ଆମ ଜିଲା ଖବର

ପ୍ରେମୀଯୁଗଳଙ୍କ ଆତ୍ମହତ୍ୟା: ପୁଅକୁ ମାରିଦେଇଥିବା ଅଭିଯୋଗ ଆଣିଲା ପରିବାର

ଚନ୍ଦାହାଣ୍ଡି, ୧।୧୧(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ଫଟକିଗ୍ରାମ ନିକଟସ୍ଥ ଏକ ମହୁଲ ଗଛରେ ରଶି ଲଗାଇ ପ୍ରେମୀଯୁଗଳ ଆତ୍ମହତ୍ୟା କରିଥିବା ଦେଖିବାକୁ ମିଳିଛି। ସେମାନେ ହେଲେ ଉକ୍ତ ଗ୍ରାମର ନୂର୍ତ୍ତନ ନାୟକ(୨୬) ଓ ପ୍ରେମିକା ସବନମ୍‌ ବେଗମ(୧୯)। ଝିଅଘର ଲୋକେ…

ଦଶମନ୍ତପୁର ଜିଲାପରିଷଦ ଉପନିର୍ବାଚନ : ନାମାଙ୍କନପତ୍ର ଦାଖଲ କଲେ ଦୁଇ କଂଗ୍ରେସ ପ୍ରାର୍ଥୀ

କୋରାପୁଟ,୧।୧୧(ସ୍ବ.ପ୍ର.): କୋରାପୁଟ ଜିଲା ପଟାଙ୍ଗୀ ବ୍ଲକ ଦଶମନ୍ତପୁର ଜିଲାପରିଷଦ ଉପନିର୍ବାଚନ ଆସନ୍ତା ୨୭ ତାରିଖରେ ଅନୁଷ୍ଠିତ ହେବ। ଏଣୁ କଂଗ୍ରେସ ପକ୍ଷରୁ ଦୁଇଜଣ ପ୍ରାର୍ଥୀ ଉପଜିଲାପାଳଙ୍କ ନିକଟରେ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଦଶମନ୍ତପୁର ଜୋନ୍‌ ୧ରୁ ନରି ହିକ୍କା ଏବଂ ପଟାଙ୍ଗୀ…

ସଂରକ୍ଷିତ ଜଙ୍ଗଲରୁ ବ୍ୟାପକ ଗଞ୍ଜେଇ ଗଛ ଜବତ କଲା ଛେଣ୍ଡିପଦା ପୋଲିସ

ଛେଣ୍ଡିପଦା,୧।୧୧(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା କଣଲୋଇ ପଞ୍ଚାୟତ କର୍ଣ୍ଣପାଳ କଦମଘାଟ ନିକଟରେ ଶୁକ୍ରବାର ବନବିଭାଗ ଓ ଛେଣ୍ଡିପଦା ପୋଲିସ ମିଳିତ ଚଢ଼ାଉ କରି ବ୍ୟାପକ ଗଞ୍ଜେଇ ଗଛ ଜବତ କରିଛି। ଥାନାଧିକାରୀ ସତ୍ୟବ୍ରତ ରାଉତଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଘାଟି ନିକଟସ୍ଥ…

ବନ୍ଦ ଖଣି ଚାଲୁ ଦାବିରେ ଆନ୍ଦୋଳନ

ଅନୁଗୋଳ ଅଫିସ,୧।୧୧: ଅନୁଗୋଳ ଜିଲା ସୋଲଡ଼ା ଗ୍ରାମ ସହ ଖୁରିଙ୍ଗା, ସତ୍ୟବାଦୀପୁର, ନାଥଗାଁ ଓ ତେଲିପୁର ଗ୍ରାମର ଶତାଧିକ ଲୋକ ଜିଲାପାଳ ଓ ଏସ୍‌ପିଙ୍କ କାର୍ଯ୍ୟାଳୟ ଘେରାଉ କରିଛନ୍ତି। ତେବେ ବଳରାମ କୋଇଲା ଖଣି(ସୋଲଡା ପ୍ୟାଚ୍‌) ଚାଲୁ କରିବା ଦାବିରେ ଏହି…

