ଗୃହ କାର୍ଯ୍ୟାଦେଶ ବିଲ୍ ପାଇଁ ଲାଞ୍ଚ: ବାର୍ତ୍ତାଳାପ ରେକର୍ଡିଂ ଶୁଣାଇଲେ ହିତାଧିକାରୀ
କାମାକ୍ଷାନଗର, ୧।୧୧(ଡି.ଏନ.ଏ.)-ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ସୋଗର ପଞ୍ଚାୟତରେ ଆବାସ ଯୋଜନାର ବିଲ୍ ପୈଠ ପାଇଁ ବ୍ୟାପକ ଲାଞ୍ଚ କାରବାର ହେଉଛି। ଏଥିରେ ପିଇଓଙ୍କ ସମ୍ପୃକ୍ତି ଥିବା ଚର୍ଚ୍ଚା ହେଉଥିବାବେଳେ ଏ ସମ୍ପର୍କିତ ଫୋନ୍ ରେକର୍ଡିଂ ଲାଗିଛି ଗଣମାଧ୍ୟମ ହାତରେ। ଅନ୍ୟପଟେ…
ଢେଙ୍କାନାଳରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ: ‘୫-ଟି’ କାର୍ଯ୍ୟକାରିତା ଉପରେ ଗୁରୁତ୍ୱ
ଢେଙ୍କାନାଳ ଅଫିସ/ଓଡ଼ାପଡ଼ା (ଡି.ଏନ.ଏ.), ୧।୧୧ – ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା କୃଷି ଉତ୍ପାଦନ କମିଶନର ପ୍ରଦୀପ୍ତ କୁମାର ମହାପାତ୍ର ବୁଧବାରଠାରୁ ୨ଦିନିଆ ଢେଙ୍କାନାଳ ଗସ୍ତରେ ଆସି ୧୩ଗୋଟି ଯୋଜନାର ସମୀକ୍ଷା କରିଛନ୍ତି। ସେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ କାର୍ଯ୍ୟ…
ପୁଣି ବାହାରୁ ରୋଗୀ କିଣିଲେ ମେଡିସିନ: ସମ୍ପର୍କୀୟ ତାତିଲା ପରେ ଚେତିଲେ କର୍ତ୍ତୃପକ୍ଷ
ଅନୁଗୋଳ ଅଫିସ, ୧ା୧୧- ୫-ଟି ସଚିବଙ୍କ ତାଗିଦ ପରେ ବି ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆସୁଥିବା ରୋଗୀଙ୍କ ମଧ୍ୟରୁ ଅନେକଙ୍କୁ ବାହାରୁ ଔଷଧ କିଣିବାକୁ ପଡ଼ୁଥିବା ଅଭିଯୋଗ ହେଉଛି। ଗୁରୁବାର ଏପରି ଘଟଣାକୁ ନେଇ ପୁରୁଷ ଓ୍ବାର୍ଡରେ ଚିକିତ୍ସାଧୀନ ଜଣେ…
ଜିଲାସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ: ‘ଲୋଭ ପରିହାର କର, ସଚ୍ଚୋଟ ହୁଅ’
ଅନୁଗୋଳ ଅଫିସ, ୧ା୧୧-ଜିଲାସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଅବସରରେ ଗୁରୁବାର ଜିଲା କାର୍ଯ୍ୟାଳୟ ସମ୍ମିଳନୀ ଗୃହରେ ସଭା ଓ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ଅତିରିକ୍ତ ଜିଲାପାଳ ତପନ କୁମାର ଶତପଥୀ ଯୋଗଦେଇ ଦୁର୍ନୀତି ନିବାରଣ ପାଇଁ…
