ଖୋଲିଲା କୁଲଡ଼ିହା: ପ୍ରଥମ ଦିନରେ ୪୯ ପର୍ଯ୍ୟଟକ
ସଜନାଗଡ଼, ୨।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡରେ ଅବସ୍ଥିତ କୁଲଡ଼ିହା ଅଭୟାରଣ୍ୟକୁ ବର୍ଷାଦିନ ପାଇଁ ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ଗତ ଜୁନ୍ ୧୫ତାରିଖରୁ ବନ୍ଦ ରଖାଯାଇଥିଲା। ଶୀତଋତୁ ଆଗମନରେ ଅଭୟାରଣ୍ୟକୁ ନଭେମ୍ବର ୧ ତାରିଖ ତଥା ଶୁକ୍ରବାର ମଧ୍ୟାହ୍ନ ୧୨ଟାରେ ପର୍ଯ୍ୟଟକଙ୍କ ପାଇଁ…
ଶରଣକୁଳ ସର୍ବଭାରତୀୟ ଫୁଟବଲ ଟୁର୍ନାମେଣ୍ଟ ଉଦ୍ଘାଟିତ: ସଂଘର୍ଷ କ୍ଲବ ବିଜୟୀ
ନୟାଗଡ଼ ଅଫିସ,୨।୧୧: ନୟାଗଡ଼ ଜିଲା ଶରଣକୁଳସ୍ଥିତ ଲଡୁକେଶ ଆଥ୍ଲେଟିକ ଆସୋସିଏଶନ ପକ୍ଷରୁ ଶୁକ୍ରବାର ସ୍ଥାନୀୟ ନାରାୟଣ ଉଚ୍ଚ ବିଦ୍ୟାଳୟ ପରିସରରେ ୬୦ତମ ସର୍ବଭାରତୀୟ ଫୁଟବଲ୍୍ ଟୁର୍ନାମେଣ୍ଟ ଉଦ୍ଘାଟିତ ହୋଇଯାଇଛି। ରଣପୁର ବିଧାୟକ ତଥା କମିଟିର ସଭାପତି ସତ୍ୟନାରାୟଣ ପ୍ରଧାନଙ୍କ ନେତୃତ୍ୱରେ ସଦସ୍ୟମାନେ…
ରାଜପଥରେ ମହିଳାଙ୍କ ଭ୍ୟାନିଟ୍ ଛଡ଼ାଇନେଲେ ଦୁର୍ବୃତ୍ତ
ବୋଲଗଡ,୨।୧୧(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ବୋଲଗଡ ଥାନା ସୀମାନ୍ତରେ ଥିବା ବିଜୁପୁର ଗେଟ୍ ନିକଟ ୫୭ନଂ ଜାତୀୟ ରାଜପଥରେ ଶୁକ୍ରବାର ଅପରାହ୍ନରେ ପୁଅ ସହ ବାଇକରେ ଯାଉଥିବା ଜଣେ ମହିଳାଙ୍କ ଠାରୁ ଦୁର୍ବୃତ୍ତମାନେ ଭ୍ୟାନିଟ ଛଡାଇ ନେଇଛନ୍ତି। ଉକ୍ତ ଭ୍ୟାନିଟ୍ରେ ୧୦ହଜାର ଟଙ୍କା…
ଭାଟସାହିରେ ଚୋର ଧରିବା ପାଇଁ ବୁଲିଲା ଖଟ: ଗାଁକୁ ୩ ଥର ଯାଇ ଖଟବୁଲାଳିଙ୍କୁ ଧରିପାରିଲାନି ପୋଲିସ
ନୟାଗଡ଼ ଅଫିସ,୨।୧୧: ନୟାଗଡ଼ ଜିଲା ଏସ୍ପିଙ୍କ କାର୍ଯ୍ୟାଳୟଠାରୁ ମାତ୍ର ୨ କିଲୋମିଟର ଦୂର ଭାଟସାହି ଗ୍ରାମରେ ଶୁକ୍ରବାର ଗ୍ରାମବାସୀ ଚୋର ଧରିବା ପାଇଁ ଖଟ ବୁଲାଇଥିଲେ। ଖବର ପାଇ ପୋଲିସ ଉକ୍ତ ଗ୍ରାମକୁ ଯାଇ ଲୋକଙ୍କୁ ମନା କରି ଫେରି ଆସିବା…
ନବଜାତ ଶିଶୁ ବିକ୍ରି ସନ୍ଦେହ: ପଚାରିବାରୁ ମାରିଦେବାକୁ ଧମକ ଦେଲେ ମା’
ନୂଆଗାଁ,୨ା୧୧ (ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକ କାପ୍ତାପଲୀ ପଞ୍ଚାୟତ ତଥା ଓଡଗାଁ ଥାନା ବାହାଡାଝୋଲା ଫାଣ୍ଡି ଅଧୀନ ବେତନଟୀ ଗ୍ରାମର ଜଣେ ବିଧବା ମହିଳା ବାହାଡାଝୋଲା ଡାକ୍ତରଖାନାରେ ଏକ କନ୍ୟା ସନ୍ତାନ ଜନ୍ମ ଦେଇଥିଲେ ସୁଦ୍ଧା ଖାଲି ହାତରେ ଗ୍ରାମକୁ…
କନ୍ଧମାଳରେ ପୁଣି ଲଜ୍ଜା :୪ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର
ବାଲିଗୁଡା,୨ା୧୧(ଡି.ଏନ୍.ଏ.)- କନ୍ଧମାଳ ଜିଲା ବାଲିଗୁଡା ଥାନା ଅଞ୍ଚଳରେ ପୁଣି ଲଜ୍ଜା। ଜଣେ ୪ ବର୍ଷର ଶିଶୁକନ୍ୟାଙ୍କୁ ଗୁରୁବାର ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ପୀଡିତାଙ୍କ ପରିବାର ପକ୍ଷରୁ ବାଲିଗୁଡା ଥାନାରେ ଅଭିଯୋଗ ପରେ ପୋଲିସ ନଂ.୧୪୮/୧୯ରେ ଏକ ମାମଲା ରୁଜୁ…
ରୋଡ୍ ରୋମିଓଙ୍କ ଦୌରାତ୍ମ୍ୟରେ ଛାତ୍ରୀ ଅତିଷ୍ଠ: ଉପଜିଲାପାଳ, ଥାନାଧିକାରୀଙ୍କୁ ଦାବିପତ୍ର
ଭଞ୍ଜନଗର,୨।୧୧(ଡି.ଏନ.ଏ.)-ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟ ସମ୍ମୁଖରେ ଷ୍ଟ୍ରିଟ ରୋମିଓମାନେ ଘୂରି ବୁଲୁଛନ୍ତି। ଛାତ୍ରୀମାନଙ୍କୁ ଯିବାଆସିବାବେଳେ କମେଣ୍ଟ ମାରୁଛନ୍ତି, ଯାହାକୁ ନେଇ ଛାତ୍ରୀମାନଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। କଲେଜ ସମ୍ମୁଖ ରାସ୍ତାଟି ସହରର ଏକ ଗୁରୁତ୍ୱପୂର୍ଣ୍ଣ ରାସ୍ତା ହୋଇଥିବାବେଳେ ଉକ୍ତ…
ଆମ୍ବପୁଆରେ ମଦ ଦୋକାନକୁ ବିରୋଧ
ବ୍ରହ୍ମପୁର ଅଫିସ୍,୨ା୧୧-ଆମ୍ବପୁଆରେ ଏକ ମଦ ଦୋକାନ ଖୋଲିବାକୁ ଅବକାରୀ ବିଭାଗ ତରଫରୁ ଅନୁମତି ଦିଆଯାଇଛି। ଏହାକୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ସହ ୩୯ ଏବଂ ୪୦ ନମ୍ବର ୱାର୍ଡ଼ ବାସିନ୍ଦା ତୀବ୍ର ବିରୋଧ କରୁଛନ୍ତି। ଏନେଇ ଏକ ଦାବିପତ୍ର ସେମାନେ ଅବକାରୀ କମିଶନର୍…