ସାଇକେଲ ଚୋରି: ୫ ନାବାଳକ କୋର୍ଟ ଚାଲାଣ

ନିମାପଡ଼ା, ୧।୧୧(ଡି.ଏନ୍‌.ଏ.): ପୁରୀ ଜିଲା ନିମାପଡ଼ାର ବିଭିନ୍ନ କୋଚିଙ୍ଗ୍‌ ଓ ଟ୍ୟୁସନ ସେଣ୍ଟର ସମ୍ମୁଖରୁ ମାସକ ମଧ୍ୟରେ ଅନେକ ସାଇକେଲ ଚୋରି ହୋଇଥିବାନେଇ ଗତ ଗୁରୁବାର ଏକାଧିକ ବ୍ୟକ୍ତି ନିମାପଡ଼ା ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଗୁରୁବାର ରାତିରେ ଅଣ୍ଢିଆ ସାହି…

ଏଥର ସଚିବ ନୁହନ୍ତି, ଭଦ୍ରକ ଜିଲା ଚିକିତ୍ସାଳୟକୁ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଅଚାନକ ଗସ୍ତ

ଭଦ୍ରକ ଅଫିସ,୧।୧୧: ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ଶୁକ୍ରବାର ଭଦ୍ରକ ଜିଲା ଚିକିତ୍ସାଳୟକୁ ଅଚାନକ ଗସ୍ତ କରିଛନ୍ତି। ତାଙ୍କ ସହ ଏମ୍‌ପି ମଞ୍ଜୁଲତା ମଣ୍ଡଳ, ବିଧାୟକ ସଞ୍ଜୀବ ମାଲିକ, ବ୍ୟୋମକେଶ ରାୟ, ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ ପ୍ରମୁଖ ପହଞ୍ଚି ବିଭିନ୍ନ ଓ୍ବାର୍ଡ…

ଅଲିଭ ରିଡ୍‌ଲେଙ୍କ ସୁରକ୍ଷା ଚିନ୍ତା: ଅସ୍ତରଙ୍ଗ ଦେବୀମୁହାଁଣରୁ କେଳୁଣୀ ମୁହାଁଣ ପର୍ଯ୍ୟନ୍ତ ମାଛଧରା ବନ୍ଦ

କାକଟପୁର,୧।୧୧(ଡି.ଏନ୍‌.ଏ.): ବିରଳ ଅଲିଭ୍‌ ରିଡ୍‌ଲେ କଇଁଛଙ୍କ ସୁରକ୍ଷା ପାଇଁ ଶୁକ୍ରବାରଠାରୁ ଅସ୍ତରଙ୍ଗ ଦେବୀମୁହାଁଣଠାରୁ କେଳୁଣୀ ମୁହାଁଣ ପର୍ଯ୍ୟନ୍ତ ମାଛ ଧରା ଉପରେ ସରକାର କଟକଣା ଜାରି କରିଛନ୍ତି। ନଭେମ୍ବର ୧ରୁ ମେ’ ୩୦ ତାରିଖ ପର୍ଯ୍ୟନ୍ତ ମାଛଧରା ଉପରେ ଏହି ନିଷିଧାଦେଶ…

ମାଛ ଚୋରି କରିବାକୁ ଆସି ଶିକ୍ଷକଙ୍କୁ ହତ୍ୟା: ସାଇଣ୍ଟିଫିକ୍‌ ଟିମ୍‌ର ତଦନ୍ତ ଆରମ୍ଭ

ଦେବଗଡ଼,୧।୧୧(ଡି.ଏନ୍‌.ଏ.): ଦେବଗଡ଼ ଜିଲା କଂସର ଫାଣ୍ଡି ଅନ୍ତର୍ଗତ ପାଳୁଣୀପଡ଼ା ଗ୍ରାମରେ ଗୁରୁବାର ରାତିରେ ଜଣେ ଶିକ୍ଷକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ସେ ହେଲେ ଆଶୁତୋଷ ପଟେଲ। ମିଳିଥିବା ସୂଚନା ଅନୁଯାୟୀ, ଆଶୁତୋଷ ଘରଠାରୁ ଅଳ୍ପ ଦୂରରେ ଥିବା ନିଜ ପୋଖରୀରେ…

