ଆମ ଜିଲା ଖବର

ରୋଚକ ହେବ ଲଢେଇ, ସାମ୍ନାସାମ୍ନି ହେବେ ଦୁଇବନ୍ଧୁ

ମୟୂରଭଞ୍ଜ,୩।୪: ମୁଣ୍ଡ ଉପରେ ନିର୍ବାଚନ। ଏନେଇ ଜୋରଦାର ପ୍ରସ୍ତୁତ ଆରମ୍ଭ କଲେଣି ବିଜେଡି, ଭାଜପା ଓ କଂଗ୍ରେସ। ବିଜେଡି ଓ ଭାଜପାର ପ୍ରାର୍ଥୀ ଘୋଷଣା ସରିଥିବାବେଳେ ଗତକାଲି ୪୭ ବିଧାନସଭା ଓ ୮ ଲୋକ ସଭା ପ୍ରାର୍ଥୀ ଘୋଷଣା କରିଛି...

ଓଲଟିଲା ଲୁହା ସାମଗ୍ରୀ ବୋଝେଇ ଟ୍ରକ୍‌: ଡ୍ରାଇଭର, ହେଲପରଙ୍କ ଜୀବନ ଗଲା

ଖୋର୍ଦ୍ଧା,୩ା୪(ପ୍ରଭାତ ପାଣିଗ୍ରାହୀ): ୧୬ ନମ୍ବର ଜାତୀୟ ରାଜପଥ ଟାଙ୍ଗୀ ପଥରବନ୍ଧ ନିକଟରେ ବୁଧବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଚାଳକ ସହ ହେଲପରଙ୍କ ମୃତ୍ୟୁ ଘଟିଛି। ତେବେ ମୃତକ ଦ୍ୱୟଙ୍କର ପରିଚୟ ମିଳି ପାରିନାହିଁ। ଟ୍ରକ୍‌ରେ ଲୁହାର...

ଛାତ୍ରୀଙ୍କୁ ଯୌନ ନିର୍ଯାତନା ଦେଇ ୧୦ ବର୍ଷ ଜେଲ୍‌ ଗଲେ ପ୍ରଧାନଶିକ୍ଷକ

ସୁନ୍ଦରଗଡ଼,୩ା୪(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସ୍ବତନ୍ତ୍ର ପୋକ୍ସୋ କୋର୍ଟର ପ୍ରିଜାଇଡିଂ ଅଫିସର ତଥା ଜଜ୍‌ ବୁଧବାର ଏକ ଛାତ୍ରୀଙ୍କୁ ଯୌନ ନିର୍ଯାତନା ମାମଲାର ଶୁଣାଣି କରି ଅଭିଯୁକ୍ତ ପ୍ରଧାନଶିକ୍ଷକ ଶ୍ୟାମ ସୁନ୍ଦର ପଟେଲଙ୍କୁ ୧୦ବର୍ଷ ଜେଲ୍‌ ଦଣ୍ଡରେ ଦଣ୍ଡିତ କରିଛନ୍ତି।...

ଟ୍ରାକ୍ଟର-ଅଟୋ ମୁହାଁମୁହିଁ: ଜଣଙ୍କ ଜୀବନ ଗଲା ୬ ଆହତ

ଦାରିଙ୍ଗବାଡ଼ି,୩ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା କୁଏରେଙ୍ଗା ଛକ ନିକଟ ବୁଲାଣିରେ ଟ୍ରାକ୍ଟର ସହ ଅଟୋ ମୁହାଁମୁହିଁ ଧକ୍କା ହୋଇ ଜଣକର ମୃତ୍ୟୁ ହୋଇଛି। ମୃତକ ହେଲେ ସୁନ୍ଦରଦଣ୍ଡ ଗ୍ରାମର ନରେନ୍ଦ୍ର ପ୍ରଧାନଙ୍କ ପୁଅ ରାଜୁ। ଅଟୋରେ ବସିଥିବା...

ଭାରସାମ୍ୟ ହରାଇ ଦୋକାନ ଭିତରେ ପଶିଲା ହାଇଓ୍ବା, ୭ ବାଇକ୍‌ ଚୁରମାର୍‌ ; ମାଲିକ ଗୁରୁତର

ତିଗିରିଆ, ୩।୪(ଜାଫର ଖାଁ ): କଟକ ଜିଲା ତିଗିରିଆ ଥାନା ଅନ୍ତର୍ଗତ ଜେମାଦେଇପୁର ସ୍ଥିତ ମଙ୍ଗଳାବଜାରରେ ବୁଧବାର ମଧ୍ୟାହ୍ନରେ ଏକ ଦୁର୍ଘଟଣା ଘଟିଛି। ଆଠଗଡ ପଟୁ ବଡମ୍ବା ଆଡକୁ ଦ୍ରୁତଗତିରେ ଯାଉଥିବା ଏକ ହାଇୱା ଭାରସାମ୍ୟ ହରାଇ ୩ ଦୋକାନ...

ଯବାନଙ୍କୁ ଟାର୍ଗେଟ କରି ଟିଫିନ ବୋମା ଖଞ୍ଜିଥିଲେ ମାଓବାଦୀ, ବିଗାଡ଼ିଲେ ଯବାନ

ମାଲକାନଗିରି,୩ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା କାଲିମେଳା ବ୍ଲକ ଅନ୍ତର୍ଗତ ଆନ୍ଧ୍ର-ଓଡ଼ିଶା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଡିଭିଏଫ୍‌ ଯବାନମାନଙ୍କୁ ମିଳିଛି ଏକ ବଡ଼ ସଫଳତା। ଉକ୍ତ ଅଞ୍ଚଳରୁ ବିପୁଳ ପରିମାଣର ଟିଫିନ୍‌ ବୋମା ଓ ଜିଲଟିନ୍‌ ଷ୍ଟିକ୍‌ ଜବତ କରାଯାଇଛି। ଏ ସମ୍ପର୍କରେ...

