ଆମ ଜିଲା ଖବର

ଛାତ୍ରୀଛାତ୍ରଙ୍କୁ ଗଣିତ ପଢ଼ାଇଲେ କ୍ରୀଡ଼ା ମନ୍ତ୍ରୀ

କାକଟପୁର, ୨ା୧୧(ଡି.ଏନ୍‌.ଏ.): କ୍ରୀଡ଼ା ଓ ଯୁବବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା ଶୁକ୍ରବାର ପୁରୀ ଜିଲା ଅସ୍ତରଙ୍ଗ ବ୍ଲକ ନୂଆଗଡ଼ ଗ୍ରାମସ୍ଥିତ ବାସୁଳେଇ ବିଦ୍ୟାପୀଠ ଯାଇ ଦଶମଶ୍ରେଣୀ ଛାତୀଛାତ୍ରଙ୍କ ପାଠ ପଢ଼ାଇଛନ୍ତି। ଛାତ୍ରୀଛାତ୍ରମାନଙ୍କୁ ମନ୍ତ୍ରୀ ଗଣିତ ପଢ଼ାଇଥିଲେ। ଛାତ୍ରୀଛାତ୍ରମାନେ ମଧ୍ୟ ଜଣେ ଆଇଆଇଟି…

ଏସ୍‌ସିବି: ଡେଙ୍ଗୁ ରୋଗୀଙ୍କ ମୃତ୍ୟୁ

କଟକ ଅଫିସ,୨ା୧୧: କଟକ ଏସ୍‌ସିବି ମେଡିକାଲରେ ଚିକିତ୍ସାଧୀନ ଥିବା ଜଣେ ଡେଙ୍ଗୁ ରୋଗୀଙ୍କର ଶୁକ୍ରବାର ମୃତ୍ୟୁ ଘଟିଛି। ତାଙ୍କ ଘର କୁଜଙ୍ଗ ଅଞ୍ଚଳରେ ବୋଲି ଜଣାପଡିଛି। ସେ ଗତ ସୋମବାର ଏସ୍‌ସିବିରେ ଭର୍ତ୍ତି ହୋଇଥିଲେ। ତାଙ୍କ ସ୍ବାସ୍ଥାବସ୍ଥାରେ ଅବନତି ଘଟୁଥିଲା। ଡେଙ୍ଗୁରେ…

ନୂଆରୂପ ନେବ ଅସୁରଖୋଲ ଜଳପ୍ରପାତ : ସ୍ଥିତି ଅନୁଧ୍ୟାନ କରି ଫେରିଲେ ବିଭାଗୀୟ ଅଧିକାରୀ

କେନ୍ଦୁଝର,୨।୧୧(ସ୍ବ.ପ୍ର.)- କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ମହାଦେଇଯୋଡ଼ା ପଞ୍ଚାୟତ ନିକଟସ୍ଥ କୁଡ଼ିଆଘରା ଜଙ୍ଗଲରେ ଥିବା ମନୋରମ ଜଳପ୍ରପାତ ଅସୁରଖୋଲ ଅବହେଳିତ ଅବସ୍ଥାରେ ପଡ଼ିରହିଛି। ଏହାକୁ ପର୍ଯ୍ୟଟନ କେନ୍ଦ୍ର ଘୋଷଣା ଲଶଗି ଅଞ୍ଚଳବାସୀ ଦୀର୍ଘଦିନରୁ ଦାବି କରି ଆସୁଛନ୍ତି। ହେଲେ ଏହାର ଆଶାନୁରୂପ…

ଚାକିରି କରାଇଦେବାକୁ କହି ଲକ୍ଷେ ଲାଞ୍ଚ: ଜିଲା ପ୍ରାଣୀ ଚିକିତ୍ସାଳୟ କିରାଣି ଗିରଫ

ଭଦ୍ରକ ଅଫିସ, ୨।୧୧ – ଚାକିରି କରାଇଦେବା ନଁାରେ ବ୍ୟାଙ୍କ ଆକାଉଣ୍ଟ ମାଧ୍ୟମରେ ୧ ଲକ୍ଷ ଟଙ୍କା ଲାଞ୍ଚ ନେଇ ହରଡ଼ଘଣାରେ ପଡ଼ିଛନ୍ତି ଭଦ୍ରକ ଜିଲା ପ୍ରାଣୀ ଚିକିତ୍ସାଳୟର କିରାଣି ବିଜୟ କୁମାର ଧଳ। ଅଭିଯୋଗକାରୀ ୫-ଟି ସଚିବ ଭି କାର୍ତ୍ତିକେୟନ…

