ଟଫୋନରେ ଫଟୋ ଉଠାଇ ଚର୍ଚ୍ଚାକୁ ଆସିଥିବା ବାଲେଶ୍ୱର ଜିଲା ଶୋଭାରାମ୍‌ପୁର ଅଞ୍ଚଳର ଶ୍ରୀତମ୍‌ କୁମାର ସେଠୀ ଚଳିତବର୍ଷ ଅନ୍ତର୍ଜାତୀୟ ଫଟୋଗ୍ରାଫି ଆୱାର୍ଡ଼ ପାଇପାରିଛନ୍ତି। ବନ୍ୟଜନ୍ତୁ ଓ ସବୁଜିମାଭରା ପ୍ରକୃତିର ଫଟୋ ଉଠାଇବାକୁ ସେ ଅଧିକ ଆଗ୍ରହ ରଖିଥାନ୍ତି। ଗତ…

ମଦ ଛଡ଼ାଇ ଆଣି ପୋଡ଼ିଲେ ଉତ୍ତ୍ୟକ୍ତ ମହିଳା

ହାତୀଓଟ,୪ା୧୧: ପୋଲସରା ବ୍ଲକ ମନ୍ଦାର ଗ୍ରାମପଞ୍ଚାୟତର ମାଳତିବାଡ଼ିରେ ମଦ ବିକ୍ରିକୁ ବନ୍ଦ କରିବା ପାଇଁ ଗତ ଗୁରୁବାର ଗ୍ରାମର ୧୦ଟି ସ୍ବୟଂ ସହାୟିକା ଗୋଷ୍ଠୀର ସଦସ୍ୟାମାନେ କହିଥିଲେ। କିନ୍ତୁ ମଦ ବିକ୍ରେତା ୩ ଦିନ ହେଲା ବିକ୍ରି ବନ୍ଦ କରି ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?