ଥାନାରେ ଏତଲା ଦେଲେ ମହିଳା ମହାବିଦ୍ୟାଳୟ କର୍ତ୍ତୃପକ୍ଷ: ସର୍ଭେ କହି ଡାଟା ନେଇଯାଇଛନ୍ତି ଦୁଇ ଯୁବକ
ଅନୁଗୋଳ ଅଫିସ, ୧ା୧୧-ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସର୍ଭେ ପାଇଁ ଏକ କମ୍ପ୍ୟୁଟର ସଂସ୍ଥାରୁ ଆସିଥିବା କହି ଦୁଇ ଯୁବକ ଗତ ୨୯ ତାରିଖରେ ଅନୁଗୋଳ ମହିଳା ମହାବିଦ୍ୟାଳୟରୁ ଡାଟା ନେଇଯାଇଥିବା କର୍ତ୍ତୃପକ୍ଷ ଗୁରୁବାର ଅନୁଗୋଳ ଥାନାରେ ଲିଖିତ ଅଭିଯୋଗ କରଛନ୍ତି। ତେବେ…
ଉପସ୍ଥାନ ଯାଞ୍ଚ କଲେ ଉପଜିଲାପାଳ
ବନ୍ତଳା,୧ା୧୧(ଡି.ଏନ.ଏ.)-ଅନୁଗୋଳ ଜିଲା ବନ୍ତଳାସ୍ଥିତ ଶ୍ରୀ ଚନ୍ଦ୍ରଶ୍ରେଖର ଜୁନିୟର ମହାବିଦ୍ୟାଳୟ, ଯୁକ୍ତ ତିନି ଉଚ୍ଚତର ଶିକ୍ଷା ମହାବିଦ୍ୟାଳୟ ଓ ପାତେଳି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଗୁରୁବାର ଉପଜିଲାପାଳ ବାସୁଦେବ ଶତପଥୀ ଅଚାନକ ଗ୍ରସ୍ତ କରିଥିଲେ। ପ୍ରଥମେ ପାତେଳି ପ୍ରାଥମିକ ବିଦ୍ୟାଳୟରେ ଉପଜିଲାପାଳ…
କିଶୋରନଗର ପଞ୍ଚାୟତ ସମିତି ବୈଠକ: ପ୍ରଶାସନିକ ଅଧିକାରୀ ଅଧିକ ଯତ୍ନବାନ ହୁଅନ୍ତୁ
ବଇଣ୍ଡା,୧ା୧୧(ଡି.ଏନ.ଏ.)- କିଶୋରନଗର ପଞ୍ଚାୟତ ସମିତିର ୯ମ ବୈଠକ ବ୍ଲକ ସଭାଗୃହରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଅଧ୍ୟକ୍ଷା ବବିତା ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଅତିଥି ଭାବେ ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ ଯୋଗଦେଇ ସରକାରୀ ଯୋଜନା କିପରି ସିଧାସଳଖ ଲୋକଙ୍କ…
ଯୋଗାଣ ସହାୟକଙ୍କୁ ମାଡ଼, ଥାନାରେ ଏତଲା
କୁକୁଡାଖଣ୍ଡି,୧ା୧୧(ଡି.ଏନ.ଏ.)- କୁକୁଡାଖଣ୍ଡି ବ୍ଲକ କଙ୍କିଆ ପଞ୍ଚାୟତର ଯୋଗାଣ ସହାୟକଙ୍କୁ ଗ୍ରାମର ଏକ ପରିବାର ଆକ୍ରମଣ କରିଥିବା ଗୋଳନ୍ଥରା ଥାନାରେ ଅଭିଯୋଗ ହୋଇଛି। ପ୍ରକାଶ ଯେ, କଙ୍କିଆ ପଞ୍ଚାୟତର ଯୋଗାଣ ସହାୟକ ସୁମିତ୍ରା ନାହାକ ଗୁରବାର ପଞ୍ଚାୟତ କାର୍ଯ୍ୟାଳୟଠାରେ ଚାଉଳ ବାଣ୍ଟୁଥିଲେ। ଗ୍ରାମର…