୬ଷ୍ଠ ଦିନରେ ଭଦ୍ରକ କାଳୀପୂଜା: ସହର ଲୋକାରଣ୍ୟ

ଭଦ୍ରକ ଅଫିସ,୨।୧୧-ଐତିହାସିକ ଭଦ୍ରକ କାଳୀପୂଜା ଲାଗି ସାରା ସହର ଲୋକାରଣ୍ୟ ହୋଇପଡ଼ିଛି। ଶୁକ୍ରବାର କାଳୀପୂଜାର ୬ଷ୍ଠ ଦିନରେ ବିଭିନ୍ନ ପୂଜା ମଣ୍ଡପ ନିକଟରେ ଶ୍ରଦ୍ଧାଳୁଙ୍କ ନାହିଁ ନ ଥିବା ଭିଡ଼ ଜମିଥିଲା। ଚରମ୍ପା ଷ୍ଟେଶନ ରୋଡ୍‌, ଡାହାଣୀଗଡ଼ିଆ ଛକଠାରୁ ଆର୍‌ଟିଓ କାର୍ଯ୍ୟାଳୟ…

କୁଆମରାରେ ହାତୀ ଉପଦ୍ରବ

କୁଆମରା,୨ା୧୧(ଡି.ଏନ୍‌.ଏ.)- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଞ୍ଚଳରୁ ଏକ ଦନ୍ତା ସମେତ ମୋଟ ୭ଟି ହାତୀ ଗୁରୁବାର ରାତିରେ କୁଆମରା ଫରେଷ୍ଟ ଅଞ୍ଚଳରେ ପ୍ରବେଶ କରିବା ଯୋଗୁ ସାଧାରଣରେ ଆତଙ୍କ ସୃଷ୍ଟି ହୋଇଛି। ହାତୀପଲ ପ୍ରଥମେ କୁଆମରା ପଞ୍ଚାୟତର କଡଦା ଅଞ୍ଚଳରେ…

ମୟୂରଭଞ୍ଜ ସରକାରୀ ଠିକାଦାର ସଂଘର ବିକ୍ଷୋଭ

ବାରିପଦା ଅଫିସ,୨ା୧୧- ନିଖିଳ ଓଡ଼ିଶା ଠିକାଦାର ମହାସଂଘର ଆହ୍ବାନ କ୍ରମେ ମୟୂରଭଞ୍ଜ ସରକାରୀ ଠିକାଦାର ସଂଘ ପକ୍ଷରୁ କାର୍ଯ୍ୟବନ୍ଦ ଆନ୍ଦୋଳନ ଡାକରା ଦିଆଯାଇଛି। ଶୁକ୍ରବାର ବାରିପଦାସ୍ଥିତ ପୂର୍ତ୍ତ ବିଭାଗ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସଂଘ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ମଧ୍ୟ…

୫-ଟି ସଚିବଙ୍କୁ ଭେଟିଲେ ଆଥଲେଟ ଜଉନା ମୁର୍ମୁ

ବାରିପଦା ଅଫିସ,୨ା୧୧- ୨୦୨୦ରେ ଟୋକିଓରେ ହେବାକୁ ଥିବା ଅଲିମ୍ପିକ ପାଇଁ ପ୍ରସ୍ତୁତ ହେବାକୁ ଆନ୍ତର୍ଜାତୀୟସ୍ତରୀୟ ଆଥଲେଟ ତଥା ମୟୂରଭଞ୍ଜ ଜିଲା ତିରିଂ ବ୍ଲକ ଅନ୍ତର୍ଗତ ବଡକୁମରୁମ ଗ୍ରାମର ଜଉନା ମୁର୍ମୁଙ୍କ ନିକଟରେ ସମ୍ବଳ ନାହିଁ। ଏହି ଅଲମ୍ପିକ୍ସ ପାଇଁ ପ୍ରସ୍ତୁତ ହେବାକୁ…

