ବରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅବ୍ୟବସ୍ଥା ପ୍ରତିବାଦରେ ଅନଶନ ପ୍ରତିଶ୍ରୁତି ପରେ ଅନଶନ ପ୍ରତ୍ୟାହୃତ
ବରୀ/ରତ୍ନଗିରି,୧୦ା୯(ସ୍ବ.ପ୍ର./ଡି.ଏନ୍.ଏ.)- ବରୀ ନିର୍ବାଚନମଣ୍ଡଳୀ ଅଧୀନ ଅଲ୍ଲୀପୁରସ୍ଥିତ ବରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଓ କର୍ମଚାରୀ ପଦବୀ ଖାଲି ପଡିବା ପ୍ରତିବାଦରେ ସୋମବାର ଆଶ୍ୱାସନା ପରିବର୍ତ୍ତନର ଏକ ଭିନ୍ନ ସ୍ବର ସ୍ବେଚ୍ଛାସେବୀ ସଙ୍ଗଠନ ପକ୍ଷରୁ ଆମରଣ ଅନଶନ ଦିଆଯାଇଛି। ସନ୍ଧ୍ୟାରେ ଘଟଣା ସ୍ଥଳରେ…
ଟ୍ରକ ସହ ବାଇକ ଧକ୍କା, ଆରୋହୀ ଗୁରୁତର
ଯାଜପୁର ରୋଡ/କୋରେଇ,୧୦ା୯(ନି.ପ୍ର/ଡି.ଏନ୍.ଏ.)- ପାଣିକୋଇଲି ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ଶର୍ମା ପେଟ୍ରୋଲ ପମ୍ପ ଡାଇଭରଶନ ନିକଟରେ ଏକ ବାଇକକୁ ଟ୍ରକ୍ ଧକ୍କା ଦେଇଛି। ଏଥିରେ ବାଇକ ଆରୋହୀ ଗୁରୁତର ହୋଇଛନ୍ତି। ଆରୋହୀ ଜଣଙ୍କ ବଡ଼ବିରୁହଁା ଗ୍ରାମର ଜୁଳିଆ ମହି।…
ଖରସ୍ରୋତାରେ ବନ୍ୟା: ଦୁର୍ବଳ ନଦୀବନ୍ଧ ବୁଲି ଦେଖିଲେ ମୁଖ୍ୟ ଯନ୍ତ୍ରୀ
ସିଂହପୁର,୧୦ା୯(ଡି.ଏନ୍.ଏ.)- ଖରସ୍ରୋତା ନଦୀର ଜଳପତ୍ତନ ବୃଦ୍ଧି ପାଉଥିବାରୁ ବ୍ୟାପକ ଅଞ୍ଚଳ ଜଳମଗ୍ନ ହୋଇଛି। ବନ୍ୟାକୁ ଦୃଷ୍ଟିରେ ରଖି ସୋମବାର ବିଞ୍ଝାରପୁର ଜଳସମ୍ପଦ ବିଭାଗ ଅନ୍ତର୍ଗତ ଦୁର୍ବଳ ନଦୀ ବନ୍ଧକୁ ଜଳ ସମ୍ପପଦ ବିଭାଗ ମୁଖ୍ୟ ଯନ୍ତ୍ରୀ ରଞ୍ଜନ କୁମାର ନାୟକ, ଡେପୁଟି…
ବରୀରେ ବନ୍ୟା: ଫସଲ ନଷ୍ଟ ହେବା ଆଶଙ୍କା
ବରୀ/ରତ୍ନଗିରି,୧୦ା୯(ସ୍ବ.ପ୍ର/ଡି.ଏନ୍.ଏ.)- ବରୀ ଅଞ୍ଚଳ ଦେଇ ବ୍ରାହ୍ମଣୀ, ବିରୂପା, ଖରସ୍ରୋତା ଶାଖା ତନ୍ତୀଘାଇ ଏବଂ ଦୁଧେଇ ନଦୀ ପ୍ରବାହିତ ହୋଇଛି। ସୋମବାର ଏସବୁ ନଦୀରେ ବନ୍ୟାଜଳ ଆସିଛି। ଫଳରେ ବରୀ ଅଞ୍ଚଳର ରତଳାଙ୍ଗ, ଅଙ୍ଗାଳୋ ଆଦି ପଞ୍ଚାୟତର ବିଓଳି ଧାନ ଚାଷ ଜମିରେ…