ଆମ୍ବତୋଟାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡ଼ି ଜୀବନ ଗଲା

ତିଗିରିଆ, ୩।୪(ଜାଫର ଖାଁ ): ଆମ୍ବତୋଟାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡ଼ିଯିବାରୁ ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ କଟକ ଜିଲା ତିଗିରିଆ ଥାନା ଅନ୍ତର୍ଗତ ବାଲିପୁଟ ଗ୍ରାମର ବସନ୍ତ ଦେହୁରୀ(୬୨)। ସୂଚନାନୁଯାୟୀ, ବସନ୍ତ କାଳୀଚିଆବଲ୍ଲଭ ଜଙ୍ଗଲ...

ସୋରଡ଼ାରୁ କଂଗ୍ରେସ ବିଧାୟକ ପ୍ରାର୍ଥୀ ଭାବେ ଲଢ଼ିବେ ହରିକୃଷ୍ଣ ରଥ

ସୋରଡ଼ା,୩ା୪(ଲମ୍ବୋଦର ପାଣିଗ୍ରାହୀ): କଂଗ୍ରେସର ସୋରଡ଼ାରୁ ବିଧାୟକ ପ୍ରାର୍ଥୀ ଭାବେ ଦଳର ବ୍ଲକ ସଭାପତି ହରିକୃଷ୍ଣ ରଥଙ୍କୁ ମଙ୍ଗଳବାର ବିଧାୟକ ପ୍ରାର୍ଥୀ ଭାବେ ଦଳ ତରଫରୁ ଘୋଷଣା କରିବା ପରେ କଂଗ୍ରେସ ମହଲ ଉଲ୍ଲସିତ ହୋଇଉଠିଛି। ଘୋଷଣା ପରେ ସମର୍ଥକମାନେ ରଥଙ୍କ...

ମଧ୍ୟାହ୍ନଭୋଜନ ସମୟରେ ବିଦ୍ୟାଳୟ ଛାତରୁ ଖସିଲା ପ୍ଲାଷ୍ଟର: ଛାତ୍ର ଗୁରୁତର, ଡାକ୍ତରଖାନାରେ ଭର୍ତ୍ତି

ମୋରଡ଼ା,୩ା୪(ସ୍ମାରକ ମାଜୀ): ମଧ୍ୟାହ୍ନଭୋଜନ ଖାଉଥିବା ସମୟରେ ବିଦ୍ୟାଳୟ ଛାତରୁ ପ୍ଲାଷ୍ଟର ଖସି ପଡ଼ିବାରୁ ଜଣେ ଛାତ୍ର ଗୁରୁତର ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ସାନମୁଣ୍ଢାବଣି ପଞ୍ଚାୟତର ସରାଶୋଳ ଗ୍ରାମର ଗାଲୁସାହି...

ଏପଟେ ଧାରଣା, ସେପଟେ ପ୍ରଚାର: ଧର୍ମଶାଳାରୁ ପ୍ରଚାର ଆରମ୍ଭ କଲେ ଭାଜପା ପ୍ରାର୍ଥୀ ସ୍ମୃତିରେଖା ପହି

ଯାଜପୁର,୩।୪: ଯାଜପୁର ଧର୍ମଶାଳା ଆସନକୁ ନେଇ ଭାଜପାରେ ଅସନ୍ତୋଷ ବଢି ଚାଲିଥିବାବେଳେ ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି ପ୍ରାର୍ଥୀ ସ୍ମୃତିରେଖା ପହି । ଗୋଟିଏ ପଟେ ଆଶାୟୀ ପ୍ରାର୍ଥୀ ହିମାଂଶୁ ଶେଖର ସାହୁଙ୍କୁ ଦଳ ଟିକେଟ ଦେଇ ନ ଥିବାରୁ ରାଜ୍ୟ...

ଟ୍ରାକ୍ଟର ସହ ମୁହାଁମୁହିଁ ଧକ୍କା ହେଲା ଅଟୋ; ଜଣେ ମୃତ, ୬ ଆହତ

ଦାରିଙ୍ଗବାଡି,୩।୪(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା କୁଏରେଙ୍ଗା ଛକ ନିକଟ ବୁଲାଣିରେ ଟ୍ରାକ୍ଟର ସହ ଅଟୋ ମୁହାଁମୁହିଁ ଧକ୍କା ହୋଇ ଜଣକର ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ ସୁନ୍ଦରଦଣ୍ଡ ଗ୍ରାମର ନରେନ୍ଦ୍ର ପ୍ରଧାନଙ୍କ ପୁଅ ରାଜୁ...

ହୋଟେଲରୁ ମିଳିଲା ଝୁଲନ୍ତା ମୃତଦେହ: ହତ୍ୟା ଅଭିଯୋଗ

ବଡ଼ବିଲ,୩।୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲସ୍ଥିତ ହୋଟେଲ ଲକି ଇଣ୍ଡିଆର ଷ୍ଟାଫ କ୍ୱାର୍ଟରରୁ ବୁଧବାର ଜଣେ ଆସିଷ୍ଟାଣ୍ଟ ସେଫ(ସହକାରୀ ରୋଷେୟା)ଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ ହେଲେ ଯାଜପୁର ଜିଲା ବରିସ୍ଥିତ ଅରଙ୍ଗାବାଦ ଅଞ୍ଚଳର ୨୪ ବର୍ଷୀୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri