ବାହାରେ ମଳତ୍ୟାଗ: ୨୪ ପରିବାରର ରାଶନ ବନ୍ଦ
ପାଟପୁର,୨ା୧୧-ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗୌତମୀ ସରପଞ୍ଚ ତାଙ୍କ ପଞ୍ଚାୟତରେ ଗତମାସ ୨୦ ତାରିଖରେ ବାହ୍ୟ ମଳତ୍ୟାଗକୁ ନେଇ ଏକ ଅଭିନବ ଫତ୍ଓ୍ବା ଜାରି କରିଥିଲେ। ଯଦି କୌଣସି ବ୍ୟକ୍ତି ବାହାରେ ମଳତ୍ୟାଗ କରନ୍ତି, ତେବେ ତାଙ୍କ ରାଶନ ସାମଗ୍ରୀ ବନ୍ଦ…
ସ୍ବୟଂଶାସିତ ମାନ୍ୟତା ପ୍ରତ୍ୟାହାର ନିଷ୍ପତ୍ତିକୁ ବିରୋଧ:ରାସ୍ତାକୁ ଓହ୍ଲାଇଲେ ଛାତ୍ରୀଛାତ୍ର
ଢେଙ୍କାନାଳ ଅଫିସ, ୨।୧୧ ସ୍ଥାୟୀ ଅଧ୍ୟାପକ ନିଯୁକ୍ତି ଦିଆଯାଉ ନ ଥିବାରୁ ସ୍ବୟଂଶାସିତ ମାନ୍ୟତା ହରାଇବାକୁ ଯାଉଛି ଢେଙ୍କାନାଳ କଲେଜ। ଏ ନେଇ ନୂଆଦିଲ୍ଲୀସ୍ଥିତ ୟୁନିଭରର୍ସିଟି ଗ୍ରାଣ୍ଟ କମିଶନ (ୟୁଜିସି) ଷ୍ଟାଣ୍ଡିଂ କମିଟି ପତ୍ର ଲେଖି କଲେଜ କର୍ତ୍ତୃପକ୍ଷଙ୍କୁ ଅବଗତ କରାଇଛନ୍ତି।…
ଆଦର୍ଶ ସହରର ଉପେକ୍ଷିତ ୩ନଂ. ୱାର୍ଡ:ନର୍ଦ୍ଦମା ପାଣି ରାସ୍ତାରେ
ଢେଙ୍କାନାଳ ଅଫିସ, ୨।୧୧ ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଢେଙ୍କାନାଳକୁ ମିଳିଛି ଆଦର୍ଶ ସହରର ମାନ୍ୟତା। ଲକ୍ଷ୍ମୀପୂଜା ଅବସରରେ ଆୟୋଜିତ ଜାତୀୟସ୍ତରୀୟ ସରସମେଳା ଉଦ୍ଯାପନୀ ସମାରୋହରେ ସ୍ବଚ୍ଛତା ରକ୍ଷା ଦିଗରେ ଉଲ୍ଲେଖନୀୟ ଅବଦାନ ପାଇଁ ପୁରସ୍କୃତ ହୋଇଛି…
ଘର ତିଆରି ବିଲ୍ ପାଇଁ ଲାଞ୍ଚ ଘଟଣା:କାର୍ଯ୍ୟାନୁଷ୍ଠାନ ପାଇଁ ବିଡିଓଙ୍କ ସୁପାରିସ
କାମାକ୍ଷାନଗର, ୨।୧୧(ଡି.ଏନ.ଏ.) ଲାଞ୍ଚ କାରବାର ସମ୍ପର୍କିତ ମୋବାଇଲ ରେକର୍ଡିଂ ବାର୍ତ୍ତାଳାପ ଭାଇରାଲ ହେବା ପରେ ଅଡୁଆରେ ପଡ଼ିଛନ୍ତି ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ସୋଗର ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) ସୁଶାନ୍ତି ସେଠୀ। ଲାଞ୍ଚ କାରବାରରେ ତାଙ୍କର ସମ୍ପୃକ୍ତି ଥିବା ଧୀରେ…
ସୁଧୁରୁନି ବଉଳିଗଡ଼ ବିଦ୍ୟାଳୟ ସମସ୍ୟା:୮ ଶ୍ରେଣୀକୁ ୩ କୋଠରି
ବଅଁରପାଳ, ୨ା୧୧(ଡି.ଏନ.ଏ.) – ବଅଁରପାଳ ବ୍ଲକ ବଉଳିଗଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘ ଦିନ ହେଲା ସମସ୍ୟା ଲାଗି ରହିଛି। ଏଠାରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପିଲା ପାଠପଢୁଥିବାବେଳେ ସ୍କୁଲରେ ଶିକ୍ଷାର ଗୁଣବତ୍ତା, ଭିତ୍ତିଭୂମି, ଶିକ୍ଷକ ନିଯୁକ୍ତି ଆଦି ଦିଗରେ…
ଘରକୁ ବାହୁଡ଼ିଲେ ତୁଫାନୀ
ଢେଙ୍କାନାଳ ଅଫିସ, ୨।୧୧ ନିଖୋଜର ଦୀର୍ଘ ୯ମାସ ପରେ ପରିବାର ଲୋକଙ୍କ ସହ ଘରକୁ ଫେରିଛନ୍ତି ବୃଦ୍ଧ ତୁଫାନୀ। ଏଥିପାଇଁ ସେ ମହର୍ଷି ଦୟାନନ୍ଦ ମିଶନ ଆଶ୍ରମ ଜରାଶ୍ରମର କର୍ମକର୍ତ୍ତାଙ୍କୁ ସାଧୁବାଦ ଜଣାଇଛନ୍ତି। ସୂଚନାଯୋଗ୍ୟ, ତୁଫାନୀଙ୍କ ପୈତୃକ ଗ୍ରାମ ବିହାରର ସୋହା…
ଚିକିଛା ଅଭାବୁ ମୁର୍ତୁ ସଂଗେ ଯୁଝୁଛନ୍ ରବି
କୋମନା, ୨।୧୧(ଡି.ଏନ୍.ଏ.)- ନୂଆପଡ଼ା ଜିଲା କୋମନା ବ୍ଲକ ସମରସିଙ୍ଗ ପଁଚେତ୍ ଅଧୀନ ଖଜୁରବାହାଲ ଗଁାର ରବି ରାଉତ(୩୬)। ସେ ମାସକେତେ ତଲେ ଗୁଟେ ଦୁରଘଟନାର ଶିକାର ହେଇ ସେ ଖଟେ ପଡ଼ି ରହିଛନ୍। ଏନ୍ତାଥି ଟଁକା ପଏସା ଅଭାବ୍କେ ଚିକିଛା…
ହଜିଯାଉଛେ ପାରମ୍ପରିକ ମାଛମରା ସାଜୋସାମାନ
ଜାମଟିକ୍ରା, ୨।୧୧(ଡି.ଏନ୍.ଏ.)- ସମିଆ ବଦିଲବାର ସଂଗେ ସବୁ ଜିନିଷର ଦରଦାମ୍ ବଢ଼ୁଛେ। ସେନ୍ତା ବଜାରରେ ମିଲୁଥିବା ଶାଗ୍, ମାଛ୍, ପନିପରିବାରେ ବି ଆଗର ଗୁନ୍ଧରମ ନଁାଇଁନ। ଯେନ୍ଥିରଲାଗି ଲୋକ୍ ଅସମିଆରେ ନାନା ରୋଗ୍ର ଶିକାର ହେଉଛନ୍। ଏନ୍ତାଥି ଗଁାଗଁଲିରୁ ସହର…