ସୋରଡା ଆଦର୍ଶ ବିଦ୍ୟାଳୟ: ୨ଦିନ ହେଲା ଆସୁନାହାନ୍ତି ଛାତ୍ରୀଛାତ୍ର
ସୋରଡା, ୧ା୧୧(ଡି.ଏନ୍.ଏ.)- ରାଜ୍ୟ ସରକାର ଗରିବ ମେଧାବୀ ଛାତ୍ରୀଛାତ୍ରଙ୍କୁ ଇଂରାଜୀ ମାଧ୍ୟମରେ ଶିକ୍ଷା ଦେବାକୁ ପଛୁଆ ବ୍ଲକରେ ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା କରିଥିଲେ। ମାତ୍ର ବିଭିନ୍ନ ସ୍ଥାନରେ ଶିକ୍ଷକ ଅଭାବ ସହ ଅନ୍ୟାନ୍ୟ ଅବ୍ୟବସ୍ଥା ଯୋଗୁ ସରକାରଙ୍କ ଉଦ୍ଦେଶ୍ୟ ସାଧିତ ହୋଇ…
ଗଞ୍ଜାମରେ ଟିକାକରଣ ଲକ୍ଷ୍ୟ ପୂରଣ: ପ୍ରଶଂସା ପ୍ରମାଣପତ୍ର ଗ୍ରହଣ କଲେ ଜିଲାପାଳ
ଛତ୍ରପୁର,୧ା୧୧(ଡି.ଏନ.ଏ)- ଭାରତ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଗୁରୁବାର ନୂଆଦିଲ୍ଲୀ ଜନପଥସ୍ଥିତ ଡ. ଆମ୍ବେଦକାର ଇଣ୍ଟରନ୍ୟାଶନାଲ ସେଣ୍ଟରଠାରେ ପଲ୍ସ ପୋଲିଓ ସିଲଭର ଜୁବିଲି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ୨୦୧୭-୧୮ରେ ୯୦ ପ୍ରତିଶତ ଟିକାକରଣ (ମିଶନ…
ବେପରୁଆ ଗାଡ଼ି ଚାଳନା: ୨୩୭୦ ଜଣଙ୍କ ଡିଏଲ୍ ରଦ୍ଦ
ଛତ୍ରପୁର,୧ା୧୧(ଡି.ଏନ.ଏ)- ଚଳିତବର୍ଷ ସେପ୍ଟେମ୍ବର ମାସ ସୁଦ୍ଧା ଗଞ୍ଜାମ ଜିଲାରେ ୨,୩୭୦ ଜଣଙ୍କ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ କରାଯାଇଛି। ବେପାରୁଆ ଗାଡିଚାଳନା, ହେଲ୍ମେଟ୍ ନ ପିନ୍ଧି ଓ ମଦ୍ୟପାନ କରି ଗାଡି ଚଳାଇବା ଆଦି କାରଣରୁ ଏପରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ପୋଲିସ…
ମଦ ବନ୍ଦ ଦାବିରେ ମହିଳାଙ୍କ ରାସ୍ତାରୋକୋ
ହାତୀଓଟ,୧ା୧୧- ପୋଲସରା ବ୍ଲକ ମନ୍ଦାର ପଞ୍ଚାୟତର ମାଳତୀବାଡି ଗ୍ରାମରେ ମଦ ବିକ୍ରିକୁ ସମ୍ପୂର୍ଣ୍ଣ ବନ୍ଦ କରିବାକୁ ଗୁରୁବାର ଗ୍ରାମର ଏସ୍ଏଚ୍ଜି ମହିଳାମାନେ ମନ୍ଦାର – ଆସିକା ମୂଖ୍ୟ ରାସ୍ତାକୁ ଟାୟାର ଜାଳି ଅବରୋଧ କରିଥିଲେ। ପ୍ରକାଶ ଯେ, ଦୁଇଦିନତଳେ ଗ୍ରାମର ୮ଟି…