ରୋଟାରି ଯାଜପୁର ରୋଡ୍ର ଅଧିଷ୍ଠାନ ଉତ୍ସବ
ଯାଜପୁର ରୋଡ,୧୦ା୯(ନି.ପ୍ର.)- ରୋଟାରି କ୍ଲବ, ଯାଜପୁର ରୋଡ୍ର ପ୍ରଥମ ଅଧିଷ୍ଠାନ ଉତ୍ସବ ଏବଂ ଚାର୍ଟାଡ ସାର୍ଟିଫିକେଟ ପ୍ରଦାନ ଉତ୍ସବ ରବିବାର ସ୍ଥାନୀୟ ଏକ ହୋଟେଲରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ରୋଟାରି ଡିଷ୍ଟ୍ରିକ୍ ୩୨୬୨ର ଗଭର୍ନର ରୋଟାରିୟାନ ଦେବାଶିଷ୍ ମିଶ୍ର ମୁଖ୍ୟ ଅତିଥି…
ରୋଡିଂଶପ୍ର ପ୍ରସ୍ତୁତି ଆରମ୍ଭ:ଆକର୍ଷଣ ସାଜିବ ଘାସ ତୋରଣ
ବଅଁରପାଳ, ୧୦।୯ (ଡି.ଏନ୍.ଏ) ଅନୁଗୋଳ ଜିଲା ନାଲ୍କୋ ନଗରରେ ପ୍ରସିଦ୍ଧ ବିଶ୍ୱକର୍ମା ପୂଜାରେ ଚଳିତ ବର୍ଷ ୨୩ଟି ମଣ୍ଡପରେ ବିରାଜମାନ ହେବେ ଦେବଶିଳ୍ପୀ। ପୂଜାକୁ ଆଡ଼ମ୍ବର ସହକାରେ ପାଳନ କରିବା ପାଇଁ ଏବେଠାରୁ ନାଲକୋବାସୀ ବେଶ୍ ତତ୍ପର ହୋଇପଡ଼ିଛନ୍ତି। ବିଭିନ୍ନ ପୂଜା…
ଶୋଭାଯାତ୍ରାରେ ଗଲେ ଗଜାନନ:ଡିଜେ ସାଉଣ୍ଡରେ ଦୁଲୁକିଲା ପରଜଙ୍ଗ
ପରଜଙ୍ଗ,୧୦।୯(ଡି.ଏନ.ଏ.) ଢେଙ୍କାନାଳ ଜିଲା ପରଜଙ୍ଗରେ ସୋମବାର ଗଜାନନଙ୍କ ଭସାଣି ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷ ୯ଟି ମେଢ଼ ମିଳିତ ଭସାଣିରେ ସାମିଲ ହୋଇଥିଲେ। ରେଡ ନାଇଟ୍ କ୍ଲବ, ଜୟ ବଜରଙ୍ଗବାଲି ପୂଜା କମିଟି, ୟୁନାଇଟେଡ କ୍ଲବ, କିଙ୍ଗଷ୍ଟାର ପୂଜା କମିଟି,…
ବାଗଡିଆ ଫାଣ୍ଡି ସମ୍ମୁଖରେ ଜମୁଛି ପାଣି
ଛେଣ୍ଡିପଦା,୧୦ା୯(ସ୍ବ.ପ୍ର) ଛେଣ୍ଡିପଦା ବ୍ଲକ ବାଗଡିଆ ପଞ୍ଚାୟତ ପୁରୁଣା ହାଟପଦା ତଥା ବାଗଡିଆ ଫାଣ୍ଡି ସମ୍ମୁଖ ରାସ୍ତା ପାର୍ଶ୍ୱରେ ସାମାନ୍ୟ ବର୍ଷା ହେଲେ ବର୍ଷା ପାଣି ଜମି ରହୁଛି। ଫଳରେ ଜନ ସାଧାରଣ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏ…