ବୃଦ୍ଧାଙ୍କ ମୃତ୍ୟୁ ଘଟଣା ନେଇ ୨ ଗିରଫ

କପ୍ତିପଦା,୨ା୧୧(ଡି.ଏନ.ଏ)- କପ୍ତିପଦା ଥାନା ଅଧୀନ ମହୁଲପଙ୍ଖା ଛାଞ୍ଚୁଣିଆ ଗ୍ରାମରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟଣାରେ ପୋଲିସ ୨ ଅଭିଯୁକ୍ତକୁ ଗିରଫ କରିଛି। ଅଭିଯୁକ୍ତ ଦ୍ୱୟ ହେଲେ ସେହି ଗ୍ରାମର ସୁନୀଲ ରାଉତ ଓ ସମରାଏ ହେମ୍ବ୍ରମ୍‌। ଗତ ୨୦ ତାରିଖ ରାତି…

ବିଦ୍ୟାଳୟରେ ତାଲା ପକାଇ ରାସ୍ତା ଅବରୋଧ କଲେ ଗ୍ରାମବାସୀ: ଅପରାହ୍ନରେ ହେଲା ଷାଣ୍ମାସିକ ପରୀକ୍ଷା

ଖୁଣ୍ଟା,୨ା୧୧(ଡି.ଏନ୍‌.ଏ.)- ଖୁଣ୍ଟା ବ୍ଲକ ଅଧୀନ ଜଡ଼ାବାଣୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବଦଳି ଦାବି କରାଯାଇଥିବା ଜଣେ ଶିକ୍ଷୟିତ୍ରୀଙ୍କ ପୁନଃ ଯୋଗଦାନକୁ ଗ୍ରାମବାସୀ ବିରୋଧ କରିଛନ୍ତି। ଏଥିନେଇ ଶୁକ୍ରବାର ବିଦ୍ୟାଳୟରେ ତାଲା ପକାଇ ଗ୍ରାମବାସୀ ରାସ୍ତାରୋକ କରିଥିଲେ। ପରେ ପୋଲିସର ହସ୍ତକ୍ଷେପ ଓ…

ବକେୟା ଦରମା ନ ମିଳିଲେ ଆମାତ୍ହୂତି ଚେତାବନୀ

ବାଲେଶ୍ୱର ଅଫିସ, ୨।୧୧-ବାଲେଶ୍ୱର ଜିଲା ବାମପଦାସ୍ଥିତ ବିର୍ଲା ଟାୟାର୍ସ କମ୍ପାନୀର କର୍ମଚାରୀମାନେ ଶୁକ୍ରବାର ଜିଲାପାଳ ଏବଂ ଜିଲା ଶ୍ରମ ଅଧିକାରୀଙ୍କ ଅଫିସ୍‌ ଘେରାଉ କରିବା ସହ ବକେୟା ଦରମା ନ ମିଳିଲେ ଆମାତ୍ହୂତି ଦେବାର ଚେତାବନୀ ଦେଇଛନ୍ତି। ସାରା ବିଶ୍ୱରେ ଅଟୋ…

ଗାନ୍ଧୀବାଦର ମୂଲ୍ୟ ସମସ୍ୟାର ସମାଧାନ: ରାଧା ଭଟ୍ଟ

ବାଲେଶ୍ୱର ଅଫିସ, ୨।୧୧-ସାମ୍ପ୍ରତିକ ସାମାଜିକ ଏବଂ ଅର୍ଥନୈତିକ ସମସ୍ୟାର ସମାଧାନ ଗାନ୍ଧୀବାଦ ମଧ୍ୟରେ ନିହିତ ରହିଛି। ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟରେ ଶୁକ୍ରବାର ଆୟୋଜିତ ଏକ ସମାରୋହରେ ମୁଖ୍ୟବକ୍ତା ଭାବେ ଯୋଗଦେଇ ନୋବେଲ୍‌ ଶାନ୍ତି ପୁରସ୍କାର ପାଇଁ ମନୋନୀତ ହୋଇଥିବା ରାଧା ଭଟ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?