ଘର ସମ୍ମୁଖରୁ ମୃତଦେହ ଉଦ୍ଧାର: ହତ୍ୟା ଅଭିଯୋଗ ଆଣିଲା ପରିବାର

ବରଗଡ଼ ଅଫିସ/ଝାରବନ୍ଧ, ୧।୧୧(ଡି.ଏନ୍‌.ଏ.): ବରଗଡ଼ ଜିଲା ଝାରବନ୍ଧ ଥାନା ଅନ୍ତର୍ଗତ ଟୁର୍ଲା ଗ୍ରାମର ଜଣେ ବ୍ୟକ୍ତିଙ୍କ ମୃତଦେହ ନିଜ ଘର ସମ୍ମୁଖରୁ ଗୁରୁବାର ବିଳମ୍ବିତ ରାତିରେ ଉଦ୍ଧାର ହୋଇଛି। ସେ ହେଲେ ଲକ୍ଷ୍ମୀକାନ୍ତ କଲେତ(୪୫)। ଲକ୍ଷ୍ମୀକାନ୍ତ ସନ୍ଧ୍ୟା ପ୍ରାୟ ୮ଟାରେ ଘରୁ…

ଏସ୍‌ସିବି ମେଡିକାଲ : କାଡାଭରିକ୍‌ ଟ୍ରାନ୍ସପ୍ଲାଣ୍ଟ ପାଇଁ ତତ୍ପରତା

କଟକ ଅଫିସ,୧।୧୧: ଏସ୍‌ସିବି ମେଡିକାଲରେ କାଡାଭରିକ ଟ୍ରାନ୍ସପ୍ଲାଣ୍ଟ ପାଇଁ ତତ୍ପରତା ପ୍ରକାଶ ପାଇଛି। ଗୁରୁବାର ମେଡିକାଲର ଅଡିଟୋରିୟମ ହଲ୍‌ରେ ଏ ନେଇ ଏକ ଉଚ୍ଚସ୍ତରୀୟ କର୍ମଶାଳା ଅନୁଷ୍ଠିତ ହୋଇଥିଲା। ଏଥିରେ ବମ୍ବେର ଅବସରପ୍ରାପ୍ତ ବରିଷ୍ଠ ପ୍ରଫେସର ଡା. ବତ୍ସଳା ତ୍ରିବେଦୀ, ହାଇଦ୍ରାବାଦର…

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା : ପୂର୍ବତନ ଖଣି ଅଧିକାରୀଙ୍କୁ ଜେଲ୍‌ଦଣ୍ଡ

କଟକ ଅଫିସ,୧।୧୧ : ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଜଣେ ଅବସରପ୍ରାପ୍ତ ଖଣି ଅଧିକାରୀଙ୍କୁ ଜେଲ୍‌ ଓ ଜରିମାନା ଦଣ୍ଡାଦେଶ ହୋଇଛି। ସେ ହେଲେ କେନ୍ଦୁଝର ଜିଲା ବଡ଼ବିଲ୍‌ଠାରେ ଥିବା ଓଡ଼ିଶା ଖଣି ନିଗମ ସେଣ୍ଟ୍ରାଲ ୱାର୍କସପ୍‌ର ପୂର୍ବତନ ଡେପୁଟି…

ଆଜି ଖୋଲିଲା ଶିମିଳିପାଳ : ପ୍ରଥମ ଦିନରେ ପର୍ଯ୍ୟଟକଙ୍କୁ ସ୍ବାଗତ ଲାଗି ସ୍ବତନ୍ତ୍ର ବ୍ୟବସ୍ଥା

ବାରିପଦା ଅଫିସ,୧।୧୧: ପର୍ଯ୍ୟଟକମାନଙ୍କ ପାଇଁ ଶୁକ୍ରବାରଠାରୁ ଶିମିଳିପାଳ ଅଭୟାରଣ୍ୟ ଖୋଲିଛି। ଅଭୟାରଣ୍ୟ ଭିତରକୁ ପର୍ଯ୍ୟଟକମାନେ ପିଠାବଟା(ଲୁଲୁଙ୍ଗ) ଓ କାଳିଆଣି(ଯଶିପୁର) ଗେଟ୍‌ ଦେଇ ଯାଇଛନ୍ତି। ପିଠାବଟା ଗେଟ୍‌ ଦେଇ ୧୬ଟି ଚାରିଚକିଆ ଯାନରେ ମୋଟ ୧୦୬ ଜଣ ପର୍ଯ୍ୟଟକ ଶିମିଳିପାଳ ଭତରକୁ ଯାଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?