ବାଗଡିଆ-ବୁଢାଢିପ ରାସ୍ତା ମରଣଯନ୍ତା
ଛେଣ୍ଡିପଦା,୧୦।୯ (ସ୍ବ.ପ୍ର) ଛେଣ୍ଡିପଦା ବ୍ଲକ ବାଗଡିଆ ପଞ୍ଚାୟତ ବାଗଡିଆ ଜଗନ୍ନାଥ ମନ୍ଦିରଠାରୁ ବୁଢାଢିପ ଗ୍ରାମକୁ ଯାଇଥିବା ମୁଖ୍ୟରାସ୍ତା ମରଣଯନ୍ତା ପାଲଟିଛି। ଲଗାଣ ବର୍ଷା ଯୋଗୁ ରାସ୍ତାରେ ଗାତ ସୃଷ୍ଟି ହୋଇ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଉକ୍ତ ରାସ୍ତା ଦେଇ ଗ୍ରାମର ସମସ୍ତ…
ବଧୂହତ୍ୟା ଅଭିଯୋଗ:ସ୍ବାମୀଙ୍କ ସହ ଶ୍ୱଶୁର ଅଟକ
ଅନୁଗୋଳ ଅଫିସ, ୧୦।୯ ଅନୁଗୋଳ ଜିଲା ନାଲ୍କୋ ଥାନା ବଳରାମପ୍ରସାଦରେ ବଧୂହତ୍ୟା ଅଭିଯୋଗ ହୋଇଛି। ସୌମ୍ୟାଶ୍ୱେତା ବାରିକ(୨୩)ଙ୍କୁ ହତ୍ୟା କରାଯାଇଥିବା ତାଙ୍କ ବାପା ବାନାମ୍ବର ବାରିକ ସୋମବାର ଅଭିଯୋଗ କରିବା ପରେ ନାଲ୍କୋ ପୋଲିସ ନଂ. ୧୩୨/୧୯ରେ ମାମଲା ରୁଜୁ କରିଛି।…
ପ୍ରଜାମଣ୍ଡଳ ଭବନ ପରିସର ପାଣି ଘେରରେ:ଟେଣ୍ଡରଧାରୀ-ପୌର କର୍ତ୍ତୃପକ୍ଷ ଦୋଷ ଠେଲାଠେଲି
ତାଳଚେର,୧୦ା୯(ନି.ପ୍ର.) ତାଳଚେରର ଗଣପର୍ବ ଗଣେଶ ପୂଜାରେ ଏଥର ବର୍ଷା ବାଧକ ସାଜିଛି। ଦୈନିକ ବର୍ଷା ଯୋଗୁ ସହରରେ ପାଣି, କାଦୁଅ ଭରି ରହିଛି। ତେବେ ସବୁଠାରୁ ଚିନ୍ତାର ବିଷୟ ହୋଇଛି ପ୍ରଜାମଣ୍ଡଳ ଭବନ ପରିସର। ବିଭିନ୍ନ ଦୋଳି, ଖେଳ ସାମଗ୍ରୀ, ମିନାବଜାର…
ଅନ୍ଧାରରେ ଅଧା ସହର
ଅନୁଗୋଳ ଅଫିସ,୧୦।୯ ଚୁକ୍ତି ନବୀକରଣ ହୋଇ ନ ଥିବାରୁ ପୌରପାଳିକାରେ କାର୍ଯ୍ୟ କରୁଥିବା ୨୨ ଠିକା କର୍ମଚାରୀ ଗତ ୧ ତାରିଖଠାରୁ ଆଉ ଅଫିସ ଆସୁନାହାନ୍ତି। ଫଳରେ ପୌରସଂସ୍ଥାରେ କର୍ମଚାରୀ ଅଭାବ ଦେଖାଦେଇଛି। ଏହାର ସିଧାସଳଖ ପ୍ରଭାବ ପୌରପାଳିକାର ବିଭିନ୍ନ କାର୍ଯ୍ୟ…
Archives