ସରକାରୀ ସୁବିଧାରୁ ବଁଚିତ୍ ପରିବାର
ଲୋଇସିଂହା, ୨।୧୧(ଡି.ଏନ.ଏ)- ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଦୁମଦୁମି ଗଁାର ବୃନ୍ଦାବନ କର୍ମୀ(୬୧)। ସେ ପକ୍ଷାଘାତ ରୋଗ୍ରେ ଖଟେ ପଡ଼ିଛନ୍। ଇଆଡ଼େ ବଡ଼ଖା ପୁଓର ଅକାଲ ମୁର୍ତୁରେ ବହ ଦୀପାଞ୍ଜଳି ବିଧବା ହେଇଯାଇଛନ୍। ପୁଓ ମରବାର ଦୁଇବଛର ବିତିଯାଇଥିଲେ ବି ବହ…
ୱାର୍ଡସଭ୍ୟଙ୍କୁ ଛୁରାମାଡ: ଅଭିଯୁକ୍ତ ଫେରାର
ଦିଗପହଣ୍ଡି,୧ା୧୧(ଡି.ଏନ୍.ଏ.)- ଦିଗପହଣ୍ଡି ବ୍ଲକ କରପଡା ପଞ୍ଚାୟତ ଦେଓଖାଳି ଗ୍ରାମର ୱାର୍ଡସଭ୍ୟ ଗଣପତି ପାତ୍ରଙ୍କୁ ଶୁକ୍ରବାର ରାତିରେ ଛୁରାମାଡ ହୋଇଛି। ରାତି ପ୍ରାୟ ସାଢେ ୯ ଟାରେ ଗଣପତି ଘରକୁ ଫେରୁଥିବାବେଳେ ଗଁାଛକ ନିକଟରେ ତାଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ କେତେକ ଦୁର୍ବୃତ୍ତ…
ଜାତୀୟ ରାଜପଥରୁ ଲୁଟ୍ ଅଭିଯୋଗରେ ୨ ଗିରଫ: ୧୧ ମୋବାଇଲ, ୨ ବାଇକ୍ ଜବତ
ଯଁ।ଳା/ଜଟଣୀ,୧।୧୧(ଡି.ଏନ.ଏ.) : ୧୬ ନଂ. ଜାତୀୟ ରାଜପଥରେ ପଥଚାରୀଙ୍କଠାରୁ ଲୁଟ୍ପାଟ୍ କରୁଥିବା ଗୋଟିଏ ଗ୍ୟାଙ୍ଗର ଦୁଇ ଅଭିଯୁକ୍ତଙ୍କୁ ଜଟଣୀ ଥାନା ପୋଲିସ ଗିରଫ କରି ଶୁକ୍ରବାର କୋର୍ଟଚାଲାଣ କରିଛି। ଗିରଫ ଦୁଇଜଣ ହେଲେ ଖଣ୍ଡଗିରି ଥାନା ଅନ୍ତର୍ଗତ ବରମୁଣ୍ଡା ଅଞ୍ଚଳର ଜିତୁ…
୨୨ ଗ୍ରାମ ବ୍ରାଉନସୁଗାର ଜବତ, ମହିଳା ବ୍ୟବସାୟୀ ଗିରଫ
ଖୋର୍ଦ୍ଧା ଅଫିସ, ୧।୧୧: ଖୋର୍ଦ୍ଧା ଅବକାରୀ ସ୍କ୍ବାର୍ଡ ଖୋର୍ଦ୍ଧା ସହରର ସ୍ବପ୍ବେଶ୍ୱର ସାହି ଉପରେ ଶୁକ୍ରବାର ଚଢ଼ାଉ କରି ୨୨ ଗ୍ରାମ ବ୍ରାଉନସୁଗାର ଜବତ କରିଛି। ଏଥିରେ ସମ୍ପୃକ୍ତ ମହିଳା ବ୍ରାଉନସୁଗାର ବ୍ୟବସାୟୀ ଲକ୍ଷ୍ମୀପ୍ରିୟା ପରିଡା ଓରଫ ବବିତା(୪୨)ଙ୍କୁ ଗିରଫ କରି…