ଜବତ ମାଙ୍କଡ଼ା ବୋଝେଇ ୩ ଟ୍ରକ ଛଡାଇନେଲେ: ତହସିଲଦାରଙ୍କ ପାଖରେ ନାହିଁ ଖବର
ରଣପୁର,୨ା୧୧(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ତହସିଲ ପଟିଆ ଗଁ।ରେ ଗୁରୁବାର ରାତିରେ ଫୋର୍ସଙ୍କ ଉପସ୍ଥିତିରେ ଜବତ ହୋଇଥିବା ୪ ମାଙ୍କଡା ପଥର ବୋଝେଇ ଟ୍ରକ ମଧ୍ୟରୁ ୩ଟିକୁ ପଥର ଚୋର ଛଡାଇ ନେଇଛନ୍ତି। ପରେ ଚାନ୍ଦପୁର ଥାନା ପୋଲିସ ସହାୟତାରେ ରାଜସ୍ବ…
ଘରେ ପଶି ଆକ୍ରମଣ, ୩ ଆହତ
ଭଞ୍ଜନଗର,୨ା୧୧(ଡି.ଏନ୍.ଏ.)-ଗଞ୍ଜାମ ଜିଲା ବେଲଗୁଣ୍ଠା ଫାଣ୍ଡି ଇଙ୍ଗିନାଠୀ ଗ୍ରାମରେ ଶୁକ୍ରବାର ରାତିରେ କେତେକ ଦୁର୍ବୃତ୍ତ ଜଣେ ବ୍ୟକ୍ତିଙ୍କ ଘରେ ପଶି ପରିବାର ଲୋକଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଛନ୍ତି। ଏଥିରେ ୩ ଜଣ ଆହତ ହୋଇଛନ୍ତି। ସେମାନେ ହେଲେ ଦେବରାଜ ଗୁରୁ, ସବିତା…
ଏକକ ଷାଣ୍ମାସିକ ପରୀକ୍ଷାରେ ବିଭ୍ରାଟ :ପ୍ରଶ୍ନପତ୍ର ନିଅଣ୍ଟକୁ ନେଇ ଅସନ୍ତୋଷ
ଦାରିଙ୍ଗବାଡି,୨।୧୧(ଡି.ଏନ.ଏ.)-ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ୨୫ ପଞ୍ଚାୟତରେ ରହିଥିବା ପ୍ରାୟ ୩ ଶହ ବିଦ୍ୟାଳୟରେ ଶୁକ୍ରବାର ଏକକ ଷାଣ୍ମାସିକ ପରୀକ୍ଷା ଆରମ୍ଭ ହୋଇଯାଇଛି। ତେବେ ପରିଚାଳନାଗତ ତ୍ରୁଟି ଯୋଗୁ ପରୀକ୍ଷାର୍ଥୀଙ୍କୁ ହଟହଟା ହେବାକୁ ପଡିଛି। ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ମୋଟ ୧୮,୫୭୦ ଜଣ…
ବସ୍ ଚକାତଳେ ଚାପି ହୋଇ ସ୍କୁଟି ଆରୋହୀ ମୃତ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ
ଖଲ୍ଲିକୋଟ,୨ା୧୧(ଡି.ଏନ.ଏ.)-ଖଲ୍ଲିକୋଟ ସହର କରଣ ସାହି ରାସ୍ତାରେ ଶୁକ୍ରବାର ଅପରାହ୍ନରେ ବସ୍ ଚକାତଳେ ଚାପିହୋଇ ଜଣେ ସ୍କୁଟି ଆରୋହୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ କୋଦଳା ମାଗୁରା ସାହିର ସୂର୍ଯ୍ୟମଣି ମୁନି। ଏ ନେଇ ୩୧୨/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି।…

